କ୍ରିକେଟର, ଅମ୍ପାୟର, ସ୍କୋରରଙ୍କୁ ସାହାଯ୍ୟ କରିବାକୁ ପିସିବିର ଘୋଷଣା
କରାଚି,୪।୫(ପି.ଟି.): କରୋନା ଭାଇରସ ସଂକ୍ରମଣ ଓ ଦେଶରେ ଚାଲିଥିବା ଲକ୍ଡାଉନ୍ କାରଣରୁ ସମସ୍ୟାର ସମ୍ମୁଖୀନ ହୋଇଥିଲା ପ୍ରଥମଶ୍ରେଣୀ କ୍ରିକେଟର, ସ୍କୋରର, ଅମ୍ପାୟର ଓ ଗ୍ରାଉଣ୍ଡ ଷ୍ଟାଫ୍ଙ୍କୁ ଅର୍ଥିକ ଭାବେ ସାହାଯ୍ୟ କରିବାକୁ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ନିଷ୍ପତ୍ତି ନେଇଛି। ପିସିବି…
କୋଭିଡ-୧୯: ୨୦ ଲକ୍ଷ ଟଙ୍କା ସଂଗ୍ରହ କଲା ଭାରତୀୟ ମହିଳା ହକି ଦଳ
ବେଙ୍ଗାଲୁରୁ,୪।୫(ପି.ଟି.): କୋଭିଡ-୧୯ ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଭାରତୀୟ ମହିଳା ହକି ଦଳ ୨୦ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରିଛି। ଗତ ୧୮ ଦିନ ଧରି ହୋଇଥିବ ଏକ ଫିଟ୍ନେସ ଚ୍ୟାଲେଞ୍ଜ୍ ମଧ୍ୟମରେ ଭାରତୀୟ…
ସାମାଜିକ ଦୂରତ୍ୱ ନ ରଖିଲେ ପରିସ୍ଥିତି ହେବ ଭୟଙ୍କର
ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମଣକୁ ନେଇ ସୋମବାରଠାରୁ ଆରମ୍ଭ ହୋଇଛି ଲକ୍ଡାଉନ ୩.୦। ତେବେ ବିଗତ ଦିନ ଗୁଡିକୁ ଦେଖିଲେ ସହଜରେ ଅନୁମାନ କରାଯାଉଛି କି ଗତ ୩ ଦିନ ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି…
ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆଙ୍କୁ ଡିଜିପିଙ୍କ କଡ଼ା ଚେତାବନୀ
ଭୁବନେଶ୍ୱର, ୪ା୫(ବ୍ୟୁରୋ): ବାହାର ରାଜ୍ୟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କୁ ଡିଜିପି ଅଭୟ କଡ଼ା ଚେତାବନୀ ଦେଇଛନ୍ତି। କ୍ୱାରାଣ୍ଟାଇନ ନିୟମ ମାନିବାକୁ ସେ ଟୁଇଟ୍ କରି ଅପିଲ୍ କରିଛନ୍ତି। ସେ ଟୁଇଟ୍କରି କହିଛନ୍ତି ଯେ, ପ୍ରବାସୀ ଓଡ଼ିଆମାନେ କ୍ୱାରାଣ୍ଟାଇନ ନିୟମ ନ ମାନିଲେ…
ଛେଳି-ଫଳ ସବୁ କରୋନା ପଜିଟିଭ, ଟେଷ୍ଟ କିଟ୍ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଲେ ରାଷ୍ଟ୍ରପତି
ଦାର ଏସ୍ ସଲାମ,୪।୫: ଆଫ୍ରିକୀୟ ଦେଶ ତାଞ୍ଜାନିଆରେ କରୋନା ଟେଷ୍ଟ ପାଇଁ ବ୍ୟବହାର କରାଯାଉଥିବା କିଟ୍ ଗୁଡିକର ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ରାଷ୍ଟ୍ରପତି ଜନ ମଗୁଫୁଲି। ସୂଚନାଯୋଗ୍ୟ, ରବିବାର ତାଞ୍ଜାନିଆରେ ଗୋଟିଏ ଛେଳି ଓ ଏକ ଫଳ ପଓ ପଓ(pawpaw) କରୋନା…
ବଲାଙ୍ଗୀର ଜିଲାର ସଂକ୍ରମିତ ଦୁଇ ଯୁବକଙ୍କ ସଂସ୍ପର୍ଶରେ ଆସିଥିବା ୫୩ ଜଣଙ୍କ ସ୍ବାବ ନେଗେଟିଭ
ବଲାଙ୍ଗୀର ଅଫିସ, ୪ା୫: ବଲାଙ୍ଗୀର ଜିଲା ଲିଖିରିଆ ଗାଁର ୨ ଯୁବକ କରୋନା ପଜିଟିଭ ଜଣାପଡିବା ପରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଉଭୟଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା । ସଂସ୍ପର୍ଶରେ ଆସିଥିବା ପ୍ରଥମ ୫୩…
ଲକ୍ଡାଉନ ୩.୦: ମହାରାଷ୍ଟ୍ରର ୫ଟି ଜିଲାରେ ଖୋଲିବନି ମଦ ଦୋକାନ
ମୁମ୍ବାଇ,୪।୫: ମହାରାଷ୍ଟ୍ରରେ କରୋନା ଭାଇରସ୍ ଆତଙ୍କ ଖେଳାଇଚାଲିଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍ଡାଉନ ଜାରି କରିଛନ୍ତି। ଏହା ସତ୍ତ୍ୱେ ମଧ୍ୟ ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ନିୟନ୍ତ୍ରଣାଧିନ ହେଉନାହିଁ। ଲକ୍ଡାଉନ ୩.୦ ସମୟରେ…
ଇ-ରିକ୍ସା ଚାଳକଙ୍କୁ ମିଳିବ ୫୦୦୦ ଟଙ୍କା କରୋନା ସହାୟତା
ନୂଆଦିଲ୍ଲୀ,୪।୫: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଦେଶରେ ଲକ୍ଡାଉନ୍ ଜାରି ରହିଛି। ଏପରିସ୍ଥଳେ ବହୁ ଲୋକ କାମଧନ୍ଦା ଅଭାବରୁ ଅସୁବିଧାରେ ପଡ଼ିଛନ୍ତି। ଦିଲ୍ଲୀରେ ପରିବହନ ସେବା ବନ୍ଦ ଥିବାରୁ ଇ-ରିକ୍ସା ଚାଳକଙ୍କ…
ଦିଗପହଣ୍ଡି କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ଅଭିଯୋଗ: ସୁରଟ ଫେରନ୍ତାଙ୍କ ହୋହଲ୍ଲା
ଦିଗପହଣ୍ଡି,୪।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଆଦିବାସୀ ହଷ୍ଟେଲ କ୍ୱାରାଣ୍ଟାଇନ ସେଣ୍ଟରରେ ଅବ୍ୟବସ୍ଥା ପ୍ରତିବାଦରେ ସୋମବାର ସକାଳେ ବହୁସଂଖ୍ୟକ ସୁରଟ ଫେରନ୍ତା ହୋହଲ୍ଲା କରିଥିଲେ। ତଦାରଖ ଦାୟିତ୍ୱରେ ଥିବା ପୂର୍ବତନ ସରପଞ୍ଚ ଅସିତ କୁମାର ସାହୁ ଓ ସ୍ବେଚ୍ଛାସେବୀବୃନ୍ଦ ସେଠାରେ…
ଲକ୍ଡାଉନରେ କୋହଳ ଯୋଗୁ କିଛି ଦେଶରେ ଚିନ୍ତା ବଢାଇଲାଣି ଦ୍ରୁତ ସଂକ୍ରମଣ!
ରୋମ,୪।୫: ଲକ୍ଡାଉନରେ କୋହଳ ପରେ ବିଶ୍ୱର ଅଧିକ ଜନସଂଖ୍ୟା ବିଶିଷ୍ଟ ଦେଶରେ ଲୋକେ ଲକ୍ଷ ଲକ୍ଷ ସଂଖ୍ୟାରେ ବାହାରକୁ ବାହାରିବାର ଫଳ ଏବେ ସମସ୍ତଙ୍କୁ ଏକ ପ୍ରକାର ଚିନ୍ତାରେ ପକାଇ ଦେଇଛି। କାରଣ ବିଶେଷଜ୍ଞଙ୍କ କହିବା କଥା ହେଲା ଲକ୍ଡାଉନ କୋହଳ…
ନଏଡାରେ କରୋନାଜନିତ ପ୍ରଥମ ମୃତ୍ୟୁ
ନଏଡା,୪।୫: ଉତ୍ତରପ୍ରଦେଶରେ କରୋନା ଭାଇରସ୍ ପ୍ରକୋପ ଜାରି ରହିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଉତ୍ତରପ୍ରଦେଶ ଗୌତମବୁଦ୍ଧ ନଗର(ନଏଡା) ଜିଲାରେ କରୋନାରେ ଜଣେ ସଂକ୍ରମିତ ରୋଗୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ନଏଡା…
ଘର ବାହୁଡା ଶ୍ରମିକଙ୍କୁ ଦେବାକୁ ପଡିବନି ଭଡା, ମିଳିବ ଏକ ହଜାର ଟଙ୍କା
ପାଟନା,୪।୫: ଲକ୍ଡାଉନରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କ ରେଳ ଭଡାକୁ ନେଇ ଆରମ୍ଭ ହୋଇଥିବା ରାଜନୀତି ମଧ୍ୟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ ଘୋଷଣା କରିଛନ୍ତି। ନୀତୀଶ କହିଛନ୍ତି ବିହାର ଫେରୁଥିବା ଶ୍ରମିକମାନଙ୍କୁ କୌଣସି ଭଡା ଦେବାକୁ ପଡିବ…
Archives


