୪୬ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୩୮ ସୁରଟ ଫେରନ୍ତା
ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ସୋମବାର ସକାଳ ୯ଟାରୁ ମଙ୍ଗଳବାର ସକାଳ ୯ଟା ଅର୍ଥାତ୍ ୨୪ ଘଣ୍ଟା ମଧ୍ୟରେ ୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ ଚିହ୍ନଟ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ୪୬ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ…
୨୨ ଦିନ ପରେ ନୀଳଗିରି ଧରମପୁରରୁ ପୁଣି ଆଉ ଜଣେ କରୋନା ପଜିଟିଭ୍
ସଜନାଗଡ଼,୧୨।୫(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ବାଉଁଶପାଳ ଗାଁରୁ ମଙ୍ଗଳବାର ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ସେ ଧରମ୍ପୁର ଦୀନବନ୍ଧୁ ହାଇସ୍କୁଲରେ କ୍ୱାରାଣ୍ଟାଇନ୍ରେ ରହିଥିଲେ। ସୂଚନାଯୋଗ୍ୟ,…
ଆଖିର ଏସ୍-୨ ରିସେପ୍ଟର ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ
ଓ୍ବାଶିଂଟନ,୧୨।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କେତେକ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ଲୋକଙ୍କୁ ମାସ୍କ୍ ପିନ୍ଧିବା ଲାଗି ପରାମର୍ଶ ଦିଆଯାଇଛି। ତେବେ ଆଖି ଦ୍ୱାରା ମଧ୍ୟ ସହଜରେ କରୋନା ସଂକ୍ରମଣ ହୋଇପାରିଥାଏ। ଏନେଇ…
କରୋନା ଯୁଦ୍ଧରେ ହାରିଗଲେ ସିଆଇଏସ୍ଏଫ୍ର ଆସିଷ୍ଟାଣ୍ଡ ସବ୍ ଇନ୍ସପେକ୍ଟର
କୋଲକାତା,୧୨।୫: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏଥିରେ ଶହ ଶହ କରୋନା ଯୋଦ୍ଧା ସଂକ୍ରମିତ ହେବା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏମିତି ଜଣେ ଆଗଧାଡିର କରୋନା ଯୋଦ୍ଧା ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ୍ ସିକ୍ୟୁରିଟି ଫୋର୍ସ(ସିଆଇଏସ୍ଏଫ୍)ର ଆସିଷ୍ଟାଣ୍ଡ…
ପୁରୀରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଛୁଇଁଲା
ପୁରୀ ଅଫିସ, ୧୨।୫: ପୁରୀ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ…
ପଞ୍ଜାବରେ ଲକ୍ଡାଉନ ପ୍ରଭାବ : ୫୦% କମିଛି ଚାଷୀ ଆତ୍ମହତ୍ୟା
ଜଳନ୍ଧର,୧୨।୫: ଦେଶବ୍ୟାପୀ ଲକ୍ଡାଉନ ଯୋଗୁ ସମସ୍ତ କ୍ଷେତ୍ର ପ୍ରଭାବିତ ହୋଇଛି। ପ୍ରାକୃତିକ ଦୁର୍ବିପାକର ଚିର ସହଚର ପାଲଟିଥିବା କୃଷି କ୍ଷେତ୍ର ମଧ୍ୟ ଏଥିରୁ ବାଦ୍ ପଡ଼ି ନାହିଁ। ଏହାସତ୍ତ୍ୱେ ଚାଷୀ ଭାଙ୍ଗି ଯାଇନାହିଁ। କୃଷି କ୍ଷେତ୍ରରେ କରୋନା କଟକଣା କୋହଳ କରାଯାଇଥିବାରୁ…
ଶିକ୍ଷାରେ ବିପର୍ଯ୍ୟୟ ଆଣିବ କରୋନା
ନୂଆଦିଲ୍ଲୀ,୧୨ା୫ (ପି.ଟି.): କୋଭିଡ୍-୧୯ ମହାମାରୀ ସାରା ବିଶ୍ୱର ଶିକ୍ଷାକୁ ଗୁରୁତର ପ୍ରଭାବିତ କରିବାକୁ ଯାଉଛି। ଯଦି ତୁରନ୍ତ ମହତ୍ୱାକାଂକ୍ଷୀ ନୀତି କାର୍ଯ୍ୟକାରୀ କରା ନଯାଏ ତେବେ ପିଲାମାନଙ୍କର ଶିକ୍ଷା ବିପର୍ଯ୍ୟୟ ଆଡକୁ ଠେଲିହୋଇଯିବ ବୋଲି ବିଶ୍ୱ ବ୍ୟାଙ୍କ ବିଶେଷଜ୍ଞମାନଙ୍କ ଏକ ଟିମ୍…
‘ଏହା ରାଜନୀତି କରିବା ସମୟ ନୁହେଁ’
ନୂଆଦିଲ୍ଲୀ, ୧୨ା୫: ପଶ୍ଚିମବଙ୍ଗରେ କରୋନା ଭାଇରସ୍ ସ୍ଥିତି ଭୟଙ୍କର ହେବାରେ ଲାଗିଛି। ଏକ୍ଷେତ୍ରରେ କେନ୍ଦ୍ର ସରକାର ଆମକୁ ସହଯୋଗ କରୁନାହାନ୍ତି। ରାଜ୍ୟ-ରାଜ୍ୟ ମଧ୍ୟରେ ଭେଦଭାବ କରାଯାଇ ରାଜନୀତି କରାଯାଉଛି। ସଂଘୀୟ ବ୍ୟବସ୍ଥାର ଅବମାନନା କରାଯାଉଛି। ଏଭଳି ସ୍ଥିତିରେ ସହଯୋଗ କରାଯିବା ବଦଳରେ…
ଭାରତକୁ ଡବ୍ଲ୍ୟୁଏଚ୍ଓର ପ୍ରଶଂସା
ନୂଆଦିଲ୍ଲୀ, ୧୨ା୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଭାରତକୁ ପ୍ରଶଂସା କରାଯାଇଛି। ଡବ୍ଲ୍ୟୁଏଚ୍ଓର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମିନାଥନ୍ ସୋମବାର କହିଛନ୍ତି, ବର୍ତ୍ତମାନ କରୋନା ଭାଇରସ୍ ଯୋଗୁ ଆମେରିକା ଓ ୟୁରୋପୀୟ ଦେଶଗୁଡ଼ିକରେ ସ୍ଥିତି ଜଟିଳ ରହିଛି। ହେଲେ ଭାରତରେ ମୃତ…
ଦକ୍ଷିଣ କୋରିଆରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ
ସିଓଲ,୧୨ା୫: ଦକ୍ଷିଣ କୋରିଆରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା ନେଇ ସତର୍କ କରିଦିଆଯାଇଛି। କଟକଣା କୋହଳ ହେବା ପରେ ରବିବାର ସଂକ୍ରମଣ ମାସକ ମଧ୍ୟରେ ସର୍ବାଧିକ ରହିଛି। ଦକ୍ଷିଣ କୋରିଆ ରାଷ୍ଟ୍ରପତି ମୁନ୍ ଜାଏ-ଇନ୍ କହିଛନ୍ତି, ସଂକ୍ରମଣ ସମ୍ପୂର୍ଣ୍ଣ…
ଆନ୍ଧ୍ରରୁ ସମୁଦ୍ର ପଥରେ ଫେରିଲେ ୧୬ ନୋଳିଆ
କୋଣାର୍କ,୧୨।୫(ଡି.ଏନ୍.ଏ.): ଆନ୍ଧ୍ରରୁ ସମୁଦ୍ର ପଥଦେଇ ମଙ୍ଗଳବାର ଭୋର ୫ଟା୩୦ରେ ୧୬ଜଣ ନୋଳିଆ ଚନ୍ଦ୍ରଭାଗାରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୀ ନୋଳିଆ ସାହିର ୫ ଓ ଚନ୍ଦ୍ରଭାଗା ସାହିର ୧୧ଜଣ ରହିଛନ୍ତି। ଖବର ପାଇ କୋଣାର୍କ ଓ ଚନ୍ଦ୍ରଭାଗା ମେରାଇନ ପୋଲିସ ସୋମବାର…
୪୬୮ ଟ୍ରେନ୍ରେ ଫେରିଲେଣି ୫ ଲକ୍ଷ ଶ୍ରମିକ
ନୂଆଦିଲ୍ଲୀ,୧୨ା୫ (ପି.ଟି.): ଲକ୍ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକମାନଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇ ଆଣିବା ଲାଗି ଶ୍ରମିକ ସ୍ପେଶିଆଲ ଟ୍ରେନ୍ ଚଳାଚଳ କରାଯାଉଛି। ମେ’ ୧ରୁ ଇତିମଧ୍ୟରେ ୪୬୮ଟି ସ୍ବତନ୍ତ୍ର ଟ୍ରେନ୍ ଯୋଗେ ୫ ଲକ୍ଷରୁ ଅଧିକ…
Archives


