କରୋନା ଭାଇରସ୍‌

ସଙ୍ଗରୋଧ ଗୃହ ପାଇଁ ଖାଦ୍ୟ ତାଲିକା ଜାରି କଲା ପ୍ରଶାସନ

ଭଦ୍ରକ ଅଫିସ,୫।୫: ଭଦ୍ରକ ଜିଲାରେ କାର୍ଯ୍ୟ କରୁଥିବା ସମସ୍ତ ସଙ୍ଗରୋଧ ଗୃହ ପାଇଁ ଏକ ଖାଦ୍ୟ ତାଲିକା ଜାରି କରିଛି ଜିଲା ପ୍ରଶାସନ। କ୍ୱାରାଣ୍ଟାଇନ ସେଣ୍ଟରରେ ନିମ୍ନ ମାନର ଖାଦ୍ୟକୁ ନେଇ ପ୍ରବାସୀ ଓଡ଼ିଆମାନେ ପାଟିତୁଣ୍ଡ କରିବା ସହ ଖାଦ୍ୟ ଫିଙ୍ଗିଦେଇଥିଲେ।…

ତାମିଲ୍‌ନାଡୁର କୋୟମ୍‌ବେଡୁ ବଜାର ପାଲଟିଛି କରୋନା ହଟ୍‌ସ୍ପଟ୍‌

ଚେନ୍ନାଇ,୫।୫: ତାମିଲନାଡୁର କୋୟମ୍‌ବେଡୁ ବଜାର ଏବେ କରୋନ ସଂକ୍ରମଣର ହଟ୍‌ସ୍ପଟ୍‌ ପାଲଟିଛି। ୬୫ ଏକର ଜମିରେ ଥିବା ଏହି ବୃହତ୍‌ ବଜାରକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବ୍ୟବସାୟୀ ଆସିଥାନ୍ତି। ଶହଶହ ମାଲ୍‌ ବୋଝେଇ ଟ୍ରକ୍‌ ପ୍ରତିଦିନ ଏଠାକୁ ଆସିଥାଏ। ବହୁ…

ଛେଣ୍ଡିପଦାରେ ଫସିଥିବା ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଇଲା ପ୍ରଶାସନ

ଛେଣ୍ଡିପଦା,୫।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଝାଡଖଣ୍ଡ ଅଞ୍ଚଳର ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଝାଡଖଣ୍ଡ ରାଜ୍ୟ ସାହେବଗଞ୍ଜ ଜିଲାର ପ୍ରବାସୀ ଶ୍ରମିକମାନେ ଲକ୍‌ଡାଉନ ଘୋଷଣା ହେବାରୁ ଛେଣ୍ଡିପଦା ବ୍ଲକର…

କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬ ଲକ୍ଷ ୪୫ ହଜାର

ନୂଆଦିଲ୍ଲୀ,୫।୫: କରୋନା ସଂକ୍ରମଣ ଯୋଗୁ ପୃଥିବୀର ବିଭିନ୍ନ ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଳାଗିଛି। ଇତିମଧ୍ୟରେ ପୃଥିବୀରେ ସଂକ୍ରମିତଙ୍କ ସଂଖ୍ୟା ୩୬ ଲକ୍ଷ ୪୫ ହଜାର ୧୯୪ରେ ପହଞ୍ଚିଛି। ସେହିପରି ମୃତକଙ୍କ ସଂଖ୍ୟା ୨ ଲକ୍ଷ ୫୨…

କରୋନା ଭ୍ୟାକ୍ସିନ ତିଆରି ହେବାକୁ ଚାହୁଁନାହିଁ ଚାଇନା !

ଓ୍ବାଶିଂଟନ,୫।୫: ସାରା ବିଶ୍ୱରେ କରୋନା ଭାଇରସ ସଂକ୍ରମଣ ହେବା ପରେ ଏବେ ଚାଇନା ଉପରେ ଆସୁଛି ବିଭିନ୍ନ ପ୍ରକାର ଅଭିଯୋଗ। କାରଣ ଦାବି କରାଯାଉଛି କି କରୋନା ଭାଇରସ ଚାଇନା ଲ୍ୟାବରୁ ଏକ ଜୈବିକ ଯୁଦ୍ଧାସ୍ତ୍ର ଭାବେ ଏବେ ସାରା ବିଶ୍ୱକୁ…

ବିହାର ଯିବା ଅପେକ୍ଷାରେ ୫୦ରୁ ଊର୍ଦ୍ଧ୍ୱ ଶ୍ରମିକ

ବାସୁଦେବପୁର, ୫।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମରାରେ ଶ୍ରମିକ ଭାବେ କାର୍ଯ୍ୟରତ ଥିବା ୫୦ରୁ ଊର୍ଦ୍ଧ୍ୱ ଶ୍ରମିକ ବିହାର ଯିବା ପାଇଁ ବାସୁଦେବପୁରଠାରେ ମଙ୍ଗଳବାର ସକାଳୁ ଅଟକି ରହିଛନ୍ତି। ଧାମରାରୁ ଚାଲି ଚାଲି ପ୍ରାୟ ୫୦ କିଲୋମିଟରରୁ ଊର୍ଦ୍ଧ୍ୱ ରାସ୍ତା ଅତିକ୍ରମ କରି…

କ୍ୱାରାଣ୍ଟାଇନ ସେଣ୍ଟରରୁ ଖସି ପାଲାଇଥିଲେ ଯୁବକ, ଧରିଲା ପୋଲିସ

ଝାରସୁଗୁଡ଼ା ଅଫିସ,୫।୫: ଝାରସୁଗୁଡ଼ା ସହର ବିଟିଏମ୍‌ ଛକସ୍ଥିତ ଏକ କ୍ବାରାଣ୍ଟାଇନ ସେଣ୍ଟରରୁ ସୋମବାର ସକାଳେ ଜଣେ ଯୁବକ ଖସି ପଲାଇଥିଲେ। ତେବେ ସୋମବାର ବିଳମ୍ବିତ ରାତିରେ ଝାରସୁଗୁଡା ପୋଲିସ ତାଙ୍କୁ ବଢ଼େଇମୁଣ୍ଡା ଅଞ୍ଚଳରୁ ଧରିବାରେ ସକ୍ଷମ ହୋଇଛି। ସେ ହେଲେ ଅସିଦ…

ଦୁଃଖୀ ଦେଶ ତୁଳନାରେ ସୁଖୀ ଦେଶରେ ଅଧିକ କରୋନା ସଂକ୍ରମିତ

ଓ୍ବାଶିଂଟନ,୫।୫: କରୋନା ସଂକ୍ରମଣକୁ ରୋକିବା ଲାଗି ସାରା ପୃଥିବୀର ବିଭିନ୍ନ ରାଷ୍ଟ୍ର ଉଦ୍ୟମ ଅବ୍ୟାହତ ରଖିଛନ୍ତି। ତେବେ ଦୁନିଆର ଦୁଃଖୀ ଦେଶ ତୁଳନାରେ ସୁଖୀ ଦେଶରେ ଅଧିକ କରୋନା ସଂକ୍ରମିତ ହୋଇଥିବା ଏକ ରିପୋର୍ଟରେ ପ୍ରକାଶ ପାଇଛି। ଓ୍ବାଲର୍‌ଡ ହାପିନେସ୍‌ ଇଣ୍ଡେକ୍ସ୍‌-୨୦୧୯ରେ…

କରୋନା ଯୁଦ୍ଧରେ ଟଳିପଡ଼ିଲେ ଅଙ୍ଗନଓ୍ବାଡି କର୍ମୀ

ଯୋଡା,୫।୫ (ଡି.ଏନ୍‌.ଏ.): କରୋନା ଯୁଦ୍ଧରେ ଟଳିପଡ଼ିଲେ ଅଙ୍ଗନଓ୍ବାଡି କର୍ମୀ। ଏଭଳି ଅଘଟଣ ଘଟିଛି କେନ୍ଦୁଝର ଜିଲାରେ। ଚମ୍ପୁଆ ବ୍ଲକ ଅନ୍ତର୍ଗତ ଶ୍ରୀଧରପୁର ଗ୍ରାମର ରୁକ୍ମଣୀ ମହାନ୍ତ ବିଲେଇପଦା ଅଙ୍ଗନଓ୍ବାଡି କେନ୍ଦ୍ରରେ କାର୍ଯ୍ୟରତ ଥିଲେ। କାର୍ଯ୍ୟରତ ସମୟରେ ହଠାତ୍‌ ତାଙ୍କ ମୁଣ୍ଡ ବୁଲାଇବାରୁ…

ଭଦ୍ରକରେ ରାତ୍ରକାଳୀନ କର୍ଫ୍ୟୁ ଜାରି: ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ବାହାରକୁ ବାହାରିବା ମନା

ଭଦ୍ରକ ଅଫିସ, ୫।୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ଆଗାମୀ ୧୭ ତାରିଖ ପର୍ଯ୍ୟନ୍ତ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ଜାରି ରହିବ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଟୁଇଟ୍‌କରି…

ସଲ୍‌ମାନଙ୍କ ବଦାନ୍ୟତା

ମୁମ୍ବାଇ: କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଦେଶବାସୀଙ୍କୁ ତଥା ସରକାରଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି ଅନେକ ବଲିଉଡ୍‌ ତାରକା। ଏଥିମଧ୍ୟରେ ସୁପରଷ୍ଟାର୍‌ ସଲ୍‌ମାନ ଖାନ୍‌ ମଧ୍ୟ ସାମିଲ ଅଛନ୍ତି। ଏଭଳି ପରିସ୍ଥିତିରେ ସେ ଲଗାତର ଅଭାବୀ ଲୋକଙ୍କୁ ସାହାଯ୍ୟ…

ଚିନ୍ତା ବଢାଇଲାଣି କରୋନା: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୦୦ ନୂଆ ରୋଗୀ

ନୂଆଦିଲ୍ଲୀ,୫।୫: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଚିନ୍ତା ବଢାଇଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ ୩,୯୦୦ କରୋନା ରୋଗୀ ଚିହ୍ନଟ ହେବା ସହ ୧୯୫ ଜଣଙ୍କ କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?