କରୋନା ଭାଇରସ୍‌

କନ୍ୟା ହରାଇଥିବା ହୋମ୍‌ଗାର୍ଡ ଗୌରୀଙ୍କୁ ସହାୟତା

ପିପିଲି, ୬ା୫(ଡି.ଏନ.ଏ): ପିପିଲି ଥାନାର ହୋମ୍‌ଗାର୍ଡ ଗୌରୀ ବେହେରା କରୋନା ବିରୋଧୀ ଲଢେଇ ଲଢୁଥିବା ବେଳେ ତାଙ୍କର କର୍କଟ ପୀଡ଼ିିତା ୧୩ ବର୍ଷୀୟା ଝିଅ ସବୁଦିନ ପାଇଁ ଆଖି ବୁଜି ଦେଇଥିଲା। ଝିଅର ଚିକିତ୍ସା ପାଇଁ ଗୌରୀ ନିଜର ସମସ୍ତ ସଞ୍ଚିତ…

ଦିଲ୍ଲୀ ମରକଜରେ ସାମିଲ ହୋଇଥିବା ହଜାରେ କରୋନା ସଂକ୍ରମିତ ସୁସ୍ଥ

ନୂଆଦିଲ୍ଲୀ,୬।୫: ଦିଲ୍ଲୀ ନିଜାମୁଦ୍ଦିନ ସ୍ଥିତ ତବଲିଘି ଜମାତ ସହ ଜଡ଼ିତ ଥିବା ଲୋକଙ୍କୁ ନେଇ ଦିଲ୍ଲୀ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ତବଲିଘି ଜମାତ ସହ ଜଡ଼ିତ ଥିବା ପ୍ରାୟ ୧ହଜାର କରୋନା ସଂକ୍ରମିତ ରୋଗୀ ସୁସ୍ଥ ହୋଇଥିବା ନେଇ ବୁଧବାର…

କରୋନା ଯୋଦ୍ଧାଙ୍କୁ ଆକ୍ରମଣ ପଡ଼ିବ ମହଙ୍ଗା: ୭ ବର୍ଷ ଜେଲ୍‌, ୫ଲକ୍ଷ ଜରିମାନା

ଲକ୍ଷ୍ନୌ,୬।୫: କରୋନା ଯୋଦ୍ଧାଙ୍କ ସୁରକ୍ଷାକୁ ନେଇ ଉତ୍ତରପ୍ରଦେଶ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ବୁଧବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଉତ୍ତରପ୍ରଦେଶ ଜନସ୍ବାସ୍ଥ୍ୟ ଏବଂ ମହାମାରୀ ରୋଗ ନିୟନ୍ତ୍ରଣ ଅଧ୍ୟାଦେଶ-୨୦୨୦କୁ ମଞ୍ଜୁରି ପ୍ରଦାନ କରାଯାଇଛି। ଏହି ନୂଆ…

CORONAVIRUS UPDATE: ଜଗତସିଂହପୁର ଛୁଇଁଲା କରୋନା; ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୬।୫(ବ୍ୟୁରୋ)-ଜଗତସିଂହପୁରକୁ ଛୁଇଁଲା କରୋନା। ବୁଧବାର ଅପରାହ୍ନରେ ଜିଲାରେ ପ୍ରଥମ କରି ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷର ସୂଚନା ମିଳିଛି। ଜଗତସିଂହପୁରରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ…

ଅଶୋକ ଦିଓ୍ବାନ ଏବେ ସୁସ୍ଥ, ଆମେରିକାରୁ ଫେରିବେ

ନୂଆଦିଲ୍ଲୀ,୬।୫(ପି.ଟି.): ବିଶ୍ୱକପ୍‌ ବିଜେତା ପୂର୍ବତନ ହକି ଗୋଲକିପର ଅଶୋକ ଦିଓ୍ବାନ ଏବେ ସୁସ୍ଥ ଅଛନ୍ତି। ସେ ଏବେ ଆମେରିକାରୁ ସ୍ବଦେଶ ଫେରିବେ। କରୋନା ଭାଇରସ ମହାମାରୀ କାରଣରୁ ସେ ଆମେରିକାରେ ଫସି ରହିଥିଲେ ଓ ସ୍ବାସ୍ଥ୍ୟାବସ୍ଥାରେ ଅବନତୀ ହେବା କାରଣରୁ ସମସ୍ୟାର…

ୟୁରୋପିଆନ ସୁଇମିଂ ଚାମ୍ପିୟନଶିପ୍‌ ୨୦୨୧କୁ ଘୁଞ୍ଚିଲା

ପ୍ୟାରିସ୍‌,୬।୫(ଏଏଫ୍‌ପି): କରୋନା ଭାଇରସ ମାହାମାରୀ କାରଣରୁ ଆଉ ଏକ ମେଗା ଇଭେଣ୍ଟକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ୨୦୨୧କୁ ୟୁରୋପିଆନ୍‌ ସୁଇମିଂ ଚାମ୍ପିୟନଶିପ୍‌କୁ ଘୁଞ୍ଚାଇ ଦିଆଯାଇଛି। ଏ ନେଇ ୟୁରୋପିଆନ୍‌ ସୁଇମିଂ ଲିଗ୍‌ ଘୋଷଣା କରିଛି। ପୂର୍ବପରି ବୁଦାପେଷ୍ଟରେ ଏହି ଇଭେଣ୍ଟ…

CORONAVIRUS UPDATE: ରାଜ୍ୟରେ ଆଉ ୫ ପଜିଟିଭ୍‌, ଆକ୍ରାନ୍ତ ସଂଖ୍ୟା ୧୮୫ରେ ପହଞ୍ଚିଲା

ଭୁବନେଶ୍ୱର,୬।୫(ବ୍ୟୁରୋ)- ରାଜ୍ୟରେ ଆଉ ୫ କରୋନା ପଜିଟିଭ୍‌ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛି। ସେଥିରୁ ୪ ଜଣ ଜଗତସିଂହପୁର ହୋଇଥିବାବେଳେ ଜଣେ କେନ୍ଦ୍ରାପଡ଼ା ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ…

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଟେଲି ଅଭିନେତ୍ରୀ

ମୁମ୍ବାଇ,୬।୫: କରୋନା ଭାଇରସ୍‌ ପ୍ରକୋପ ସାରା ଦେଶରେ ଜାରି ରହିଛି। ଏହି ଭୟଙ୍କର ଭାଇରସ୍‌ କବଳରୁ ବର୍ତ୍ତିବା ପାଇଁ କେନ୍ଦ୍ର ସରକାର ମେ ୧୭ଯାଏଁ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନକୁ ବୃଦ୍ଧି କରିଛନ୍ତି। ଲକ୍‌ଡାଉନ ସତ୍ତ୍ୱେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ…

ଲକ୍‌ଡାଉନ ସଙ୍କଟ: ବାଇକ୍‌ରେ ଶାଶୁଘର ଗଲେ କନ୍ୟା

ଲକ୍ଷ୍ନୌ,୬।୫: କରୋନା ମହାସଙ୍କଟ ଯୋଗୁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏଥିଯୋଗୁ ବିବାହ, ପାର୍ଟି, ଧାର୍ମିକ ସଭା ଆଦି କାର୍ଯ୍ୟକ୍ରମ ଉପରେ ସରକାର ରୋକୋ ଲଗାଯାଇଛନ୍ତି। କେତେକ ସ୍ଥାନରେ ବରକନ୍ୟା ଭିଡିଓ କନ୍‌ଫରେନ୍ସିଂ ବିବାହ କରୁଥିବା ବେଳେ ଆଉ କେତେକ…

ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୬।୫(ବ୍ୟୁରୋ): ବୁଧବାର ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ବାଲେଶ୍ୱର ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ…

ଗଞ୍ଜାମ ଜିଲାର ୨୬୮କ୍ୱାରାଣ୍ଟାଇନ ସେଣ୍ଟରରେ ଦୈନିକ ଚାଲିଛି ମନିଟରିଂ

ଛତ୍ରପୁର, ୬।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଥିବା ୨୬୮ଟି କ୍ୱାରାଣ୍ଟାଇନ ସେଣ୍ଟରରେ ୧୭ ହଜାର ୨୪୪ ଜଣ ରହିଛନ୍ତି। ଦୈନିକ ସ୍ଥାନୀୟ ଥାନା ପୋଲିସ କ୍ୱାରାଣ୍ଟାଇନ ସେଣ୍ଟରରର ମନିଟରିଂ କରୁଛନ୍ତି। ଏହାର ଦୈନିକ ରିପୋର୍ଟ ଥାନା ପକ୍ଷରୁ ଗଞ୍ଜାମ…

CORONAVIRUS UPDATE: ଯାଜପୁରରେ ଆଉ ଜଣେ ପଜିଟିଭ; ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୦ରେ ପହଞ୍ଚିଲା

ଭୁବନେଶ୍ୱର, ୬।୫(ବ୍ୟୁରୋ): ଯାଜପୁରରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତ ଜଣଙ୍କ ୫୭ ବର୍ଷୀୟ ବୟସ୍କ ବ୍ୟକ୍ତି। ସେ କୋଲକାତାରୁ ଫେରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri