କରୋନା ଭାଇରସ୍‌

ଗଞ୍ଜାମରେ ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା: କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ; ଜିଲାରେ ପଜିଟିଭ୍‌ ସଂଖ୍ୟା ୮୯

ଭୁବନେଶ୍ୱର,୯।୫(ବ୍ୟୁରୋ): ଗଞ୍ଜାମରେ ଚିହ୍ନଟ ହୋଇଥିବା ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା। ସମସ୍ତେ ପୁରୁଷ ହୋଇଥିବା ବେଳେ ବୟସ ଯଥାକ୍ରମେ ୩୯,୪୯,୧୬,୪୮,୪୫ ବର୍ଷ। ସମସ୍ତେ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିଲେ। ସେମାନଙ୍କ ନିକଟରେ କୌଣସି ଲକ୍ଷଣ ନ ଥିଲା। ତେବେ ନମୂନା ପଜିଟିଭ୍‌…

CORONAVIRUS UPDATE: ଗଞ୍ଜାମରେ ଆଉ ୫ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୪କୁ ବୃଦ୍ଧି

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗଞ୍ଜାମରେ ଶନିବାର ଅପରାହ୍ନରେ ଆଉ ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ଏଥିସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪କୁ…

ରଥ ଖଳାରେ କୋଭିଡ୍‌ ଗାଇଡ୍‌ଲାଇନ ସଚେତନତା

ପୁରୀ ଅଫିସ, ୯।୫: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣକୁ ନେଇ ଯେଉଁ ଅନିଶ୍ଚିତତା ଲାଗି ରହିଥିଲା ତାହା ଦୂର ହୋଇଛି। କେନ୍ଦ୍ର ସରକାରଙ୍କଠାରୁ ସର୍ତ୍ତମୂଳକ ଅନୁମତି ମିଳିବା ପରେ ଶୁକ୍ରବାର ଠାରୁ ରଥ ନିର୍ମାଣ କାମ ଚାଲିଛି। ରଥ…

ହ୍ବାଇଟ ହାଉସ ପହଞ୍ଚିଲା କରୋନା

ଓ୍ବାଶିଂଟନ,୯।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କରୋନା ସଂକ୍ରମଣର ଶେଷ ପର୍ଯ୍ୟାୟକୁ ଅପେକ୍ଷା ରଖିଛନ୍ତି। ଯେତେଶୀଘ୍ର କରୋନାର ପ୍ରକୋପ କମ୍‌ ହେବ ସେତେଶୀଘ୍ର ସେ ଲକ୍‌ଡାଉନ ଖୋଲି ଦେଶର ଅର୍ଥବ୍ୟବସ୍ଥାକୁ ସୁଧାରିବେ ବୋଲି କହିଛନ୍ତି। ହେଲେ ଏବେ ଏହି କରୋନା ମାହାମାରୀ…

କରୋନା ସଂକ୍ରମଣର ୩ ଦିନ ପରେ ହ୍ରାସ ପାଏ ଘ୍ରାଣ ଶକ୍ତି !

ନ୍ୟୁୟର୍କ,୯।୫: କରୋନା ମହାମାରୀ ଏବେ ସାରା ବିଶ୍ୱରେ ତାଣ୍ଡବ ରଚିଥିବା ବେଳେ ଏହାର ଚିକିତ୍ସା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ମିଳିପାରି ନାହିଁ। କରୋନାରୁ ମୁକ୍ତି ପାଇବାକୁ ଏବେ ସାରା ବିଶ୍ୱରେ ଗବେଷଣା ଜାରି ରହିଛି। ଏବେ ପର୍ଯ୍ୟନ୍ତ ମଧ୍ୟ କରୋନାର…

ଗଞ୍ଜାମ ବ୍ଲକ କ୍ୱାରାଣ୍ଟାଇନରେ ୪୭୨ ସୁରଟ ଫେରନ୍ତା

ଗଞ୍ଜାମ,୯।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସୁରଟରୁ ପ୍ରବାସୀ ଓଡ଼ିଆ ଫେରିବା ପରେ ଏହି ସମସ୍ୟା ଦେଖାଦେଇଛି। ବର୍ତ୍ତମାନ ସୁଦ୍ଧା ଜିଲାରେ ୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୮୨…

CORONAVIRUS UPDATE: ନୟାଗଡ଼ ଜିଲାକୁ ଡେଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୮୯

ଭୁବନେଶ୍ୱର,୯।୫(ବ୍ୟୁରୋ)- ନୟାଗଡ଼ ଜିଲାକୁ ଡେଇଁଛି କରୋନା। ଶନିବାର ଜିଲାର ପ୍ରଥମ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ବୟସ ୪୦ବର୍ଷ ହୋଇଥିବାବେଳେ ସେ ସୁରଟ ଫେରନ୍ତା ଏବଂ କ୍ୱାରାଣ୍ଟାଇନରେ ଥିଲେ…

CORONAVIRUS UPDATE: ସୁସ୍ଥ ହେଲେ ୫ କରୋନା ପଜିଟିଭ

ଭୁବନେଶ୍ୱର,୯।୫(ବ୍ୟୁରୋ)-ରାଜ୍ୟରେ ଶନିବାର ୫ ଜଣ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ବାଲେଶ୍ୱରର ହୋଇଥିବାବେଳେ ଜଣେ ଯାଜପୁରର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା…

CORONAVIRUS UPDATE: ଗଞ୍ଜାମରେ ପୁଣି କରୋନା ପଜିଟିଭ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮

ଭୁବନେଶ୍ୱର,୯।୫(ବ୍ୟୁରୋ)-ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ଗଞ୍ଜାମ ଜିଲାର ବୋଲି ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ବୟସ ୨୬ ବର୍ଷ ହୋଇଥିବାବେଳେ ସେ ସୁରଟ ଫେରାନ୍ତା ବୋଲି ରାଜ୍ୟ…

ଚାଇନାର ୮ କୋଟି ଲୋକ ହରାଇବେ ଚାକିରି

ବେଜିଂ,୯।୫: କରୋନା ସଂକ୍ରମଣ ଯୋଗୁ ଚାଇନାରେ ଆର୍ଥିକ ସଙ୍କଟ ଦେଖାଦେଇଛି। ବହୁ ଶିଳ୍ପ ସଂସ୍ଥା ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିବା ଦ୍ୱାରା ସ୍ଥିତି ସ୍ବାଭାବିକ ହୋଇପାରୁନି। ଏପରିସ୍ଥଳେ ଦେଶର ୮ କୋଟି ଲୋକ ଚାକିରି ହରାଇବାର ଆଶଙ୍କା ଦେଖାଦେଇଛି। ସେହିପରି ଚଳିତ…

କରୋନା ସଂକ୍ରମଣ ପାଇଁ ଦାୟୀ ଚାଇନା: ସୁପ୍ରିମ୍‌କୋର୍ଟରେ ୬୦ ହଜାର କୋଟି ଡଲାରର କ୍ଷତିପୂରଣ ମାମଲା

ନୂଆଦିଲ୍ଲୀ,୯।୫: ପୃଥିବୀରେ କରୋନା ସଂକ୍ରମଣ ପାଇଁ ଚାଇନାକୁ ଦାୟୀ କରାଯାଉଛି। ଉହାନ୍‌ର ଏକ ଲ୍ୟାବ୍‌ରୁ ଏହା ଲିକ୍‌ ହୋଇଥିବା କୁହାଯାଉଛି। ଇିତମଧ୍ୟରେ ଆମେରିକା, ବ୍ରିଟେନ୍‌, ଜର୍ମାନୀ ଆଦି ଦେଶ କରୋନା ସଂକ୍ରମଣ ଲାଗି ଚାଇନାକୁ ଦାୟୀ କରିଛନ୍ତି। ଏବେ ଭାରତରେ କରୋନା…

କରୋନା ଚିକିତ୍ସା ନିୟମରେ ପରିବର୍ତ୍ତନ

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମିତ ରୋଗୀ ସୁସ୍ଥ ହେବା ପରେ ହସ୍ପିଟାଲରୁ ଡିସଚାର୍ଜ ହେବା ପାଇଁ ଯେଉଁସବୁ ନିୟମ ରହିଥିଲା ସେଥିରେ କିଛିଟା ପରିବର୍ତ୍ତନ କରାଯାଇଥିବା ଜଣାପଡିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏହାକୁ ନେଇ  ନୂଆ ନିୟମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri