ବିଏସ୍ଏଫ୍ର ଆଉ ୨୪ ଯବାନ କରୋନା ପଜିଟିଭ
ନୂଆଦିଲ୍ଲୀ,୨୨।୫: ଗତ ୨୪ ଘଣ୍ଟା ମଧ୍ୟରେ ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍ଏଫ୍)ର ଆଉ ୨୪ ଜଣ ଯବାନ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ଖବର ମିଳିଛି। ଏହାକୁ ନେଇ ଏବେ ବିଏସ୍ଏଫ୍ର ମୋଟ ୧୦୮ ଯବାନଙ୍କ ଚିକିତ୍ସା ଚାଲିଛି। ତେବେ ବିଏସ୍ଏଫ୍ର…
ସଙ୍ଗୀତ ମାଧ୍ୟମରେ କରୋନା ସଚେତନ କଲେ ଶିକ୍ଷକ
ଦାରିଙ୍ଗବାଡ଼ି,୨୨।୫(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା ସୃଷ୍ଟି କରାଯାଉଛି। ଏହି ସମୟରେ କନ୍ଧମାଳ ଜିଲା ଚକାପାଦ ବ୍ଲକ ଲାଇନପଡ଼ା ସରକାରୀ ବିଦ୍ୟାଳୟର ଶିକ୍ଷକ ଅସିତ କୁମାର ନନ୍ଦ ସଙ୍ଗୀତ ମାଧ୍ୟମରେ କରୋନା ସଚେତନତା ସୃଷ୍ଟି କରି…
ଅନୁଗୋଳରେ ସୁସ୍ଥ ହେଲେ ୧୫ କରୋନା ଆକ୍ରାନ୍ତ
ଅନୁଗୋଳ ଅଫିସ,୨୨।୫-ଅନୁଗୋଳ ଜିଲାରେ ଗତକାଲି ସୁଦ୍ଧା ୧୯ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଶୁକ୍ରବାର ୧୫ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା…
୨୩୦ ଟ୍ରେନ୍ ପାଇଁ ୨୪ଘଣ୍ଟାରେ ବୁକିଂ ହେଲା ୧୩ଲକ୍ଷ ଟିକେଟ
ନୂଆଦିଲ୍ଲୀ,୨୨।୫: ଭାରତୀୟ ରେଲଓ୍ବେ ଜୁନ ୧ରୁ ୨୩୦ ଯାତ୍ରୀବାହି ଟ୍ରେନ୍ ଚଳାଚଳ କରିବାକୁ ଘୋଷଣା କରିଛି। ଏଥିପାଇଁ ଗୁରୁବାରରୁ ବିଭିନ୍ନ ରେଲଓ୍ବେ ଷ୍ଟେସନ୍ରେ ଟିକେଟ କାଉଣ୍ଟର ଖୋଲାଯାଇ ବୁକିଂ ଆରମ୍ଭ ହୋଇଛି। ହେଲେ ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ୨୩୦…
କ୍ୱାରେଣ୍ଟାଇନ ଅବଧି ସରିଲା: ଛତ୍ରପୁର ବ୍ଲକର ୪୩୫ ଜଣ ଘରକୁ ଗଲେ
ଛତ୍ରପୁର, ୨୨।୫(ଡି.ଏନ୍.ଏ.):ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରୁ ୨୧ ଦିନିଆ ଅବଧି ସରିବା ପରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩୫ ପ୍ରବାସୀ ଗୁରୁବାର ଓ ଶୁକ୍ରବାର ଘରକୁ ଯାଇଛନ୍ତି। ସେଥିମଧ୍ୟରେ ଡିପିଆରସିରୁ ୧୩୮ଜଣ, ବଡ଼ମାଧପୁର ଧୀରେଶ୍ୱର ବିଦ୍ୟାପୀଠ…
କଂଗ୍ରେସ ନେତାଙ୍କୁ କରୋନା ପଜିଟିଭ୍
ନୂଆଦିଲ୍ଲୀ,୨୨।୫: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଅଣାୟତ ହେବାରେ ଲାଗିଛି। କରୋନା ରୋକିବାକୁ ଦେଶରେ ଆଗୁଆ ଲକ୍ଡାଉନ କରାଯାଇଥିଲେ ସୁଦ୍ଧା ସଂକ୍ରମଣ ଥମିବାରେ ନା ନେଉଛି। ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ଲକ୍ଷେ ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୩ହଜାରରୁ…
ବଲାଙ୍ଗୀରରେ ପୁଣି ୨ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି
ବଲାଙ୍ଗୀର ଅଫିସ, ୨୨।୫: ବଲାଙ୍ଗୀର ଜିଲାରେ ଶୁକ୍ରବାର ଆଉ ଦୁଇ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତୁରେକେଲା ବ୍ଲକ ଅନ୍ତର୍ଗତ ବଡ଼ବାଙ୍କି ପଞ୍ଚାୟତର ମୁରିବାହାଲ ଗ୍ରାମର ଦୁଇ ପ୍ରବାସୀଙ୍କ ସ୍ବାବ ଟେଷ୍ଟ ପଜିଟିଭ ବାହାରିଥିବା ଜିଲାପାଳ ଅରିନ୍ଦମ ଡାକୁଆ ସୂଚନା…
ଶସ୍ତା ହେବ ଋଣ: ୩ମାସ କୋହଳ ହେଲା ଇଏମ୍ଆଇ
ନୂଆଦିଲ୍ଲୀ,୨୨।୫: କରୋନା ସଙ୍କଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ପ୍ରାୟ ୨୧ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଥିଲେ। ଏହି ପ୍ୟାକେଜର ସବିଶେଷ ତଥ୍ୟ ଦେଶବାସୀଙ୍କ ସମ୍ମୁଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ରଖିଥିଲେ। ଇତିମଧ୍ୟରେ ରିଜର୍ଭ ବ୍ୟାଙ୍କ ଅଫ୍…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୪୩୬କୁ ବୃଦ୍ଧି
ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହୋଇଛନ୍ତି ୪୩ କରୋନା ଆକ୍ରାନ୍ତ। ଏନେଇ ଶୁକ୍ରବାର ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଆରୋଗ୍ୟ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଅନୁଗୋଳର ୧୫, ଗଞ୍ଜାମ-ରାଉରକେଲା-ଯାଜପୁରର ୮, ପୁରୀ-କେନ୍ଦ୍ରାପଡ଼ା-କଟକ-ବୌଦ୍ଧର…
ସଂଗରୋଧ ଗୃହରୁ ଖସି ପଳାଇ ଘରେ ପହଞ୍ଚିଲେ ପ୍ରବାସୀ: ଗ୍ରାମବାସୀଙ୍କ ବିରୋଧ
ପଦ୍ମପୁର,(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ପଞ୍ଚାୟତ ପାଟଣା ମିଶ୍ରପୁର ସଂଗରୋଧ ଗୃହରୁ ଜଣେ ବ୍ୟକ୍ତି ଖସି ପଳାଇ ନିଜ ଗ୍ରାମ ଜୟକୃଷ୍ଣପୁରରେ ପହଞ୍ଚିଛନ୍ତି। ସେ ହେଲେ ରମାକାନ୍ତ ସେଠୀ। ଏହାକୁ ଗ୍ରାମବାସୀ ବିରୋଧ କରିଛନ୍ତି। ପ୍ରକାଶ ଯେ,…
କୋଟାରୁ ଛାତ୍ର ଫେରିବା ଘଟଣା: ରାଜସ୍ଥାନକୁ ୩୬ଲକ୍ଷ ଟଙ୍କା ପ୍ରଦାନ କଲେ ଉତ୍ତରପ୍ରଦେଶ ସରକାର
ଲକ୍ଷ୍ନୌ, ୨୨।୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ରାଜସ୍ଥାନ ସରାକରଙ୍କୁ ଟଙ୍କା ପ୍ରଦାନ କରିଛନ୍ତି। ରାଜସ୍ଥାନ ସରକାର ଉତ୍ତରପ୍ରଦେଶ ସରକାରଙ୍କୁ ୩୬,୩୬,୬୬୪ ଟଙ୍କାର ଏକ ବିଲ୍ ପଠାଇଥିଲେ। ଯାହାର ଦେୟ ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, କରୋନା ଲକ୍ଡାଉନ ସମୟରେ…
ସାରକୋଣା ଗ୍ରାମକୁ ଆବଦ୍ଧାଞ୍ଚଳ ଘୋଷଣା
ଖଇରା,୨୨ା୫(ଡି.ଏନ୍.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକର ସାରକୋଣା ଗ୍ରାମରେ ଜଣେ ୮୪ ବର୍ଷୀୟ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିବା ପରେ ଗୁରୁବାର ଉକ୍ତ ଗ୍ରାମକୁ କଣ୍ଟେନ୍ମେଣ୍ଟ୍ ଜୋନ୍ ଭାବେ ଘୋଷଣା କରାଯାଇଛି ା ଉପଜିଲାପାଳ ନିଲୁ ମହାପାତ୍ରଙ୍କ ନିର୍ଦ୍ଦେଶ…
Archives


