କରୋନା ଭାଇରସ୍‌

୪ ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧି ୭ ଦିନ ବଢିଲା

ହାଟଡିହୀ,୨୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୪ଟି ପଞ୍ଚାୟତରେ କଣ୍ଟେନମେଣ୍ଟ ଅବଧିକୁ ଜିଲାପାଳ ଆଶିଷ ଠାକରେ ୭ ଦିନ ବୃଦ୍ଧି କରିଛନ୍ତି। ଆଦେଶନାମା ନଂ ୧୦୮୬/୧୮।୫।୨୦୨୦ଅନୁସାରେ ଢେଙ୍କା ପଞ୍ଚାୟତର ଢେଙ୍କା ହାଇସ୍କୁଲ ଆଇସୋଲେଶନ କେନ୍ଦ୍ର ଠାରୁ ୧୦୦ ମିଟର ଦୂରତା ଏବଂ…

ଗତ ୨୪ଘଣ୍ଟାରେ ସର୍ବାଧିକ ୫୦୦୦ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୦।୫: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବାରେ ଲାଗିଛି। କରୋନା ବ୍ୟାପିବାରୁ ରୋକିବା ପାଇଁ ଦେଶରେ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ଏହାସତ୍ୱେ ମଧ୍ୟ ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଗତ…

ଲକ୍‌ଡାଉନ ମଧ୍ୟରେ ହେବ ସିବିଏସ୍‌ଇ ଦଶମ-ଦ୍ୱାଦଶ ପରୀକ୍ଷା: ସ୍ବତନ୍ତ୍ର ବସ୍‌ରେ ଯିବେ ପରୀକ୍ଷାର୍ଥୀ; ଶାହା

ନୂଆଦିଲ୍ଲୀ,୨୦।୫: କରୋନା ଲକ୍‌ଡାଉନ ଯୋଗୁ ପିଲାଙ୍କ ପାଠପଢ଼ା, ପରୀକ୍ଷା ଓ ଖାତାଦେଖା ବାଧାପ୍ରାପ୍ତ ହୋଇଛି। ସ୍କୁଲ, କଲେଜ ବନ୍ଦ ଥିବାରୁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଲାଗି ସରକାର ଅନ୍‌ଲାଇନ୍‌ କ୍ଲାସ୍‌ ଆରମ୍ଭ କରିଛନ୍ତି। ଇତିମଧ୍ୟରେ ସିବିଏସ୍‌ଇ ବୋର୍ଡ ପରୀକ୍ଷାକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ…

ମେ୨୫ରୁ ଆରମ୍ଭ ହେବ ଘରୋଇ ବିମାନ ସେବା

ନୂଆଦିଲ୍ଲୀ,୨୦।୫: କରୋନା ଲକ୍‌ଡାଉନ ଯୋଗୁ ସାରା ଦେଶରେ ଘରୋଇ ବିମାନ ଚଳାଚଳ ବାଧା ପ୍ରାପ୍ତ ହୋଇଥିଲା। ଏଥିଯୋଗୁ କେତେକ ଲୋକ ବହୁ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ତେବେ ଲୋକଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଘରୋଇ ବିମାନ ଚଳାଚଳ ପାଇଁ…

ଜୁନ୍‌ରୁ କ୍ରୀଡ଼ା ପ୍ରକ୍ରିୟା ଆରମ୍ଭ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୨୦।୫: କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଗତ ଦୁଇମାସ ହେବ ସାରା ବିଶ୍ୱ ତଥା ଦେଶରେ କ୍ରିକେଟ ପୂରା ଠପ୍‌ ହୋଇଛି। ବର୍ତ୍ତମାନ ଏକ ଖୁସି ଖବର ରହିଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦେଶରେ ଆସନ୍ତାମାସରୁ କ୍ରିକେଟ ଆରମ୍ଭ କରିପାରେ।…

CORONAVIRUS UPDATE: କଳାହାଣ୍ଡିରେ ଆଉ ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ଅପରାହ୍ନରେ କଳାହାଣ୍ଡି ଜିଲାରେ ଆଉ ୧୧ କରୋନା ପଜିଟଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାା ୧୦୬୩କୁ ପହଞ୍ଚିଛି। ନୂଆ ଚିହ୍ନଟ…

୨୪ ଘଣ୍ଟାରେ ଲକ୍ଷେ ୮ ହଜାର ନମୁନା ହୋଇଛି ପରୀକ୍ଷା: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୦।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜାରି ରହିଛି। ଏପରିସ୍ଥଳେ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷା ଉପରେ ଗୁରୁତ୍ୱ ଦିଆଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଲକ୍ଷେ ୮ ହଜାର ୧୨୧ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି।…

ମାଲକାନଗିରି ଛୁଇଁଲା କରୋନା: ୨ ଚେନ୍ନାଇ ଫେରନ୍ତା ପଜିଟିଭ୍‌ ଚିହ୍ନଟ

ମାଲକାନଗିରି,୨୦।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଛୁଇଁଲା କରୋନା। ବୁଧବାର ପ୍ରଥମ ଥର ପାଇଁ ଜିଲାରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଦ୍ୱୟ ଚେନ୍ନାଇ ଫେରନ୍ତା। ସେମାନଙ୍କୁ ସଂଗରୋଧ କେନ୍ଦ୍ରରେ ରଖାଯାଇଥିବା ସୂଚନା ମିଳିଛି। ପଜିଟିଭ୍‌ ଚିହ୍ନଟ ହେବା ପରେ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ…

କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ହେବ ପାଠପଢ଼ା

ଲଣ୍ଡନ,୨୦।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟେନ୍‌ର କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ପାଠପଢ଼ା ହେବ ବୋଲି ଘୋଷଣା କରାଯାଇଛି। ଶିକ୍ଷାର୍ଥୀମାନେ ଏହା ଦ୍ୱାରା ସାମାଜିକ ଦୂରତା ବଜାୟ ରଖିପାରିବେ। ସେମାନଙ୍କ ମଧ୍ୟରେ କରୋନା ସଂକ୍ରମଣର ଆଶଙ୍କା ରହିବ ନାହିଁ ବୋଲି…

କରୋନା ମହାମାରୀ ସଙ୍କଟ ସମୟରେ କଂଗ୍ରେସ କରୁଛି ରାଜନୀତି: ଦିନେଶ ଶର୍ମା

ଲକ୍ଷ୍ନୌ,୨୦।୫: ଦେଶରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ କଂଗ୍ରେସ ଘୃଣ୍ୟ ରାଜନୀତି ଆରମ୍ଭ କରିଛି ବୋଲି ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା କହିଛନ୍ତି। ପ୍ରବାସୀ ଶ୍ରମିକଙ୍କ ଘରବାହୁଡ଼ା ନେଇ କଂଗ୍ରେସ ନାନା ପ୍ରକାର ପ୍ରଚାର କରୁଥିବା ସେ କହିଛନ୍ତି। ଦେଶର…

CORONAVIRUS UPDATE: ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୩୪୩

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୨୩ଜଣ ରହିଥିବା ବେଳେ ଯାଜପୁରର ୫, ମୟୂରଭଞ୍ଜ ୩, ପୁରୀ ୨, ଭଦ୍ରକ ୨ ଏବଂ ରାଉରକେଲାରୁ ଜଣେ ରହିଛନ୍ତି।…

୨୪ ଜିଲାକୁ ଡେଇଁଲା କରୋନା

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୨୪ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। କିଛି ଦିନ ତଳେ ଏହି ତାଲିକାରେ ସମ୍ବଲପୁର ଓ କନ୍ଧମାଳ ସହର ଯୋଡି ହୋଇଥିଲା। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?