କରୋନା ଭାଇରସ୍‌

କୋଭିଡ୍‌ ହେଲ୍‌ଥ ସେଣ୍ଟରରେ ୫-ଟି ସଚିବ

ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ ଯାଇ ସ୍ଥିତି ପରଖୁଛନ୍ତି। ଏହି କ୍ରମରେ ବୁଧବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ଉନ୍ନୟନ କମିଶନର ସୁରେଶ ମହାପାତ୍ର…

୧୧୫୭ ପ୍ରବାସୀଙ୍କ ମଧ୍ୟରୁ ୫୮ କରୋନା ନେଗେଟିଭ୍‌

କେନ୍ଦ୍ରାପଡ଼ା ଅଫିସ, ୬ା୫: ଗତ ୪ ତାରିଖରୁ ଅଦ୍ୟାବଧି ୧୧୫୭ ପ୍ରବାସୀ ଜିଲାକୁ ଫେରିଛନ୍ତି। ସେମାନଙ୍କଠାରୁ ସଂଗୃହୀତ ସ୍ବାବ୍‌ ଟେଷ୍ଟିଂ ପରେ ୫୮ ଜଣ କରୋନା ନେଗେଟିଭ୍‌ ବୋଲି ଜିଲା ପ୍ରଶାସନ ବୁଧବାର ଗଣମାଧ୍ୟମକୁ ସୂଚନା ଦେଇଛି। ଜିଲାର ୪ଟି ସ୍ଥାନରେ…

କଣ୍ଟେନମେଣ୍ଟ ଜୋନ୍‌ରେ ୩ ପଞ୍ଚାୟତର ୯ଗାଁ

ରସୁଲପୁର, ୬।୫(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ନଠୁଆବର ପଞ୍ଚାୟତର ଜଣେ ୫୮ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ (କ୍ରମିକ ନଂ.୧୭୬)ଙ୍କ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତାଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ୩୬ଜଣଙ୍କୁ ମଧ୍ୟରୁ…

ପରିବାରର ୩ ସମେତ ୪ କରୋନା ସଂକ୍ରମିତ: ଜିଲାରେ ଭୟର ବାତାବରଣ

ଜଗତ୍‌ସିଂହପୁର ଅଫିସ, ୬ା୫: ଜଗତ୍‌ସିଂହପୁର ଜିଲାକୁ ବୁଧବାର କରୋନା ଛୁଇଁଛି। ଜିଲାର ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ନାଉଗାଁ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ଏହି ୪ ଜଣଙ୍କ ମଧ୍ୟରୁ ୩ଜଣ ଗୋଟିଏ ପରିବାରର। ମାତ୍ର ଏହି…

ଆପାତକାଳିନ ସେବା ଦେବେ ବିଡିଏ କର୍ମଚାରୀ: ଗୁରୁବାରଠୁ ଯୋଗଦେବେ ସବୁ କର୍ମଚାରୀ

ଭୁବନେଶ୍ୱର, ୬।୪(ବ୍ୟୁରୋ): ଭୁବନେଶ୍ୱରରେ ବିଏମ୍‌ସି କର୍ମଚାରୀ ଯେପରି ଆପତାକଳୀନ ସେବା ଯୋଗାଉଛନ୍ତି, ବିଡିଏ କର୍ମଚାରୀମାନେ ମଧ୍ୟ ଆପାତକାଳିନ ସେବା ଯୋଗାଇବେ। ସମସ୍ତ କର୍ମଚାରୀ ଗୁରୁବାର ଅର୍ଥାତ ଆସନ୍ତାକାଲିଠାରୁ ବିଡିଏ କାର୍ଯ୍ୟାଳୟରେ ଯୋଗଦେବା ସହ ଫୁଲ୍‌ ଟାଇମ୍‌ ଡ୍ୟୁଟି କରିବେ। କରୋନା ମୁକାବିଲା…

ଜୁନ୍‌ ୨୦ ପରେ ଯୁକ୍ତ୩, ଅଗଷ୍ଟ ୨୦ ସୁଦ୍ଧା ସରିବ ପିଜି ପରୀକ୍ଷା

ଭୁବନେଶ୍ୱର, ୬।୫(ବ୍ୟୁରୋ): ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଯୁକ୍ତ୩ ମହାବିଦ୍ୟାଳୟ ଏବଂ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଶେଷବର୍ଷ ପରୀକ୍ଷା ଜୁନ୍‌ ୨୦ ପରେ ଆରମ୍ଭ ହେବ। ଜୁଲାଇ ୨୪ ସୁଦ୍ଧା ପରୀକ୍ଷା ଶେଷ ହେବ ଓ ଅଗଷ୍ଟ ୩୧ ସୁଦ୍ଧା…

ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହେଲାନି

ପୁରୀ ଅଫିସ, ୬ା୫: ବୁଧବାର ଥିଲା ପବିତ୍ର ନୃସିଂହ ଚତୁର୍ଦ୍ଦଶୀ। ଏହି ତିଥିରେ ପରମ୍ପରା ଅନୁଯାୟୀ ରଥଖଳାରେ ତିନିରଥର କଣଗୁଜ ଅନୁକୂଳ ହୋଇଥାଏ। କିନ୍ତୁ ଏଥର ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହୋଇପାରିଲା ନାହିଁ। କେତେଜଣ ରୂପକାର ସେବକ ରଥଖଳାକୁ ଆସିଥିଲେ।…

ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି

ପୁରୀ ଅଫିସ, ୬ା୫: ପବିତ୍ର ନୃସିଂହ ଚତୁର୍ଦ୍ଦଶୀରେ ବୁଧବାର ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ସ୍ଥାନୀୟ ବ୍ରାହ୍ମଣ ଯୁବକମାନେ କୂଅରୁ ଜଳ ଆଣି ଏହି ନୀତିରେ ସାମିଲ ହୋଇ ଥିଲେ। ଠାକୁରାଣୀଙ୍କୁ ଜଳ ମଧ୍ୟରେ ନିମଗ୍ନ କରିଥିଲେ।…

ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର ପରିଦର୍ଶନ କଲେ ଜିଲାପାଳ

ଜୁନାଗଡ,୬।୫(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବୁଡିପଦର ଓ ତଳମଲାଠାରେ ଥିବା ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରକୁ ବୁଧବାର ଅପରାହ୍ନରେ ଜିଲାପାଳ ଡ.ଗାଭାଲି ପରାଗ ହର୍ଷଦ ପରିଦର୍ଶନ କରିଥିଲେ। ସେଠାରେ ରହୁଥିବା ଶ୍ରମିକଙ୍କ ସେ ସ୍ଥିତି ବୁଝିବା ସହ କାର୍ଯ୍ୟର ସମୀକ୍ଷା କରିଥିଲେ।…

ପୁଣି ଏକ ବାଲ୍ୟବିବାହ ରୋକିଲା ଚାଇଲ୍ଡଲାଇନ

ଦେବଗଡ଼, ୬ା୫(ଡି.ଏନ.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ ଅନ୍ତର୍ଗତ ରାଇତାଳ ଗ୍ରାମରେ ବାଲ୍ୟବିବାହ ପାଇଁ ଯୋଜନା ଚାଲିଥିବା ବେଳେ ଚାଇଲ୍ଡଲାଇନ ପକ୍ଷରୁ ଏହାକୁ ରୋକାଯାଇଛି। ମିଳିଥିବା ସୂଚନା ଅନୁଯାୟୀ ଗତ ଏପ୍ରିଲ ୨୬ତାରିଖରେ ରାଇତାଳ ଗ୍ରାମରେ ଏକ ବାଲ୍ୟବିବାହ ପାଇଁ ଉଦ୍ୟମ…

ଦେବଗଡରେ ସ୍ଥିତି ସମୀକ୍ଷା କଲେ କୋଭିଡ ପର୍ଯ୍ୟବେକ୍ଷକ

ଦେବଗଡ, ୬ା୫(ଡି.ଏନ.ଏ.): କୋଭିଡ-୧୯ ପାଇଁ ରାଜ୍ୟ ସରକାରଙ୍କ ଦେବଗଡ ଜିଲା ନିମନ୍ତେ ନିଯୁକ୍ତ ପର୍ଯ୍ୟବେକ୍ଷକ ତଥା ଶକ୍ତି ବିଭାଗର ସଚିବ ବିଷ୍ଫୁପଦ ସେଠୀ ଏବଂ ସ୍ବତନ୍ତ୍ର ସଚିବ ଗୋପବନ୍ଧୁ ଶତପଥୀ ବୁଧବାର ଦେବଗଡ ଜିଲା ଗସ୍ତରେ ଆସିଥିଲେ। ଜିଲା ପ୍ରଶାସନ ପକ୍ଷରୁ…

ଲକ୍‌ଡାଉନ ୩.୦: ଖୁବ୍‌ଶୀଘ୍ର ଆରମ୍ଭ ହେବ ସର୍ବସାଧାରଣ ପରିବହନ; ନୀତୀନ

ନୂଆଦିଲ୍ଲୀ,୬।୫: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍‌ଡାଉନ ୩.୦ ଜାରି ରହିଛି। ମାର୍ଚ୍ଚ ୧୭ଯାଏଁ ଏହି ଲକ୍‌ଡାଉନର ଅବଧିକୁ ବୃଦ୍ଧି କରାଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍‌ଡାନରେ କେତେକ କଟକଣାକୁ କୋହଳ କରାଯାଇଛି। ଏହିକ୍ରମରେ ଯାତାୟାତ ପାଇଁ ଖୁବ୍‌ଶୀଘ୍ର ସର୍ବସାଧାରଣ ପରିବହନକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri