ଆଗାମୀ ମାସେ ଆମପାଇଁ ଚ୍ୟାଲେଞ୍ଜ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୬।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂରେ ଜରିଆରେ କରୋନା ସ୍ଥିତି ସମୀକ୍ଷା କରିଛନ୍ତି। ଆମାଗୀ ୧୫ ଦିନରୁ ମାସେ ଆମ ପାଇଁ ଚ୍ୟାଲେଞ୍ଜ ହେବ ବୋଲି ସେ ମନ୍ତବ୍ୟ ଦେଇଛନ୍ତି। ବିମାନ ଓ ରେଳ ଚଳାଚଳ ଆରମ୍ଭ…
ଡବ୍ଲୁଏଚ୍ଓର ଚେତାବନୀ ପୁଣିଥରେ ଫେରିପାରେ କରୋନା
ଜେନେଭା,୨୬।୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍ଓ) ସୋମବାର କରୋନା ମହାମାରୀକୁ ନେଇ ଆଉ ଏକ ଚେତାବନୀ ଦେଇଛି। ଡବ୍ଲୁଏଚ୍ଓ କହିଛି ଯେଉଁ ଦେଶରେ କରୋନା ସଂକ୍ରମଣ କମ୍ ହୋଇଛି ସେଠାରେ ପୁଣିଥରେ କରୋନା ଫେରିପାରେ। କାରଣ ବିଶ୍ୱର ଅନେକ ବିଶେଷଜ୍ଞ କହୁଛନ୍ତି କି…
ଡେରାବିଶରେ ଆଉ ୨ କରୋନା ପଜିଟିଭ୍ ଚିହ୍ନଟ
ଡେରାବିଶ, ୨୬।୫(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲାରେ ସୋମବାର ୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ଡେରାବିଶ ବ୍ଲକର ବୋଲି ଜଣାପଡିଛି। ଡେରାବିଶ ବ୍ଲକ୍ରେ ଆଜିକୁ ମିଶାଇ ସମୁଦାୟ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ…
ଅନୁମତି ମିଳିଲେ ପ୍ରବାସୀ ଶ୍ରମିକଙ୍କ ବ୍ୟାଗ୍ ବୋହିବାକୁ ମଧ୍ୟ ପ୍ରସ୍ତୁତ: ରାହୁଲ ଗାନ୍ଧୀ
ଲକ୍ଷ୍ନୌ,୨୬।୫: ଦେଶରେ ଦେଖାଦେଇଥିବା ପ୍ରବାସୀ ଶ୍ରମିକଙ୍କ ସମସ୍ୟା ନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ମଙ୍ଗଳବାର ଏକ ଗଣମାଧ୍ୟମ ସମ୍ମିଳନୀରେ ସେ କହିଛନ୍ତି ଯେ, ସରକାର ଯଦି ଅନୁମତି ଦିଅନ୍ତି ତେବେ ପାଦରେ ଚାଲିଚାଲି ଉତ୍ତରପ୍ରଦେଶ…
ପ୍ରବାସୀ ଶ୍ରମିକଙ୍କ ପାଇଁ ଖୁସି ଖବର: ଯୋଗୀ ସରକାର ଯୋଗାଇ ଦେବେ ବାସଗୃହ-ଦୋକାନ
ଲକ୍ଷ୍ନୌ,୨୬।୫: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ସୃଷ୍ଟି ହୋଇଛିି। ସେହିପରି ପ୍ରବାସୀ ଶ୍ରମିକଙ୍କ ସମସ୍ୟା ଧୀରେଧୀରେ ଉତ୍କଟ ହେବାରେ ଳାଗିଛି। ତେବେ ଉତ୍ତରପ୍ରଦେଶ ସରକାର ପ୍ରବାସୀ ଶ୍ରମିକଙ୍କ ପାଇଁ ଖୁସି ଖବର ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରବାସୀ ଶ୍ରମିକଙ୍କୁ…
କେନ୍ଦୁଝର ଜିଲାରେ ୮ କରୋନା ରୋଗୀ ଚିହ୍ନଟ, ସ୍ବାସ୍ଥ୍ୟ ବିଭାଗ ତତ୍ପର
କେନ୍ଦୁଝର,୨୬।୫ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଜିଲା ମୁଖ୍ୟାଳୟରେ ପ୍ରଥମ ରୋଗୀ ଚିହ୍ନଟ ହୋଇଛି। ସ୍ଥାନୀୟ ନିହାଲ ସିଂ ଛକ ନିକଟ କିମିରିଡୋଲି ସାହିରେ ରହୁଥିବା ଜଣେ ସ୍ବାସ୍ଥ୍ୟ ବିଭାଗ ଗାଡି ଚାଳକଙ୍କ…
କେନ୍ଦ୍ରାପଡ଼ାରେ ୬ କରୋନା ପଜିଟିଭ ଚିହ୍ନଟ : ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୬୧, ସୁସ୍ଥ ହେଲେଣି ୨୬ଜଣ
କେନ୍ଦ୍ରାପଡା ଅଫିସ, ୨୬ା୫: କେନ୍ଦ୍ରାପଡା ଜିଲା ଡେରାବିଶ, ମହାକାଳପଡା ବ୍ଲକ ଅଞ୍ଚଳରୁ ମଙ୍ଗଳବାର ନୂତନ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ତେବେ ସେମାନଙ୍କ ମଧ୍ୟରୁ ୨୬ଜଣ ସୁସ୍ଥ ହୋଇ…
ବଢୁଛି ମହାରାଷ୍ଟ୍ର ପୋଲିସର ଚିନ୍ତା, ଗୋଟିଏ ଦିନରେ ୮୦ ପୋଲିସ କରୋନା ପଜିଟିଭ
ମୁମ୍ବାଇ,,୨୬।୫: କରୋନା ସଂକ୍ରମଣ ମହାରାଷ୍ଟ୍ରରେ ସର୍ବାଧିକ ଥିବା ବେଳେ ଏବେ ସେଠାରେ କରୋନା ଯୋଦ୍ଧା ସାଜିଥିବା ପୋଲିସ ମଧ୍ୟ ଏଥିରୁ ବର୍ତ୍ତି ପାରୁ ନାହାନ୍ତି। ମହାରାଷ୍ଟ୍ର ପୋଲିସରେ ଗୋଟିଏ ଦିନରେ ୮୦ ଜଣ ପୋଲିସଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ଏବେ…
ପାଟଣା ବ୍ଲକର ପ୍ରଥମ କରୋନା ଆକ୍ରାନ୍ତ ୧୮ ବର୍ଷର ଯୁବକ
ପାଟଣା,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତର ଜଣେ ୧୮ ବର୍ଷୀୟ ଯୁବକ କରୋନା ପଜିଟିଭ୍ ହୋଇଥିବା ଜଣାପଡ଼ିଛି। ଏନେଇ ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଉକ୍ତ ଯୁବକ…
ଅଷ୍ଟ୍ରେଲିଆରେ ମନୁଷ୍ୟଙ୍କ ଉପରେ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ଆରମ୍ଭ କରିବ ଆମେରିକା
କାନବେରା,୨୬।୫: କରୋନା ସଂକ୍ରମଣ ନେଇ ପୃଥିବୀରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ପ୍ରତିଷେଧକ ଟୀକା ପ୍ରସ୍ତୁତି ପାଇଁ ବିଭିନ୍ନ ଦେଶରେ ଉଦ୍ୟମ ଅବ୍ୟାହତ ରହିଛି। ଆମେରିକାର ଏକ ବାୟୋ ଟେକ୍ନୋଲୋଜି କମ୍ପାନୀ ଅଷ୍ଟ୍ରେଲିଆରେ କରୋନା ପ୍ରତିଷେଧକ ଟୀକାର ପରୀକ୍ଷା ମନୁଷ୍ୟଙ୍କ ଉପରେ…
ପୁରୀରୁ ୪ ଆକ୍ରାନ୍ତ ଚିହ୍ନଟ: ଜିଲାରେ କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଲା
ପୁରୀ ଅଫିସ, ୨୬ା୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାର କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୪ଜଣ ସୁସ୍ଥ ହୋଇଥିବା…
ବଲାଙ୍ଗୀରରେ ୧୪ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୮କୁ ବୃଦ୍ଧି, ୨ ସୁସ୍ଥ
ବଲାଙ୍ଗୀର ଅଫିସ, ୨୬ା୫: ବଲାଙ୍ଗୀର ଜିଲାରେ ମଙ୍ଗଳବାର ୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ବଲାଙ୍ଗୀର ମ୍ୟୁନିସିପାଲିଟି ଅଞ୍ଚଳର ୭ଜଣ ରହିଛନ୍ତି। ଏହି ସଂକ୍ରମିତ ୭ଜଣ ବଲାଙ୍ଗୀର ରାଧାରାଣୀପଡ଼ାର ହୋଇଥିବା ବେଳେ ସେମାନେ କୋଲକାତାରୁ ଫେରି ହୋମ୍ କ୍ୱାରାଣ୍ଟାଇଇନ୍ରେ ରହିଥିଲେ।…
Archives


