ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ: ବସ୍ ଚାଳକ ମୃତ
ନିରାକାରପୁର,୫।୫(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥରେ କୁହୁଡ଼ି ଛକରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ପ୍ରବାସୀ ଓଡ଼ିଆଙ୍କୁ ନେଇ ହାଇଦ୍ରାବାଦରୁ କେନ୍ଦ୍ରାପଡ଼ା ଆସୁଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବସ୍ ଚାଳକଙ୍କ…
ବିଶୃଙ୍ଖଳିତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫ା୫(ବ୍ୟୁରୋ): କରୋନା(କୋଭିଡ୍-୧୯) ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ଦେଶକୁ ତୃତୀୟ ପର୍ଯ୍ୟାୟରେ ମେ ୧୭ ତାରିଖ ଯାଏ ଲକ୍ଡାଉନରେ ରହିବାକୁ ଘୋଷଣା କରିଛନ୍ତି। ଏହି ସମୟରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ରାଜ୍ୟ…
ପ୍ରବାସୀ ଶ୍ରମିକଙ୍କ ଫେରିବା ଖର୍ଚ୍ଚ ବହନ କରିବାକୁ ସୁଯୋଗ ଦିଅ
ଭୁବନେଶ୍ୱର, ୫।୫ (ବ୍ୟୁରୋ): ରାଜ୍ୟ ବାହାରେ ଫସି ରହିଥିବା ଶ୍ରମିକମାନଙ୍କୁ ଫେରାଇ ଆଣିବା ଲାଗି ଯାତ୍ରା ଖର୍ଚ୍ଚ ବହନ କରିବା ପାଇଁ କଂଗ୍ରେସ ପକ୍ଷରୁ ଘୋଷଣା କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ…
କଣ୍ଟେନମେଣ୍ଟ ଜୋନ୍ରେ ପୋଲିସକୁ ପଥର ମାଡ଼
ରାଉରକେଲା ଅଫିସ,୫।୫: ସ୍ଥାନୀୟ ନାଲାରୋଡ୍ କଣ୍ଟେନମେଣ୍ଟ ଅଞ୍ଚଳରେ ସୋମବାର ଉତ୍ତେଜନା ପ୍ରକାଶ ପାଇଥିଲା। ଅପରାହ୍ନ ପ୍ରାୟ ସାଢେ ୧ଟା ସମୟରେ ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ କରିବା ସହ ବ୍ୟାରିକେଡ୍ ଭାଙ୍ଗି ଦେଇଥିଲେ। ଶତାଧିକ ମହିଳା ଓ ପୁରୁଷ ମହତାବ…
ମୁଖ୍ୟମନ୍ତ୍ରୀଙ୍କ ଅନୁମତି ଲୋଡ଼ିଲେ ପରିବହନ ମନ୍ତ୍ରୀ
ଭୁବନେଶ୍ୱର,୫।୫ (ବ୍ୟୁରୋ): ଗ୍ରୀନ୍ ଜୋନ୍ କରୋନା(କୋଭିଡ୍-୧୯) ମୁକ୍ତ। ସେହି ସବୁ ଅଞ୍ଚଳରେ ଗମନାଗମନ ପାଇଁ ବସ୍ ଚାଲିପାରିବ ବୋଲି କେନ୍ଦ୍ର ଓ ରାଜ୍ୟ ସରକାର ଗାଇଡ ଲାଇନ ଜାରି କରିଛନ୍ତି। ୫୦ ପ୍ରତିଶତ ଯାତ୍ରୀଙ୍କୁ ନେଇ ବସ୍ ଚଲାଇବାକୁ ଅନୁମତି ଦିଆଯାଇଛି।…
୨ ଦିନରେ ଟ୍ରେନ୍ରେ ଗଞ୍ଜାମ ଆସିଲେ ୫,୫୦୩ ପ୍ରବାସୀ
ଛତ୍ରପୁର,୫।୫(ଡି.ଏନ୍.ଏ.): କେରଳ ଓ ସୁରଟରୁ ଗତ ୨ଦିନ ହେଲା ସ୍ବତନ୍ତ୍ର ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆମାନେ ରାଜ୍ୟକୁ ଫେରୁଛନ୍ତି। ରବିବାର କେରଳ ଓ ସୁରଟରୁ ଗୋଟିଏ ଲେଖାଏ ଟ୍ରେନ ଆସିଥିବା ବେଳେ ସୋମବାର କେରଳରୁ ଗୋଟିଏ ଏବଂ ସୁରଟରୁ ୩ଟି ଟ୍ରେନ…
ଚିଠିକୁ ଅପେକ୍ଷା କରିଛି ଅବକାରୀ ବିଭାଗ
କଟକ ଅଫିସ,୫।୫: ମେ’ ୪ ଠାରୁ ମଦ ଦୋକାନ ଖୋଲିବ ବୋଲି ଘୋଷଣା ହେବା ସତ୍ତ୍ବେ କଟକ ଜିଲାରେ ଏହା ସମ୍ଭବ ହୋଇପାରିନାହିଁ। ବିଭିନ୍ନ ଠିପି ବନ୍ଦ ବିଦେଶୀ ମଦ ଦୋକାନ ସମ୍ମୁଖରେ ସାମାଜିକ ଦୂରତା ରକ୍ଷା କରାଯିବା ଉଦ୍ଦେଶ୍ୟରେ ଗୋଲେଇ…
ଜଳଖିଆ ବିକ୍ରି କରିଥିଲେ ୧୪୬ ନଂ. ଆକ୍ରାନ୍ତ
ଭୁବନେଶ୍ୱର, ୫।୫(ବ୍ୟୁରୋ): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୋମବାର ସନ୍ଧ୍ୟାରେ ୧୪୪, ୧୪୫, ୧୪୬, ୧୫୧, ୧୫୭, ୧୫୮ ଓ ୧୫୯ ନମ୍ବର ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ପ୍ରଦାନ କରିଛି। ପାଞ୍ଚଜଣଙ୍କ ଘର ଯାଜପୁରରେ ହୋଇଥିବାବେଳେ ଅନ୍ୟ ଦୁଇଜଣ…
ଦେଢ଼ ମାସ ପରେ ଟ୍ରାଫିକ୍ ପୋଷ୍ଟ କାର୍ଯ୍ୟକ୍ଷମ: କଡ଼ାକଡ଼ି ହେଲା ଯାଞ୍ଚ
ଭୁବନେଶ୍ୱର,୫।୫ (ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ୍ ସରିବା ପୂର୍ବରୁ ଭୁବନେଶ୍ୱରରେ କଟକଣା ଓ ଯାଞ୍ଚକୁ କୋହଳ କରାଯାଇଥିଲା। ଫଳରେ ରାଜଧାନୀ ରାସ୍ତାରେ ଗାଡ଼ିମୋଟର ଭିଡ଼ ବଢ଼ିଥିଲା। ହେଲେ ରାଜଧାନୀକୁ ରେଡ୍ଜୋନ୍ରେ ରଖାଯିବା ପରେ ପୋଲିସ ଓ ପ୍ରଶାସନ ପକ୍ଷରୁ ପୁଣି କଟକଣା…
ଭୁବନେଶ୍ୱରରେ ପୁଣି କଟକଣା
ଭୁବନେଶ୍ୱର, ୫।୫(ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଜାରି ରହିଛି। ଖୋର୍ଦ୍ଧା ଜିଲାକୁ ରବିବାର ଅରେଞ୍ଜ ଜୋନ୍ ଭାବେ ଘୋଷଣା କରାଯାଇଥିଲେ ମଧ୍ୟ ରାଜଧାନୀ ଭୁବନେଶ୍ୱରକୁ ରେଡ୍ ଜୋନ୍ରେ ରଖାଯାଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ସୋମବାର ନୂଆ…
‘ପୁଣି ହସିବ ଓଡ଼ିଶା’ରେ ହେମା ମାଳିନୀଙ୍କ ଓଡ଼ିଶୀନୃତ୍ୟ
ଭୁବନେଶ୍ୱର,୫।୫(ବ୍ୟୁରୋ): କରୋନା ଯୋଦ୍ଧାଙ୍କ ମନୋବଳ ବୃଦ୍ଧି କରିବାକୁ ପ୍ରସ୍ତୁତ ହୋଇଥିବା ‘ପୁଣି ହସିବ ଓଡ଼ିଶା’ ମ୍ୟୁଜିକ୍ ଭିଡ଼ିଓ ପୁଣିଥରେ ଭାଇରାଲ ହୋଇଛି। ଏହି ଗୀତର ତାଳେ ତାଳେ ଓଡ଼ିଶୀନୃତ୍ୟ କରିଛନ୍ତି ରାଜ୍ୟର ଖ୍ୟାତନାମା ଓଡ଼ିଶୀ ନୃତ୍ୟଶିଳ୍ପୀ ଏବଂ କଳାକାରମାନେ। ହେଲେ ଭିଡ଼ିଓର…
ଅନିଶ୍ଚିତତାରେ ଓକିଲ ସଂଘ ନିର୍ବାଚନ
କଟକ ଅଫିସ,୫।୫: ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏଶନ୍ ସମେତ ରାଜ୍ୟର ସମସ୍ତ ଓକିଲ ସଂଘ ନିର୍ବାଚନକୁ ନେଇ ଅନିଶ୍ଚିତତା ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ବାରମ୍ବାର ନିର୍ବାଚନ ସ୍ଥଗିତ ହେବାରେ ଲାଗିଛି। ଆଗାମୀ ଦିନରେ ନିର୍ବାଚନ ହେବ କି…
Archives


