କରୋନାକୁ ନିଷ୍କ୍ରିୟ କରିବ ପ୍ରୋଟିନ
ବେଜିଂ,୨୮ା୫: ଚାଇନା ଏବଂ ଆମେରିକାର ଗବେଷେକମାନେ ମିଳିତ ଭାବେ ବ୍ୟାକ୍ଟେରିଆ ଦ୍ୱାରା କ୍ଷରିତ ୨ ପ୍ରୋଟିନ ଚିହ୍ନଟ କରିଛନ୍ତି, ଯାହା କରୋନା ଭୂତାଣୁ, ଡେଙ୍ଗୁ ଏବଂ ଏଚ୍ଆଇଭି ସମେତ ବିଭିନ୍ନ ଭୂତାଣକୁ ନିଷ୍କ୍ରିୟ କରିପାରେ। ଏହି ଅଧ୍ୟୟନ ସମ୍ପର୍କିତ ଏକ ନିବନ୍ଧକୁ…
ବାଦାମବାଡ଼ି ଶୂନଶାନ: ଗଡ଼ିଲାନି ବସ୍
କଟକ ଅଫିସ,୨୮।୫: ବସ୍ ମାଲିକ ସଂଘ ଏବଂ ସରକାରଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବୈଠକରେ ଗୁରୁବାରଠାରୁ ବସ୍ ଚଳାଚଳ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ସକାଳେ କିନ୍ତୁ ଏହାର ପ୍ରଭାବ କଟକ ବାଦାମବାଡ଼ିରେ ଦେଖିବାକୁ ମିଳିନି। ବସ୍ଷ୍ଟାଣ୍ଡ ସମ୍ପୂର୍ଣ୍ଣ ଶୂନଶାନ ରହିଛି। ଗୋଟିଏ…
ପଞ୍ଚାୟତରେ ଲୋକଙ୍କୁ କାମ ଦେବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଗାଁ ଗହଳିରେ ଯେପରି ଲୋକଙ୍କୁ କାମ ମିଳିବ ସେଥିପ୍ରତି ରାଜ୍ୟ ସରକାର ଗୁରୁତ୍ୱଦେବା ଆରମ୍ଭ କରିଛନ୍ତି। କରୋନା ପରବର୍ତ୍ତୀ ସମୟରେ ଗ୍ରାମପଞ୍ଚାୟତ ସ୍ତରରେ ଜୀବିକା ଉପାର୍ଜନ ଏବଂ ନିଯୁକ୍ତି ବୃଦ୍ଧି କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସିତ…
ହୋଟେଲ ଖୋଲିବାକୁ ଅନୁମତି ମିଳୁ
ପୁରୀ ଅଫିସ,୨୮।୫: କାରୋନା ପାଇଁ ୨ ମାସରୁ ଊର୍ଦ୍ଧ୍ୱ ହେବ ପୁରୀ ହୋଟେଲ ଶିଳ୍ପରେ ତାଲା ଝୁଲୁଛି। ହୋଟେଲ ମାଲିକଙ୍କଠାରୁ ଆରମ୍ଭ କରି ହଜାର ହଜାର କର୍ମଚାରୀ ଏବଂ ହୋଟେଲ ଶିଳ୍ପ ଉପରେ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବେ ନିର୍ଭର କରୁଥିବା…
ସିଟି ହସ୍ପିଟାଲ: ସମସ୍ତଙ୍କ ସ୍ବାବ୍ ରିପୋର୍ଟ ନେଗେଟିଭ
କଟକ ଅଫିସ,୨୮।୫: ସିଟି ହସ୍ପିଟାଲର ଜଣେ ଶିଶୁରୋଗ ବିଶେଷଜ୍ଞ କରୋନା ଆକ୍ରାନ୍ତ ହେବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା ୨୦ ଜଣ କର୍ମଚାରୀଙ୍କ ସ୍ବାବ୍ ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ବୁଧବାର ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଛି ବୋଲି ଜିଲା ମୁଖ୍ୟ…
ଆଗକୁ ଉଲ୍ଲଂଘନକାରୀଙ୍କ ଉପରେ କଡ଼ା ପଦକ୍ଷେପ
ଭୁବନେଶ୍ୱର,୨୮।୫ (ବ୍ୟୁରୋ): ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାବେଳେ ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ବଳବତ୍ତର ରହିଛି। ଏଥିଯୋଗୁ ସାମାଜିକ ତଥା ଆର୍ଥିକ ସ୍ଥିତି ବିଗିଡି ଯାଉଥିବାରୁ କଟକଣାରେ କିଛିଟା କୋହଳ କରାଯାଇଛି। ହେଲେ ଓଡ଼ିଶାର ଲୋକେ ବିଶେଷକରି କଟକ ଓ ଭୁବନେଶ୍ୱରର ଅଧିକାଂଶ…
ପୁରୀ ଜିଲାର ୭ କରୋନା ଆକ୍ରାନ୍ତ ସୁସ୍ଥ
ପୁରୀ ଅଫିସ,୨୮।୫: ପୁରୀ ଜିଲାର ୭ଜଣ କରୋନା ଆକ୍ରାନ୍ତ ବୁଧବାର ସୁସ୍ଥ ହୋଇଛନ୍ତି। ପୂର୍ବରୁ ୧୮ଜଣ ସୁସ୍ଥ ହୋଇଥିବାବେଳେ ନୂଆ ୭ଜଣଙ୍କୁ ମିଶାଇ ବର୍ତ୍ତମାନ ୨୫ଜଣ ଏହି ମହାମାରୀ କରୋନା କବଳରୁ ମୁକ୍ତି ପାଇଛନ୍ତି। ତେବେ ଏହି ୭ଜଣଙ୍କ ସମ୍ପର୍କରେ ପ୍ରଶାସନ…
ନରେନ୍ଦ୍ର କୋଣରୁ ହଟିଲା କଣ୍ଟେନମେଣ୍ଟ ନିର୍ଦ୍ଦେଶନାମା
ପୁରୀ ଅଫିସ,୨୮।୫: ନରେନ୍ଦ୍ର କୋଣ ଅଞ୍ଚଳରୁ ଗତ ୧୭ତାରିଖରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ଜିଲା ପ୍ରଶାସନ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍(ଆବଦ୍ଧ ଅଞ୍ଚଳ) ଘୋଷଣା କରିଥିଲା। ବଡ଼ଦାଣ୍ଡ ମାର୍କେଟ ଛକରୁ ଅକ୍ଷୟପାତ୍ର ଲେନ୍ ଭାୟା ନରେନ୍ଦ୍ରକୋଣ ଲେନ୍,…
CORONAVIRUS UPDATE: ବରଗଡ଼ରେ ଦ୍ବିତୀୟ କରୋନା ପଜିଟିଭ୍ ଚିହ୍ନଟ
ବରଗଡ଼ ଅଫିସ, ୨୮।୫: ବରଗଡ଼ ଜିଲାରେ ଗୁରୁବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ବରପାଲି ବ୍ଲକ ଅଞ୍ଚଳର ୪୦ବର୍ଷୀୟ ପୁରୁଷ ଏବଂ ସେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡ଼ିଛି। ଏନେଇ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଟୁଇଟ…
ନନ୍ଦନକାନନ ଖୋଲିବା ନେଇ ଅନିଶ୍ଚିତତା
ନରାଜ, ୨୮।୫ (ଡି.ଏନ୍.ଏ.): କରୋନା ଓ ଲକ୍ଡାଉନ୍ ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପ୍ରଭାବିତ ହୋଇଛି। ୧୯୯୯ ମହାବାତ୍ୟା, ୨୦୧୯ ଫନୀ ପରେ ଏବେ ଏସିଆ ମହାଦେଶର ଏହି ସର୍ବବୃହତ୍ ଚିଡ଼ିଆଖାନା ଉପରେ କରୋନା ମାଡ଼ ପଡ଼ିଛି। ମାର୍ଚ୍ଚ ୧୫ରୁ ନନ୍ଦନକାନନରେ…
ଗଞ୍ଜାମରେ ୨ ହୋମଗାର୍ଡ କରୋନା ପଜିଟିଭ୍
ଛତ୍ରପୁର,୨୭l୫(ଡି.ଏନ.ଏ)-ଗଞ୍ଜାମ ପୋଲିସ ଜିଲା ପୋଲସରା ଥାନାର ୨ ଜଣ ହୋମଗାର୍ଡ କରୋନା ସଂକ୍ରମିତ ହୋଇଥିବା ଏସ୍ପି ବ୍ରିଜେଶ କୁମାର ରୟ ଟୁଇଟ୍ କରି ସୂଚନା ଦେଇଛନ୍ତି। ପଜିଟିଭ ଚିହ୍ନଟ ହୋଇଥିବା ଏହି କର୍ମଚାରୀଙ୍କ ମଧ୍ୟରୁ ଜଣେ ଜଗନ୍ନାଥପୁର ଷ୍ଟେଶନ ଓ ଅନ୍ୟ…
ଦଇତାପତି ସେବକଙ୍କ ସ୍ବାବ ସଂଗ୍ରହ
ପୁରୀ ଅଫିସ,୨୭ା୫: ଆସନ୍ତା ୫ରେ ଦେବସ୍ନାନ ପୂର୍ଣ୍ଣିମା। ରତ୍ନସିଂହାସନରୁ ଓହ୍ଲାଇ ସ୍ନାନମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାବିଗ୍ରହ। ମଣ୍ଡପ ଉପରେ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ମହାମାରୀ କରୋନାର ଭୟାବହତା ଭିତରେ ମହାପ୍ରଭୁଙ୍କ ଏହିସବୁ ନୀତିକାନ୍ତି କିପରି ସୁଚାରୁ…
Archives


