କରୋନା ମୁକାବିଲା: ସରପଞ୍ଚଙ୍କ ପାଇଁ ୫୦ ଲକ୍ଷ
ଭୁବନେଶ୍ୱର,୧୪ା୫(ବ୍ୟୁରୋ)- କରୋନା(କୋଭିଡ-୧୯) ସଂକ୍ରମଣ ରୋକିବା କ୍ଷେତ୍ରରେ ଆଗଧାଡ଼ିରେ କାର୍ଯ୍ୟ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ କର୍ମଚାରୀଙ୍କର ମୃତ୍ୟୁ ହେଲେ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର ସହାୟତା ଦେବାକୁ ପୂର୍ବରୁ ଘୋଷଣା କରିଛନ୍ତି । ଏବେ ସରପଞ୍ଚମାନଙ୍କୁ ମଧ୍ୟ ଏହି ତାଲିକାରେ…
‘ଫେରନ୍ତା ସତର୍କ ରହିଲେ ସଂକ୍ରମଣ ହେବ ନାହିଁ’ : ବିମାନ, ରେଳରେ ଫେରନ୍ତାଙ୍କ ପାଇଁ ନୂଆ ଗାଇଡ୍ଲାଇନ୍
ଭୁବନେଶ୍ୱର, ୧୩ା୫(ବ୍ୟୁରୋ): ବାହାର ରାଜ୍ୟ ବା ଦେଶରୁ ଫେରୁଥିବା ପ୍ରବାସୀମାନେ ସମସ୍ତେ କରୋନା ପଜିଟିଭ୍ ନୁହନ୍ତି। ଯଦି ସେମାନେ ସଙ୍ଗରୋଧରେ ରହିବେ ଓ ସମସ୍ତ ସତର୍କତା ଅବଲମ୍ବନ କରିବେ ତେବେ ସଂକ୍ରମିତ ହେବେ ନାହିଁ। ଠିକ୍ ଭାବେ ସରକାରଙ୍କ ନିୟମ ମାନି…
ରାଜ୍ୟର ୪ ପ୍ରମୁଖ ସ୍ଥାନରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ
ଭୁବନେଶ୍ୱର,୧୪।୫(ଡି.ଏନ.ଏ.)-ରାଜ୍ୟର ୪ଟି ପ୍ରମୁଖ ସ୍ଥାନରେ ଗୁରୁବାର ଶ୍ରମିକ ସ୍ପେଶାଲ ଟ୍ରେନ ଯୋଗେ ପ୍ରବାସୀମାନେ ଆସି ପହଞ୍ଚିଛନ୍ତି। ପ୍ରାୟ ୪ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଭଦ୍ରକ, ଖୋର୍ଦ୍ଧା, ବାଲେଶ୍ୱର ଓ ବଲାଙ୍ଗୀର ଷ୍ଟେଶନରେ ଓହ୍ଲାଇଥିବା ଜଣାପଡ଼ିଛି। ଆନ୍ଧ୍ରପ୍ରଦେଶର ଚିତ୍ତୋର ଷ୍ଟେଶନରୁ ଆସିଥିବା ଟ୍ରେନ…
ବରୀ ବ୍ଲକର ୪ କରୋନା ଆକ୍ରାନ୍ତ ସୁସ୍ଥ
ରତ୍ନଗିରି,୧୪।୫(ଡି.ଏନ୍.ଏ.)-ଯାଜପୁର ଜିଲାର ୧୫ କରୋନା ଆକ୍ରାନ୍ତ ଗୁରୁବାର ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ବରୀ ବ୍ଲକର ରହିଛନ୍ତି। ସେମାନେ ତଲକାଇପଡା, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତର ବୋଲି ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାଶ ସୂଚନା ଦେଇଛନ୍ତି। ସୁସ୍ଥ…
ଆସନ୍ତା ୧୬ରୁ ବଲାଙ୍ଗୀର, ୨୩ରୁ କୋରାପୁଟ, ୩୧ରୁ ବାରିପଦାରେ କୋଭିଡ ପରୀକ୍ଷା: ସ୍ବାସ୍ଥ୍ୟମନ୍ତ୍ରୀ
ଝାରସୁଗୁଡା ଅଫିସ,୧୪।୫- ସମଗ୍ର ବିଶ୍ବରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଏହାକୁ ନେଇ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି। ଦେଶ ତଥା ରାଜ୍ୟରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…
ସ୍ପେଶାଲ୍ ଟ୍ରେନ୍ରେ ୨ ଲକ୍ଷରୁ ଅଧିକ ଯାତ୍ରୀ କଲେ ଟିକଟ ବୁକିଂ: ୪୫ କୋଟି ୩୦ ଲକ୍ଷ ଭଡ଼ା ଆଦାୟ
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ଲକ୍ଡାଉନ୍ ଜାରି ହୋଇଛି। ଫଳରେ ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଛି। ବହୁଲୋକ ଘରଠାରୁ ଦୂରରେ ଅଟକି ରହିଛନ୍ତି। ସେମାନଙ୍କ ସୁବିଧା ପାଇଁ ରେଳ ବିଭାଗ ପକ୍ଷରୁ ସ୍ପେଶାଲ ଟ୍ରେନ୍ ଚଳାଚଳ କରିବାକୁ ନିଷ୍ପତ୍ତି ଗ୍ରହଣ…
ମେ ଶେଷ ସୁଦ୍ଧା ମନରେଗାରେ ୫୦ ଲକ୍ଷ ପାଇବେ ନିଯୁକ୍ତି: ଯୋଗୀ
ଲକ୍ଷ୍ନୌ,୧୪।୫: ମେ ଶେଷ ସୁଦ୍ଧା ଉତ୍ତରପ୍ରଦେଶରେ ୫୦ ଲକ୍ଷ ଲୋକଙ୍କୁ ମନରେଗା ଅନ୍ତର୍ଗତ ନିଯୁକ୍ତି ପ୍ରଦାନ କରାଯିବ। ଧାର୍ଯ୍ୟ ଲକ୍ଷ୍ୟ ପୂରଣ ପାଇଁ ସରକାର ଉଦ୍ୟମ କରୁଥିବା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର କହିଛନ୍ତି। ଏହି ଯୋଜନାରେ ବୁଧବାର ୨୫ ଲକ୍ଷ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧୫୮ ଛୁଇଁଲା
ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସମସ୍ତେ ଯାଜପୁର ଜିଲାର। ଏହାକୁ ମିଶାଇ ଏଯାବତ ରାଜ୍ୟରେ ୧୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଟୁଇଟ୍ କରି…
ଆୟୁର୍ବେଦ ମାଧ୍ୟମରେ ହେବ କରୋନାର ଚିକିତ୍ସା !
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଦିନକୁ ଦିନ ଏହା କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮ ହଜାର ଅତିକମ୍ର କରିଥିବା ବେଳେ ଏହାର ସଠିକ୍ ଚିକିତ୍ସା…
ମେ ୩୧ ପୂର୍ବରୁ ଦିନକୁ ହେବ ଲକ୍ଷେ କରୋନା ଟେଷ୍ଟ
ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଲାଗି ଭାରତରେ ସନ୍ଦିଗ୍ଧଙ୍କ ନମୁନା ପରୀକ୍ଷା ଜାରି ରହିଛି। ଆସନ୍ତା ମେ ୩୧ ପୂର୍ବରୁ ଦିନକୁ ଲକ୍ଷେ କରୋନା ଟେଷ୍ଟ ହେବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ ସୂଚନା ଦେଇଛନ୍ତି। ଦେଶରେ ଗୁରୁବାର କରୋନା…
ମହାରାଷ୍ଟ୍ରରେ ୧,୦୦୦ରୁ ଅଧିକ ପୋଲିସ କରୋନା ପଜିଟିଭ୍: ୮ ମୃତ
ମୁମ୍ବାଇ,୧୪।୫: ମହାରାଷ୍ଟ୍ର ପୋଲିସ ବିଭାଗରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। କରୋନା ଲଢ଼େଇରେ ଆଗଧାଡ଼ିରେ ଥିବା କରୋନା ଯୋଦ୍ଧାଙ୍କ ସଂକ୍ରମଣ ଯୋଗୁ ରାଜ୍ୟ ସରକାର ଚିନ୍ତାରେ ପଡ଼ିଛନ୍ତି। ରାଜ୍ୟର ୧,୦୦୧ ପୋଲିସଙ୍କ ରିପୋର୍ଟ କରୋନା ପଜିଟିଭ୍ ଆସିଛିି। ସେମାନଙ୍କ ମଧ୍ୟରୁ ଇତିମଧ୍ୟରେ…
ଲକ୍ଡାଉନରେ ଭିତରେ ଏହି ଅଭିନେତାଙ୍କ ହେଲା ନିର୍ବନ୍ଧ: ଅନ୍ଲାଇନ୍ରେ ଛୁଟିଲା ଶୁଭେଚ୍ଛାର ସୁଅ
ମୁମ୍ବାଇ: କରୋନା ଭାଇରସ୍ ଯୋଗୁ ସାଧାରଣ ଜୀବନଯାପନ ଏକପ୍ରକାର ଠପ୍ ହୋଇଯାଇଛି। ଏଥିଯୋଗୁ ବ୍ୟବସାୟ, ବିଭିନ୍ନ ପ୍ରକାରର କାର୍ଯ୍ୟପନ୍ଥା, ଫିଲ୍ମ ଶୁଟିଂ, ରିଲିଜ ଉପରେ ବହୁ ପ୍ରଭାବ ପଡ଼ିଛି। ଏଥିସହ କେତେକଙ୍କ ବିବାହ ସ୍ଥଗିତ ହୋଇଯାଇଥିବା ବେଳେ ଆଉ କେତେକ ଅନ୍ଲାଇନ୍ରେ…
Archives


