କରୋନା ଭାଇରସ୍‌

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୭।୫: ଦେଶରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବଢ଼ି ବଢ଼ି ଚାଲିଛି। ଏହି ରୋଗର ନିରାକରଣ ସହାୟତା ପାଇଁ ଶ୍ରୀରାମ ମହାଯଜ୍ଞ ସମିତି, ଭଦ୍ରକ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ…

ଲକ୍‌ଡାଉନ୍‌ ପରେ କାର୍ଯ୍ୟରେ ଯୋଗଦେବାକୁ ଚାହାନ୍ତି ୯୩% କର୍ମଚାରୀ: ୫୯% ସ୍ବାସ୍ଥ୍ୟ ସଚେତନକୁ ଦେଉଛନ୍ତି ଗୁରୁତ୍ୱ

ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣ ଆଶଙ୍କା ଯୋଗୁ ଗତ ମାର୍ଚ୍ଚ ୨୫ରୁ ସାରାଦେଶରେ ଲକ୍‌ଡାଉନ ଜାରି ରହିଛି। ଏହା ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ। ଲକ୍‌ଡାଉନ ଯୋଗୁ ଅତ୍ୟାବଶ୍ୟକ ସେବାକୁ ଛାଡ଼ିଦେଲେ ପ୍ରାୟ ସବୁ ଅନୁଷ୍ଠାନ ବନ୍ଦ ରହିଛି। କର୍ମକ୍ଷେତ୍ର ଏକପ୍ରକାର…

ରୂପ ବଦଳାଉଛି କରୋନା ଭାଇରସ୍‌

ଓ୍ବାଶିଂଟନ,୭ା୫: କରୋନା ଭାଇରସ୍‌ ବିଷୟରେ ନୂଆ ନୂଆ ତଥ୍ୟ ହସ୍ତଗତ ହେଉଛି। ହେଲେ ଆମେରିକାର ଲସ୍‌ ଆଲାମୋସ୍‌ ନ୍ୟାଶନାଲ୍‌ ଲାବରେଟୋରି(ଏଲ୍‌ଏଏନ୍‌ଏଲ୍‌)ର ବୈଜ୍ଞାନିକମାନେ ଏକ ଚାଞ୍ଚଲ୍ୟକର ତଥ୍ୟ ପ୍ରଘଟ କରିଛନ୍ତି। ଅଦ୍ୟାବଧି ୨ ଲକ୍ଷ ୬୦ ହଜାର ଲୋକଙ୍କ ଜୀବନ ନେଇଥିବା ଏହି…

ଯୋଧପୁରରେ ୩୦ ଯବାନଙ୍କୁ କରୋନା

ଯୋଧପୁର,୭ା୫(ପି.ଟି.): ଦିଲ୍ଲୀର ଜାମା ମସ୍‌ଜିଦ ଅଞ୍ଚଳରେ ସୁରକ୍ଷା ପାଇଁ ପୂର୍ବରୁ ମୁତୟନ ଥିବା ୩୦ ବିଏସ୍‌ଏଫ୍‌ ଯବାନ କରୋନା ସଂକ୍ରମିତ ଥିବା ଜଣାପଡିଛି। ଉକ୍ତ ଯବାନମାନଙ୍କର ସମ୍ପୂର୍ଣ୍ଣ କମ୍ପାନୀକୁ ସୋମବାର ବିମାନରେ ଯୋଧପୁର ନିଆଯାଇ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ବୁଧବାର ନମୁନା ପରୀକ୍ଷାରୁ…

ପଶ୍ଚିମବଙ୍ଗ: ୨ ଦିନରେ ୮୦ ମୃତ

କୋଲକାତା,୭ା୫: ପଶ୍ଚିମବଙ୍ଗରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୪କୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁହାର ଏଠାରେ ସର୍ବାଧିକ ରହିଛି। ଗତ ଦୁଇଦିନରେ ଏହି ରାଜ୍ୟରେ ୮୦ରୁ ଅଧିକ ଲୋକ କୋଭିଡ୍‌-୧୯ରେ ପ୍ରାଣ ହରାଇଲେଣି। ମଙ୍ଗଳବାର ୭୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ସେମାନଙ୍କଠାରେ ଅନ୍ୟାନ୍ୟ ରୋଗ…

କର୍ନାଟକର କୋଭିଡ୍‌ ମୁକାବିଲା : ୧୬୧୦ କୋଟିର ପ୍ୟାକେଜ୍‌ ଘୋଷଣା

ବେଙ୍ଗାଲୁରୁ,୭ା୫(ପି.ଟି.): ଲକ୍‌ଡାଉନ ଯୋଗୁ ଅସୁବିଧାର ସମ୍ମୁଖୀନ ହୋଇଥିବା ଲୋକମାନଙ୍କ ସହାୟତା ଲାଗି କର୍ନାଟକ ସରକାର ବୁଧବାର ୧୬୧୦ କୋଟି ଟଙ୍କାର ରିଲିଫ୍‌ ପ୍ୟାକେଜ୍‌ ଘୋଷଣା କରିଛନ୍ତି। ଏହାଦ୍ୱାରା ରାଜ୍ୟର କୃଷକ, ଫୁଲଚାଷୀ, ଧୁଲେଇ କର୍ମଚାରୀ, ଅଟୋରିକ୍ସା ଓ ଟ୍ୟାକ୍ସି ଚାଳକ, ଏମ୍‌ଏସ୍‌ଏମ୍‌ଇ,…

କରୋନାକୁ ନିଷ୍ପ୍ରଭ କରିବ ବିକଶିତ ଟିକା

ରୋମ୍‌, ୭ା୫: ମହାମାରୀ କରୋନା ତାଣ୍ଡବ ବିଶ୍ୱବ୍ୟାପୀ ଜାରି ରହିଛି। ୨୧୨ ଦେଶର ଲୋକମାନେ ଏହାକୁ ନେଇ କୋକୁଆ ଭୟରେ ରହିଛନ୍ତି। ସାରା ବିଶ୍ୱରେ ଏବେ ପ୍ରାୟ ୩୮ ଲକ୍ଷ ଲୋକ କରୋନା ଭୂତାଣୁ ଜାଲରେ ଫସିଥିବା ବେଳେ ୨ ଲକ୍ଷ…

୫୨ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୭ା୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨, ୩୪୦ରେ ପହଞ୍ଚିଛି। ପ୍ରାଣ ହରାଇଲେଣି ୧,୭୬୮ ଲୋକ। ବିଭିନ୍ନ ରାଜ୍ୟରେ ସଂକ୍ରମଣ ସ୍ଥିତି କ୍ରମଶଃ ଜଟିଳ ହେବାରେ ଲାଗିଛି। ସବୁଠାରୁ ବଡ଼କଥା ହେଲା ଗତ ୨୪ ଘଣ୍ଟା ମଧ୍ୟରେ ୨,୯୩୪ ନୂଆ…

ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୭ା୫(ବ୍ୟୁରୋ): କରୋନା ମହାମାରୀ ଯୋଗୁ ବିଶ୍ୱ ଊର୍ଜା ବିଶେଷଭାବେ ତୈଳ ଏବଂ ଗ୍ୟାସ ଉପରେ ପ୍ରଭାବ ପକାଇଛି। ତେଣୁ ଊର୍ଜା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ପାଇଁ ଭାରତ ଓ ରୁଷିଆ ମଧ୍ୟରେ ଆଲୋଚନା ହୋଇଛି। ବୁଧବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରୁଷିଆର…

ସପ୍ତାହେ ମଧ୍ୟରେ ଚୂଡ଼ାନ୍ତ ହେବ ମାଟ୍ରିକ ଖାତା ମୂଲ୍ୟାୟନ ତାରିଖ

ଭୁବନେଶ୍ୱର, ୭ା୫(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ସବୁ କାର୍ଯ୍ୟ ବନ୍ଦ ରହିଛି। ମୁଖ୍ୟତଃ ଶିକ୍ଷା କ୍ଷେତ୍ରକୁ ମଧ୍ୟ କରୋନା ବ୍ୟାପକ ଭାବେ ପ୍ରଭାବିତ କରିଛି। ଅଧିକାଂଶ ଶ୍ରେଣୀରେ ପରୀକ୍ଷା ଶେଷ ହୋଇପାରି ନାହିଁ। ଯୁକ୍ତ୨ ପିଲାଙ୍କ ପରୀକ୍ଷା ସମ୍ପୂର୍ଣ୍ଣ ହୋଇପାରି ନ…

ଛତ୍ରଛାୟା ତଳେ ଚୋରା ମଦ ବେପାର

ଖୋର୍ଦ୍ଧା ଅଫିସ,୭ା୫: ମହାମାରୀ କରୋନା (କୋଭିଡ-୧୯)କୁ ପ୍ରତିହତ କରିବା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହୁଥିବା ବେଳେ ମଦ ଦୋକାନ ବନ୍ଦ ଲାଗି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ରହିଛି। ଅନ୍ୟପକ୍ଷରେ ଖୋର୍ଦ୍ଧାରେ…

କଷଟି ପଥରରେ ସଂଘୀୟ ସହଯୋଗିତା

ନୂଆଦିଲ୍ଲୀ,୭ା୫: ମହାମାରୀ କରୋନାର ପ୍ରଭାବ ସାରା ବିଶ୍ୱରେ ଦେଖିବାକୁ ମିଳିଛି। ଅଦ୍ୟାବଧି ୧୧୨ ରାଷ୍ଟ୍ରରେ ଆତଙ୍କ ସୃଷ୍ଟି କରିଥିବା ଏହି ଘାତକ ଭୂତାଣୁ ୩.୫ ନିୟୁତ ଲୋକଙ୍କୁ ସଂକ୍ରମିତ କରିସାରିଲାଣି। ଆକ୍ରାନ୍ତଙ୍କ ମଧ୍ୟରୁ ୩୩% ଆମେରିକାର ହୋଇଥିବାବେଳେ ୟୁରୋପରେ ୪୨% ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?