କରୋନା ଭାଇରସ୍‌

ରାଜ୍ୟରୁ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ କୋଭିଡ଼ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨ଲକ୍ଷ ୭୮ ହଜାର ୮୭୭ ଜଣ ସୁସ୍ଥ ହୋଇ ସାରିଲେଣି। ଏ ନେଇ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର…

ମୃତ୍ୟୁ ସଂଖ୍ୟା ୩୦ ତଳେ…

ନୂଆଦିଲ୍ଲୀ, ୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ଗୁଜରାଟରେ କରୋନା ବିସ୍ଫୋରଣ: ଅହମଦାବାଦ ଇନଷ୍ଟିଚ୍ୟୁଟ କ୍ୟାମ୍ପସ କଣ୍ଟେନମେଣ୍ଟ ଜୋନ ଘୋଷଣା

ଗାନ୍ଧିନଗର,୯ ।୫: ଗୁଜରାଟରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଅହମଦାବାଦରେ ଥିବା ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ୍ ଡିଜାଇନରେ ୨୪ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ୧୭୮ ଜଣଙ୍କୁ କ୍ୱାରାଣ୍ଟାଇନରେ ରଖାଯାଇଛି । ଏହାକୁ ଦୃଷ୍ଟିରେ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮ା୫(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୮୭୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ପୁଣି ଡରାଇଲା କରୋନା : ଆଜି ୭୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ ରବିବାର ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୪ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…

ସକ୍ରିୟ ମାମଲା ୨୦ ହଜାର ଟପିଲା…

ନୂଆଦିଲ୍ଲୀ, ୮।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭ା୫(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୮୬୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଶୂନ-କୋଭିଡ ନୀତି ପାଳନ ନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଷ୍ଟ୍ରପତିଙ୍କ ଚେତାବନୀ…

ବେଜିଂ, ୭।୫ : ଚାଇନାରେ ଶୂନ-କୋଭିଡ ନୀତି ଜାରି ଯୋଗୁ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ସାଂଘାଇ ଏବଂ ଦେଶର ଅନ୍ୟାନ୍ୟ ଅଞ୍ଚଳରେ ସାଧାରଣ ନାଗରିକଙ୍କ ଏହା ପାଳନ କରିବାକୁ ରାଷ୍ଟ୍ରପତି ଶି ଜିନପିଙ୍ଗ କଡା ଚେତାବନୀ ଦେଇଛନ୍ତି। ଜିନପିଙ୍ଗ କହିଛନ୍ତି…

୩୦ ତଳେ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୭।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ରାଜ୍ୟରୁ ଚିହ୍ନଟ ହେଲେ ୧୪ କରୋନା ପଜିଟିଭ୍‌

ଭୁବନେଶର,୭।୫(ବ୍ୟୁରୋ): ରାଜ୍ୟରେହ୍ରାସ ପାଉଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ପିଲା ଜଣେ ରହିଛନ୍ତି। ସେହିପରି ୯ ଜଣ କ୍ୱାରାଣ୍ଟାଇନ୍‌ ରହିଥିବା…

ଚିନ୍ତା ବଢ଼ାଉଛି ଦିଲ୍ଲୀ: ଗତ ୨୪ଘଣ୍ଟାରେ ୧୬ଶହରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୬।୫: ରାଜଧାନୀ ଦିଲ୍ଲୀରେ ଏବେ କରୋନା ପ୍ରକୋପ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ଦିନରୁ କରୋନା ସଂକ୍ରମଣ ସଖ୍ୟା ହଜାରେରୁ ଅଧିକ ରହିଥିବା ଦେଖିବାକୁ ମିଳିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୩୦,୭୦୯ କରୋନା ଟେଷ୍ଟ କରାଯାଇଥିବା ବେଳେ…

ଆଜି ରାଜ୍ୟରୁ ୧୪ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬ା୫(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୧୧୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮ ଜଣ ଚିହ୍ନଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?