କରୋନା ଭାଇରସ୍‌

କରୋନା ମୃତ୍ୟୁ ସଂଖ୍ୟା ଛୁଇଁଲା ୨ ଲକ୍ଷ ୫୮ ହଜାର

ଓ୍ବାଶିଂଟନ/ନୂଆଦିଲ୍ଲୀ,୬।୫: ପୃଥିବୀର ବିଭିନ୍ନ ଦେଶରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ପୃଥିବୀରେ ମୃତକଙ୍କ ସଂଖ୍ୟା ୨ ଲକ୍ଷ ୫୮ ହଜାର ୩୪୪ ଛୁଇଁଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩୭ ଲକ୍ଷ ୨୭ ହଜାର ୯୪୭ରେ…

ଗଞ୍ଜାମ ଆକ୍ରାନ୍ତ ସୁରଟ ଫେରନ୍ତା: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ବୁଧବାର ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ନୂଆ କରୋନା ଆକ୍ରାନ୍ତ ଜଣଙ୍କ ଗଞ୍ଜାମ ଜିଲାର। ସେ ଜଣେ ୧୮ ବର୍ଷ ବୟସ୍କ ଯୁବକ…

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ୪୯ ହଜାର

ନୂଆଦିଲ୍ଲୀ,୬।୫: ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଇତିମଧ୍ୟରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪୯ ହଜାର ୩୯୧ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୧,୬୯୪ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୧୪…

କରୋନା ଯୁଦ୍ଧରେ ଟେକ୍ନୋଲୋଜି ଅସ୍ତ୍ର

ସସ୍ମିତା ପାଇକରାୟ ଭୁବନେଶ୍ୱର,୬ା୫(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶା ଦେଶରେ ରୋଲ୍‌ ମଡେଲ ସାଜିଛି। ଯୁଦ୍ଧ ଜିତିବାକୁ ରାଜ୍ୟ ସରକାର ଟେକ୍ନୋଲୋଜି ବା ବୈଷୟିକ ଜ୍ଞାନ କୌଶଳକୁ ଅସ୍ତ୍ର କରିଛନ୍ତି। ଆଗୁଆ ଯୋଜନା ଓ କଟକଣାକୁ ସଫଳ ଭାବେ କାର୍ଯ୍ୟକାରୀ କରିବାରେ…

ବ୍ୟବସ୍ଥା ନ କରି ସହଯୋଗ ଲୋଡ଼ିଲେ

ନୂଆଦିଲ୍ଲୀ, ୬।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ ଘୋଷଣା ପରେ ଗ୍ରାମାଞ୍ଚଳକୁ ଯୋଗାଯୋଗ କରୁଥିବା ଜାତୀୟ ରାଜପଥଗୁଡ଼ିକରେ ହଜାର ହଜାର ଲୋକଙ୍କ ଗହଳି ଦେଖିବାକୁ ମିଳିଛି। ସମ୍ଭବତଃ ଏପରି ଗହଳି ୭୩ବର୍ଷ ତଳେ ଦେଶ ବିଭାଜନ ସମୟରେ ମଧ୍ୟ ଦେଖିବାକୁ…

କରୋନାକୁ ପ୍ରଭାବହୀନ କରିବ ବିକଶିତ ଆଣ୍ଟିବଡି

ଜେରୁସଲମ୍‌, ୬ା୫: କରୋନା ଭୂତାଣୁ ବିଶ୍ୱବାସୀଙ୍କୁ ଆତଙ୍କିତ କରିପକାଇଛି। ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହୋଇଥିବା ବେଳେ ୨୧୨ ଦେଶର ସହସ୍ରାଧିକ ଲୋକ ଏଥିରେ ପ୍ରାଣ ହରାଇଲେଣି। ଏପର୍ଯ୍ୟନ୍ତ ଏହାର ସଫଳ ଔଷଧ ବାହାରି ନ ଥିବାବେଳେ କରୋନା ଭୂତାଣୁର…

ଇଟାଲୀକୁ ଟପିଲା ବ୍ରିଟେନ

ଓ୍ବାଶିଂଟନ/ଲଣ୍ଡନ/ରୋମ୍‌, ୬ା୫: ମହାମାରୀ କରୋନା ଉଗ୍ରରୂପ ନେବାରେ ଲାଗିଛି। ୨୧୨ ଦେଶର ୩୬.୮୭ ଲକ୍ଷ ଜଣ ଏହା ଜାଲରେ ପଡ଼ିଥିବାବେଳେ ୨.୫୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଭୂତାଣୁ ଆକ୍ରାନ୍ତରେ ଗଲାଣି। ମଙ୍ଗଳବାର ୪୪,୫୦୦ ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ୨,୯୦୦…

କେତେ କୃତଘ୍ନ ହେବା

ଭୁବନେଶ୍ୱର, ୬।୫ (ଜିତେନ୍ଦ୍ର କୁମାର ନାୟକ): କରୋନା ଭାଇରସ୍‌ ସଂକ୍ରମଣରୁ ଦେଶକୁ ରକ୍ଷାକରିବା ପାଇଁ ଲକ୍‌ଡାଉନ୍‌ ଅବଧିକୁ ମେ’ ୧୭ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କିଛିଦିନ ହେବ କୁହାଯାଇଆସୁଛି ଯେ, ଚଳିତ ମାସ ଶେଷ ଆଡ଼କୁ ସଂକ୍ରମଣ ସ୍ତର ବୃଦ୍ଧି ପାଇବ।…

ସୁରଟରୁ ବସ୍‌ ନୁହେଁ, ଟ୍ରେନ୍‌ରେ ଫେରିବେ ଶ୍ରମିକ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଗୁଜରାଟର ସୁରଟରୁ ଓଡ଼ିଶା ଫେରୁଥିବା ଶ୍ରମିକମାନେ ଆଉ ବସ୍‌ରେ ଆସିବେ ନାହିଁ। ଦୀର୍ଘବାଟ ହୋଇଥିବାରୁ ଫେରିବା ସମୟରେ ଖାଇବା ପିଇବାରେ ଅସୁବିଧା, ଅଂଶୁଘାତ, ଦୁର୍ଘଟଣା ଭଳି ସମସ୍ୟା ଦେଖାଦେଉଛି। ମହିଳା ଓ ଶିଶୁମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ…

ବିଦେଶରୁ ଫେରିବେ ୨ ଲକ୍ଷ ଭାରତୀୟ

ନୂଆଦିଲ୍ଲୀ,୬ା୫: କରୋନା ଭାଇରସ୍‌ ସାରା ବିଶ୍ୱରେ ତାଣ୍ଡବ ରଚିଛି। ଏହାର ମୁକାବିଲା ପାଇଁ ବିଭିନ୍ନ ଦେଶରେ ଜାରି ଲକ୍‌ଡାଉନ୍‌ ଯୋଗୁ ଲକ୍ଷ ଲକ୍ଷ ଭାରତୀୟ ଫସିରହିଛନ୍ତି। ତେଣୁ ବିଦେଶରେ ଫସିଥିବା ପ୍ରାୟ ୨ ଲକ୍ଷ ଭାରତୀୟଙ୍କୁ ସ୍ବତନ୍ତ୍ର ବିମାନରେ ସ୍ବଦେଶକୁ ଫେରାଇ…

CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୭

ଭୁବନେଶ୍ୱର,୬।୫:(ବ୍ୟୁରୋ)-ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ତେବେ ଏହି ଆକ୍ରାନ୍ତଜଣକ ଗଂଜାମ ଜିଲାର ଏବଂ ସୁରତରୁ ଫେରିଛନ୍ତି ବୋଲି ବୁଧବାର ଲୋକ ସୂଚନା ଓ ସମ୍ପର୍କ ବିଭାଗ ତରଫରୁ…

CORONAVIRUS UPDATE: ରାଜ୍ୟରେ ଦ୍ଵିତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୬।୫:(ବ୍ୟୁରୋ)- ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ମୃତକ ୭୭ ବର୍ଷୀୟ ମଧୁସୂଦନନଗର, ଭୁବନେଶ୍ୱର ବାସିନ୍ଦା ଯିଏକି କିଛିଦିନ ଧରି କିମ୍ସ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଥିଲେ, ମଙ୍ଗଳବାର ତାଙ୍କର ମୃତ୍ୟୁ ଘଟିଛି। ରାଜ୍ୟରେ ଏହା ଦ୍ଵିତୀୟ କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?