କରୋନା ଭାଇରସ୍‌

‘ଖବରକାଗଜ ବିତରକଙ୍କୁ ବୀମାଭୁକ୍ତ କରାଯାଉ’

ପୁରୀ ଅଫିସ,୭ା୫ : ଲକ୍‌ଡାଉନ ପରିପ୍ରେକ୍ଷୀରେ କୌଣସି ସରକାରୀ ସହଯୋଗ ପାଇ ନ ଥିବାରୁ ପୁରୀ ଖବରକାଗଜ ବିତରକମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ବିତରକମାନେ ଜଣାଇଛନ୍ତି ଯେ, କରୋନା ଯୋଗୁ ଖବରକାଗଜ ବିତରଣରେ ସମସ୍ୟା ହେବାରୁ…

ବିକାଶ କାର୍ଯ୍ୟରେ କରୋନା ବାଧକ

ପୁରୀ ଅଫିସ, ୭ା୫: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ବଦଳିଯିବ ଏହାର ରୂପରେଖ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ସୁବିଧା। ଏଥିପାଇଁ ଭିତ୍ତିଭୂମିର ବିକାଶ, ନୂଆ ବହୁଥାକିଆ ରାସ୍ତା,…

ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି

ପୁରୀ ଅଫିସ,୭ା୫: ବୈଶାଖ ଶୁକ୍ଲ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀରେ ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ଯାତ ଭୋଗ ସରିବା ପରେ ଠାକୁର ଚନ୍ଦନକୁ ଯାଇଥିଲେ। ଏହାପରେ ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ହୋଇଥିଲା। ଚନ୍ଦନରୁ ଠାକୁର ଫେରିବା ପରେ…

ଲିଙ୍କ୍‌ରୁ ଡାଉନ୍‌ଲୋଡ୍‌ ନ କରିବାକୁ ପରାମର୍ଶ

ଭୁବନେଶ୍ୱର,୭ା୫ (ବ୍ୟୁରୋ): କରୋନା ସଂକ୍ରମିତଙ୍କ ଟେଷ୍ଟକୁ ସରଳ କରିବା ପାଇଁ କେନ୍ଦ୍ର ସରକାର ‘ଆରୋଗ୍ୟ ସେତୁ ଆପ୍‌’ ତିଆରି କରିଛନ୍ତି। ଏହି ଆପ ଜରିଆରେ ଜଣେ ନାଗରିକ କରୋନା ଲକ୍ଷଣ ଅଛି କି ନାହିଁ ପରୀକ୍ଷା କରି ନିଜେ ଜାଣିପାରିବ। ବର୍ତ୍ତମାନ…

କଟକ: ସନ୍ଧ୍ୟା ୭ରୁ ସକାଳ ୭ ସବୁ ବନ୍ଦ

କଟକ ଅଫିସ,୭ା୫: କଟକରେ ବୁଧବାର ଠାରୁ ଲାଗୁ ହୋଇଛି କର୍ଫ୍ୟୁ ଭଳି ପରିସ୍ଥିତି। ସନ୍ଧ୍ୟା ୭ଟା ପରେ ସାଧାରଣ ଚଳପ୍ରଚଳ ଉପରେ କଡ଼ା କଟକଣା ଲାଗିଛି। ସନ୍ଧ୍ୟା ୭ରୁୁ ସକାଳ ୭ଟା ପର୍ଯ୍ୟନ୍ତ ଏହି ପରିସ୍ଥିତି ବଳବତ୍ତର ରହିବ। ସନ୍ଧ୍ୟା ୬ଟା…

ଚିନ୍ତା ବଢ଼ାଇଲେଣି ପ୍ରବାସୀ ଫେରନ୍ତା

କଟକ ଅଫିସ, ୭ା୫: ଦ୍ୱିତୀୟ ପର୍ଯ୍ୟାୟ ଶେଷ ଏବଂ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଆରମ୍ଭଠାରୁ ବାହାର ରାଜ୍ୟରୁ ଓଡ଼ିଶାକୁ ବହୁ ସଂଖ୍ୟାରେ ପ୍ରବାସୀ ଫେରିବାରେ ଲାଗିଛନ୍ତି। ସରକାରୀ ଆକଳନ ଓ ପ୍ରସ୍ତୁତିଠାରୁ ଏହି ପ୍ରବାସୀଙ୍କ ସଂଖ୍ୟା ବଢ଼ି ଚାଲିଛି। ଏମାନେ ସ୍ଥାନୀୟ…

ମାର୍ଚ୍ଚରେ ଉପକୃତ ହୋଇଛନ୍ତି ୧ଲକ୍ଷ ସଂସ୍ଥା

ଭୁବନେଶ୍ୱର,୭ା୫(ବ୍ୟୁରୋ): ମହାମାରୀ କରୋନା ବେଳେ କ୍ଷୁଦ୍ର ବେସରକାରୀ ସଂସ୍ଥାଗୁଡ଼ିକରେ କାମ କରୁଥିବା ସ୍ବଳ୍ପ ବେତନଧାରୀ କର୍ମଚାରୀଙ୍କ ଆର୍ଥିକ ଉନ୍ନତି ନିମନ୍ତେ ଭାରତ ସରକାରଙ୍କ ଶ୍ରମ ମନ୍ତ୍ରାଳୟ ତରଫରୁ ଆରମ୍ଭ କରାଯାଇଛି ‘ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା’। ଏହି ଯୋଜନା ଅଧୀନରେ ମାର୍ଚ୍ଚ…

ଋଣ ଆଦାୟ ପାଇଁ ବୁଲୁଛନ୍ତି ଫାଇନାନ୍ସ କର୍ମଚାରୀ

ବାଲିଆ,୭ା୫: ମହାମାରୀ କରୋନା ମୁକାବିଲା ପାଇଁ ଦେଶ୍‌ ଲକ୍‌ଡାଉନ ହୋଇଛି। ଫଳରେ ଲୋକେ ଏବେ ଘରେ ବସି ରହିଛନ୍ତି। ମାତ୍ର ଏହି ସମୟରେ ବିଭିନ୍ନ ଫାଇନାନ୍ସ ସଂସ୍ଥା ଲୋକଙ୍କୁ ଦେଇଥିବା ଋଣ ଆଦାୟ କରିବାରେ ଲାଗି ପଡ଼ିଛନ୍ତି। ସଂସ୍ଥାର କର୍ମଚାରୀମାନ ବିଭିନ୍ନ…

ବିରିଡ଼ିକୁ ଫେରିବେ ୧୫୧୯ ପ୍ରବାସୀ

ବାଲିଆ,୭ା୫ : ବିରିଡ଼ି ବ୍ଲକର ୨୧ ପଞ୍ଚାୟତକୁ ଫେରିବା ପାଇଁ ୧୫୧୯ଜଣ ପ୍ରବାସୀ ଓଡ଼ିଆ ନାମ ପଞ୍ଜୀକରଣ କରିଥିବା ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଇତିମଧ୍ୟରେ ବ୍ଲକ ଅଧୀନ ପୂରଣ ପଞ୍ଚାୟତକୁ ଜଣେ, ବତିମୀରାକୁ ଜଣେ ଓ ଗୋପୀନାଥପୁର ପଞ୍ଚାୟତକୁ…

ପଞ୍ଜୀକରଣ କଲେଣି ୬୯୩୬ ପ୍ରବାସୀ ଓଡ଼ିଆ

ଏରସମା,୭ା୫ (ସ୍ବ.ପ୍ର.): ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ଏବେ ଘରକୁ ଫେରିବାକୁ ତତ୍ପର ହୋଇଛନ୍ତି। ଏହିକ୍ରମରେ ମଙ୍ଗଳବାର ସୁଦ୍ଧା ଜଗତ୍‌ସିଂହପୁର ଜିଲା ଅଧୀନ ଏରସମା ବ୍ଲକର ୨୫ ପଞ୍ଚାୟତରୁ ମୋଟ ୬୯୩୬ ଜଣ ପ୍ରବାସୀ ଓଡ଼ିଆ…

ଜୀବନକୁ ବାଜି ଲଗାଇ ଫେରିଲେ ଅନିଲ

ଜଗତ୍‌ସିଂହପୁର ଅଫିସ,୭ା୫: ଜୀବନକୁ ବାଜି ଲଗାଇ ସୁଦୂର ମଧ୍ୟପ୍ରଦେଶରୁ ଜଗତ୍‌ସିଂହପୁରରେ ପହଞ୍ଚିଛନ୍ତି ବାଲିକୁଦା ଥାନା ଅଳାଭର ପଞ୍ଚାୟତ କଣିଆ ଗ୍ରାମର ଅନିଲ ବାରିକ। ସେ ତାଙ୍କ ପଞ୍ଚାୟତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲା ପରେ ‘ଧରିତ୍ରୀ’କୁ ସ୍ବତନ୍ତ୍ର ଭାବେ ଅଭୁଲାସ୍ମୃତି ବଖାଣିଛନ୍ତି। ଏହି…

CORONAVIRUS UPDATE: ମୟୁରଭଞ୍ଜ ଛୁଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୦୦ ଟପିଲା

ଭୁବନେଶ୍ୱର,୭।୫:(ବ୍ୟୁରୋ): ରାଜ୍ୟରେ ଆଉ ୨୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଗୁରୁବାର ନୂଆ ଚିହ୍ନଟ ହୋଇଥିବା ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ ଜଣ ଗଞ୍ଜାମ ଜିଲା ଓ ୩ଜଣ ମୟୁରଭଞ୍ଜ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?