କରୋନା ଭାଇରସ୍‌

ମନ୍ଦିରରେ ଅସହାୟ ଲୋକଙ୍କୁ ସହାୟତାର ହାତ ବଢ଼ାଇଲେ ପାକିସ୍ତାନ ଖେଳାଳି

ଇସ୍‌ଲାମାବାଦ୍‌,୧୩।୫: ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଦିନକୁ ଦିନ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ସହ ମୁକାବିଲା ପାଇଁ ସବୁ ଦେଶରେ ସରକାର ଏକତ୍ରିତ ହୋଇଥିବା ବେଳେ ସରକାରଙ୍କ ସହ ସବୁ ବର୍ଗର…

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ନିଆଳି,୧୩।୫(ଡି.ଏନ୍‌.ଏ.): କଟକ ଜିଲା ନିଆଳି ବ୍ଲକ ଅନ୍ତର୍ଗତ ଦେବୀ-କନ୍ଦଳ ଦିପାଞ୍ଚଳ ଅଗ୍ରଣୀ ସନ୍‌ସାଇନ ୟୁଥ କ୍ଲବ ଆନୂକଲ୍ୟରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। କରୋନା ମହାମାରୀ କବଳରୁ ଜନ ସମାଜକୁ ରକ୍ଷା କରୁଥିବା ଯୋଦ୍ଧା ଭାବେ ତହସିଲଦାର ବିଦ୍ୟାଧର ପତି, ବ୍ଲକ…

ଯାଜପୁର ଜିଲାରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ଟିମ୍‌

ଯାଜପୁର ଅଫିସ୍‌,୧୩।୫: କେନ୍ଦ୍ରୀୟ ସ୍ବାସ୍ଥ୍ୟ ଟିମ୍‌ ବୁଧବାର ଯାଜପୁର ଜିଲା ଗସ୍ତ କରି ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ସ୍ଥିତି ଓ ଚିକିତ୍ସା ପ୍ରଣାଳୀ ସହ ସ୍ବାବ ସଂଗ୍ରହ, ରିପୋର୍ଟ, ଅସ୍ଥାୟୀ ଚିକିତ୍ସା କେନ୍ଦ୍ର(ଟିଏମସି) ବ୍ୟବସ୍ଥାକୁ ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ…

ନିଳାଚଳ କାରଖାନା ପରିସରରେ ଶ୍ରମିକଙ୍କ ଆନ୍ଦୋଳନ

ଯାଜପୁର ଅଫିସ,୧୩।୫: କଳିଙ୍ଗନଗର ନିଳାଚଳ ଇସ୍ପାତ ନିଗମ ଲିଃ(ଏନଆଇଏନଏଲ)କୁ ଲ୍‌କଡାଉନ ସମୟରେ ବନ୍ଦ କରି ଦିଆଯିବା ଯୋଗୁ ପ୍ରାୟ ୪ ହଜାର କର୍ମଚାରୀ ଓ ଶ୍ରମିକଙ୍କ ଜୀବିକା ବିପନ୍ନ ହୋଇଯାଇଛି। ୩ ମାସ ହେଲା କର୍ମଚାରୀ ଓ ଶ୍ରମିକମାନଙ୍କୁ ଦରମା ଦିଆଯାଇ…

ଚାଲି ଚାଲି, ସାଇକେଲରେ ଫେରିଲେ ୧୩ ଶ୍ରମିକ

ନୟାଗଡ଼ ଅଫିସ, ୧୩ା୫: ଝାଡ଼ଖଣ୍ଡ ଓ ଆନ୍ଧ୍ରରୁ ଚାଲି ଚାଲି ଓ ସାଇକେଲ ଯୋଗେ ୧୩ଜଣ ପ୍ରବାସୀ ଶ୍ରମିକ ନୟାଗଡ଼ ଫେରିଛନ୍ତି। ଆନ୍ଧ୍ରରୁ ଗୋଡିପଡା ନିକଟ ଡିମଶରର ୨ଜଣ ଶ୍ରମିକ ଚାଲି ଚାଲି ନୟାଗଡ ଆସୁଥିଲେ। ହେଲେ ଚିକାଗୋ ପୋଲିସ ସେମାନଙ୍କୁ…

ପୋଲିସକୁ ୫୦ହଜାର ଟଙ୍କା ଦାନ କଲେ ୩ବର୍ଷର ବାଳକ

ମୁମ୍ବାଇ,୧୩।୫: ସାରା ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। କରୋନା ମୁକାବିଲା ପାଇଁ ସରକାରଙ୍କୁ ସବୁ ବର୍ଗର ଲୋକେ ସହାୟତାର ହାତ ବଢ଼ାଉଛନ୍ତି। ଇତିମଧ୍ୟରେ ଜଣେ ୩ ବର୍ଷର ବାଳକ ନିଜେ ଆୟ କରିଥିବା ୫୦ହଜାର ଟଙ୍କାକୁ ମୁମ୍ବାଇ ପୋଲିସକୁ…

ଭୁବନେଶ୍ୱରରୁ ଗଡ଼ିଲା ବସ୍‌ ଓ ରେଳ

ଭୁବନେଶ୍ୱର, ୧୩ା୫(ବ୍ୟୁରୋ): ଦୀର୍ଘ ଦିନ ହେବ ବନ୍ଦଥିବା ବସ୍‌ ଓ ରେଳ ଚଳାଚଳ ବୁଧବାରଠାରୁ ପୁର୍ବବାର ଆରମ୍ଭ ହୋଇଛି। ୫୪୫ ଜଣ ଯାତ୍ରୀଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛି। ପୂର୍ବାହ୍ନ ୧୦ଟା ବେଳେ ଟ୍ରେନ୍‌ଟି ଭୁବନେଶ୍ୱର…

ଅର୍ଥମନ୍ତ୍ରୀଙ୍କ ଆର୍ଥିକ ପ୍ୟାକେଜ ଘୋଷଣା ପରେ ଟୁଇଟ କଲେ ମୋଦି

ନୂଆଦିଲ୍ଲୀ,୧୩।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ଏକ ଖବରଦାତା ସମ୍ମିଳନୀରେ ୨୦ଲକ୍ଷ କୋଟି ଟଙ୍କାର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି। ଏହି ଘୋଷଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଟୁଇଟ କରିଛନ୍ତି। ଟୁଇଟରେ ମୋଦି ଉଲ୍ଲେଖ କରିଛନ୍ତି ଯେ,…

ବଢ଼ିଲା ଆୟକର ରିଟର୍ନ ଅବଧି: ବିଦ୍ୟୁତ ବିତରଣ କମ୍ପାନୀକୁ ୯୦ହଜାର କୋଟି ଟଙ୍କା ସହାୟତା

ନୂଆଦିଲ୍ଲୀ,୧୩।୫: କରୋନା ମହାମାରୀ ମୁକାବିଲା କରୁଥିବା ଭାରତ ଅର୍ଥନୀତିକୁ ସୁଦୃଢ଼ ଏବଂ ଦେଶବାସୀଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ କେନ୍ଦ୍ର ସରକାର ଅଣ୍ଟା ଭିଡ଼ିଛନ୍ତି। ଏନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଆତ୍ମନିର୍ଭର ଭାରତ ମିଶନ’ ଅଭିଯାନରେ ୨୦ଲକ୍ଷ କୋଟି ଟଙ୍କାର ପ୍ୟାକେଜ…

ପର୍ତ୍ତୁଗୀଜ୍‌ ଫୁଟବଲ ସେସନ ଜୁନ୍‌ ୪ରୁ

ଲିସବନ,୧୩।୫(ଏଏଫ୍‌ପି): କୋଭିଡ-୧୯ ମହାମାରୀ କାରଣରୁ ସ୍ଥଗିତ ରହିଥିବା ପର୍ତ୍ତୁଗାଲର ଫୁଟବଲ୍‌ ସେସନ ପୁଣି ଆରମ୍ଭ ହେବାକୁ ଯାଉଛି। ଜୁନା ୪ରୁ ପ୍ରିମିରା ଲିଗ୍‌ ଆରମ୍ଭ ହେବ ବୋଲି ଦେଶର ଫୁଟବଲ ଲିଗ୍‌ ଘୋଷଣା କରିଛି। ଷ୍ଟାଡିୟମର ପରୀକ୍ଷା ପୁଙ୍ଖାନୁପୁଙ୍ଖ ଭାବେ କରାଯିବ…

ବାଂଲାଦେଶ ଡେଭଲପମେଣ୍ଟ କୋଚ୍‌ କରୋନା ପଜିଟିଭ୍‌

ଢାକା,୧୩।୫ (ପି.ଟି.): ବାଂଲାଦେଶ ଡେଭଲପ୍‌ମେଣ୍ଟ କୋଚ୍‌ ତଥା ପୂର୍ବତନ ପ୍ରଥମଶ୍ରେଣୀ କ୍ରିକେଟର ଅଶିକୁର ରହମାନ କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ ବୋଲି ଜଣା ପଡିଛି। ଗତକାଲି ରିପୋର୍ଟ ମିଳିଥିଲା। କୋଭିଡ-୧୯ର ଶିକାର ହୋଇଛି ଓ ସ୍ଥାନୀୟ ସିଟି ହସ୍ପିଟାଲରେ ଚିକିତ୍ସିତ ହେଉଛି ବୋଲି…

କରୋନାରେ ଯୁବ ସୁମୋ ରେସଲର ମୃତ

ଟୋକିଓ,୧୩।୫(ଏଏଫ୍‌ପି): କୋଭିଡ୍‌-୧୯ ସଂକ୍ରମଣରେ ଜାପାନର ଜଣେ ୨୮ ବର୍ଷୀୟ ସୁମୋ ରେସଲର କିୟୋଟାକା ସୁଏଟେକ ମୃତ୍ୟୁବରଣ କରିଛନ୍ତି। ଅବଶ୍ୟରେ ସେ ଏକାଧିକ ସ୍ବାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିଲେ। ସୁମୋ ରେସଲିଂ ଭଳି ପୁରାତନ କ୍ରୀଡ଼ାର ପ୍ରଥମ ଖେଳାଳିଭାବେ ସେ ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?