ସ୍କୁଲ ଯାଇପାରୁ ନାହାନ୍ତି ୩୨କୋଟି ଛାତ୍ରୀଛାତ୍ର
ନୂଆଦିଲ୍ଲୀ,୨୬।୫: କରୋନା ଭାଇରସ୍ ଯୋଗୁ ସାରା ବିଶ୍ୱ ପ୍ରଭାବିତ ହୋଇଥିବାବେଳେ ଭାରତ ମଧ୍ୟ ଏଥିରୁ ବାଦ୍ ପଡ଼ିନାହିଁ। ଲକ୍ଡାଉନ ଯୋଗୁ ଦେଶର ଅର୍ଥନୀତିଠାରୁ ଆରମ୍ଭ କରି ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ସବୁକିଛି ବାଧାପ୍ରାପ୍ତ ହୋଇଛି। ଦୀର୍ଘ ୨ମାସ ହେଲା ଦେଶରେ ଲକ୍ଡାଉନ…
ଲକ୍ଡାଉନ୍ ହଟିଲେ ମଧୁମେହ ରୋଗୀଙ୍କୁ ବିପଦ
ଲଣ୍ଡନ,୨୬ା୫: ଲକ୍ଡାଉନ ହଟାଯିବା ପରେ ମଧ୍ୟ ମଧୁମେହ ରୋଗୀଙ୍କୁ ଘର ଭିତରେ ରହିବାକୁ ପଡ଼ିପାରେ। କାରଣ କରୋନା ସଂକ୍ରମଣର ଅଧିକ ଆଶଙ୍କା ଥିବା ବର୍ଗରେ ସେମାନେ ରହିଛନ୍ତି। ଏପରି କି ସେମାନଙ୍କ ମୃତ୍ୟୁ ହେବାର ଆଶଙ୍କା ଅଧିକ ବୋଲି ଗବେଷକମାନେ କହିଛନ୍ତି।…
ହିମାଚଳରେ ବଢ଼ିଲା ଲକ୍ଡାଉନ୍ ଅବଧି
ଶିମଲା,୨୬ା୫: ହିମାଚଳ ପ୍ରଦେଶରେ କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୨୧୪ରେ ପହଞ୍ଚିଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍ଡାଉନ୍ ଅବଧିକୁ ୫ ସପ୍ତାହ ଲାଗି ବୃଦ୍ଧି କରାଯାଇଛି। ଜୟରାମ ଠାକୁରଙ୍କ ନେତୃତ୍ୱାଧୀନ ଭାଜପା ସରକାର ହମିରପୁର ଏବଂ ସୋଲାନ୍ ଜିଲାରେ…
CORONAVIRUS UPDATE: ରାଜ୍ୟରେ ୧୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ହୋଇଛି। ଏନେଇ…
ଜୁଲାଇରୁ ସ୍କୁଲ ଖୋଲିବାକୁ ଯୋଜନା
ନୂଆଦିଲ୍ଲୀ,୨୬ା୫: ଲକ୍ଡାଉନ ପରେ ପ୍ରଥମେ ଗ୍ରୀନ୍ ଓ ଅରେଞ୍ଜ ଜୋନ୍ରେ ସ୍କୁଲ ଖୋଲିବା ପାଇଁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲା ସ୍କୁଲକୁ ଆସିବେ ନାହିଁ। ୩୦ ପ୍ରତିଶତ ଉପସ୍ଥାନରେ ସାମାଜିକ ଦୂରତ୍ୱ…
ଅଶୋକ ଚଭନଙ୍କୁ କରୋନା
ମୁମ୍ବାଇ,୨୬ା୫: ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚଭନଙ୍କ ଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ବରିଷ୍ଠ କଂଗ୍ରେସ ନେତା ଚଭନ ଏବେ ପୂର୍ତ୍ତ ବିଭାଗ ମନ୍ତ୍ରୀ ଅଛନ୍ତି। ସେ ବାରମ୍ବାର ମୁମ୍ବାଇ ଓ ନିଜ ଜିଲା ମରାଠାଓ୍ବାଡ଼ା…
ନିଃସର୍ତ୍ତ ସହଯୋଗ ଲାଗି ଶ୍ରଦ୍ଧାଙ୍କ ଗୁରୁତ୍ୱ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଶ୍ରଦ୍ଧା କପୁର ନିକଟରେ ନିଜର ଇନ୍ଷ୍ଟାଗ୍ରାମ ଆକାଉଣ୍ଟରେ ଏକ କ୍ୟୁଟ୍ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ଏକ ଛୋଟ ହାତୀ ତାର ଶୁଣ୍ଢରେ ପାଣି ନେଇ ତା’ର ଅନ୍ୟ ପାର୍ଶ୍ୱରେ ଥିବା ଏକ ଓଟ ଉପରକୁ ଫୋପାଡ଼ୁଛି।…
ହସ ଆଣିଦେଲା ସୋସିଆଲ ମିଡିଆ
ଇରୋଡ୍(ତାମିଲନାଡ଼ୁ): ସମ୍ପ୍ରତି ଅନେକ ଯୁବଗୋଷ୍ଠୀ ସୋସିଆଲ ମିଡିଆର ଦୁରୁପଯୋଗ କରୁଥିବା ନଜରକୁ ଆସୁଛି। ଏହା ସମାଜ ଉପରେ ଖରାପ ପ୍ରଭାବ ପକାଉଛି। ଯଦି ମହତ୍ ଉଦ୍ଦେଶ୍ୟରେ ଏହାର ବ୍ୟବହାର କରାଯାଏ, ଲାଭଦାୟକ ହୋଇଥାଏ। ଲକ୍ଡାଉନ୍ ବେଳେ ସୋସିଆଲ ପ୍ଲାଟ୍ଫର୍ମ ହିଁ ସାରା…
ଜାପାନରୁ ଉଠିଲା ଜରୁରୀ ସ୍ଥିତି
ଟୋକିଓ,୨୬ା୫: ଜାପାନରେ ଲାଗୁ ହୋଇଥିବା କରୋନା ଜନିତ ଜରୁରୀ ସ୍ଥିତିକୁ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେ ସୋମବାର ଉଠାଇ ଦେଇଛନ୍ତି। ପୂର୍ବରୁ କେତେକ ଅଞ୍ଚଳରୁ ଇମର୍ଜେନ୍ସି ଉଠିଥିବାବେଳେ ସୋମବାର ଟୋକିଓ ସମେତ ଅବଶିଷ୍ଟ ୪ଟି ଅଞ୍ଚଳରୁ ଏହାକୁ ହଟାଇଦିଆଯାଇଛି। ଟୋକିଓ, କନଗଓ୍ବା, ଚିବା…
ମାଇଗ୍ରେଶନ କମିଶନ ଗଠନ କରିବେ ୟୁପି ସରକାର
ଲକ୍ଷ୍ନୌ,୨୬ା୫(ପି.ଟି.): କରୋନା ମହାମାରୀ ଜନିତ ଲକ୍ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ କାମଧନ୍ଦା ହରାଇ ୨୩ ଲକ୍ଷ ପ୍ରବାସୀ ଶ୍ରମିକ ଉତ୍ତରପ୍ରଦେଶ ଫେରିଲେଣି। ଏବେ ସେମାନଙ୍କୁ ନିଯୁକ୍ତି ଓ ସାମାଜିକ ସୁରକ୍ଷା ଯୋଗାଇବା ପାଇଁ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ…
ଫୁସ୍ଫୁସ୍ରେ ରକ୍ତ ଜମାଟ ମୃତ୍ୟୁର ପ୍ରମୁଖ କାରଣ
ନୂଆଦିଲ୍ଲୀ, ୨୬ା୫: ବିଭିନ୍ନ ଦେଶରେ କୋଭିଡ୍-୧୯ ସଂକ୍ରମଣଜନିତ ବହୁ ସଂଖ୍ୟାରେ ମୃତ୍ୟୁ ଏହାର ଭୟାବହତାକୁ ଦର୍ଶାଉଛି। ଏଥିରେ ସଂକ୍ରମିତଙ୍କ ମୃତ୍ୟୁ ସାଧାରଣତଃ ଶ୍ୱାସକ୍ରିୟାରେ ବିଫଳତା ଯୋଗୁ ହେଉଥିବା ତଥ୍ୟ କହୁଛି। କରୋନା ସଂକ୍ରମଣର ଶିକାର ହୋଇଥିବା ବ୍ୟକ୍ତିଙ୍କ ଶ୍ୱାସକ୍ରିୟା ବାଧାପ୍ରାପ୍ତ ହେବାର…
ବନ୍ତ ପୋଲିସର ମାଡ଼ ଘଟଣା: ଟୁଇଟ ପରେ କନଷ୍ଟେବଳ ନିଲମ୍ବିତ
ଭଦ୍ରକ ଅଫିସ,୨୬।୫: ବନ୍ତ ଥାନାଧିକାରୀଣୀଙ୍କ ଉପସ୍ଥିତିରେ ରାସ୍ତା ଉପରେ ଜଣେ ଲୋକଙ୍କୁ ଗୋଡାଇ ଗୋଡ଼ାଇ ପିଟିବା ଘଟଣା। ଭଦ୍ରକ ଏସ୍ପି ରାଜେଶ ପଣ୍ଡିତ ଏହି ଘଟଣାରେ ଜଣେ କନଷ୍ଟେବଳଙ୍କୁ ନିଲମ୍ବିତ କରିଛନ୍ତି। ଏଥିସହ ବନ୍ତ ଥାନାରେ ଏନେଇ ଏକ ମାମଲା ରୁଜୁ…
Archives


