କରୋନା ଭାଇରସ୍‌

କଳା ରଙ୍ଗର ଲୋକେ କରୋନା ସଂକ୍ରମିତ ହେବା ଆଶଙ୍କା ଅଧିକ: ବ୍ରିଟେନ୍‌ ରିପୋର୍ଟ

ଲଣ୍ଡନ/ନୂଆଦିଲ୍ଲୀ,୭।୫: ସାରା ପୃଥିବୀରେ କରୋନା ମହାମାରୀ ଆତଙ୍କ ରଚିଛି। ତେବେ କରୋନା ସଂକ୍ରମଣ କଳା ରଙ୍ଗର ଲୋକଙ୍କୁ ହେବାର ଅଧିକ ଆଶଙ୍କା ରହିଥିବା ବ୍ରିଟେନ୍‌ର ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବ୍ରିଟିଶ୍‌ ଷ୍ଟାଟିସ୍‌ଷ୍ଟିକ୍‌ ଅଫିସ୍‌ ପକ୍ଷରୁ ଏହି ରିପୋର୍ଟ ପ୍ରକାଶ…

ଲକ୍‌ଡାଉନ୍‌ ହୋଇ ନ ଥିଲେ ଦେଶରେ ୪ ଲକ୍ଷରୁ ଅଧିକ ହୋଇଥାନ୍ତେ କରୋନା ସଂକ୍ରମିତ: ୩୪ ହଜାର ଟପିଥାନ୍ତା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଯଦି ଲକ୍‌ଡାଉନ୍‌ ଘୋଷଣା ହୋଇ ନ ଥାନ୍ତା, ତେବେ ବର୍ତ୍ତମାନ ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷରୁ ଅଧିକ ହୋଇଥାନ୍ତା। ସେହିପରି ମୃତକଙ୍କ ସଂଖ୍ୟା…

ରେଜିଷ୍ଟ୍ରେଶନ୍‌ ନ କରି ଫେରୁଛନ୍ତି ପ୍ରବାସୀ: ଏସ୍‌ଓପିରେ ସଂଶୋଧନ

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟ ସରକାର ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀଙ୍କୁ ଫେରାଇ ଆଣିବା ଲାଗି ବିଭିନ୍ନ ବ୍ୟବସ୍ଥା କରିଛନ୍ତି। ସ୍ବତନ୍ତ୍ର ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ୍‌ ସହ ବସ୍‌ ଏବଂ ଟ୍ରେନ୍‌ଯୋଗେ ସେମାନଙ୍କୁ ଅଣାଯାଉଛି। ଏସବୁ ସତ୍ତ୍ୱେ କିଛି ଶ୍ରମିକ ବିନା ରେଜିଷ୍ଟ୍ରେଶନରେ ବସ୍‌…

CORONAVIRUS UPDATE: ମୟୂରଭଞ୍ଜରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ ମୟୂରଭଞ୍ଜର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ପୂର୍ବାହ୍ନରେ ଜିଲାରେ ୩…

ରୁଷ୍‌ ସଂସ୍କୃତିମନ୍ତ୍ରୀ କରୋନା ପଜିଟିଭ୍‌

ମସ୍କୋ,୭।୫: ରୁଷ୍‌ ସଂସ୍କୃତିମନ୍ତ୍ରୀ ଓଲ୍‌ଗା ଲ୍ୟୁବିମୋଭା ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏସମ୍ପର୍କରେ ତାଙ୍କ ପ୍ରବକ୍ତା ଆନ୍ନା ଉଷାଚ୍ୟୁଭା ସୂଚନା ଦେଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାର ଆବଶ୍ୟକତା ନାହିଁ ବୋଲି ଆନ୍ନା କହିଛନ୍ତି। ତେବେ ଓଲ୍‌ଗାଙ୍କୁ କ୍ୱାରାଣ୍ଟାଇନ୍‌ରେ…

ଗ୍ରୀନ୍‌ଜୋନ୍‌ରେ ରାତିରେ ଖୋଲିବ ଫିଲ୍ମହଲ୍‌-ଶପିଂମଲ୍‌ !

ନୂଆଦିଲ୍ଲୀ,୭।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାଧାରଣ ଲୋକେ ସାମାଜିକ ଦୂରତା ବଜାୟ ରଖିବାକୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହାଯୋଗୁ ଫିଲ୍ମହଲ୍‌, ଶପିଂମଲ୍‌, ରିଟେଲ୍‌…

ବିଶ୍ୱରେ ୯୦ ହଜାରରୁ ଊର୍ଦ୍ଧ୍ୱ ସ୍ବାସ୍ଥ୍ୟକର୍ମୀ କରୋନା ସଂକ୍ରମିତ !

ଓ୍ବାଶିଂଟନ,୭।୫: ଗତ ସପ୍ତାହରେ ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସାମନ୍ୟ କମ୍‌ ହୋଇଥିବା ବେଳେ ଏବେ ପୁଣିଥରେ ଏହି ସଂଖ୍ୟାରେ ବୃଦ୍ଧି ପରିଲକ୍ଷିତ ହୋଇଛି। ବୁଧବାର ସାରା ବିଶ୍ୱରେ ୯୪,୦୦୦ରୁ ଉର୍ଦ୍ଧ୍ୱ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ବିଶ୍ୱରେ…

ଅପରେଶନ୍‌ ସମୁଦ୍ର ସେତୁ: ଭାରତୀୟଙ୍କୁ ଆଣିବା ଲାଗି ମାଳଦ୍ୱୀପରେ ପହଞ୍ଚିଲା ଆଇଏନ୍‌ଏସ୍‌ ଜଲଶ୍ୱା

ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣ ଯୋଗୁ ପୃଥବୀରେ ଅଚଳାବସ୍ଥା ଦେଖାଦେଇଛି। ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ନୌସେନା ପକ୍ଷରୁ ଅପରେଶନ୍‌ ସମୁଦ୍ର ସେତୁ ଅଭିଯାନ ଆରମ୍ଭ ହୋଇଛି।…

ଗାର୍ଡେନିଂରେ ବିତୁଛି ସମୟ

ଏବେ ସମଗ୍ର ବିଶ୍ୱ କରୋନା କବଳିତ। ଏଥିରୁ ନିଜକୁ ରକ୍ଷା କରିବା ପାଇଁ ଆମ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ସମସ୍ତେ ଘରେ ହିଁ ରହୁଛନ୍ତି। ଅତି ଆବଶ୍ୟକ ପଡିଲେ ବାହାରକୁ ବାହାରୁଛନ୍ତି। ଆଉ ସେଥିରୁ ବଲିଉଡ୍‌ କଳାକାର ବାଦ୍‌…

ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗଞ୍ଜାମକୁ ରେଡ୍‌ ଜୋନ୍‌; ମୟୂରଭଞ୍ଜ, ଜଗତସିଂହପୁରକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା

ଭୁବନେଶ୍ୱର,୭।୫(ବ୍ୟୁରୋ): ଗୋଟିଏ ଦିନରେ ଗଞ୍ଜାମରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୁବ୍‌ଶୀଘ୍ର ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହେବାରୁ ରାଜ୍ୟ ସରକାର ଜିଲାକୁ ଗୁରୁବାର ରେଡ୍‌ ଜୋନ୍‌ ଭାବେ ଘୋଷଣା କରିଛନ୍ତି। ସେହିଭଳି ମୟୂରଭଞ୍ଜ ଓ ଜଗତସିଂହପୁରକୁ ମଧ୍ୟ ଅରେଞ୍ଜ ଜୋନ୍‌…

ପୋଲିସଙ୍କୁ ମାସ୍କ ଦେଲେ ମସାବା

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣ ବିରୋଧରେ ଚାଲିଥିବା ଯୁଦ୍ଧରେ ସମସ୍ତେ ମିଳିମିଶି ଲଢ଼େଇ କରୁଛନ୍ତି। ବଲିଉଡ୍‌ ତାରକାମାନେ ମଧ୍ୟ ଏଥିରେ ସହଯୋଗର ହାତ ବଢ଼ାଇଛନ୍ତି। ବଲିଉଡ୍‌ ଅଭିନେତ୍ରୀ ନିନା ଗୁପ୍ତାଙ୍କ ଝିଅ ମସାବା ଗୁପ୍ତା ନିଜ ହାତରେ ମାସ୍କ ପ୍ରସ୍ତୁତ କରି…

ଆମିରଙ୍କ ପ୍ରେମରେ ଆମେରିକା

ମୁମ୍ବାଇ: ଏବେ ସାରା ବିଶ୍ୱରେ କରୋନା ବିରୋଧରେ ଲଢ଼େଇ ଚାଲିଛି। କରୋନା ଯୋଗୁ ସବୁଠୁ ଅଧିକ ପ୍ରଭାବିତ ହୋଇଛି ଆମେରିକା। ଏଠାରେ ଏଯାବତ୍‌ ୧୧ଲକ୍ଷରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୭୦,୦୦୦ରୁ ଊର୍ଦ୍ଧ୍ୱ ପ୍ରାଣ ହରାଇ ସାରିଛନ୍ତି। ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?