ହେୟାର କଟ୍ କଲେ ଇଲିୟାନା
ମୁମ୍ବାଇ: ଲକ୍ଡାଉନ୍ ସମୟରେ ବଲିଉଡ୍ର ବହୁ ଅଭିନେତା, ଅଭିନେତ୍ରୀ ନିଜ କାମ କରି ସୋସିଆଲ ମିଡିଆରେ ଫଟୋ ଶେୟାର କରୁଥିବା ନଜରକୁ ଆସିଛନ୍ତି। ଏହି ବଲିଉଡ ତାରକାମାନେ ନିଜ ପାର୍ଟନର କିମ୍ବା ଘରର ଅନ୍ୟ ସଦସ୍ୟଙ୍କର ହେୟାର କଟ୍ କରି ବେଶ୍…
ମୁମ୍ବାଇରେ ୧୪୪ ଧାରା ଜାରି
ମୁମ୍ବାଇ,୫।୫: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ମାଡି ଚାଲିଥିବା ବେଳେ ମହାରାଷ୍ଟ୍ରରେ ଏହା ସର୍ବାଧିକ ରହିଛି। ମହାରାଷ୍ଟ୍ରର ମୁମ୍ବାଇ ମହାନଗରରେ ଏହି ସଂଖ୍ୟା ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏହାକୁ ନଜରରେ ରଖି ମଙ୍ଗଳବାରଠାରୁ ମୁମ୍ବାଇରେ ୧୪୪ ଧାରା…
ସାମ୍ନାକୁ ଆସିଲା ବରୀର ଆଉ ୩ ଆକ୍ରାନ୍ତଙ୍କ ଗ୍ରସ୍ତ ବିବରଣୀ
ରତ୍ନଗିରି, ୫।୫(ଡି.ଏନ୍.ଏ): ଯାଜପୁର ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ କରୋନା ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ଗ୍ରସ୍ତ ବିବରଣୀ ଗତ ୩ ତାରିଖରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ଜାରି କରାଯାଇଥିଲା। ତେବେ ସୋମବାର ଆଉ ୩ଜଣ ଆକ୍ରାନ୍ତ…
କରୋନା ଯୋଗୁ ଆମେରିକା ଅର୍ଥନୀତିରେ ସଙ୍କଟ: ୩୦୦,୦୦୦ କୋଟି ଡଲାରର ଋଣ ଆବଶ୍ୟକ
ଓ୍ବାଶିଂଟନ,୫।୫: କରୋନା ସଂକ୍ରମଣ ନେଇ ଆମେରିକାରେ ଆତଙ୍କ ଦେଖାଦେଇଛି। ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ସେହିପରି ଦେଶର ଅର୍ଥନୀତିରେ ସଙ୍କଟ ସୃଷ୍ଟି ହୋଇଛି। ବିଗୁଡୁଥିବା ଅର୍ଥନୀତିରେ ସୁଧାର ଆଣିବା ପାଇଁ ଆମେରିକା ୩୦୦,୦୦୦ କୋଟି ଡଲାରର ଋଣ ଆବଶ୍ୟକ କରୁଛି…
‘ଉହାନ୍ ଲାବ୍ରୁ କରୋନା ଉତ୍ପତ୍ତିର ବଳିଷ୍ଠ ପ୍ରମାଣ ରହିଛି’
ଓ୍ବାଶିଂଟନ,୫ା୫: ଚାଇନାର ଉହାନ୍ସ୍ଥିତ ଲାବ୍ରୁ ହିଁ କରୋନା ଭାଇରସ୍ ଉତ୍ପତ୍ତି ହୋଇଛି ବୋଲି ଆମେରିକାର ସେକ୍ରେଟାରୀ ଅଫ୍ ଷ୍ଟେଟ୍ ମାଇକ୍ ପୋମ୍ପେଓ ଦାବି କରିଛନ୍ତି। ଆମ ପାଖରେ ଏନେଇ ବଳିଷ୍ଠ ପ୍ରମାଣ ରହିଛି ବୋଲି ସେ ଗଣମାଧ୍ୟମ ସଂସ୍ଥା ଏବିସିକୁ କହିଛନ୍ତି।…
CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି: ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ଜଣଙ୍କ ଗଞ୍ଜାମର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଗଞ୍ଜାମରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ଗଞ୍ଜାମରେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ…
ନିଷ୍ପତ୍ତି ବଦଳାଇଲେ ସରକାର
ନୂଆଦିଲ୍ଲୀ,୫ା୫: ଲକ୍ଡାଉନ୍ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇ ନେବା ଲାଗି ସରକାର ଟ୍ରେନ ଚଳାଚଳକୁ ଅନୁମତି ଦେଇଛନ୍ତି। ତେବେ ଶ୍ରମିକମାନଙ୍କ ଭଡ଼ା କିଏ ଦେବ ତାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେବା ପରେ ସରକାର…
ବିଦେଶରୁ ଫେରିବେ ଭାରତୀୟ
ନୂଆଦିଲ୍ଲୀ,୫ା୫(ପି.ଟି.): କରୋନା ସଂକ୍ରମଣ ରୋକିବାକୁ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ ରହିଥିବାରୁ ବିଭିନ୍ନ ଦେଶରେ ହଜାର ହଜାର ଭାରତୀୟ ଅଟକି ରହିଛନ୍ତି। ସେମାନଙ୍କୁ ଫେରାଇ ଆଣିବା ଲାଗି ମେ’ ୭ରୁ ବଡ଼ ଅଭିଯାନ ଆରମ୍ଭ ହେବ ବୋଲି ସୋମବାର ସରକାର ଘୋଷଣା…
୨୪ ଘଣ୍ଟାରେ ୧,୦୭୪ ସୁସ୍ଥ
ନୂଆଦିଲ୍ଲୀ, ୫ା୫: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଭାରତରେ ବଢ଼ିବା ସହ ପରିସ୍ଥିତିକୁ ଗୋଳମାଳିଆ କରିପକାଇଛି। ଏହା ଭିତରେ ଏକ ଖୁସିଖବର ମଧ୍ୟ ସାମ୍ନାକୁ ଆସିଛି। ତାହାହେଲା ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧,୦୭୪ କରୋନା ରୋଗୀ ସୁସ୍ଥ ହୋଇଛନ୍ତି।…
ପ୍ଲାଜ୍ମା ଥେରାପିର ଅଧିକ ପରୀକ୍ଷା ଆବଶ୍ୟକ: ବିଶେଷଜ୍ଞଙ୍କ ମତ
ନୂଆଦିଲ୍ଲୀ,୫ା୫: କରୋନା ଭୂତାଣୁକୁ ନାଶ କରିବା ପାଇଁ ପ୍ଲାଜ୍ମା ଥେରାପି ଉପଯୁକ୍ତ ଚିକିତ୍ସା ବୋଲି କହିହେବ ନାହିଁ। ଏହି ଚିକିତ୍ସାର ପ୍ରଭାବ ସମ୍ପର୍କରେ ନିଶ୍ଚିତ ହେବାକୁ ହେଲେ ବ୍ୟାପକ ନିୟନ୍ତ୍ରିତ ପରୀକ୍ଷା କରାଇବାକୁ ପଡ଼ିବ ବୋଲି ଚିକିତ୍ସା ବିଶେଷଜ୍ଞମାନେ ମତ ଦେଇଛନ୍ତି।…
କେରଳରେ ଓଡ଼ିଆ ମହିଳା ଶ୍ରମିକ ନିର୍ଯାତିତ
ଭୁବନେଶ୍ୱର, ୫।୫ (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ: କରୋନା କଟକଣା ପାଇଁ କେରଳରେ ଫସି ରହିଥିବା କେନ୍ଦ୍ରାପଡ଼ାର ୧ହଜାରରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଏବେ ନାନା ନିର୍ଯାତନାର ଶିକାର ହେଉଛନ୍ତି। ଏମାନେ ଏକ କପଡ଼ା କମ୍ପାନୀରେ ଦୁଇଦିନ ହେବ ଭୋକ ଉପାସରେ ପଡ଼ିରହି…
ଚାଇନାରେ ପୁଣି ଦେଖାଦେଇପାରେ କରୋନା ପ୍ରକୋପ
ବେଜିଂ,୫ା୫: ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍ ପୁଣିଥରେ ଚାଇନାରେ ତାହାର ପ୍ରକୋପ ଦେଖାଇପାରେ। ଏଭଳି ଆଶଙ୍କା ପ୍ରକାଶ କରିଛନ୍ତି ଚାଇନାର ଜଣେ ପ୍ରମୁଖ ସ୍ବାସ୍ଥ୍ୟ ଅଧିକାରୀ। ଗତ ଦୁଇ ସପ୍ତାହ ମଧ୍ୟରେ ଦେଶର ୧୦ ପ୍ରଦେଶରେ ନୂଆ…
Archives


