କରୋନା ଭାଇରସ୍‌

କରୋନା ମୁକାବିଲା : କ୍ୱାରାଣ୍ଟାଇନ୍‌ ଅବଧି ୨୧ ଦିନ ବଢ଼ାଇବାକୁ ପରାମର୍ଶ

ଭୁବନେଶ୍ୱର,୮ା୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ମୁକାବିଲା କ୍ଷେତ୍ରରେ ଓଡ଼ିଶା ସରକାର ବହୁ ଆଗୁଆ ପଦକ୍ଷେପ ନେଇଛନ୍ତି। ଫଳରେ ଓଡ଼ିଶା ସମଗ୍ର ଦକ୍ଷିଣ ଏସିଆରେ ଉଦାହରଣ ସୃଷ୍ଟି କରିଛି। ଏହା ଅନୁକରଣୀୟ ହୋଇପାରିଛି ବୋଲି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ପରାମର୍ଶଦାତା ତଥା ଭାରତୀୟ ଜନସ୍ବାସ୍ଥ୍ୟ ପ୍ରତିଷ୍ଠାନ(ପିଏଚ୍‌ଏଫ୍‌ଆଇ)ସଭାପତି…

CORONAVIRUS UPDATE: ରାଜ୍ୟରେ ପୁଣି ୨୬ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଲା

ଭୁବନେଶ୍ୱର,୮ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୨୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ…

କରୋନା ଯୋଦ୍ଧାଙ୍କ ଲାଗି ମାକ୍ସ, ସାନିଟାଇଜର ପ୍ରଦାନ

ଖପ୍ରାଖୋଲ, ୭ା୫(ଡି.ଏନ.ଏ.): ସାରା ଦେଶରେ କରୋନା ମୁକାବିଲା ପାଇଁ ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ, ପୋଲିସ ସଜାଗ ରହି ଯୋଦ୍ଧା ସାଜିଛନ୍ତି। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ କାର୍ଯ୍ୟରତ କରୋନା ଯୋଦ୍ଧାଙ୍କ ପାଇଁ ସାମାଜିକ ସଂଗଠନ ଆରସିଡିସି ଓ ଏଫ୍‌ଇଏସ୍‌ ତରଫରୁ…

CORONAVIRUS UPDATE: ଆଉ ୧୦ ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ସନ୍ଧ୍ୟାରେ ଆଉ ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ୭ ଥିବାବେଳେ ଭୁବନେଶ୍ୱରର ୩ ଆକ୍ରାନ୍ତ ରହିଛନ୍ତି। ଭୁବନେଶ୍ୱରର ୩ ଆକ୍ରାନ୍ତଙ୍କ ଘର ମଞ୍ଚେଶ୍ୱର, ଭିଏସ୍‌ଏସ୍‌ ନଗର ଓ ସୂର୍ଯ୍ୟନଗର ଅଞ୍ଚଳରେ।…

ନୂଆ ୩ କରୋନା ପଜିଟିଭଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ୨ ସୁରଟ, ୧ ପଶ୍ଚିମବଙ୍ଗ ଫେରନ୍ତା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଚିହ୍ନଟ ହୋଇଥିବା ନୂତନ ୩ କରୋନା ପଜିଟିଭଙ୍କ ତଥ୍ୟ ଦେଇଛି ସ୍ବାସ୍ଥ୍ୟ ବିଭାଗ॥ ଏମାନଙ୍କ ମଧ୍ୟରୁ ଜଣେ ଜଗତ୍‌ସିଂହପୁରର ହୋଇଥିବାବେଳେ ଅନ୍ୟ ୨ ଜଣ ବାଲେଶ୍ୱର ଜିଲାର। ଜଗତ୍‌ସିଂହପୁରର ଆକ୍ରାନ୍ତ ୭୦ ବର୍ଷୀୟ ପଶ୍ଚିମବଙ୍ଗ…

CORONAVIRUS UPDATE: ଆଉ ୩ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଲା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ଜଗତ୍‌ସିଂହପୁରର ହୋଇଥିବା ବେଳେ ଅନ୍ୟ ୨ ଜଣ ବାଲେଶ୍ୱର ଜିଲାର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ଅଧିକ ଟେଷ୍ଟ କଲେ ଅଧିକ ପଜିଟିଭ୍‌ ଆସିବ; ଭୟଭୀତ ହୁଅନ୍ତୁ ନାହିଁ: ଶାଳିନୀ ପଣ୍ଡିତ

ଭୁବନେଶ୍ୱର,୭।୫(ବ୍ୟୁରୋ): ଅଧିକ ଟେଷ୍ଟ ହେଲେ ଅଧିକ ପଜିଟିଭ୍‌ ମାମଲା ଆସିବ। ଏନେଇ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଗୁରୁବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨ ମାସ ତଳେ କେବଳ ଆର୍‌ଏମ୍‌ଆର୍‌ସିରେ ଦିନକୁ ୧୦ଟି ଟେଷ୍ଟ ହେଉଥିଲା। ମାସକ ତଳେ ୨୫୦,୧୫…

ଭାରତରେ ଜୁନ୍‌-ଜୁଲାଇରେ ବଢ଼ିବ କରୋନା ସଂକ୍ରମିତଙ୍କ ସଂଖ୍ୟା: ଏମ୍ସ୍‌

ନୂଆଦିଲ୍ଲୀ,୭।୫: ଭାରତରେ ପ୍ରତିଦିନ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଜୁନ୍‌ ଏବଂ ଜୁଲାଇ ମଧ୍ୟରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ଏମ୍ସ୍‌ ପକ୍ଷରୁ କୁହାଯାଇଛି। ଲକ୍‌ଡାଉନ୍‌ ଯୋଗୁ ସୁଫଳ ମିଳିଛି। ଫଳରେ ଦେଶରେ…

୧୫ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୨୮୬ ଜଣଙ୍କ ସ୍ବାବ୍‌ ସଂଗ୍ରହ

ରାଜନଗର,୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବିଭିନ୍ନ ପଞ୍ଚାୟତର ୧୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରୁ ୫ ଦିନରେ ୧୮୬ ଜଣଙ୍କର ସ୍ବାବ୍‌ ଟେଷ୍ଟ୍‌ ପାଇଁ ସଂଗ୍ରହ କରାଯାଇଛି। ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଏହି…

୨୦୬ ନଂ. କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୭।୫(ବ୍ୟୁରୋ)-ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଗୁରୁବାର ୨୦୬ ନଂ. କରୋନା ଆକ୍ରାନ୍ତଙ୍କ ତଥ୍ୟ ପ୍ରଦାନ କରାଯାଇଛି। ଆକ୍ରାନ୍ତ ଯୁବକଙ୍କ ବୟସ ୩୫ ବର୍ଷ ହୋଇଥିବାବେଳେ ସେ ମୟୁରଭଞ୍ଜ ଜିଲା ବୋଲି ସୂଚନା ମିଳିଛି। ସେହିପରି ସେ ଗତ…

କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୧ କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୭।୫: କରୋନା ମହାମାରୀ ସହ ଲଢିବାକୁ ଆଗଧାଡିର ଯୋଦ୍ଧା ସାଜିଛନ୍ତି ପୋଲିସ। ଏମାନେ ସାଧାରଣ ଜନତାକୁ ଘରେ ସୁରକ୍ଷିତ ରଖିବାକୁ ଯାଇ ଦିନ ରାଜି ରାଜରାସ୍ତାରେ ଜଗି ବସୁଛନ୍ତି। ଏମିତି ଜଣେ ଯୋଦ୍ଧା ହେଉଛନ୍ତି ଦିଲ୍ଲୀ ପୋଲିସରେ କାର୍ଯ୍ୟରତ ଥିବା କନଷ୍ଟେବଳ…

ସପ୍ତାହକ ମଧ୍ୟରେ କେରଳ ଫେରିବେ ୨୧୫୦ ପ୍ରବାସୀ: ଅର୍ଥନୀତି ହେବ ପ୍ରଭାବିତ

କୋଚି,୭।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆର୍ଥିକ ସଙ୍କଟ ଦେଖାଦେଇଛି। ବହୁ ଶିଳ୍ପ ସଂସ୍ଥା ଲକ୍‌ଡାଉନ୍‌ ଯୋଗୁ ବନ୍ଦ ରହିଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଥିବା କେରଳ ବାସିନ୍ଦା ଘରବାହୁଡ଼ିବା ଲାଗି ପଞ୍ଜିକରଣ କରିଛନ୍ତି। ଆସନ୍ତା ଏକ ସପ୍ତାହ ମଧ୍ୟରେ ୨୧୫୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri