କରୋନା ଭାଇରସ୍‌

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮ ପଜିଟିଭ୍‌

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୫୭ ଜଣକୁ ବୃଦ୍ଧି ପାଇଛି । ଏ ନେଇ ଶନିବାର ରାଜ୍ୟ ସୂଚନା ଓ…

ଆଜି ରାଜ୍ୟରୁ ୧୦ ପଜିଟିଭ୍‌ ଚିହ୍ନଟ: ୧୨,୮୮,୩୪୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୦ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୪୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩ ଜଣ ଚିହ୍ନଟ ହୋଇଥିବା…

ରାଜ୍ୟରୁ ସୁସ୍ଥ ହେଲେ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ ଲକ୍ଷ ୭୯ ହଜାର୦୫୨ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ଲୋକ ସମ୍ପର୍କ ବିଭାଗ…

ଦୈନିକ ମୃତ୍ୟୁ ସଂଖ୍ୟା ୧୦…

ନୂଆଦିଲ୍ଲୀ, ୧୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୫ ଆକ୍ରାନ୍ତ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୦୪୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ରାଜ୍ୟରେ ଚିହ୍ନଟ ହେଲେ ୧୩ ପଜିଟିଭ୍‌

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୨୭ ଜଣକୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ…

ଦୈନିକ ମୃତ୍ୟୁ ସଂଖ୍ୟା ୩୩…

ନୂଆଦିଲ୍ଲୀ, ୧୮।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣରେ…

ଉତ୍ତର କୋରିଆରେ କରୋନା ପ୍ରତିରକ୍ଷା ଦୁର୍ବଳ

ପୋଙ୍ଗୟାଙ୍ଗ,୧୭।୫: ଉତ୍ତର କୋରିଆରେ କରୋନା ଚିହ୍ନଟ ହେବା ପରେ ଜ୍ୱର ମାମଲା ଏବେ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ମଙ୍ଗଳବାର ଉତ୍ତର କୋରିଆରେ ୨,୬୯,୫୧୦ ଲୋକଙ୍କଠାରେ ଜ୍ୱରର ଲକ୍ଷଣ ଚିହ୍ନଟ କରାଯାଇଥିବା ବେଳେ ଆଉ ୬ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ଉତ୍ତର…

ଯାତ୍ରୀଙ୍କ ମଧ୍ୟରୁ କୋଭିଡ ଆକ୍ରାନ୍ତଙ୍କୁ ଖୋଜି ବାହାର କରିବ ସ୍ନିଫର ଡଗ୍‌

ନୂଆଦିଲ୍ଲୀ,୧୭।୫: ବିମାନବନ୍ଦରରେ ଯାତ୍ରୀଙ୍କ ମଧ୍ୟରେ ଏଣିକି କୋଭିଡ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଖୋଜି ବାହାର କରିପାରିବ ତାଲିମପ୍ରାପ୍ତ ସ୍ନିଫର ଡଗ୍‌। ଏକ ଅନୁସନ୍ଧାନ ରିପୋର୍ଟରେ ଏହା ଦାବି କରାଯାଇଛି। ଏହି ଅନୁସନ୍ଧାନ ରିପୋର୍ଟ ବିଏମ୍‌ଜେ ଗ୍ଲୋବାଲ ହେଲଥ୍‌ ଜର୍ନାଲରେ ପ୍ରକାଶ ପାଇଛି। ସୂଚନା…

ସକ୍ରିୟ ମାମଲା ୧୭ ହଜାର ତଳେ, ଦିଲ୍ଲୀରେ କମିଲା ସଂକ୍ରମଣ…

ନୂଆଦିଲ୍ଲୀ, ୧୭।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ସଂକ୍ରମଣ କମିବାରେ ଲାଗିଛି।…

ରାଜଧାନୀରେ କମୁଛି କରୋନା ମାମଲା

ନୂଆଦିଲ୍ଲୀ,୧୬।୫: ରାଜଧାନୀ ଦିଲ୍ଲୀରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଗତ କିଛି ଦିନରୁ କରୋନା ଗ୍ରାଫ୍‌ ତଳମୁହାଁ ହୋଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩୭୭ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କରୋନାଜନିତ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୯୧୦…

ରାଜ୍ୟରୁ ସୁସ୍ଥ ହେଲେ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍‌ ୧୨ଲକ୍ଷ ୭୯ହଜାର୦୧୭ ଜଣ ସୁସ୍ଥ ହୋଇସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?