କରୋନା ଭାଇରସ୍‌

CORONAVIRUS UPDATE : ନୂଆ ୧୭ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ୧୬ ଆକ୍ରାନ୍ତ ସୁରଟ ଫେରନ୍ତା, ରାଉରକେଲା ଆକ୍ରାନ୍ତ କଣ୍ଟେନମେଣ୍ଟ ଜୋନ୍‌ର

ଭୁବନେଶ୍ୱର, ୯।୫(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ୧୪ ଏବଂ ପରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଚିହ୍ନଟ ୧୭ ଆକ୍ରାନ୍ତଙ୍କ ତଥ୍ୟ ଦେଉଛନ୍ତି ରାଜ୍ୟ ସରକାର। ଜଣଙ୍କୁ ଛାଡି ୧୬…

ଭାରତରେ କରୋନା ସହିତ ଲଢ଼େଇ : ସାମାଜିକ ଦୂରତା ବଜାୟ ରଖିବା ହିଁ ଶ୍ରେଷ୍ଠ ପ୍ରତିଷେଧକ ବ୍ୟବସ୍ଥା, କହିଲା ଏମ୍ସ୍‌

ନୂଆଦିଲ୍ଲୀ,୯।୫: ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ମୃତକଙ୍କ ସଂଖ୍ୟା ବଢୁଥିବାରୁ ଅଭାବନୀୟ ସ୍ଥିତି ସୃଷ୍ଟି ହେଉଛି। କରୋନା ସହିତ ଲଢ଼ିବାକୁ ଏକଜୁଟ ହେବାକୁ ସରକାର ଲୋକଙ୍କୁ ପରାମର୍ଶ ଦେଇଛନ୍ତି।…

୯୦% ସ୍ବାସ୍ଥ୍ୟକର୍ମୀଙ୍କୁ ତାଲିମ

ଭୁବନେଶ୍ୱର, ୯।୫(ବ୍ୟୁରୋ): କରୋନା ମୁକାବିଲା ଲାଗି ଡାକ୍ତର, ନର୍ସ, ବୈଷୟିକ ସହାୟକ ଏବଂ ଚିକିତ୍ସା ସହାୟକମାନଙ୍କୁ ତାଲିମ ଦିଆଯାଇଛି। ସେମାନେ ପୂର୍ଣ୍ଣ ଦକ୍ଷତା ସହ ଯେକୌଣସି ସମ୍ଭାବ୍ୟ ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ ଥିବା ସରକାର ସୂଚନା ଦେଇଛନ୍ତି। ମୁଖ୍ୟ ଶାସନ…

ରଥ ନିର୍ମାଣ ପାଇଁ ବଡ଼ଦାଣ୍ଡରେ ବ୍ୟାରିକେଡ୍‌

ପୁରୀ ଅଫିସ, ୯।୫: ରଥ ନିର୍ମାଣ କାର୍ଯ୍ୟକୁ କିପରି ତ୍ୱରାନ୍ବିତ କରାଯିବ ସେ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ କରାଯାଇଛି। ରଥ ନିର୍ମାଣକାରୀଙ୍କ ବ୍ୟତୀତ ରଥଖଳାକୁ ଯେପରି ଅନ୍ୟମାନେ ପ୍ରବେଶ କରି ନ ପାରିବେ ତାହା ଉପରେ ଗୁରୁତ୍ୱ…

ପୋଲିସଙ୍କୁ ମିଳିବ କରୋନା ସୁରକ୍ଷା ତାଲିମ

କଟକ ଅଫିସ୍‌, ୯।୫: କରୋନା ଭୂତାଣୁର ଦ୍ରୁତ ସଂକ୍ରମଣ ଯୋଗୁ ରାଜ୍ୟରେ ଭୟର ବାତାବରଣ ଦେଖାଦେଇଛି। ଏହି ପରିପ୍ରେକ୍ଷୀରେ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କ ସୁରକ୍ଷା ଗୁରୁତ୍ୱପୂର୍ଣ୍ଣ ହୋଇ ପଡ଼ିଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ଶୁକ୍ରବାର ରାଜ୍ୟର ସମସ୍ତ ରେଞ୍ଜ…

ଶ୍ରମିକମାନେ ୧୨ ଘଣ୍ଟା କାର୍ଯ୍ୟ କରିପାରିବେ

ଭୁବନେଶ୍ୱର, ୯।୫(ବ୍ୟୁରୋ): ରାଜ୍ୟ ସରକାର ୨୦୨୦ ଏପ୍ରିଲ ୨୦ରେ ଶିଳ୍ପ ଓ ବାଣିଜି୍ୟକ କାର୍ଯ୍ୟକଳାପ ପାଇଁ ଜାରି କରିଥିବା କଟକଣାକୁ କିଛି ମାତ୍ରାରେ କୋହଳ କରିଛନ୍ତି। ଶ୍ରମିକମାନେ ଦୈନିକ ୮ ଘଣ୍ଟା ବଦଳରେ ୧୨ ଘଣ୍ଟା କାମ କରି ପାରିବେ। ଶ୍ରମିକମାନଙ୍କୁ…

ଆଜି ଚୂଡ଼ାନ୍ତ ହେବ ମାଟ୍ରିକ ଖାତା ମୂଲ୍ୟାୟନ ତାରିଖ

ଭୁବନେଶ୍ୱର, ୯।୫(ବ୍ୟୁରୋ): ଶିକ୍ଷା କ୍ଷେତ୍ରକୁ କରୋନା ବ୍ୟାପକ ପ୍ରଭାବିତ କରିଛି। ଅଧିକାଂଶ ଶ୍ରେଣୀରେ ପରୀକ୍ଷା ଶେଷ ହୋଇ ନ ଥିବାବେଳେ ମାଟ୍ରିକ ଖାତା ମୂଲ୍ୟାୟନ ମଧ୍ୟ ହୋଇନାହିଁ। ତେବେ ମାଟ୍ରିକ ଖାତା ଦେଖା ନେଇ ଶନିବାର ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ ବୋଲି…

୫ ହଜାର ପୋଲିସ କର୍ମଚାରୀଙ୍କ ସ୍ବାବ୍‌ ଟେଷ୍ଟ

ଭୁବନେଶ୍ୱର,୯।୫ (ବ୍ୟୁରୋ): ମୁମ୍ବାଇରେ ୨୫୦ ପୋଲିସ କରୋନା ଭୂତାଣୁ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ଖବର ଆସିବା ପରେ କମିଶନରେଟ ପୋଲିସରେ ଛନକା ପଶିଛି। ତେଣୁ କମିଶନରେଟ ପୋଲିସର ପ୍ରାୟ ୫ ହଜାର ପୋଲିସ କର୍ମଚାରୀଙ୍କ କରୋନା ପରୀକ୍ଷା କରାଯାଇଛି। କିନ୍ତୁ କାହାରି…

ଆମେରିକାରେ ଭାରତୀୟ ବାପଝିଅ ଡାକ୍ତରଙ୍କ ମୃତ୍ୟୁ

ନ୍ୟୁୟର୍କ,୯ା୫: ଆମେରିକାର ନ୍ୟୁଜର୍ସିରେ ଡାକ୍ତର ଭାବେ କାର୍ଯ୍ୟ କରୁଥିବା ଭାରତୀୟ ବଂଶୋଦ୍ଭବ ବାପଝିଅଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ସେମାନେ ହେଲେ ଡା. ସତ୍ୟେନ୍ଦ୍ର ଦେବ ଖାନ୍ନା(୭୮) ଏବଂ ତାଙ୍କ ଝିଅ ଡା. ପ୍ରିୟା ଖାନ୍ନା(୪୩)। ସତ୍ୟେନ୍ଦ୍ର ଦୀର୍ଘବର୍ଷ ଧରି ନ୍ୟୁଜର୍ସିର…

କର୍କଟ ରୋଗୀଙ୍କ କରାଯାଉନି ଅପରେଶନ: ୩ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ଓଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୯।୫(ବ୍ୟୁରୋ): କଟକସ୍ଥିତ ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରରେ ଗୁରୁତ୍ୱପୂର୍ଣ୍ଣ ରୋଗୀଙ୍କ କରୋନା ପରୀକ୍ଷା ହୋଇ ନ ଥିବାରୁ ଅପରେଶନ କରାଯାଉନାହିଁ। ଫଳରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ହେଉଛି। ଏନେଇ ଓଡ଼ିଶା ମାନବ ଅଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ନିକଟରେ ଅଭିଯୋଗ ହେବା…

ମୁମ୍ବାଇ ଯାଇପାରେ କେନ୍ଦ୍ରୀୟ ବାହିନୀ

ମୁମ୍ବାଇ,୯ା୫(ପି.ଟି.): ମୁମ୍ବାଇରେ କରୋନା ସଂକ୍ରମଣ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବାବେଳେ ସୈନ୍ୟବାହିନୀକୁ ଡକାଯାଇଥିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ତେବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏହାକୁ ଖଣ୍ଡନ କରିଛନ୍ତି। ମୁମ୍ବାଇକୁ ସେନା ହାତରେ ଟେକି ଦେବାର ପ୍ରଶ୍ନ ଉଠୁନାହିଁ। ପୋଲିସ ଦିନରାତି…

ମା’ଙ୍କ ପାଇଁ ୪୫୩ କି.ମି. ଯାତ୍ରା

କଟକ ଅଫିସ,୯।୫: ଲକଡାଉନରେ ଅସ୍ତବ୍ୟସ୍ତ ହୋଇଗଲାଣି ଜୀବନ। ମଣିଷ ଏବେ ବନ୍ଦୀ ପ୍ରାୟ। କେଉଁ ଆଡେ ଯାଇପାରୁନି କି କାହା ସୁଖଦୁଃଖରେ ଭାଗିଦାରି ହୋଇପାରୁନି। ଦିନକୁ ଦିନ ଭିନ୍ନ ଭିନ୍ନ ଚିତ୍ର ନଜରକୁ ଆସୁଛି, ଯାହା ଅତ୍ୟନ୍ତ କରୁଣ ଓ ହୃଦୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?