କରୋନା ଭାଇରସ୍‌

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହେଲେଣି ୧୨,୭୮୮,୦୬ ଆକ୍ରାନ୍ତ

ଭୁବନେଶ୍ୱର,୨।୫(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୨,୭୮୮,୦୬ ସୁସ୍ଥ ହୋଇଛନ୍ତି। ଏ ନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ଦିଆଯାଇଛି।…

ଟିକା ନେବାକୁ କାହାକୁ ବାଧ୍ୟ କରିପାରିବେନି ସରକାର, ଏସ୍‌ସିଙ୍କ ରାୟ…

ନୂଆଦିଲ୍ଲୀ, ୨।୫ : କରୋନା ଟିକା ନେବାକୁ ସରକାର କାହାକୁ ବାଧ୍ୟ କରିପାରିବେନି। ଏନେଇ ସୁପ୍ରିମ୍‌କୋର୍ଟ(ଏସ୍‌ସି) ରାୟ ଦେଇଛନ୍ତି। ଶୀର୍ଷକୋର୍ଟ କହିଛନ୍ତି ସରକାର ନୀତି ପ୍ରସ୍ତୁତ କରିପାରିବେ। ସେହିପରି ଲୋକଙ୍କ କଲ୍ୟାଣ ପାଇଁ କେତେକ ସର୍ତ୍ତ ମଧ୍ୟ ଲାଗୁ କରିପାରିବେ ତେବେ…

କରୋନା ଗ୍ରାଫ୍‌ ତଳମୁହାଁ, ଆଜି ୧୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨ା୫(ବ୍ୟୁରୋ): ସୋମବାର ରାଜ୍ୟରୁ ୧୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୦୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ଚିହ୍ନଟ…

କରୋନା ମହାମାରୀର ଭୟଙ୍କର ରୂପ ଆସିବ, ବିଲ୍‌ ଗେଟ୍‌ସଙ୍କ ଚେତାବନୀ…

ଓ୍ବାଶିଂଟନ୍‌, ୨।୫ : ମାଇକ୍ରୋସଫ୍ଟ କମ୍ପାନୀର ପ୍ରତିଷ୍ଠାତା ତଥା ଭେଟେରାନ ବିଲିୟନେୟାର ବିଲ ଗେଟ୍‌ସ ଚେତାବନୀ ଦେଇଛନ୍ତି ଯେ କରୋନା ମହାମାରୀର ପ୍ରକୃତ ରୂପକୁ ପୃଥିବୀ ଏପର୍ଯ୍ୟନ୍ତ ସାମ୍ନା କରି ନାହିଁ। ସେ କହିଛନ୍ତି ଯେ ଆମେ ଏପର୍ଯ୍ୟନ୍ତ ହାରାହାରି ୫…

ମୃତ୍ୟୁ ସଂଖ୍ୟା ୩୦ ତଳେ…

ନୂଆଦିଲ୍ଲୀ, ୨।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

କରୋନାର ନୂଆ ଲକ୍ଷଣ

ନୂୂଆଦିଲ୍ଲୀ,୧ ।୫: ଦେଶରେ କରୋନା ଗ୍ରାଫ ପୁଣି ବଢିବାରେ ଲାଗିଲାଣି । ଗତ ଦୁଇ ମାସ ହେବ କରୋନା ସଂକ୍ରମଣ କମ ହୋଇ ଯାଇଥିବା ବେଳେ ଏବେ ପୁଣି ଏହା ବଢି ଯାଇଛି । ଅଚାନକ ସଂକ୍ରମଣ ବଢିବା ଫଳରେ ଲୋକଙ୍କ…

ପୁଣି ଫେରିବ କରୋନା କଟକଣା, ମୁଖ୍ୟମନ୍ତ୍ରୀ-ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ସୂଚନା…

ମୁମ୍ବାଇ, ୧।୫ : ମହାରାଷ୍ଟ୍ରରେ ପୁଣି କରୋନା କଟକଣା ଫେରିବାକୁ ଯାଉଛି। ଏଠାରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ହୋଇପାରେ। କରୋନା ସଂକ୍ରମଣ ବୃଦ୍ଦି ପାଉଥିବାରୁ ପୁଣି ମାସ୍କର ନିୟମ ଲାଗୁ ହେବ ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ କହିଛନ୍ତି। ଶନିବାର…

ପୁଣି ଘନେଇଲା ସଙ୍କଟ, ସକ୍ରିୟ ମାମଲା ଉପର ମୁହାଁ…

ନୂଆଦିଲ୍ଲୀ, ୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ଆଜି ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…

ମାନିବୁନି କରୋନା କଟକଣା, ଲୋକଙ୍କୁ ଗିରଫ କଲା ପୋଲିସ…

ଅଟଓ୍ବା, ୩୦।୪ : କାନାଡାରେ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା କରୋନା କଟକଣାକୁ ବିରୋଧ କରି ଲୋକେ ଏକଜୁଟ ହୋଇଛନ୍ତି। ଲୋକେ କରୋନା କଟକଣାରେ ବ୍ୟତିବ୍ୟସ୍ତ ହୋଇ ଏହାକୁ ନମାନିବାକୁ କହିଛନ୍ତି। ଲୋକେ ବିରୋଧ ପ୍ରଦର୍ଶନ କରିବା ଆରମ୍ଭ କରିଛନ୍ତି। ଭିଡ଼କୁ…

୧୨ରୁ ୧୪ ବର୍ଷ ବୟସ୍କ ୬୦ ପ୍ରତିଶତ ପିଲାଙ୍କୁ ଦିଆଯାଇଛି ଟିକା…

ନୂଆଦିଲ୍ଲୀ, ୩୦।୪ : ଦେଶରେ ଜାରି ରହିଥିବା ଟିକାକରଣ ଅଭିଯାନରେ ୧୨ରୁ ୧୪ ପିଲାଙ୍କ ମଧ୍ୟରୁ ୬୦ ପ୍ରତିଶତଙ୍କୁ ଡୋଜ୍‌ ପ୍ରଦାନ କରାଯାଇଛି। ଏନେଇ କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଶନିବାର ସୂଚନା ପ୍ରଦାନ କରିଛନ୍ତି। ଟିକାନେବା ଲାଗି ପିଲାଙ୍କ ମଧ୍ୟରେ…

ଦୈନିକ ସଂକ୍ରମଣ ନେଇ ଚିନ୍ତାରେ ସରକାର…

ନୂଆଦିଲ୍ଲୀ, ୩୦।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?