କରୋନା ଭାଇରସ୍‌

ଚେନ୍ନାଇ, ସୁରଟରୁ ଟ୍ରେନରେ ଆସିଲେ ୨୩୫୦ ପ୍ରବାସୀ

ଛତ୍ରପୁର, ୧୧।୫(ଡି.ଏନ୍‌.ଏ.): ଚେନ୍ନାଇ ଓ ସୁରଟରୁ ଗୋଟିଏ ଲେଖାଏ ଟ୍ରେନ ଆସି ସୋମବାର ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ଏଥିରେ ମୋଟ ୨୩୫୦ ଜଣ ପ୍ରବାସୀ ଓଡିଶା ଫେରିଛନ୍ତି। ସକାଳ ପ୍ରାୟ ୮ ଟା ୨୪ରେ ଚେନ୍ନାଇରୁ ଏକ ଟ୍ରେନ…

ମେ ୧୫ରେ ଖୋଲିବ ବଦ୍ରିନାଥ ମନ୍ଦିର: ୨୭ ଜଣଙ୍କୁ ପ୍ରବେଶ ଅନୁମତି

ଚାମୋଲି,୧୧।୫: ଉତ୍ତରାଖଣ୍ଡରେ ଥିବା ପ୍ରଭୁ ବଦ୍ରିନାଥଙ୍କ ମନ୍ଦିର ମେ ୧୫ରେ ଖୋଲିବ। ତେବେ ମନ୍ଦିରରେ ପ୍ରବେଶ ପାଇଁ କେବଳ ୨୭ଜଣଙ୍କୁ ଅନୁମତି ମିଳିବ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି। ସେମାନଙ୍କ ମଧ୍ୟରେ ମନ୍ଦିରର ମୁଖ୍ୟ ପୂଜକ ମଧ୍ୟ ରହିବେ। ପ୍ରବେଶ…

ଚାଇନାକୁ ଫେରିଲା କରୋନା: ଶୁଲାନ ସହର ଲକ୍‌ଡାଉନ

ବେଜିଂ,୧୧।୫: ଚାଇନାକୁ ପୁଣି ଫେରିଛି କରୋନା। ରୁଷ ସୀମା ନିକଟରେ ଅବସ୍ଥିତ ଜିଲିନ ଅଞ୍ଚଳରେ ଥିବା ଶୁଲାନ ସହରରେ ୧୭ ଜଣ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଏହି ଘଟଣା ପରେ କାଳ ବିଳମ୍ବ ନ କରି ସରକାର ଶୁଲାନ…

କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠିକୁ ପିଗି ବ୍ୟାଙ୍କ ଦାନ କଲେ ଦୁଇ ଶିଶୁ

ଲକ୍ଷ୍ନୌ,୧୧।୫: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। କରୋନା ମୁକାବିଲା ପାଇଁ ବହୁ ଲୋକ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଦାନ ଜାରି ରଖିଛନ୍ତି। ଏହି ମର୍ମରେ ଉତ୍ତରପ୍ରଦେଶ ଗୋଣ୍ଡା ଅଞ୍ଚଳର ଦୁଇ ଶିଶୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିକୁ ନିଜ…

ସିକିମ୍‌-ଲାକ୍ଷାଦ୍ୱୀପରେ ଏପର୍ଯ୍ୟନ୍ତ ହୋଇନି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୧।୫: ଭାରତରେ କରୋନା ସଂକ୍ରମଣ ନେଇ ଅଚଳାବସ୍ଥା ଦେଖାଦେଇଛି। ପ୍ରତିଦିନ ନୂଆ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସିକିମ୍‌ ଏବଂ ଲାକ୍ଷାଦ୍ୱୀପରେ ବର୍ତ୍ତମାନ ସୁଦ୍ଧା କୌଣସି କରୋନା ପଜିଟିଭ୍‌ ଚିହ୍ନଟ ହୋଇ ନାହାଁନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ…

କରୋନା ଯୋଦ୍ଧାଙ୍କୁ ଅଣଦେଖା ପ୍ରସଙ୍ଗ: ପ୍ରତିଶ୍ରୁତି ପରେ ଏମ୍‌କେସିଜି ମେଡିକାଲ ନର୍ସଙ୍କ ଧାରଣା ପ୍ରତ୍ୟାହୃତ

ବ୍ରହ୍ମପୁର ଅଫିସ, ୧୧।୫ : କରୋନା ମୁକାବିଲାରେ ନର୍ସଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୋଭିଡ଼ -୧୯ ହସ୍ପିଟାଲରେ ନର୍ସମାନେ ଦିନରାତି ଲୋକଙ୍କୁ ସେବା ଯୋଗାଇ ଆସୁଛନ୍ତି। ମାତ୍ର କାର୍ଯ୍ୟରତ ଆଗଧାଡିର ଏହି କରୋନା ଯୋଦ୍ଧାଙ୍କୁ ଏବେ ଅଣଦେଖା କରାଯାଉଛି। କୌଣସି ଆନୁସଙ୍ଗିକ…

କରୋନା ଯୋଦ୍ଧାଙ୍କୁ ଅଣଦେଖା: ଏମ୍‌କେସିଜି ମେଡିକାଲ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନର୍ସଙ୍କ ଧାରଣା

ବ୍ରହ୍ମପୁର ଅଫିସ, ୧୧।୫ : କରୋନା ମୁକାବିଲାରେ ନର୍ସଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୋଭିଡ଼ -୧୯ ହସ୍ପିଟାଲରେ ନର୍ସମାନେ ଦିନରାତି ଲୋକଙ୍କୁ ସେବା ଯୋଗାଇ ଆସୁଛନ୍ତି। ମାତ୍ର କାର୍ଯ୍ୟରତ ଆଗଧାଡିର ଏହି କରୋନା ଯୋଦ୍ଧାଙ୍କୁ ଏବେ ଅଣଦେଖା କରାଯାଉଛି। କୌଣସି ଆନୁସଙ୍ଗିକ…

ଶଟ୍‌ଡାଉନ୍‌ କରିଥିବା ସରପଞ୍ଚଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଛତ୍ରପୁର,୧୧ା୫(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ମାଣିତରା ପଞ୍ଚାୟତର ସରପଞ୍ଚ ଶାନ୍ତିଲତା ନାୟକଙ୍କ ସମୟୋଚିତ  ପଦକ୍ଷେପକୁ ଟୁଇଟ୍‌ କରି ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ମାଣିତରା ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀ ଓଡ଼ିଆ ରହୁଛନ୍ତି। ଏହି…

ହୋମ ଆଇସୋଲେଶନକୁ ନେଇ ନୂଆ ନିୟମ ଆଣିଲେ ସରକାର

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ସ୍ଥିତି ଏବେ ଉଦ୍‌ବେଗଜନକ ହୋଇଛି। ଏହି ସଂକ୍ରମଣକୁ ରୋକିବାକୁ ଏବେ କେନ୍ଦ୍ର ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଯେଉଁମାନଙ୍କ କ୍ଷେତ୍ରରେ କୌଣସି ଲକ୍ଷଣ ଦେଖାଯାଉ ନାହିଁ ସେହିଭଳି କେତେଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି…

କ୍ୱାରାଣ୍ଟାଇନ ଅବଧି ସରିବା ପରେ ସ୍ବାସ୍ଥ୍ୟକର୍ମୀ ଭାବେ ଲୋକଙ୍କ ସେବା କରିବେ; ଏଥିପାଇଁ ନିଆଯାଉଛି କୋଭିଡ୍‌-୧୯ କ୍ଲାସ୍‌: ଜିଲାପାଳ

ଛତ୍ରପୁର, ୧୧।୫(ଡି.ଏନ୍‌.ଏ. ): ରାଜ୍ୟ ତଥା ରାଜ୍ୟ ବାହାରୁ ଲୋକେ ଗଞ୍ଜାମ ଜ଼ିଲାକୁ ଫେରି କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଛନ୍ତି। ସେଠାରେ ପ୍ରବାସୀଙ୍କ କ୍ୱାରାଣ୍ଟାଇନ ଅବଧି ସରିବା ପରେ ସେମାନେ ଜଣେ ଜଣେ କୋଭିଡ କମ୍ୟୁନିଟି ସ୍ବାସ୍ଥ୍ୟକର୍ମୀ ହୋଇ ଲୋକଙ୍କ ସେବା କରିପାରିବେ…

ବ୍ରିଟେନ୍‌ରେ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ଟପିବା ଆଶଙ୍କା: ୨୦୨୪ ପର୍ଯ୍ୟନ୍ତ ମାନିବାକୁ ପଡ଼ିବ ସାମାଜିକ ଦୂରତା ନିୟମ

ଲଣ୍ଡନ,୧୧।୫: ବ୍ରିଟେନ୍‌ରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଲୋକଙ୍କୁ ଆସନ୍ତା ୨୦୨୪ ପର୍ଯ୍ୟନ୍ତ ସାମାଜିକ ଦୂରତା ନିୟମ ମାନିବାକୁ ପଡ଼ିବ। ସେହିପରି ସଂକ୍ରମଣ ଯୋଗୁ ଏଠାରେ ମୃତ୍ୟୁ ସଂଖ୍ୟା ୬ ଲକ୍ଷ ଟପିବାର ଆଶଙ୍କା…

ଗଞ୍ଜାମରେ ବିସ୍ଫୋରକ ସ୍ଥିତି: ସଙ୍ଗରୋଧ କେନ୍ଦ୍ରରେ ମୃତ୍ୟୁ ଘଟଣାର ତଦନ୍ତ, ମୃତକଙ୍କ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି

ବ୍ରହ୍ମପୁର ଅଫିସ,୧୧।୫: ଗଞ୍ଜାମ ଜିଲାରେ ସୁରଟ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ପାଇଁ କରୋନା ସଂକ୍ରମଣ ଏବେ ବିସ୍ଫୋରକ ସ୍ଥିତି ସୃଷ୍ଟି କରିଛି। ଦିନକୁ ଦିନ ଜିଲାର ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି । ଗତ ୯ ଦିନରେ ଅର୍ଥାତ ୧୧ତାରିଖ ମଧ୍ୟାନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri