କରୋନା ଭାଇରସ୍‌

ଆରୋଗ୍ୟ ସେତୁ: ଇଚ୍ଛାଧୀନରୁ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମିତଙ୍କଠାରୁ ଲୋକଙ୍କୁ ଦୂରେଇ ରଖିବା ଉଦ୍ଦେଶ୍ୟରେ ଗତ ଏପ୍ରିଲ୍‌ ୨ତାରିଖରେ କେନ୍ଦ୍ର ସରକାର ଆରୋଗ୍ୟ ସେତୁ ଆପ୍‌ ଆରମ୍ଭ କରିଥିଲେ। ଇଲେକ୍ଟ୍ରୋନିକ୍ସ ଆଣ୍ଡ ଇନ୍‌ଫରମେଶନ ଟେକ୍ନୋଲୋଜି ମନ୍ତ୍ରଣାଳୟ ଅଧୀନରେ ଥିବା ନ୍ୟାଶନାଲ ଇନ୍‌ଫରମେଟିକ୍ସ ସେଣ୍ଟର(ଏନ୍‌ଆଇସି) ଏହାକୁ ବିକଶିତ କରିଛି।…

ଭଦ୍ରକରେ ଆଉ ୯ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦କୁ ଛୁଇଁଲା

ଭଦ୍ରକ ଅଫିସ, ୧୪।୫: ଭଦ୍ରକ ଜିଲାରେ ଗୁରୁବାର ସକାଳେ ଆଉ ୯ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ୪୦କୁ ଛୁଇଁଛି। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ସୂଚନା ମୁତାବକ ନୂଆ ଚିହ୍ନଟ ହୋଇଥିବା…

୧୯ରୁ ଉଡ଼ିବ ଏୟାର ଇଣ୍ଡିଆ ବିମାନ

ଚେନ୍ନାଇ,୧୪ା୫: କୋଭିଡ୍‌-୧୯ ପାଇଁ ଦୀର୍ଘଦିନ ହେଲା ଦେଶରେ ବିମାନ ଚଳାଚଳ ବନ୍ଦ ରହିଥିବାବେଳେ ସରକାର ଏୟାରଲାଇନ୍ସ ଏୟାର ଇଣ୍ଡିଆ ଆସନ୍ତା ୧୯ରୁ ଜୁନ୍‌ ୨ ପର୍ଯ୍ୟନ୍ତ ଦେଶର ବିଭିନ୍ନ ସହରକୁ ସ୍ବତନ୍ତ୍ର ବିମାନ ସେବା ଯୋଗାଇଦେବାକୁ ନିଷ୍ପତ୍ତି ନେଇଛି। ଫଳରେ ବିଭିନ୍ନ…

କୋଟ, ଗାଉନ୍‌ ପିନ୍ଧିବେନି ଆଇନଜୀବୀ

ନୂଆଦିଲ୍ଲୀ,୧୪ା୫(ପି.ଟି.): କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟ ଦୂର ନ ହେବା ପର୍ଯ୍ୟନ୍ତ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସୁପ୍ରିମକୋର୍ଟର ଆଇନଜୀବୀମାନେ ଶୁଣାଣି ବେଳେ କୋଟ ଓ ଲମ୍ବା ଗାଉନ ନ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ସର୍ବୋଚ୍ଚ ଅଦାଲତ ପକ୍ଷରୁ ବୁଧବାର ସନ୍ଧ୍ୟାରେ ଏନେଇ…

ଗଞ୍ଜାମରେ ସ୍ଥିତି ଅସମ୍ଭାଳ: ଆକ୍ରାନ୍ତ ସଂଖ୍ୟା ୨୫୦କୁ ଟପିଲା

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ସର୍ବାଧିକ ୪୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ…

CORONAVIRUS UPDATE: ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟାା ୬୧୧ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ…

ଆଜିଠାରୁ ଫେରନ୍ତାଙ୍କ ପାଇଁ ‘ସଟଲ ବସ୍‌’ ସେବା

ଭୁବନେଶ୍ୱର, ୧୪ା୫(ବ୍ୟୁରୋ): ଓଡ଼ିଶା ବାହାରୁ ଆସୁଥିବା ଲୋକଙ୍କ ପାଇଁ ‘ମୋ ବସ୍‌’ ପକ୍ଷରୁ ସ୍ବତନ୍ତ୍ର ‘ସଟଲ ବସ୍‌’ ସେବା ଗୁରୁବାରଠାରୁ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଏବଂ ଭୁବନେଶ୍ୱର ରେଲୱେ ଷ୍ଟେଶନଠାରୁ…

ଜିଆଇଏସ୍‌ ମ୍ୟାପିଂରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ତଥ୍ୟ

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ରାଜ୍ୟରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ କୋଭିଡ୍‌ ହସ୍ପିଟାଲ ବାବଦରେ ଜିଆଇଏସ୍‌ (ଜିଓଗ୍ରାଫିକ୍‌ ଇନଫରମେଶନ ସିଷ୍ଟମ) ମ୍ୟାପିଂ କରାଯାଇଛି। ଅକ୍ଷାଂଶ ଓ ଦ୍ରାଘିମାକୁ ଆଧାର କରି ରାଜ୍ୟ ସରକାର ଏହି ନୂଆ ବ୍ୟବସ୍ଥାକୁ ପ୍ରସ୍ତୁତ କରିଛନ୍ତି। ଓଡ଼ିଶା ସ୍ପେସ ଆପ୍ଲିକେଶନ…

କୋଭିଡ୍‌-୧୯ ଲଢ଼େଇରେ ସିଟିଟିସି

ଭୁବନେଶ୍ୱର,୧୪ା୫(ବ୍ୟୁରୋ): ଭାରତର ମହାକାଶ ଅଭିଯାନ ‘ମଙ୍ଗଳାୟନ’ ଏବଂ ‘ଚନ୍ଦ୍ରାୟନ-୨’ ପ୍ରସ୍ତୁତିରେ ଗୁରୁତ୍ୱପୁର୍ଣ୍ଣ ଭୂମିକା ନିର୍ବାହ କରିବାପରେ ଏବେ କୋଭିଡ୍‌-୧୯ ଲଢେଇରେ ଗୁରୁଦାୟିତ୍ୱ ନେଇଛି ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ୍‌ ଟୁଲ୍‌ ରୁମ୍‌ ଆଣ୍ଡ ଟ୍ରେନିଂ ସେଣ୍ଟର(ସିଟିଟିସି)। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) ମନ୍ତ୍ରଣାଳୟ…

ହାଇଦ୍ରାବାଦରୁ ଚାଲିଚାଲି ଆସୁଥିବା ଶ୍ରମିକଙ୍କ ରାସ୍ତାରେ ଜୀବନ ଗଲା

  ମାଲକାନଗିରି,୧୩ା୫ (ଡି.ଏନ୍‌.ଏ.): କରୋନା ସାରା ବିଶ୍ୱରେ ଅନେକ ପରିବାରକୁ ଉଜାଡି ଦେଇଛି। ଏଥିରେ ଆକ୍ରାନ୍ତ ହୋଇ ଅନେକଙ୍କ ମୃତ୍ୟୁ ଘଟିଛି। ବେଶି କ୍ଷତିଗ୍ରସ୍ତ ହୋଇଛନ୍ତି ଅନ୍ୟ ରାଜ୍ୟରେ ରହି କାର୍ଯ୍ୟ କରୁଥିବା ଶ୍ରମିକ। ଲକ୍‌ଡାଉନ ପରେ ବିଭିନ୍ନ କଳକାରଖାନା, ନିର୍ମାଣ…

ଆର୍ଥିକ ପ୍ୟାକେଜ ସମ୍ପର୍କରେ ଯାହା କୁହନ୍ତି …

-ଦେଶର ଅର୍ଥନୀତିକୁ ସୁଦୃଢ଼ କରିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ଆର୍ଥତ୍କ ପ୍ୟାକେଜ ବ୍ୟବସାୟ ବିଶେଷ କରି ଏମ୍‌ଏସ୍‌ଏମ୍‌ଇ ସେକ୍ଟର ସମ୍ମୁଖୀନ ହୋଇଥିବା ସମସ୍ୟା ଦୂର କରିବାରେ ସହାୟକ ହେବ। ଏହା ନଗଦ ବଢ଼ାଇବା ସହ ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବ…

ଧଣ୍ଡାମୁଣ୍ଡା ପଞ୍ଚାୟତ ସଟ୍‌ଡାଉନ, ଦୋକାନ ବଜାର ବନ୍ଦ

ଖପ୍ରାଖୋଲ, ୧୩ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳକୁ ରାଜ୍ୟ ବାହାରୁ ଅନେକ ପ୍ରବାସୀ ଶ୍ରମିକ ଫେରିଛନ୍ତି। ସଂକ୍ରମଣ ଭୟରେ ବ୍ଲକ ଅନ୍ତର୍ଗତ ଧଣ୍ଡାମୁଣ୍ଡା ପଞ୍ଚାୟତର ସରପଞ୍ଚ ଲକ୍ଷ୍ମୀ କୁମ୍ଭାର ୧୨ଘଣ୍ଟା ପାଇଁ ପଞ୍ଚାୟତକୁ ସଟ୍‌ ଡାଉନ୍‌ ଘୋଷଣା କରିଥିଲେ। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?