କରୋନା ଭାଇରସ୍‌

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୧୭୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଦେଶର ୮୮ ପ୍ରତିଶତ ବୟସ୍କଙ୍କୁ କରୋନା ଟିକା…

ନୂଆଦିଲ୍ଲୀ, ୨୮।୫ : ଦେଶର ୮୮ ପ୍ରତିଶତ ବୟସ୍କଙ୍କୁ କରୋନା ଟିକା ପ୍ରଦାନ କରାଯାଇଛି। ଏ ସମ୍ପର୍କରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସୂଚନା ଦେଇଛନ୍ତି। ଟିକା ନେଇଥିବା ବୟସ୍କଙ୍କୁ ଅଭିନନ୍ଦନ ଜଣାଇ କେନ୍ଦ୍ର ମନ୍ତ୍ରୀ…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୮।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

କମୁଛି କରୋନା, ଚିହ୍ନଟ ହେଲେ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୨୨ ଜଣକୁ ବୃଦ୍ଧି ପାଇଛି । ଏ ନେଇ ଶନିବାର ରାଜ୍ୟ ସୂଚନା ଓ ଲୋକ…

ଆଜି ରାଜ୍ୟରୁ ୯ ପଜିଟିଭ୍‌ ଚିହ୍ନଟ, ୧୨,୮୮,୪୧୦ରେ ପହଞ୍ଚିଲାଣି ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୧୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ ହୋଇଥିବା…

ରାଜ୍ୟରୁ ଆଉ ୧୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ ୭୯ ହଜାର ୧୫୫ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ…

ଭାରତ ବାୟୋଟେକର କୋଭାକ୍ସିନକୁ ଜର୍ମାନୀ ଦେଲା ମଞ୍ଜୁରୀ

ନୂଆଦିଲ୍ଲୀ,୨୬ ।୫: ଭାରତରେ ପ୍ରସ୍ତୁତ ଭାରତ ବାୟୋଟେକର କରୋନା ଭ୍ୟାକି୍ସନ କୋଭାକ୍ସିନକୁ ଜର୍ମାନୀ ମଞ୍ଜୁରୀ ପ୍ରଦାନ କରିଛି । ବହୁଦିନ ହେଲା ଏହାକୁ ଅପେକ୍ଷା କରାଯାଇଥିଲା । ମଞ୍ଜୁରୀ ମିଳିବା ପରେ ଏବେ ସେହିମାନଙ୍କୁ ଫାଇଦା ମିଳିବାକୁ ଯାଉଛି ଯେଉଁମାନେ ଜର୍ମାନୀ…

୨୦୨୦ରେ ପ୍ରକାଶିତ ସଂଖ୍ୟାଠାରୁ କରୋନା ମୃତ୍ୟୁ ଅଧିକ, ସରକାରୀ ରିପୋର୍ଟ…

ନୂଆଦିଲ୍ଲୀ, ୨୬।୫ : ଦେଶରେ କରୋନା ସଂକ୍ରମଣ ଯୋଗୁ ୨୦୨୦ରେ ଘଟିଥିବା ମୃତ୍ୟୁ ସଂଖ୍ୟା ପ୍ରକାଶିତ ସଂଖ୍ୟାଠାରୁ ଅଧିକ ରହିଛି। ଏନେଇ ସଦ୍ୟତମ ସରକାରୀ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଭାରତର ରେଜିଷ୍ଟ୍ରାର୍‌ ଜେନେରାଲ ଅଫ ଇଣ୍ଡିଆଙ୍କ ଦ୍ୱାରା ପ୍ରକାଶିତ ସର୍ବଶେଷ ପରିସଂଖ୍ୟାନ…

ପୁଣି ବଢ଼ିଲା ସକ୍ରିୟ ମାମଲା, ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୬।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

ଦୈନିକ ସଂକ୍ରମଣ ପୁଣି ବଢ଼ିଲା, ମୃତ୍ୟୁ ସଂଖ୍ୟା ୨୦ ତଳେ…

ନୂଆଦିଲ୍ଲୀ, ୨୫।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୯୦ ଜଣକୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ…

ଦୈନିକ ମୃତ୍ୟୁ ସଂଖ୍ୟା ୩୧, ସକ୍ରିୟ ମାମଲା ୧୫ ହଜାର ତଳେ…

ନୂଆଦିଲ୍ଲୀ, ୨୪।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?