କରୋନା ଭାଇରସ୍‌

ଘରେ ରହି ଚିକିତ୍ସିତ ହୋଇପାରିବେ ଲକ୍ଷଣ ନ ଥିବା କରୋନା ପଜିଟିଭ: ଅତିରିକ୍ତ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ସାମାନ୍ୟ ଲକ୍ଷଣ କିମ୍ବା ଲକ୍ଷଣ ନ ଥିଲେ କରୋନା ପଜିଟିଭ ଘରେ ରହି ଚିକିତ୍ସିତ ହୋଇପାରିବେ। ଆଜିଠାରୁ ସେମାନେ ସ୍ବଇଚ୍ଛାରେ ନିଜ ଘରେ ରହି ଚିକତ୍ସିତ ହୋଇପାରିବେ। ଘରେ ରହିବାକୁ ହେଲେ ଅଲଗା ଘର, ଅଲଗା ପାଇଖାନା ଗୃହ…

ରୋଗୀଙ୍କ ହାତରେ ଲାଗିବ ଷ୍ଟାମ୍ପ, ବ୍ୟାଣ୍ଡ: ଗର୍ଭବତୀ, ଶିଶୁଙ୍କ ଟେଷ୍ଟ ନେଗେଟିଭ ଆସିଲେ ଯାଇପାରିବେ ଘରକୁ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଡିସ୍‌ଜାର୍ଚ୍ଚ ପଲିସିରେ ରାଜ୍ୟ ସରକାର ଆଉ ଟିକେ କଠୋର ହୋଇଛନ୍ତି। ଓଡ଼ିଶାରେ ଡିସ୍‌ଚାର୍ଜ ପରେ ୭ ଦିନ ପରିବର୍ତ୍ତେ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପଡ଼ିବ। ଘରେ କ୍ୱାରାଣ୍ଟାଇନରେ ରହିବା ବେଳେ ଷ୍ଟାମ୍ପ ଓ ହାତରେ…

ବିନା ସ୍ପର୍ଶରେ ବିମାନରେ ବସିବେ ଯାତ୍ରୀ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଭୁବନେଶ୍ୱର ବିମାନବନ୍ଦର କର୍ତ୍ତୃପକ୍ଷ ଏକ ବିଶେଷ ପଦକ୍ଷେପ ନେବାକୁ ଯାଉଛନ୍ତି। ତଦନୁଯାୟୀ ଏଣିକି ନିବା ସ୍ପର୍ଶରେ ଯାତ୍ରୀ ବିମାନରେ ବସିପାରିବେ। ବିମାନବନ୍ଦର ଟର୍ମିନାଲ ଭିତରେ ଯାହା ସବୁ କାର୍ଯ୍ୟ ହେବ ସବୁ ‘ନନ୍‌ ଟଚ’…

CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଲା

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନେ କଟକ, ଯାଜପୁର ଓ ମୟୂରଭଞ୍ଜ ଜିଲାର ଜଣେ ଲେଖାଏ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪ରେ ପହଞ୍ଚିଛି।

କ୍ରିକେଟ ପୁଣି ଆରମ୍ଭ କରିବାକୁ ସରକାରଙ୍କ ସହ କାର୍ଯ୍ୟ କରୁଛୁ: ଇସିବି

ଲଣ୍ଡନ,୧୧।୫ (ପି.ଟି.): ପୁଣି ଥରେ କ୍ରିକେଟ ଆରମ୍ଭ କରିବାକୁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଅଣ୍ଟା ଭିଡିଛି। ଏଥିପାଇଁ ୟୁନାଟେଡ କିଙ୍ଗ୍‌ଡମ୍‌ (ୟୁକେ) ସରକାରଙ୍କ ସହ ମିଳିତ ଭାବେ କାର୍ଯ୍ୟ ଜାରି ରଖିଛୁ ବୋଲି ଇସିବି କହିଛି। କୋଭିଡ-୧୯…

ଇଂଲଣ୍ଡରେ ଟେନିସ କୋର୍ଟ, ଗଲ୍ଫ କୋର୍ସ ପୁଣି ଖୋଲାଯିବ

ଲଣ୍ଡନ,୧୧।୫ (ଏପି): ବୁଧବାରଠାରୁ ଇଂଲଣ୍ଡରେ ଟେନିସ କୋର୍ଟ ଓ ଗଲ୍ଫ କୋର୍ସ ସବୁ ପୁଣି ଖୋଲାଯିବ ବୋଲି ବ୍ରିଟିଶ୍‌ ସରକାର କହିଛନ୍ତି। ତେବେ ନିଜ ସାଥି ଖେଳାଳିଙ୍କ ସହ କ୍ରୀଡ଼ାବିତ୍‌ମାନେ ଖେଳିପାରିବେ ବୋଲି କୁହାଯାଇଛି। କରୋନା ଭାଇରସ୍‌ ସଂକ୍ରମଣ କାରଣରୁ ମାର୍ଚ୍ଚ…

ଲକ୍‌ଡାଉନ୍‌ ଉଠିଲେ ତାରକା ଆଥ୍‌ଲେଟଙ୍କ ଟ୍ରେନିଂ ଆରମ୍ଭ ହେବ: ରିଜିଜୁ

ନୂଆଦିଲ୍ଲୀ,୧୧।୫(ପି.ଟି.): କୋଭିଡ୍‌-୧୯ ମହାମାରୀ କାରଣରୁ ଚାଲିଥିବା ଲକ୍‌ଡାଉନ୍‌ ଉଠାଇ ଦିଆଗଲେ ତାରକା ତଥା ଆଗଧାଡିର ଆଥ୍‌ଲେଟମାନେ ସେମାନଙ୍କ ଟ୍ରେନିଂ ଆରମ୍ଭ କରିପାରିବେ ବୋଲି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି। ତେଣୁ କ୍ରୀଡ଼ାବିତ୍‌ ଓ କ୍ରୀଡ଼ା ସହିତ ଜଡିତ ରହିଥିବା ବ୍ୟକ୍ତିମାନଙ୍କୁ…

କରୋନା ଯୋଦ୍ଧାଙ୍କ ପାଇଁ ସହଯୋଗର ହାତ ବଢାଇଲେ ଅନୁରାଧା

ମୁମ୍ବାଇ: ଏକ ଅଦୃଶ୍ୟ ଯୁଦ୍ଧରେ ଏବେ ସାରା ବିଶ୍ୱ ଲଢେଇ କରି ଚାଲିଛି। କରୋନା ସଂକ୍ରମଣ ସାରା ବିଶ୍ୱକୁ ଏକ ପ୍ରକାର ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଏବେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧାମାନେ ନିଜ ଜୀବନକୁ ବାଜି ଲଗାଇ ଦେଇଛନ୍ତି।…

ସୋସିଆଲ ମିଡିଆରେ ଗଞ୍ଜାମ ଜିଲାର ମିଥ୍ୟା କରୋନା ପଜିଟିଭ ତାଲିକା

ଛତ୍ରପୁର, ୧୧।୫( ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କରୋନା ପଜିଟିଭର ଏକ ମିଥ୍ୟା ତାଲିକା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ଉପରେ କେହି ବିଶ୍ୱାସ କରନ୍ତୁ ନାହିଁୟ। ଏହାକୁ ସେୟାର କିମ୍ବା ଫରୱାର୍ଡ ମଧ୍ୟ କରନ୍ତୁ ନାହିଁ ବୋଲି ଜିଲାପାଳ…

ରାଜ୍ୟକୁ କେନ୍ଦ୍ରର ପରାମର୍ଶ: ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇବାକୁ ରେଳ ମନ୍ତ୍ରଣାଳୟ ସହ ଯୋଗାଯୋଗ କର

ଭୁବନେଶ୍ୱର,୧୧ା୫(ବ୍ୟୁରୋ): କରୋନା (କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ଦୀର୍ଘ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ହେବ ସମଗ୍ର ଦେଶ ଲକ୍‌ଡାଉନରେ ରହିଛି। କଳକାରଖାନା, ବ୍ୟବସାୟ ପ୍ରତିଷ୍ଠାନ ସବୁ କିଛି ବନ୍ଦ ରହିଛି। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଅସହାୟ ଶ୍ରମିକମାନେ ନିଜ ଘରକୁ…

ଭୁବନେଶ୍ୱର ଏମ୍‌ସର ୪ ଡାକ୍ତର, ୨ ଆଟେଣ୍ଡାଣ୍ଟଙ୍କୁ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ

ଭୁବନେଶ୍ୱର, ୧୧।୫(ବ୍ୟୁରୋ):  ଭୁବନେଶ୍ୱର ଏମ୍‌ସ ହସ୍ପିଟାଲର ୪ ଡାକ୍ତରଙ୍କୁ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ପଠାଯାଇଛି। ୪ ଡାକ୍ତରଙ୍କ ସହ ୨ ଆଟେଣ୍ଡାଣ୍ଟଙ୍କୁ ମଧ୍ୟ କ୍ୱାରାଣ୍ଟାଇନ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା କରିଥିବାରୁ ଏମ୍‌ସ କର୍ତ୍ତୃପକ୍ଷ ଏପରି ନିଷ୍ପତ୍ତି ନେଇଥିବା…

CORONAVIRUS UPDATE: ସୁସ୍ଥ ହେଲେ ୧୭ କରୋନା ପଜିଟିଭ: ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୮୫ ଜଣ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୭ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ର ୭ ଜଣ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାର ୫, ଭଦ୍ରକର ୩ ଓ ବାଲେଶ୍ୱରର ୨ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri