କରୋନା ଭାଇରସ୍‌

‘କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ’

ଭୁବନେଶ୍ୱର, ୨୯।୫(ବ୍ୟୁରୋ): କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ବୋଲି ଗୁରୁବାର କେନ୍ଦ୍ର କ୍ୟାବିନେଟ୍‌ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଲୋଚନା ହୋଇଛି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ ସଚିବ…

ନବମ ସ୍ଥାନକୁ ଉଠିଲା ଭାରତ

ଓ୍ବାଶିଂଟନ/ବ୍ରାଜିଲିଆ/ନୂଆଦିଲ୍ଲୀ,୨୯ା୫: ଦିନ ଗଡ଼ୁଛି, ସଂଖ୍ୟା ବଢ଼ୁଛି। ଅସମ୍ଭାଳ ହେଲାଣି କରୋନା ସ୍ଥିତି। ବିଶ୍ୱର ୨୧୩ ଦେଶରେ ଏବେ ରାଜୁତି କରୁଛି କରୋନା ଭୂତାଣୁ। ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ିବା ସହ ସଂକ୍ରମିତଙ୍କ ସଂଖ୍ୟା ଅହେତୁକ ଭାବେ ବଢ଼ିଚାଲିଛି। ବିଶ୍ୱରେ ଏବେ…

କ୍ୱାରାଣ୍ଟାଇନରେ ୨୩ ଲକ୍ଷ

ନୂଆଦିଲ୍ଲୀ,୨୯ା୫(ପି.ଟି.): କୋଭିଡ୍‌-୧୯ ଯୋଗୁ ସାରା ଦେଶ ଲକ୍‌ଡାଉନରେ ଥିବାବେଳେ ବିଭିନ୍ନ ସ୍ଥାନକୁ ଗସ୍ତ କରିଥିବା କିମ୍ବା ବିଦେଶରୁ ଫେରିଥିବା ପାଖାପାଖି ୨୩ ଲକ୍ଷ ଲୋକଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି। ଅନ୍ୟ ରାଜ୍ୟରୁ ଫେରୁଥିବା ଲୋକଙ୍କ ପାଇଁ ଅଧିକାଂଶ ରାଜ୍ୟ ସରକାର ଓ କେନ୍ଦ୍ରଶାସିତ…

୧୬ ବିମାନ ଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୯ା୫: ଦୁଇ ମାସ ବନ୍ଦ ରହିବା ପରେ ଗତ ସୋମବାରଠାରୁ ଦେଶ ଭିତରେ ବିମାନ ସେବା ଆରମ୍ଭ ହୋଇଛି। ଇତିମଧ୍ୟରେ ୩ ଏୟାରଲାଇନ୍ସରେ ଯାତ୍ରା କରିଥିବା ୧୬ ଜଣ ଯାତ୍ରୀଙ୍କଠାରେ କରୋନା ପଜିଟିଭ୍‌ ଥିବା ଜଣାପଡିଛି। ସେମାନଙ୍କ ମଧ୍ୟରୁ ଇଣ୍ଡିଗୋର ସର୍ବାଧିକ…

୭୦% ସଂକ୍ରମିତ ୧୩ ସହରରେ

ନୂଆଦିଲ୍ଲୀ,୨୯ା୫(ପି.ଟି.): ଲକ୍‌ଡାଉନ ୪.୦ ଅବଧି ଶେଷ ହେବାକୁ ଆଉ ୩ ଦିନ ବାକି ଥିବାବେଳେ କ୍ୟାବିନେଟ ସଚିବ ରାଜୀବ ଗୌବା ଗୁରୁବାର ଦେଶର ସର୍ବାଧିକ ସଂକ୍ରମିତ ୧୩ ସହରର ମ୍ୟୁନିସିପାଲ କମିଶନ ଏବଂ ଜିଲାପାଳଙ୍କ ସହ ଆଲୋଚନା କରିଛନ୍ତି। ଦେଶର ପାଖାପାଖି…

ଯାଜପୁରରେ ସର୍ବାଧିକ ସକ୍ରିୟ ସଂକ୍ରମିତ

ଭୁବନେଶ୍ୱର, ୨୭ା୫ (ବ୍ୟୁରୋ)- ରାଜ୍ୟରେ ଆଉ ୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚତ୍ଛି। ସେହିପରି ପୁଣି ୭୫ଜଣ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ଏବେ ୭୬୬ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ…

କରୋନା ଚିକିତ୍ସା ପାଇଁ ହାଇଡ୍ରୋକ୍ସିକ୍ଲୋରୋକୁଇନ ବ୍ୟବହାର କରିବାକୁ ମନା କଲା ୟୁରୋପିୟନ ୟୁନିୟନ

ଫ୍ରାନ୍ସ,୨୮।୫: କରୋନା ଭାଇରସର ଚିକିତ୍ସା ପାଇଁ କିଛି ଦେଶ ହାଇଡ୍ରୋକ୍ସିକ୍ଲୋରୋକୁଇନ ଔଷଧ ବ୍ୟବାହର କରୁଥିବା ବେଳେ ବୁଧବାର ୟୁରୋପିୟନ ୟୁନିୟନ ଏହାକୁ ବ୍ୟାନ କରିଛନ୍ତି। ଏହାକୁ ନେଇ ଆଉ ଏକ ଗ୍ଲୋବାଲ ଟ୍ରାଏଲକୁ ମଧ୍ୟ ବନ୍ଦ କରି ଦିଆଯାଇଥିବା ଜଣାପଡିଛି। ତେବେ…

ମହାରାଷ୍ଟ୍ରରେ ୨୪ ଘଣ୍ଟାରେ ୧୩୧ କରୋନା ଯୋଦ୍ଧା ସଂକ୍ରମିତ

ମୁମ୍ବାଇ,୨୮।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧ ଜଣ ପୋଲିସ କରୋନାରେ ସଂକ୍ରମିତ ହେବା ପ୍ରଶାସନକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ମିଶାଇ ଏବେ ମହାରାଷ୍ଟ୍ରରେ ମୋଟ ୨,୦୯୫…

ବିଶ୍ୱରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ଚେତାବନୀ ପରେ ଏବେ ଆମେରିକା, ବ୍ରାଜିଲ, ଭାରତ ଓ କିଛି ଲାଟିନ ଆମେରିକା ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଇଛି। ବୁଧବାର ସାରା ବିଶ୍ୱରେ ୧ ଲକ୍ଷ ୬…

ଶନିବାର ସନ୍ଧ୍ୟା ୫.୩୦ ରେ ‘ବନ୍ଦେ ଉତ୍କଳ ଜନନୀ’ ଗାଇ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବର୍ତ୍ତମାନ ପ୍ରବାସରେ ଥିବା ଲକ୍ଷ ଲକ୍ଷ ଓଡିଆ ଭାଇଭଉଣୀ ଘରକୁ ଫେରୁଛନ୍ତି। ତଥାପି କୋଭିଡ ବିରୋଧରେ ଚାଲିଥିବା ସଂଗ୍ରାମରେ ଆମେ ଭଲ ସ୍ଥିତିରେ ଅଛୁ । ଏହା ପଛରେ ରହିଛି କରୋନା ଯୁଦ୍ଧରେ ଦିନରାତି କାମ କରୁଥିବା ଆମର ଲକ୍ଷ…

ରେଡିମେଡ୍‌ ପୋଷାକ ଟ୍ରାଏଲ୍‌ କରିପାରିବେନି ଗ୍ରାହକ: ପୋଷାକକୁ କରାଯିବ କ୍ୱାରାଣ୍ଟାଇନ

ଇନ୍ଦୋର,୨୮।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଆର୍ଥିକ ସ୍ଥିତିରେ ସୁଧାର ଅଣାଯିବା ଲାଗି ଧୀରେଧୀରେ ବିଭିନ୍ନ ବ୍ୟବସାୟିକ ସଂସ୍ଥା ଖୋଲିବା ଉପରେ ସସର୍ତ୍ତ କୋହଳ ବ୍ୟବସ୍ଥା ଲାଗୁ କରାଯାଇଛି। ମଧ୍ୟପ୍ରଦେଶ ଇନ୍ଦୋରରେ ରେଡିମେଡ୍‌ ପୋଷାକ ବିକ୍ରେତାମାନେ…

ସାରା ବିଶ୍ୱ ପାଇଁ ଉଦାହରଣ ସାଜିଛି ଓଡ଼ିଶା, ସରକାରଙ୍କ ପଦକ୍ଷେପକୁ ସମର୍ଥନ କରିଥିବାରୁ ମୁଁ ଋଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୫(ବ୍ୟୁରୋ): କୋଭିଡ ଯୁଦ୍ଧରେ ଲୋକଙ୍କ ଜୀବନ ବଞ୍ଚାଇବାରେ ଓଡ଼ିଶା ଆଜିକା ଦିନରେ କେବଳ ଭାରତ ବର୍ଷରେ ନୁହେଁ ସାରା ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିଛି। କୋଭିଡରେ ରାଜ୍ୟରେ ମୃତ୍ୟୁହାର ସବୁଠାରୁ କମ୍‌। କରୋନାରେ ପୀଡ଼ିତ ଅଧାରୁ ଅଧିକ ଲୋକ ସୁସ୍ଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri