କରୋନା ଭାଇରସ୍‌

CORONAVIRUS UPDATE: ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୩୦୭

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦ଜଣ ଗଞ୍ଜାମ ଜିଲାର ରହିଥିବା ବେଳେ କେନ୍ଦ୍ରାପଡ଼ାର ୫, ଭଦ୍ରକର ୨, ବାଲେଶ୍ୱରର ୨ ଏବଂ ନୟାଗଡ଼ରୁ ୧ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ…

କରୋନା ଯୋଦ୍ଧାଙ୍କୁ ସରପ୍ରାଇଜ ଗିଫ୍ଟ ଦେଲେ ଆଲିଆ

ମୁମ୍ବାଇ,୧୯।୫: କରୋନା ମହାମାରୀର ସଙ୍କଟ ସମୟରେ ବଲିଉଡ୍‌ ସେଲିବ୍ରିଟିମାନେ ସହଯୋଗର ହାତ ବଢାଇଛନ୍ତି। ପିଏମ୍‌ କେୟାର୍ସ ଫଣ୍ଡରେ ସହାୟତା ରାଶି ଜମା କରିବା ସହ ବ୍ୟକ୍ତିଗତ ଭାବେ ମଧ୍ୟ ଏମାନେ କିଛି କିଛି ସାହାଯ୍ୟ କରିଥିବା ଦେଖାଯାଇଛି। ନିକଟରେ ବଲିଉଡ୍‌ ଅଭିନେତ୍ରୀ…

ଡିଜିଟାଲ ସୋଲାର ଛତା

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦ ସହରରେ ଗ୍ରୀଷ୍ମର ପ୍ରଭାବ ଅସହ୍ୟ ହୋଇଥାଏ। ପୁଣି ମେ’ମାସର ଟାଣଖରା। ଚଳିତବର୍ଷ ଲକ୍‌ଡାଉନ ଯୋଗୁ ସାଧାରଣ ଲୋକେ ଘରେ ପଙ୍ଖା ଓ ଏସି ତଳେ ରହି ଏଥିରୁ ତ୍ରାହିପାଇଛନ୍ତି। ଯଦିଓ ଜରୁରୀ କାମରେ ବାହାରକୁ ଯାଉଛନ୍ତି, ଛତା…

୬୫ ହଜାର ପ୍ରବାସୀ ଶ୍ରମିକ ଦିଲ୍ଲୀରୁ ଟ୍ରେନ୍‌ରେ ନିଜ ନିଜ ରାଜ୍ୟକୁ ଫେରିଛନ୍ତି: ମନୀଶ ସିସୋଡିଆ

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ଜାରି ରହିଛି। ଏଥିରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରେ ଥିବା ୬୫ ହଜାର ପ୍ରବାସୀ ଶ୍ରମିକ ଟ୍ରେନ୍‌ରେ ନିଜ ନିଜ ରାଜ୍ୟକୁ ଫେରିଛନ୍ତି। ଏସମ୍ପର୍କରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ…

ହେୟାର କଟ୍‌ କଲେ ଆଲିୟା

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ୍‌ ତାରକାମାନେ। ଘରେ ସେମାନେ ଏକ ପ୍ରକାର ବନ୍ଦ ଥିବାରୁ ବିଭିନ୍ନ ପ୍ରକାର କାର୍ଯ୍ୟରେ ନିଜକୁ ନିୟୋଜିତ ରଖୁଛନ୍ତି। ବଲିଉଡ ଅଭିନେତ୍ରୀ ଆଲିୟା…

ନୋଟ୍‌ ମାସ୍କ

ମିରଟ୍‌: ଲକ୍‌ଡାଉନ ପାଇଁ ଏବେ ସବୁଆଡ଼େ କଟକଣା। ରାତି ୭ରୁ ସକାଳ ୭ ଯିବାଆସିବା ବନ୍ଦ। ଏଥିସହ ବାଇକ୍‌ ଚାଳକଙ୍କ ଲାଗି ପାସ୍‌ ସହିତ ମାସ୍କ ଓ ହେଲ୍‌ମେଟ୍‌ ବାଧ୍ୟତାମୂଳକ। ଏବେ ଲକ୍‌ଡାଉନର ଚତୁର୍ଥ ପର୍ଯ୍ୟାୟ ଆରମ୍ଭ ହୋଇଥିବା ବେଳେ କେତେଜଣ…

କଥା କହିବାରେ ସମସ୍ୟା ହୋଇପାରେ କରୋନା ଲକ୍ଷଣ

ଜେନିଭା: ମହାମାରୀ କରୋନା ଏବେ ବିଶ୍ୱବାସୀଙ୍କ ଚିନ୍ତା ବଢ଼ାଇଦେଇଛି। ଅଦ୍ୟାବଧି ୪୮ ଲକ୍ଷରୁ ଅଧିକ ଲୋକ ଏହି ଭୂତାଣୁ କବଳରେ ଫସିଥିବା ବେଳେ ୩ ଲକ୍ଷରୁ ଅଧଇକ ଲୋକ ପ୍ରାଣ ହରାଇ ସାରିଲେଣି। ଏଭଳି ମହାସଙ୍କଟ ସମୟରେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ…

କରୋନା ଆକ୍ରାନ୍ତଙ୍କ ଆଶା ଟିଇଜି

କଲରାଡୋ: ଥ୍ରୋମ୍ବୋଇଲାଷ୍ଟୋଗ୍ରାଫି (ଟିଇଜି) ପରୀକ୍ଷା ଗୁରୁତର କରୋନା ଆକ୍ରାନ୍ତ ରୋଗୀଙ୍କୁ ସୁରକ୍ଷା ଦେବ। ଏହା ହୃଦ୍‌ଘାତ ଏବଂ କିଡ୍‌ନୀ ଫେଲ୍‌ ଭଳି ଜଟିଳ ବ୍ୟାଧି ଆଶଙ୍କାକୁ ଯଥେଷ୍ଟ ମାତ୍ରାରେ କମ୍‌ କରିଦେଇପାରିବ। କୋଭିଡ୍‌-୧୯ ଉପରେ ଗବେଷଣା କରୁଥିବା ଆମେରିକାର ବିଶେଷଜ୍ଞମାନେ ଏପରି…

ଆଜିଠୁ ଅଫିସ ଆସିବେ ସବୁ ସରକାରୀ କର୍ମଚାରୀ

ଭୁବନେଶ୍ୱର, ୧୯ା୫(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ ଜାରି କରାଯାଇଥିବା ବେଳେ କର୍ମଚାରୀମାନଙ୍କ ଅଫିସ ଆସିବା ଉପରେ ସରକାର କଟକଣା ଲଗାଇଥିଲେ। ଏହି ନିର୍ଦ୍ଦେଶକୁ ରାଜ୍ୟ ସରକାର ସୋମବାର ପ୍ରତ୍ୟାହାର କରିନେଇଛନ୍ତି। ମଙ୍ଗଳବାରଠାରୁ ସମସ୍ତ କର୍ମଚାରୀ ଅଫିସ ଆସିବେ। ମାତ୍ର କର୍ମଚାରୀମାନଙ୍କୁ…

ଓଡ଼ିଶା ଆସିଲାଣି ୬୪ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌: ଆଜି ଭବାନୀପାଟଣାରେ ପହଞ୍ଚିବ ଗୁଜରାଟ ଟ୍ରେନ୍‌

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଲକ୍‌ଡାଉନ୍‌ ପାଇଁ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ଶ୍ରମିକମାନଙ୍କୁ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଓଡ଼ିଶା ଫେରାଇ ଅଣାଯାଉଛି। ୧୮ ତାରିଖ ସୁଦ୍ଧା ମୋଟ ୬୪ଟି ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ ବିଭିନ୍ନ ରାଜ୍ୟରୁ ଶ୍ରମିକମାନଙ୍କୁ ନେଇ ଓଡ଼ିଶା ପହଞ୍ଚିଛି…

କ୍ୱାରାଣ୍ଟାଇନ୍‌ ପାଉଣାରୁ କଟିବ ଟିକେଟ ଖର୍ଚ୍ଚ

ଭୁବନେଶ୍ୱର, ୧୯ା୫(ବ୍ୟୁରୋ): ପ୍ରବାସୀ ଶ୍ରମିକମାନଙ୍କ ସକାଶେ ରାଜ୍ୟ ସରକାର ନୂଆ ଘୋଷଣା କରିଛନ୍ତି। ବାହାରୁ ଫେରିବାକୁ ଥିବା ଶ୍ରମିକମାନଙ୍କ ଟିକେଟ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏକ ବଡ ସଂଖ୍ୟାରେ ଶ୍ରମିକମାନେ ଶ୍ରମିକ…

ଟ୍ରମ୍ପ୍‌ଙ୍କ ଧମକ: ଚାଇନା ହାତରେ କଣ୍ଢେଇ ସାଜିଛି ଡବ୍ଲ୍ୟୁଏଚ୍‌ଓ, ୩୦ ଦିନରେ ସୁଧାର ନ ଆସିଲେ ଫଣ୍ଡିଂ ହେବ ବନ୍ଦ

ଓ୍ବାଶିଂଟନ,୧୯।୫: କରୋନା ସଂକ୍ରମଣ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)କୁ ଧମକ ଦେଇଛନ୍ତି। ଡବ୍ଲ୍ୟୁଏଚ୍‌ଓ ଚାଇନା ହାତରେ କଣ୍ଢେଇ ସାଜିଛି। କରୋନା ସଂକ୍ରମଣର ତଥ୍ୟ ଲୁଚାଇବା ପାଇଁ ଚାଇନାର କଥା ଅନୁସାରେ ଡବ୍ଲ୍ୟୁଏଚ୍‌ଓ କାମ କରିଥିବାରୁ ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?