କରୋନା ଭାଇରସ୍‌

କଣ୍ଟେନମେଣ୍ଟ ଜୋନ୍‌ ବିନା ସବୁଠି ଖୋଲିପାରିବ ଅଫିସ, ଗ୍ରୀନ ଜୋନ୍‌ରେ କୌଣସି କଟକଣା ନାହିଁ

ଭୁବନେଶ୍ୱର,୮।୫(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ଓଡ଼ିଶାକୁ ୪ଟି ଜୋନରେ ବିଭକ୍ତ କରାଯାଇଛି। କଣ୍ଟେନ୍‌ମେଣ୍ଟ ଜୋନ, ରେଡ, ଅରେଞ୍ଜ, ଗ୍ରୀନ ଜୋନ କରାଯିବା ପରେ ସେଥିରେ କିଛି କଟକଣା ମଧ୍ୟ ଲଗାଯାଇଛି। ସମ୍ପ୍ରତି ୩ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଅର୍ଥନୈତିକ…

CORONAVIRUS BREAKING: ରାଜ୍ୟରେ ଆଉ ୨୫ଜଣ ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୭୧କୁ ବୃଦ୍ଧି

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ସଂନ୍ଧ୍ୟାରେ ପୁଣି ୨୫ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗଞ୍ଜାମରୁ ୨୪ଜଣ ଥିବା ବେଳେ ଖୋର୍ଦ୍ଧା ଜିଲାର ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା…

ଆଉ ୩୦ ବିଏସ୍‌ଏଫ୍‌ ଯବାନ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୮।୫: କରୋନା ଯୁଦ୍ଧରେ ଆଗଧାଡିର ଯୋଦ୍ଧା ସାଜିଥିବା ଯବାନମାନେ ଏବେ କରୋନାରେ ସଂକ୍ରମିତ ହୋଇଛନ୍ତି। ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଆଉ ୩୦ ଯବାନ ଶୁକ୍ରବାର କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ବିଏସ୍‌ଏଫ୍‌ର ଜଣେ ଅଧିକାରୀଙ୍କ ସୂଚନା ଅନୁଯାୟୀ ସଂକ୍ରମିତ ୩୦ ଜଣଙ୍କ…

କରୋନା ମୁକାବିଲା ଚିନ୍ତା: ଗଞ୍ଜାମ ଗଲେ ୩ ଆଇଏଏସ୍‌

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲାରେ ୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲାରେ ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ଆଗାମୀ ଦିନରେ ଏହା ଆହୁରି ବଢ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜିଲା ଉପରେ ସ୍ବତନ୍ତ୍ର ନଜର…

ବଢ଼ିଲା କ୍ୱାରାଣ୍ଟାଇନ୍‌ ଅବଧି: ଏଣିକି ୧୪ ଦିନ ପରିବର୍ତ୍ତେ ୨୮ ଦିନ ରହିବେ ଲୋକେ

ଭୁବନେଶ୍ୱର,୮।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବାହାରୁ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ପଜିଟିଭ୍‌ ସଂଖ୍ୟା ଆହୁରୀ ବଢ଼ିବା ଆଶଙ୍କା କରାଯାଉଛି। ସେମାନେ ଫେରିବା ପରେ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ହେଲେ କିଛି ଲୋକଙ୍କ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୩୯୦ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୮।୫: କରୋନା ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩,୩୯୦ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାସହ ୧,୨୭୩ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି। ଏବେ ଦେଶରେ ସୁସ୍ଥତାଙ୍କ ହାର ୨୯.୩୬ ପ୍ରତିଶତ ରହିଛି ବୋଲି…

ଓଡ଼ିଶାକୁ ଫେରିପାରିବେ ପ୍ରବାସୀ: ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ଓଡ଼ିଶାକୁ ଫେରି ପାରିବେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ। ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ରହିତାଦେଶ ଦେଇଛନ୍ତି। ହାଇକୋର୍ଟ ଦେଇଥିବା ନିର୍ଦ୍ଦେଶ ଠିକ୍‌ ନୁହେଁ। ଏହାଦ୍ୱାରା ବାହାରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ…

CORONAVIRUS UPDATE: ଭଦ୍ରକରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଶୁକ୍ରବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ସେ ଭଦ୍ରକ ଜିଲାର ୩୩ ବର୍ଷୀୟ ଯୁବକ। ନିକଟରେ ସେ ସୁରଟରୁ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୬ରେ ପହଞ୍ଚିଛି। ଶୁକ୍ରବାର…

ହୋମ୍‌ ଡେଲିଭରି ମଦ ବ୍ୟବସ୍ଥା ଉପରେ ବିଚାର କରନ୍ତୁ ରାଜ୍ୟ ସରକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୫: ସାରା ବିଶ୍ବରେ ମହାମାରୀ କରୋନା ସଙ୍କଟ ଦେଖାଦେଇଛି। କରୋନା ମୁକାବିଲା ପାଇଁ ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ତେବେ ଲକ୍‌ଡାଉନ ମଧ୍ୟରେ ମଦ ଦୋକାନ ବନ୍ଦ କରିଯିବା ନେଇ ଏକ ଆବେଦନ ଉପରେ ଶୁକ୍ରବାର ସୁପ୍ରମିକୋର୍ଟ…

କରୋନା ଭାଇରସ୍‌ ଟେଷ୍ଟରେ କ୍ରିକେଟର ପଜିଟିଭ୍‌

ଜୋହାନ୍ସବର୍ଗ,୮।୫(ପି.ଟି.): ଦକ୍ଷିଣ ଆଫ୍ରିକା ପ୍ରଥମଶ୍ରେଣୀ କ୍ରିକେଟର ସୋଲୋ ଏନ୍‌କ୍ୱେନି କରୋନା ଭାଇରସ୍‌ ଟେଷ୍ଟରେ ପଜିଟିଭ୍‌ ବୋଲି ଜଣାପଡିଛି। ୨୫ ବର୍ଷୀୟ ଏହି କ୍ରିକେଟର ମଧ୍ୟ ଏକାଧିକ ସ୍ବାସ୍ଥ୍ୟଗତ ସମସ୍ୟ ଦେଇ ଗତି କରି ଆସୁଛନ୍ତି। ସେ ଏବେ ସ୍କଟଲାଣ୍ଡର ଆବେରଡିନ୍‌ରେ ଅଛନ୍ତି…

କ୍ୱାରାଣ୍ଟାଇନ ବ୍ୟବସ୍ଥାରେ ଅବହେଳା: ପ୍ରତିବାଦରେ ଡାକ୍ତରଙ୍କ ସହ ଏମ୍‌କେସିଜି ଛାତ୍ରୀଛାତ୍ରଙ୍କ ଧାରଣା

ବ୍ରହ୍ମପୁର ଅଫିସ, ୮।୫: ବ୍ରହ୍ମପୁର ଉପକଣ୍ଠ ଶୀତଳାପଲିରେ ଥିବା ଟାଟା କୋଭିଡ-୧୯ ହସ୍ପିଟାଲରେ କାମସାରି ଫେରୁଥିବା ଡାକ୍ତରଙ୍କୁ କ୍ୱାରାଣ୍ଟାଇନରେ ରଖିବାନେଇ ପ୍ରଶାସନ ପକ୍ଷରୁ କୌଣସି ବ୍ୟବସ୍ଥା କରାଯାଇ ନ ଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ଶୁକ୍ରବାର ଶିତଳାପଲ୍ଲି ଟାଟା କୋଭିଡ…

କୋଭିଡ-୧୯: ୨୪ରେ ଟାଇଗର- ମିକେଲସନ ଚ୍ୟାରିଟି ଇଭେଣ୍ଟ

ହୋବ ସାଉଣ୍ଡ,୮।୫ (ଏପି): କୋଭିଡ-୧୯ ମହାମାରୀ ଲଢେଇ ଉଦ୍ଦ୍ୟେଶରେ ଆମେରିକୀୟ ତାରକା ଗଲ୍ଫର ଟାଇଗର ଉଡ୍ସ ଓ ଫିଲ ମିକେଲସନ ଏକ ପ୍ରଦର୍ଶନୀ ତଥା ଚ୍ୟାରିଟି ଇଭେଣ୍ଟରେ ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ ଆସନ୍ତା ୨୪ ତାରିଖରେ ମେଡାଲିଷ୍ଟ ଗଲ୍ଫ କ୍ଲବ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri