ଟଙ୍କା ଦେବାକୁ ଯାଇ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଫସିଲେ ପୁଅ
ସରଣ୍ଡା,୧୮ା୫(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲରାସରା ପଞ୍ଚାୟତରେ ଖୋଲା ଯାଇଥିବା କ୍ୱାରାଣ୍ଟାଇନ୍ ସେଣ୍ଟରରେ ୧୮ ଜଣ ପ୍ରବାସୀ ଓଡ଼ିଆ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରୁ ଫେରିଥିବା ଟୁପାପଡ଼ା ଗ୍ରାମର ଶ୍ରମିକ ଦମ୍ପତି ରହିଛନ୍ତି। ଏଠାକୁ…
ଝାରସୁଗୁଡ଼ା ଡହଲଡେରା ଅଞ୍ଚଳରୁ ହଟିଲା କଣ୍ଟେନମେଣ୍ଟ ଜୋନ
ଝାରସୁଗୁଡା ଅଫିସ,୧୮।୫: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ କୁଡ଼ାଲୋଇ ଅଧୀନ ଡହଲଡ଼େରା ଅଞ୍ଚଳର ଜଣେ ୪୦ ବର୍ଷିୟା ମହିଳା କରୋନା ପଜିଟିଭ ଥିବା ଗତ ୩ ତାରିଖରେ ଜଣାପଡିଥିଲା । ଏହାପରେ ଜିଲା ପ୍ରଶାସନ ପକ୍ଷରୁ ଏହି ଅଞ୍ଚଳକୁ କଣ୍ଟେନମେଣ୍ଟ ଅଞ୍ଚଳଭାବେ…
୨୧୧ କଳାକାରଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଆତ୍ମନିର୍ଭର ଭାରତ ଗୀତକୁ ପ୍ରଶଂସା କଲେ ମୋଦି
ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ ଦେଶର ଅର୍ଥ ବ୍ୟବସ୍ଥା ଖରାପ ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ଥ ବ୍ୟବସ୍ଥାକୁ ସୁଧାରିବା ପାଇଁ ଆତ୍ମନିର୍ଭର ଭାରତ ନିର୍ମାଣ ଲାଗି ଆହ୍ବାନ ଦେଇଛନ୍ତି।…
ରାଜ୍ୟର ୨୩ ଜିଲାକୁ ଡେଇଁଲାଣି କରୋନା, ଜାଣନ୍ତୁ କେଉଁ ଜିଲାରେ କେତେ ଆକ୍ରାନ୍ତ
ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। ରବିବାର ସମ୍ବଲପୁର ଜିଲାକୁ କରୋନା ଛୁଇଁଥିବା ବେଳେ ସୋମବାର ଏଥିରେ ଯୋଡ଼ି ହୋଇଛି କନ୍ଧମାଳ। ଗତକାଲି…
୪୮ ନୂଆ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ସଂଗରୋଧରେ ଥିଲେ ୪୭ ଆକ୍ରାନ୍ତ
ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜ୍ୟରେ ସୋମବାର ପୂର୍ବାହ୍ନରେ ୪୮ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ରେ ପହଞ୍ଚିଛି। ତେବେ ଏହି ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ୪୮ଜଣଙ୍କ ମଧ୍ୟରୁ ୪୭ଜଣ…
କରୋନା ସଙ୍କଟ: ୪୦,୦୦୦ କଏଦୀଙ୍କୁ ମିଳିଛି ଅସ୍ଥାୟୀ ଜାମିନ
ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଦେଶରେ ଲକ୍ଡାଉନ୍ ଜାରି ହୋଇଛି। ଏପରିସ୍ଥଳେ ଦେଶର ବିଭିନ୍ନ ଜେଲରେ ରହିଥିବା କଏଦୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ…
ମାସ୍କ ନ ପିନ୍ଧିଲେ ଭୋଗିବାକୁ ପଡିବ ୩ ବର୍ଷ ଜେଲଦଣ୍ଡ
ଦୋହା,୧୮।୫: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଏକ ପ୍ରକାର ଦୋହଲାଇ ଦେଇଛି କହିଲେ ଚଳେ। ଏହି ସଂକ୍ରମଣକୁ ରୋକିବାକୁ ସମସ୍ତେ ଚେଷ୍ଟା କରୁଥିବା ବେଳେ ଏହାକୁ ନେଇ ବିଭିନ୍ନ ପ୍ରକାର ଗାଇଡ୍ ଲାଇନ ମଧ୍ୟ ଜାରି କରାଯାଉଛି।…
ଡେରାବିଶରେ ୩ କରୋନା ପଜିଟିଭ ଚିହ୍ନଟ, କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଛୁଇଁଲା
କେନ୍ଦ୍ରାପଡା ଅଫିସ/ଡେରାବିଶ(ସ୍ବ.ପ୍ର.), ୧୮ା୫: ଡେରାବିଶ ବ୍ଲକ ଗୁଆଳସିଂ ପଞ୍ଚାୟତ ସୁଦର୍ଶନ ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରୁ ୧୫ଜଣ କଲିକତା ଫେରନ୍ତା ବ୍ୟକ୍ତିଙ୍କ ସ୍ବାବ ନମୁନା ସଂଗ୍ରହ ହୋଇଥିଲା। ଏମାନଙ୍କ ମଧ୍ୟରୁ ୩ ଜଣ କରୋନା ଆକ୍ରାନ୍ତ ବୋଲି ରବିବାର ଜଣାପଡିଛି। ଆକ୍ରାନ୍ତଙ୍କ ମଧ୍ୟରୁ…
ବିଶ୍ୱ ସ୍ବାସ୍ଥ୍ୟ ଅଧିବେଶନରେ ୧୧୬ ଦେଶ କରୋନା ପ୍ରସଙ୍ଗ ଉଠାଇବା ସମ୍ଭାବନା: ଡବ୍ଲ୍ୟୁଏଚ୍ଓର ବଢ଼ିଲା ଚିନ୍ତା
ଜେନେଭା,୧୮ା୫: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ୭୩ତମ ବିଶ୍ୱ ସ୍ବାସ୍ଥ୍ୟ ଅଧିବେଶନ ସ୍ବିଜରଲାଣ୍ଡ୍ର ଜେନେଭାଠାରେ ସୋମବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନରେ ୧୧୬ ଦେଶ କରୋନା ପ୍ରସଙ୍ଗ ଉଠାଇବାର ସମ୍ଭାବନା ଥିବା କୁହାଯାଉଛି। ଏହାକୁ ନେଇ ଡବ୍ଲ୍ୟୁଏଚ୍ଓର ଚିନ୍ତା ବଢ଼ିବାରେ…
ବିଶାଖାପାଟଣାରୁ ବଲାଙ୍ଗୀରରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ, ଓହ୍ଲାଇଲେ ୧୪୧୭ ପ୍ରବାସୀ
ବଲାଙ୍ଗୀର ଅଫିସ, ୧୮।୫: ବିଶାଖାପାଟଣାରୁ ଆସିଥିବା ଶ୍ରମିକ ସ୍ପେଶାଲ ଟ୍ରେନ ସୋମବାର ଭୋରରେ ବଲାଙ୍ଗୀର ରେଲୱେ ଷ୍ଟେଶନରେ ପହଞ୍ଚିଥିଲା। ଏହି ଟ୍ରେନରେ ୧୪୧୭ ପ୍ରବାସୀ ଓହ୍ଲାଇଥିବା ଜଣାପଡିଛି । ସେମାନଙ୍କ ସୁବିଧାଜନକ ଆଗମନ ଓ ପ୍ରତ୍ୟାଗମନ ପାଇଁ ଜିଲା ପ୍ରଶାସନ ପକ୍ଷରୁ…
ବରୀରୁ ୪ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଲା
ରତ୍ନଗିରି,୧୮ା୫(ଡି.ଏନ୍.ଏ.): ଯାଜପୁର ଜିଲା ବରୀ ବ୍ଲକରୁ ସୋମବାର ସକାଳେ ୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ନୂଆ ୪ ସଂକ୍ରମିତ ବ୍ୟକ୍ତି ଓ ଗତକାଲି ବରୀରୁ ଜଣେ ଆକ୍ରାନ୍ତଙ୍କୁ ମିଶାଇ ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ସୂଚନାଯୋଗ୍ୟ,…
ପୁରୀ ଜିଲା ନରେନ୍ଦ୍ର କୋଣ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
ପୁରୀ ଅଫିସ, ୧୮।୫: ପୁରୀ ଜିଲାରୁ ୪ ନୂଆ କରୋନା ପଜିଟିଭ ସୋମବାର ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ପିପିଲିରୁ ଜଣେ, କୋଣାର୍କ ଏନ୍ଏସିରୁ ଜଣେ ଏବେ ଅନ୍ୟ ୨ଜଣ ପୁରୀ ସହରରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏମାନଙ୍କ ମଧ୍ୟରୁ ୩ଜଣ…
Archives


