କରୋନା ଭାଇରସ୍‌

ଏମ୍‌କେସିଜିରେ ୨୯ କରୋନା ସନ୍ଧିଗ୍ଧ ଚିକିତ୍ସିତ

ବ୍ରହ୍ମପୁର ଅଫିସ, ୮।୫ -ଗଞ୍ଜାମ ଜିଲାରେ ଏବେ ସୁରଟ ଫେରନ୍ତାଙ୍କୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି । ନିକଟରେ ଗଞ୍ଜମକୁ ସୁରାଟରୁ ଫେରିଥିବା ପ୍ରବାସୀ ଓଡ଼ିଆମାନଙ୍କୁ ବିଭିନ୍ନ ସଙ୍ଗରୋଧ କକ୍ଷରେ ରଖାଯାଇଛି। ଏବେ ସେମାନଙ୍କ ସ୍ବାବ୍‌ ରିପୋର୍ଟରେ ଦିନକୁ ଦିନ କରୋନା…

ପ୍ରତିଦିନ କରୋନା ଯାଞ୍ଚ କରାଇବେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୫: କରୋନା ଭାଇରସ୍‌ ମହାସଙ୍କଟ ଦେଇ ଗତି କରୁଛି ଆମେରିକା। ସାରା ବିଶ୍ୱରେ ସର୍ବାଧିକ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ହେଉଛି ଆମେରିକାରେ। ଏଠାରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଯାହା ଏବେ ଚିନ୍ତାର…

ନୂଆପଡ଼ାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ: ରହିଛି ୧୬୫ ଶଯ୍ୟା, ୫ ଆଇସିୟୁ

ଭୁବନେଶ୍ୱର, ୮।୫(ବ୍ୟୁରୋ): ନୂଆପଡ଼ା ଜିଲାରେ ଥିବା କୋଭିଡ ହସ୍ପିଟାଲକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ଶୁକ୍ରବାର ବୁଲି ଦେଖିବା ସହ ଏହାର କାର୍ଯ୍ୟ କାରିତା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏଠାରେ ୧୬୫ଟି ଶଯ୍ୟା ଉପଲବ୍ଧ ଥିବାବେଳେ…

ଗଞ୍ଜାମରେ ସୁରଟ ଫେରନ୍ତାଙ୍କୁ ବିରୋଧ: ଟେକାପଥର ମାଡ଼, ପୋଲିସର ଲାଠି ଚାଳନା

ଛତ୍ରପୁର,୮।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଗୁରୁବାର ରାତିରେ ସୁରଟ ଫେରନ୍ତାଙ୍କୁ ରଖିବାକୁ ସ୍ଥାନୀୟ ଲୋକେ ବିରୋଧ କରିଛନ୍ତି। ଏପରିକି ପୋଲିସ ଉପରକୁ କେତେକ ଲୋକ ଟେକା ପଥର, କାଚ ବୋତଲ ମାଡ଼ କରିଥିଲେ। ଏହାକୁ ନେଇ…

କରୋନା ସଂକ୍ରମଣରେ ଖବରଦାତାଙ୍କ ମୃତ୍ୟୁ

ଆଗ୍ରା,୮।୫: ନିକଟରେ ଉତ୍ତରପ୍ରଦେଶ ଆଗ୍ରାର ଜଣେ ଖବରଦାତା କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ତାଙ୍କୁ ଏସ୍‌ଏନ୍‌ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ଗତ ବୁଧବାରଠାରୁ ସେ ଭେଣ୍ଟିଲେଟରରେ ଥିବା ବେଳେ ଗୁରୁବାର ରାତିରେ ତାଙ୍କର ମୃତ୍ୟୁ ହୋଇଥିବା କହିଛନ୍ତି ଆଗ୍ରା…

ସୁସ୍ଥ ହୋଇ ଘରକୁ ଫେରିଥିବା କରୋନା ଯୋଦ୍ଧାଙ୍କୁ ଫୁଲ, ତାଳିରେ ସ୍ବାଗତ କଲେ ପଡ଼ୋଶୀ

ନୂଆଦିଲ୍ଲୀ,୮।୫: ରାଜଧାନୀ ଦିଲ୍ଲୀରେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଦିଲ୍ଲୀରେ ଏପର୍ଯ୍ୟନ୍ତ ପ୍ରାୟ ୬୦୦୦ରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। କେବଳ ସାଧାରଣ ଲୋକ ନୁହଁନ୍ତି କରୋନା ଯୋଦ୍ଧା ସାଜିଥିବା ଦିଲ୍ଲୀ ପୋଲିସର ୭୦ଜଣ କର୍ମୀ…

ଲକ୍‌ଡାଉନ ୩.୦: ମଦ କିଣିବା ପାଇଁ ଲାଇନ୍‌ ଲଗାଇଲେ ହେଲମେଟ୍‌, ବୋତଲ

ନୂଆଦିଲ୍ଲୀ,୮।୫: କରୋନା ମହାମାରୀ ସହ ମୁକାବିଲା ପାଇଁ ଦେଶରେ ଲକ୍‌ଡାଉନ ୩.୦ ଜାରି ରହିଛି। ତୃତୀୟ ପର୍ଯ୍ୟାୟର ଏହି ଲକ୍‌ଡାଉନରେ ସରକାର କେତେକ କଟକଣାକୁ କୋହଳ କରିଛନ୍ତି। ସେଥିମଧ୍ୟରୁ ମଦ ଦୋକାନ ଖୋଲିବା ଅନ୍ୟତମ। ଏହି କଟକଣା କୋହଳ ପରେ ପ୍ରଥମ…

ଟ୍ରେନ୍‌ ବଗିରେ କରୋନା ହସ୍ପିଟାଲ: ଭୁବନେଶ୍ୱର, ଖୋର୍ଦ୍ଧା ରୋଡ ଷ୍ଟେଶନରେ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟର ୨ଟି ରେଳ ଷ୍ଟେଶନରେ କୋଭିଡ କେୟାର ସେଣ୍ଟର ହେବ। ଭୁବନେଶ୍ୱର ଓ ଖୋର୍ଦ୍ଧା ରୋଡ ଷ୍ଟେଶନରେ ଟ୍ରେନ୍‌ ବଗିରେ କୋଭିଡ କେୟାର ସେଣ୍ଟର ନିର୍ମାଣ କରାଯିବ। ଉକ୍ତ କୋଭିଡ କେୟାର ସେଣ୍ଟରରେ ରେଲଓ୍ବେର ସ୍ବାସ୍ଥ୍ୟ କର୍ମଚାରୀ ଉପସ୍ଥିତ…

ପାଟଣାରେ କେରଳ ଫେରନ୍ତାକୁ ନେଇ ଭୟ: ଫେରିଲେ ୧୪ ପ୍ରବାସୀ

ପାଟଣା,୮।୫(ସ୍ବ.ପ୍ର.): କେରଳରେ ରହୁଥିବା ୧୪ ପ୍ରବାସୀ ଓଡ଼ିଆ ଶୁକ୍ରବାର କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳର ନିଜ ଗ୍ରାମକୁ ଫେରିଛନ୍ତି। ଏହି ସମସ୍ତ ପୁରୁଷ ଶ୍ରମିକ କେରଳର ଆଟା ପାଟୁଠାରେ ଏକ ନର୍ସରୀରେ ଶ୍ରମିକ ଭାବେ କାମ କରୁଥିଲେ। ଏକ ସ୍ବତନ୍ତ୍ର…

ଭୁବନେଶ୍ୱର ୨୨୭ନଂ ଆକ୍ରାନ୍ତ ନିଶ୍ଚିନ୍ତକୋଇଲି କଟିକଟା ପଞ୍ଚାୟତର: ଦେହ ଖରାପ ହେବା ପରେ ଏକ ମାସ ଧରି ରହିଥିଲେ ଘରେ, ବୁଲିଛନ୍ତି ହାଟ ବଜାର

ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- ଭୁବନେଶ୍ୱର ଭିଏସ୍‌ଏସ୍‌ ନଗର କରୋନା ଆକ୍ରାନ୍ତ ହେଉଛନ୍ତି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟିକଟା ପଞ୍ଚାୟତ ମିରା ସାହିର। ଏହି ୩୪ ବର୍ଷୀୟ ଯୁବକ ଭୁବନେଶ୍ୱରରେ ରହି ଏକ ହୋଟେଲରେ ରହି କାମ କରନ୍ତି। ତେବେ ମାସକ ତଳେ ହଠାତ୍‌…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୬୩ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ରାଉରକେଲାର ବୋଲି ଜଣାପଡ଼ିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଭଣ୍ଡାରିପୋଖରୀ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରକୁ ଫେରିଛନ୍ତି ୨୭୨ ପ୍ରବାସୀ

ଭଣ୍ଡାରିପୋଖରୀ, ୮।୫ (ଡି.ଏନ୍‌.ଏ.): ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସୁଦ୍ଧା ଭଣ୍ଡାରିପୋଖରୀ ସ୍ଥିତ ସରକାରୀ ଶିଳ୍ପ ତାଲିମ କେନ୍ଦ୍ରରେ ୨୭୨ ଜଣ ପ୍ରବାସୀ ପହଞ୍ଚିଛନ୍ତି। ଉକ୍ତ ପ୍ରବାସୀଙ୍କୁ ପ୍ରତ୍ୟେକ ପଞ୍ଚାୟତ ସଂଘରୋଧ କେନ୍ଦ୍ରକୁ ପଠାଯାଇଛି। ଗୁରୁବାର ସୁଦ୍ଧା କୁରିଗାଁ ପଞ୍ଚାୟତରେ୨୫,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?