କରୋନା ଭାଇରସ୍‌

ତ୍ରିପୁରାର ୧୧୬ କରୋନା ସଂକ୍ରମିତଙ୍କ ମଧ୍ୟରେ ୧୦୨ ବିଏସ୍‌ଏଫ୍‌ କର୍ମଚାରୀ

ଅଗରତାଲା,୯।୫: ତ୍ରିପୁରାରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି। ସଂକ୍ରମିତଙ୍କ ମଧ୍ୟରେ ୧୦୨ ଜଣ ବିଏସ୍‌ଏଫ୍‌ କର୍ମଚାରୀ ରହିଛନ୍ତି। ୮୬ ବାଟାଲିୟନ୍‌ର ଯବାନଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ସଂକ୍ରମିତଙ୍କ…

ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଭାରତ ସରକାର ପ୍ରସ୍ତୁତ: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାର ରହିଛି। ପୃଥିବୀର ଅନ୍ୟ ଦେଶ ଭଳି ଭାରତରେ କରୋନା ସଂକ୍ରମଣ ହେବାର ଆଶା ନ ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

୬୯୮ ପ୍ରବାସୀଙ୍କୁ ନେଇ ଭାରତ ମୁହାଁ ଆଇଏନ୍‌ଏସ୍‌ ଜଲାଶ୍ୱ

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମଣ ଯୋଗୁ ପୃଥବୀରେ ଅଚଳାବସ୍ଥା ଦେଖାଦେଇଛି। ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍‌ ସମୁଦ୍ର ସେତୁ ଅଭିଯାନ ଆରମ୍ଭ ହୋଇଛି।…

ମଞ୍ଚେଶ୍ୱର ଆକ୍ରାନ୍ତ ବିରିୟାନୀ ଡେଲିଭରି ବୟ; ବୁଲିଥିବା ଚକେଇସିଆଣୀ ମାର୍କେଟ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର, ୯।୫ (ବ୍ୟୁରୋ): ଭୁବନେଶ୍ୱରରୁ ୩ କରୋନା ପଜିଟିଭ ଗତ ଗୁରୁବାର ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ମଞ୍ଚେଶ୍ୱର ଅଞ୍ଚଳରୁ ଚିହ୍ନଟ ଆକ୍ରାନ୍ତ ଜଣଙ୍କ ଜଣେ ଡେଲିଭରି ବୟ ବୋଲି ଜଣାପଡିଛି। ସେ ରାଜଧାନୀର ବିିଭିନ୍ନ ଅଞ୍ଚଳ ବୁଲି ବିରିୟାନୀ ଡେଲିଭରି…

ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ପଜିଟିଭ

ମୁମ୍ବାଇ,୯।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏବେ ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ ୬୪୮ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୬୧ ଜଣ ସୁସ୍ଥ ହୋଇ ସାରିଲେଣି ଓ…

ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅହମଦାବାଦରେ ପହଞ୍ଚିଲେ ଏମ୍ସ ନିର୍ଦ୍ଦେଶକ

ଅହମଦାବାଦ,୯।୫: ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ଏମ୍ସ)ର ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ ଶନିବାର ଗୁଜରାଟ ଅହମଦାବାଦର ସିଭିଲ ହସ୍ପିଟାଲରେ ପହଞ୍ଚିଛନ୍ତି। ସେଠାରେ ସେ କରୋନା ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କୁ କୋଭିଡ-୧୯ ଚିକିତ୍ସା ସମ୍ପର୍କରେ ଉପଦେଶ ଦେଇଛନ୍ତି। କେନ୍ଦ୍ର…

ଚିନ୍ତା ବଢ଼ାଉଛନ୍ତି ସୁରଟ ଫେରନ୍ତା: ମୟୁରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି

ବାରିପଦା ଅଫିସ,୯।୫: ମୟୁରଭଞ୍ଜ ଜିଲାରେ ଶନିବାର ସକାଳେ ଆଉ ୩ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ କପ୍ତିପଦା ବ୍ଲକର ହୋଇଥିବା ବେଳେ ସମସ୍ତେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛି। ସମସ୍ତ ଆକ୍ରାନ୍ତ ପୁରୁଷ ବୋଲି ଜିଲାପାଳ…

ପାଇପ୍‌ରେ କ୍ଷୀର ଯୋଗାଣ

ନୂଆଦିଲ୍ଲୀ: କରୋନା ପାଇଁ ଏବେ ସମସ୍ତେ ସାମାଜିକ ଦୂରତା ଅବଲମ୍ବନ କରିବା ଉପରେ ଗୁରୁତ୍ୱ ଦେଉଛନ୍ତି। ତେବେ ସାମାଜିକ ଦୂରତା ରକ୍ଷା କରିବା ପାଇଁ ବେଳେବେଳେ କେତେଜଣ ଏଭଳି ଉପାୟ ଅବଲମ୍ବନ କରିଥାନ୍ତି, ଯେଉଁଥିପାଇଁ ସବୁଆଡ଼େ ଚର୍ଚ୍ଚାର କାରଣ ପାଲଟିଥାନ୍ତି। ଏଭଳି…

୭ ରାଜ୍ୟ ପାଲଟିଛି କରୋନା ହଟସ୍ପଟ୍‌: ଦେଶର ଜିଡ଼ିପିରେ ରହିଛି ଅଧିକ ଯୋଗଦାନ

ନୂଆଦିଲ୍ଲୀ,୯।୫: ଭାରତରେ କରୋନା ଥମିବାର ନାଁ ଧରୁନି। ବିଶେଷଜ୍ଞଙ୍କ ଅନୁସାରେ ସଂକ୍ରମଣ ଶୀର୍ଷ ଛୁଇଁବା ପରେ କମିବ। ଏଥିପାଇଁ ଆଉ କିଛି ସପ୍ତାହ ସମୟ ଲାଗିବ ବୋଲି ଭାରତୀୟ ମେଡିକାଲ ରିସର୍ଚ୍ଚ ପରିଷଦ(ଆଇସିଏମ୍‌ଆର୍‌) ପକ୍ଷରୁ ମଧ୍ୟ ସତର୍କ ସୂଚନା ଦିଆଯାଇଛି। କରୋନା…

ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୯।୫: ଭଦ୍ରକ ଜିଲା ଚରମ୍ପା ଜଳ ବଣ୍ଟନ କମିଟି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଶୁକ୍ରବାର ୩୦ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରାଙ୍କୁ କମିଟି ପକ୍ଷରୁ ଏହି ଟଙ୍କା…

ଦେଶରେ ୬୦ ହଜାର ମୁହାଁ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୯।୫: କରୋନା ସଂକ୍ରମଣ ଏବେ ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ୧୦ ଦିନରେ ସଂକ୍ରମିତଙ୍କ ସଂଖ୍ୟା ଦୁଇଗୁଣ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୩,୩୨୦ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୯୫ ଜଣଙ୍କର ମୃତ୍ୟୁ…

କେରଳ, ସୁରଟରୁ ଫେରିଲେ ମୋହନାର ୧୨ପ୍ରବାସୀ

ଆର.ଉଦୟଗିରି,୯।୫(ଡି.ଏନ୍‌.ଏ): ଗଜପତି ଜିଲାର ମୋହନା ବ୍ଲକକୁ କେରଳ ଓ ସୁରତରୁ ୧୨ଜଣ ପ୍ରବାସୀ ଓଡ଼ିଆ ଆସିଥବା ଜଣାପଡିଛି। ଶୁକ୍ରବାର ଅପରାହ୍ନରେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେସନରେ ୧୨ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇଥିଲେ। ସେଥିମଧ୍ୟରୁ ୧୧ଜଣ କେରଳରୁ ଫେରିଥିବା ବେଳେ ଜଣେ ସୁରଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri