କରୋନା ଭାଇରସ୍‌

ଭାରତକୁ ୨୦୦ ଭେଣ୍ଟିଲେଟର ଯୋଗାଇ ଦେବ ଆମେରିକା

ଓ୍ବାଶିଂଟନ,୧୬।୫: ଆମେରିକା ଭାରତକୁ ଭେଣ୍ଟିଲେଟର ଯୋଗାଇ ଦେବ। ଏନେଇ ଆମେରିକା ରାଷ୍ଟ୍ରପତି ଡ୍ରୋନାଲ୍ଡ୍‌ ଟ୍ରମ୍ପ୍‌ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଭାରତକୁ ଆମେରିକା ୨୦୦ ମୋବାଇଲ୍‌ ଭେଣ୍ଟିଲେଟର ଯୋଗାଇଦେବ। ଆସନ୍ତା ୩ ସପ୍ତାହ ମଧ୍ୟରେ ଏହା ଭାରତରେ ପହଞ୍ଚିବ। ପ୍ରତି ଭେଣ୍ଟିଲେଟରର…

ହୋମ୍‌ ସର୍ଭିସ୍‌ ଦେଉଥିବା ସେଲୁନ୍‌ ମାଲିକଙ୍କୁ ଦେବାକୁ ପଡ଼ିବ ୨୫ ହଜାର ଜରିମାନା

ରାୟପୁର,୧୬।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଲୋକେ ବହୁ ଦିନ ଧରି ଘରେ ବନ୍ଦ ରହିଛନ୍ତି। ଲୋକଙ୍କ ମୁଣ୍ଡ କେଶ ବଢୁଥିଲେ ମଧ୍ୟ ସେଲୁନ୍‌ ବନ୍ଦ ଥିବାରୁ ସେମାନେ କେଶ କାଟିବା ସମ୍ଭବ ହେଉନାହିଁ।…

ମହାରାଷ୍ଟ୍ରରେ କରୋନା ସ୍ଥିତି ଅଣାୟତ: ୧,୧୪୦ ପୋଲିସ ସଂକ୍ରମିତ

ମୁମ୍ବାଇ,୧୬।୫: ମହାରାଷ୍ଟ୍ରରେ ଏବେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। କରୋନା ଯୁଦ୍ଧର ଆଗଧାଡିର ଯୋଦ୍ଧା ସାଜିଥିବା ପୋଲିସ ମଧ୍ୟ ଏଥିରୁ ବାଦ୍‌ ପିଡିନି। ଶନିବାର ସକାଳ ସୁଦ୍ଧା ମହାରାଷ୍ଟ୍ରରେ ୧,୧୪୦ ପୋଲିସ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏମାନଙ୍କ…

ମଦ ଦୋକାନ ଆଗରେ ଲମ୍ବା ଧାଡ଼ିରେ ରହିଛି ଚପଲ-ଛତା

ତ୍ରିଚିଲାପଲୀ,୧୬।୫: କରୋନା ମହାମାରୀ ଯୋଗୁ ଅର୍ଥନୀତିରେ ସୁଧାର ଆଣିବା ଲାଗି ସରକାରଙ୍କ ପକ୍ଷରୁ ମଦ ବିକ୍ରି ପାଇଁ ଅନୁମତି ଦିଆଯାଇଛି। ତାମିଲନାଡୁ ତ୍ରିଚିଲାପଲୀ ଜିଲାରେ ଲୋକେ ମଦ କିଣିବା ଲାଗି ଦୋକାନ ଆଗରେ ଲମ୍ବାଧାଡ଼ି ଦେବା ସକାଳୁ ଆରମ୍ଭ କରିଦେଉଛନ୍ତି। ସାମାଜିକ…

ରାୟଗଡ଼ାରୁ ପରୀକ୍ଷା ହୋଇଥିବା ସମସ୍ତ ରିପୋର୍ଟ ନେଗେଟିଭ

ରାୟଗଡା ଅଫିସ,୧୬।୫: ରାୟଗଡ଼ା ଜିଲାରୁ ଗତ ୧୨ ତାରିଖରେ ୧୨ଟି ପର୍ଯ୍ୟାୟରେ ୬୧ ସନ୍ଧିଗ୍ଧଙ୍କର ସ୍ବାବ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ଆରଏମଆରସି, ଭୁବନେଶ୍ୱରକୁ ପଠାଯାଇଥିଲା। ତେବେ ସମସ୍ତଙ୍କର ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡ଼ିଛି। ଜିଲାରୁ ବର୍ତ୍ତମାନ ସୁଦ୍ଧା ୫୮୧…

ଖସି ପଳାଇବାକୁ ଚେଷ୍ଟା କରୁଥିଲେ ୧୪ ଶ୍ରମିକ: କାବୁକରି ବସ୍‌ରେ କଟକ ପଠାଇଲା ପୋଲିସ

ବାରଙ୍ଗ,୧୬।୫(ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ଥାନା ଅର୍ନ୍ତଗତ ଶ୍ରୀଶ୍ରୀୟୁନିଭର୍ସିଟିରେ କାର୍ଯ୍ୟ କରୁଥିବା ଝାରଖଣ୍ଡର ୧୪ ଶ୍ରମିକ। ତେବେ ଶୁକ୍ରବାର ରାତିରେ ସେମାନେ ଖସି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ବାରଙ୍ଗ ପୋଲିସ ଚଢ଼ାଉ କରି ସେମାନଙ୍କୁ କାବୁ କରିଛି। ଶନିବାର ସକାଳେ…

ସାଇଟୋକାଇନ୍‌ ଷ୍ଟର୍ମ: କରୋନା ମୁକାବିଲାରେ ମଣିଷ ପାଇଁ ଶତ୍ରୁ ପାଲଟୁଛି ଆଣ୍ଟିବଡ଼ି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୬।୫: କରୋନା ସଂକ୍ରମଣରେ ମଣିଷ ଶରୀର ପାଇଁ କିଭଳି ରୋଗ ପ୍ରତିରୋଧକ ଶକ୍ତି ହିଁ ଶତ୍ରୁ ପାଲଟି ଥାଏ ସେ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ମଣିଷର ରୋଗ ପ୍ରତିରୋଧକ ଶକ୍ତିି ସୁଦୃଢ଼ ଥିଲେ ବାହାରର କୌଣସି ରୋଗ ସୃଷ୍ଟିକାରୀ…

ଯମ ଅଭିନୟରେ କରୋନା ସଚେତନତା କଲେ କଂସ ଅଭିନେତା ଭୁବନେଶ୍ବର

ବରଗଡ଼ ଅଫିସ,୧୬।୫: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ସେହିପରି ଏହି ସଂକ୍ରମଣକୁ ରୋକିବା ପାଇଁ…

ବରୀରୁ ଆଉ ୪ କରୋନା ପଜିଟିଭ ଚିହ୍ନଟ: ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୪ ଛୁଇଁଲା

ବରୀ,୧୬।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଶନିବାର ସକାଳେ ଆଉ ୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀ ବ୍ଲକରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ଏହି ନୂଆ ୪ ଆକ୍ରାନ୍ତ କୋଲକାତା…

ସୁସ୍ଥ ହେଲେ ୩୦ ହଜାରରୁ ଊର୍ଦ୍ଧ୍ୱ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୬।୫: ଦେଶରେ ୨୪ ଘଣ୍ଟାରେ ୪ ହଜାର ଛୁଇଁବାକୁ ବସିଲାଣି କରୋନା ସଂକ୍ରମିତଙ୍କ ସଂଖ୍ୟା। ଯାହା ଉଭୟ ସରକାର ଓ ଜନତାଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶନିବାର ସକାଳ ସୁଦ୍ଧା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା…

ଘରକୁ ଫେରିବା ପାଇଁ ସାଇକେଲ ଚୋରିକଲେ ପ୍ରବାସୀ ଶ୍ରମିକ: ଚିଠି ଲେଖି କ୍ଷମା ବି ମାଗିଲେ

ଲକ୍ଷ୍ନୌ,୧୬।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏହାଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକ ଘରକୁ ଫେରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନିକଟରେ ରାଜସ୍ଥାନରେ…

କେନ୍ଦ୍ରାପଡ଼ାରେ ୪ ନୂଆ ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଛୁଇଁଲା

କେନ୍ଦ୍ରାପଡା ଅଫିସ/ମାର୍ଶାଘାଇ/ମହାକାଳପଡା, ୧୬।୫(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୧ ତାରିଖ ସୁଦ୍ଧା ଜିଲାରେ ୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏକକାଳୀନ ୧୩ ଓ ଶନିବାର ୪ ନୂତନ କରୋନା ଆକ୍ରାନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri