ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨,୭୮,୮୩୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍…
ଆଇନ ବିଶ୍ୱବିଦ୍ୟାଳୟର ୬୦ ଛାତ୍ରୀଛାତ୍ର କରୋନା ପଜିଟିଭ୍…
ଚଣ୍ଡିଗଡ଼, ୫।୫ : ଦେଶରେ କରୋନା ମହାମାରୀର ସଂକ୍ରମଣ ପୁଣି ଥରେ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାର ୨୭୫ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ପଞ୍ଜାବର ପଟିଆଲାସ୍ଥିତ ରାଜୀବ ଗାନ୍ଧୀ ଜାତୀୟ ଆଇନ…
ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…
ନୂଆଦିଲ୍ଲୀ, ୫।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…
ଆମେରିକା ବିଦେଶମନ୍ତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ…
ଓ୍ବାଶିଂଟନ୍, ୫।୫ : ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ତାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ତାଙ୍କଠାରେ କରୋନାର ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଛି। ସେ ଘରେ ଆଇସୋଲେଶନରେ ରହି ନିଜ କାମ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୪ା୫(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୮୨୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଆସନ୍ତା ୧୦ରୁ ୧୫ଦିନ ମଧ୍ୟରେ ଶୀର୍ଷରେ ପହଞ୍ଚିବ କରୋନା: ରିପୋର୍ଟ
ନୂଆଦିଲ୍ଲୀ,୪।୫: ଭାରତରେ କରୋନା ଭାଇରସର ନୂତନ ଏକ୍ସଇ ଭାରିଆଣ୍ଟର ବର୍ଦ୍ଧିତ ମାମଲା ଏବେ ଲୋକଙ୍କ ଚିନ୍ତା ବଢ଼ାଇଦେଇଛି। ବିଶେଷକରି ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ମାମଲାକୁ ଦେଖିଲେ ପରିସ୍ଥିତି ଆହୁରି ଚିନ୍ତାଜନକ ହୋଇପଡ଼ିଛି। ଗତ କିଛି ଦିନରୁ…
ଡବ୍ଲ୍ୟୁଏଚ୍ଓ ପୂର୍ବରୁ ଭାରତ ଜାରି କଲା କରୋନା ମୃତ୍ୟୁ ସଂଖ୍ୟା ରିପୋର୍ଟ…
ନୂଆଦିଲ୍ଲୀ, ୪।୫ : ଦେଶରେ କରୋନାରେ ଆକ୍ରାନ୍ତ ହୋଇ ଘଟିଥିବା ମୃତକଙ୍କ ସଂଖ୍ୟା ରିପୋର୍ଟ ଭାରତ ପକ୍ଷରୁ ଜାରି କରାଯାଇଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍ଓ) ମୃତ୍ୟୁ ସଂଖ୍ୟା ଜାରି କରିବା ପୂର୍ବରୁ ଭାରତ ମୃତ୍ୟୁ ସଂଖ୍ୟା ସମ୍ପର୍କରେ ସୂଚନା ପ୍ରଦାନ…
ଦିନେ କମିଲେ ପୁଣି ବଢୁଛି…
ନୂଆଦିଲ୍ଲୀ, ୪।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…
ଭାରତରେ ଏକ୍ସଇ ଭାରିଆଣ୍ଟ
ନୂଆଦିଲ୍ଲୀ,୪ା୫ (ଆଇଏଏନ୍ଏସ୍): ଭାରତରେ ଏକ୍ସଇ କୋଭିଡ୍ ଭାରିଆଣ୍ଟର ପ୍ରଥମ ମାମଲା ଚିହ୍ନଟ ହୋଇଛି। ଭାରତୀୟ ସାର୍ସ-ସିଓଭି୨ ଜିନୋମିକ୍ସ ସିକ୍ୱେନ୍ସିଂ କନସୋର୍ଟିୟମ (ଆଇଏନ୍ଏସ୍ଏସିଓଜି) ପକ୍ଷରୁ ପ୍ରକାଶିତ ସଦ୍ୟ ବୁଲେଟିନ୍ରେ ଏହା ସ୍ପଷ୍ଟ କରାଯାଇଛି। ଏହା ଉପରେ ଅଧିକ ଅନୁଧ୍ୟାନ କରାଯାଉଛି। ଗତ ୨୫…
ସାଂଘାଇ ପରେ ଏବେ ବେଜିଂରେ କରୋନା ସୁନାମୀ, ୨୪ ଘଣ୍ଟାରେ ୩୨ ମୃତ
ବେଜିଂ,୩ ।୫: ଚାଇନାକୁ ପୁଣି ଫେରିଛି କରୋନା ମହାମାରୀ । ଚାଇନାର ସାଂଘାଇ ସହର କରୋନାର ହଟସ୍ପଟ ପାଲଟି ଥିବା ବେଳେ ଏବେ ବେଜିଂରେ କରୋନା ଭାଇରସର ଓମିକ୍ରମ ଭାରିଏଣ୍ଟ ତାଣ୍ଡବ ରଚିଛି । ଏହାକୁ ନେଇ ସୋମବାର ଶୂନ୍ୟ କୋଭିଡ…
ଟେଷ୍ଟ କମିବାରୁ ହ୍ରାସ ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ,୨।୫: ରାଜଧାନୀ ଦିଲ୍ଲୀରେ ଗତ କିଛି ଦିନରୁ କରୋନା ମାମଲା ବୃଦ୍ଧି ପାଉଥିବା ବେଳେ ସୋମବାର ଏହି ସଂଖ୍ୟା ହ୍ରାସ ପାଇଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୧୦୭୬ନୂଆ କରୋନା ମାମଲା ସାମ୍ନାକୁ ଆସିଥିବା ବେଳେ ଜଣଙ୍କର ବି ମୃତ୍ୟୁ ଘଟିନାହିଁ। ବର୍ତ୍ତମାନ…
ନୋଏଡା-ଗାଜିଆବାଦରେ କର୍ଫ୍ୟୁ
ନୂଆଦିଲ୍ଲୀ,୨।୫: ଦେଶରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଯାହାକୁ ନେଇ ସାଧାରଣ ଜନତା ଓ ସରକାରଙ୍କ ଚିନ୍ତା ବଢ଼ିଯାଇଛି। ଗତ କିଛି ଦିନରୁ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧି ପାଉଛି। ଫଳରେ ଦିଲ୍ଲୀ ଏନ୍ସିଆରରେ ଆସୁଥିବା ଉତ୍ତରପ୍ରଦେଶର ୨ଟି…
Archives


