କରୋନା ଭାଇରସ୍‌

ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨୫ ଛୁଇଁଲା

ବାଲେଶ୍ୱର ଅଫିସ,୨୨ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯିବା ପରେ ଜିଲାରେ ମୋଟ୍‌ କରୋନା ଆକ୍ରାନ୍ତ ସଂଖ୍ୟା ୧୨୫ରେ ପହଞ୍ଚିଛି ।…

ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଲା

ଭଦ୍ରକ ଅଫିସ,୨୨ା୫: ଜିଲାରେ ଶୁକ୍ରବାର ୩ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଥିବା ପ୍ରଶାସନ ପକ୍ଷରୁ ଟୁଇଟର୍‌ ମାଧ୍ୟମରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ଛୁଇଁଛି। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚି଼ହ୍ନଟ ହୋଇଛନ୍ତି ବୋଲି ସୂଚନା…

କୁରାଳ ପଞ୍ଚାୟତକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଓଡ଼ଗାଁ,୨୨ା୫(ସ୍ବ.ପ୍ର.): ନୟାଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସର୍ବାଗ୍ରେ କୁରାଳ ପଞ୍ଚାୟତ ରହିଛି। ଲଗାତାର ଦୁଇ ଦିନରେ ଏହି ପଞ୍ଚାୟତ ଅଧୀନରେ ଥିବା ସଙ୍ଗରୋଧ କେନ୍ଦ୍ରରୁ ୧୬ ସୁରଟ ଫେରନ୍ତା କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଫଳରେ ସରପଞ୍ଚ ପଞ୍ଚାୟତରେ ଶୁକ୍ରବାର…

ଦେଶରେ ଉଗ୍ର ସ୍ଥିତି

ନୂଆଦିଲ୍ଲୀ,୨୨ା୫: ଭାରତରେ ଏବେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ନୂଆ ମାମଲା ସାମ୍ନାକୁ ଆସୁଛି। ଅଦ୍ୟାବଧି ଦେଶରେ ୧ ଲକ୍ଷ ୧୫ ହଜାର ୨୭୭ ଜଣ କରୋନା ଭୂତାଣୁ ଦ୍ୱାରା ଆକ୍ରାନ୍ତ ଥିବା ଜଣାପଡ଼ିଛି। ଗୁରୁବାର…

୫ କୋଟି ଭାରତୀୟଙ୍କ ପାଖରେ ହାତଧୁଆ ସୁବିଧା ନାହିଁ: କରୋନା ସଂକ୍ରମଣ ଆଶଙ୍କା ଅଧିକ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭାରତର ୫ କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ ଉପଯୁକ୍ତ ଭାବେ ହାତ ଧୋଇବାର ସୁବିଧା ଉପଲବ୍ଧ ନୁହେଁ ବୋଲି ଏକ ଅଧ୍ୟୟନରୁ ଜଣାପଡିଛି। ତେଣୁ ଏମାନଙ୍କଠାରେ କୋଭିଡ୍‌-୧୯ ସଂକ୍ରମଣ ହେବାର ଆଶଙ୍କା ଅଧିକ। ସାରା ବିଶ୍ୱରେ ୨୦୦ କୋଟିରୁ ଅଧିକ…

ବିଗୁଡୁଛି ଭାରତ-ନେପାଳ ସମ୍ପର୍କ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୨ା୫: ନେପାଳ ଏହାର ନୂଆ ମାନଚିତ୍ରରେ ଭାରତର କେତେକ ଅଞ୍ଚଳକୁ ସ୍ଥାନ ଦେଇଥିବାରୁ ଏହାକୁ ନେଇ ଦୁଇ ପଡୋଶୀ ଦେଶର ସମ୍ପର୍କରେ ତିକ୍ତତା ଦେଖାଦେଇ ଥିବାବେଳେ କରୋନାକୁ ନେଇ ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଓଲିଙ୍କ ମନ୍ତବ୍ୟ ସମ୍ପର୍କକୁ ଆହୁରି ବିଗାଡ଼ି ଦେଇଛି।…

ମୋଦିଙ୍କୁ ଛାଡ଼ିଛନ୍ତି ମୁସଲମାନ

ନୂଆଦିଲ୍ଲୀ,୨୨ା୫: ଦେଶର ସମସ୍ତ ସରକାରୀ ସଂସ୍ଥା ଉପରେ ଭାରତୀୟ ମୁସଲମାନମାନଙ୍କ ଅଗାଧ ବିଶ୍ୱାସ ରହିଛି। କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାରଙ୍କ ଉପରେ ସେମାନଙ୍କ ଆସ୍ଥା ନାହିଁ ବୋଲି ଏକ ସଦ୍ୟ ସର୍ଭେରୁ ପ୍ରଘଟ ହୋଇଛି। କୋଭିଡ୍‌-୧୯ ଯୋଗୁ…

CORONAVIRUS UPDATE: ରାଜ୍ୟରେ ପୁଣି ୮୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଲା

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୮୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଯାଜପୁରରୁ ୪୬,କଟକରୁ ୧୧, ନୟାଗଡ଼ରୁ ୬,…

ଦୈନିକ ୧ଲକ୍ଷ ୮ହଜାର ୪୩୨ ନମୁନା ପରୀକ୍ଷଣ: ୧୫,୮୯୨ ଟିଏମ୍‌ସିରେ ୭,୦୨,୯୦୦ ଶଯ୍ୟା

ଭୁବନେଶ୍ୱର, ୨୨।୫ (ବ୍ୟୁରୋ): ବାହାର ରାଜ୍ୟରୁ ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ପରେ ପଞ୍ଚାୟତ ଓ ମ୍ୟୁନିସିପାଲିଟିରେ ହୋଇଥିବା ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମ୍‌ସି)ରେ କ୍ୱାରାଣ୍ଟାଇନ୍‌ରେ ରଖାଯାଉଛି। ବିଶେଷକରି ଗ୍ରାମାଞ୍ଚଳରେ କ୍ବାରାଣ୍ଟାଇନ୍‌ ସ୍ବାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ…

୨୧ଦିନରେ ୭ ଗୁଣ ବଢ଼ିଗଲେ ଆକ୍ରାନ୍ତ

ଭୁବନେଶ୍ୱର, ୨୨।୫ (ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ଠାରୁ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତଗତିରେ ବଢ଼ି ଚାଲିଛି। ବିଶେଷକରି ମେ’ ମାସରେ ସ୍ଥିତି ଅଧିକ ବିଗିଡିବାରେ ଲାଗିଛି। ୨୧ଦିନ ମଧ୍ୟରେ ୭ଗୁଣ ଆକ୍ରାନ୍ତ ବଢ଼ିଛନ୍ତି। ଏପ୍ରିଲ ୩୦ରେ ରାଜ୍ୟରେ ୧୪୩ଜଣ ଆକ୍ରାନ୍ତ…

କରୋନା ଭାଇରସ: ଦେଶରେ ସୁସ୍ଥ ହାର ୪୦.୨୩ ପ୍ରତିଶତ

ନୂଆଦିଲ୍ଲୀ,୨୧।୫: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୦୦୨ଜଣ କରୋନା ସଂକ୍ରମିତ ସୁସ୍ଥ ହେବା ପରେ ଏବେ ଦେଶରେ ସୁସ୍ଥ ହାର ୪୦.୨୩ ପ୍ରତିଶତ ହୋଇଛି ବୋଲି ଗୁରୁବାର କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ପୂର୍ବରୁ ଏହି…

ବ୍ରହ୍ମପୁର ଆଇଟିଆଇ ପ୍ରସ୍ତୁତ କଲା ସବୁଠୁ ଶସ୍ତା ଅଟୋମେଟିକ୍‌ ହ୍ୟାଣ୍ଡ ସାନିଟାଇଜର: ଭାରତର ସମସ୍ତ ଆଇଟିଆଇକୁ ଫେସ୍‌ ସିଲ ପ୍ରସ୍ତୁତି ତାଲିମ ଦେବ

ବ୍ରହ୍ମପୁର ଅଫିସ,୨୧ା୫: କରୋନା ମୁକାବିଲା ପାଇଁ ବ୍ରହ୍ମପୁର ଆଇଟିଆଇ ସ୍ବୟଂଚାଳିତ ଓ ପଦଚାଳିତ ସାନିଟାଇଜର ମେଶିନ ତିଆରି କରିଛି। ଇଲେକ୍ଟ୍ରିକାଲ ଓ ପ୍ଲମ୍ବର ସ୍କାର୍ପ ସାମଗ୍ରୀକୁ ବିନିଯୋଗ କରି ୭ଟି ମଡେଲର ଅଟୋମେଟିକ୍‌ ହ୍ୟାଣ୍ଡ ସାନିଟାଇଜର ଡିସ୍ପେନସିଭ୍‌ ମେଶିନ ପ୍ରସ୍ତୁତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?