କରୋନା ଭାଇରସ୍‌

CORONAVIRUS UPDATE: ରାଜ୍ୟର ନୂଆ କରୋନା ପଜିଟିଭ୍‌ ରାଉରକେଲାର ଜଣେ ମହିଳା; ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଛୁଇଁଲା

ଭୁବନେଶ୍ୱର,୪ା୫(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ରାଉରକେଲା ନାଲା ରୋଡ୍‌ର ଜଣେ ୨୯ ବର୍ଷୀୟା ମହିଳା ବୋଲି ରାଜ୍ୟ ସ୍ବାସ୍ଥ୍ୟ  ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଏହାକୁ ମିଶାଇ…

ବିଦେଶରୁ ଭାରତୀୟ ମାଗଣାରେ ସ୍ବଦେଶ ଫେରୁଥିବାବେଳେ ଶ୍ରମିକଙ୍କ ପାଇଁ ଟ୍ରେନ୍‌ ଟିକଟ କାହିଁକି: ପ୍ରଦେଶ କଂଗ୍ରେସ କମିଟି ବହନ କରିବ ଖର୍ଚ୍ଚ କହିଲେ ସୋନିଆ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଜାରି ହୋଇଛି।  ବାହାର ରାଜ୍ୟରେ ଅଟକି ରହିଥିବା ଶ୍ରମିକଙ୍କୁ ନିଜନିଜ ରାଜ୍ୟକୁ ଫେରାଇ ଅଣାଯିବା ଲାଗି ସ୍ବତନ୍ତ୍ର ଟ୍ରେନ୍‌ ବ୍ୟବସ୍ଥା କରାଯାଇଛି। ତେବେ ଟ୍ରେନ୍‌ରେ ଘରବାହୁଡ଼ିବା…

ଦେଶରେ ୪୨ହଜାର ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୪।୫: ଦେଶରେ ସୋମବାର ସକାଳ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪୨,୫୩୩ରେ। ଏମାନଙ୍କ ମଧ୍ୟରୁ ୧,୩୭୩ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ ୨,୫୫୩ଜଣ ମହାମାରୀ କରୋନା ଦ୍ୱାରା ଆକ୍ରାନ୍ତ ହୋଇଥିବା ବେଳେ ଏହି ସମୟ ମଧ୍ୟରେ…

ସ୍ବଦେଶ ଫେରିବାକୁ ବ୍ୟାକୁଳ ପ୍ରବାସୀ

ଆବୁଧାବି,୪।୫(ପି.ଟି.): କରୋନା ମହାମାରୀରୁ ବର୍ତ୍ତିବା ପାଇଁ ବିଭିନ୍ନ ଦେଶରେ ରହିଥିବା ପ୍ରବାସୀମାନେ ନିଜ ଦେଶକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି। ଅନ୍ୟ ଦେଶ ଅପେକ୍ଷା କରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଭାରତରେ ଆପାତତଃ କମ୍‌ ରହିଛି। ତେଣୁ ଅନେକ ପ୍ରବାସୀ କାମଧନ୍ଦା…

ଡାର୍କ ନେଟ୍‌ରେ ବିକ୍ରି ହେଉଛି କରୋନା ଆରୋଗ୍ୟଙ୍କ ରକ୍ତ

ନୂଆଦିଲ୍ଲୀ,୪ା୫: ମହାମାରୀ କରୋନା ନିରୋଧୀ ଟିକା ତଥା ଔଷଧ ପ୍ରସ୍ତୁତି ପାଇଁ ସାରା ବିଶ୍ୱରେ ବୈଜ୍ଞାନିକମାନେ ଉଦ୍ୟମ ଚଳାଇଛନ୍ତି। କେତେକ ଟିକାର କ୍ଲିନିକାଲ ପରୀକ୍ଷା ଚାଲିଛି। କିନ୍ତୁ ସାଇବର ଅପରାଧୀମାନେ ଏହି ମହାମାରୀରୁ ରକ୍ଷା ପାଇବା ନିମନ୍ତେ ବିଭିନ୍ନ ପ୍ରତିଶ୍ରୁତି ଦେଇ…

ଆଜିଠୁ ଲକ୍‌ଡାଉନ୍‌ ୩

ନୂଆଦିଲ୍ଲୀ,୪ା୫(ପି.ଟି.): ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ସୋମବାର ଆରମ୍ଭ ହେଉଛି। ୧୭ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବାକୁ ଥିବା ଏହି ତାଲାବନ୍ଦ ବେଳେ କଟକଣାରେ ପର୍ଯ୍ୟାପ୍ତ କୋହଳ କରାଯାଇଛି। ତେବେ କୋଭିଡ୍‌-୧୯ ନିଷିଦ୍ଧାଞ୍ଚଳରେ ପୂର୍ବଭଳି କଟକଣା ବଳବତ୍ତର ରହିବ। ସଂକ୍ରମଣ ପରିମାଣକୁ…

ଶ୍ରମିକ ଟ୍ରେନ୍‌ରେ ୯୦% ଯାତ୍ରୀଙ୍କୁ ଅନୁମତି

ନୂଆଦିଲ୍ଲୀ,୪ା୫(ପି.ଟି.): ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ ଅଟକିଥିବା ଶ୍ରମିକମାନଙ୍କୁ ସେମାନଙ୍କ ରାଜ୍ୟରେ ପହଞ୍ଚାଇବା ପାଇଁ ରେଲଓ୍ବେ ପକ୍ଷରୁ ଶ୍ରମିକ ସ୍ପେଶିଆଲ୍‌ ଟ୍ରେନ୍‌ ଚଳାଚଳ କରୁଛି। ଏହି ଟ୍ରେନ୍‌ ଯାତ୍ରୀ ପରିବହନ ସାମର୍ଥ୍ୟର ୯୦ ପ୍ରତିଶତ ଶ୍ରମିକଙ୍କୁ ନେବା ଲାଗି ରେଲଓ୍ବେ ପକ୍ଷରୁ…

କରୋନାରେ ୨୦ ଦିନର ଶିଶୁ ମୃତ

ଜୟପୁର,୪ା୫: ରାଜସ୍ଥାନର ଜୟପୁର ସହରରେ ୨୦ ଦିନର ଶିଶୁ କରୋନା ସଂକ୍ରମଣରେ ପ୍ରାଣ ହରାଇଛି। କୋଭିଡ୍‌-୧୯ ସଂକ୍ରମଣରେ ପ୍ରାଣ ହରାଇବାରେ ସେ ସମ୍ଭବତଃ ବିଶ୍ୱରେ ସର୍ବକନିଷ୍ଠ ବୋଲି କୁହାଯାଉଛି। ପୂର୍ବରୁ ଜାମନଗରରେ ଜଣେ ୪୫ ଦିନର ଶିଶୁ ଏବଂ ଆମେରିକାରେ ଅନ୍ୟଜଣେ…

୧୨୦ ଦେଶକୁ ସହାୟତା ଦେବ ଆମେରିକା

ଓ୍ବାଶିଂଟନ,୪ା୫: କୋଭିଡ୍‌-୧୯ ବିରୋଧୀ ଲଢ଼େଇ ପାଇଁ ଭାରତ ସମେତ ୧୨୦ ଦେଶକୁ ଆମେରିକା ୭୭୫ ନିୟୁତ ଡଲାର ସହାୟତାର ପ୍ରତିଶ୍ରୁତି ଦେଇଛି। ଜରୁରୀ ସ୍ବାସ୍ଥ୍ୟସେବା, ମାନବୀୟ ଓ ଅର୍ଥନୈତିକ ସହାୟତା ଭାବେ ଏହି ଅର୍ଥ ମିଳିବ ବୋଲି ଆମେରିକା ପରରାଷ୍ଟ୍ର ବିଭାଗ…

ସୁପ୍ରିମକୋର୍ଟ ଗଲା ମୁସ୍‌ଲିମ ସଂଗଠନ

ନୂଆଦିଲ୍ଲୀ,୪ା୫(ଆଇଏଏନ୍‌ଏସ୍‌): କୋଭିଡ୍‌-୧୯ ମହାମାରୀରେ ପ୍ରାଣ ହରାଉଥିବା ଲୋକଙ୍କୁ ସେମାନଙ୍କ ଘରପାଖ ଶ୍ମଶାନରେ କବର ଦିଆଯିବା ଘଟଣାକୁ ମୁମ୍ବାଇର ଜଣେ ବ୍ୟକ୍ତି ବିରୋଧ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଉକ୍ତ ପିଟିଶନକୁ ବିରୋଧ କରି ଜାମିଆତ୍‌ ଉଲମା-ଇ-ହିନ୍ଦ୍‌ ନାମକ ମୁସ୍‌ଲିମ ସଂଗଠନ…

ନେଳିଆବାଗରେ ଆବଦ୍ଧାଞ୍ଚଳ ଅବଧି ବଢ଼ିଲା

ବାଲେଶ୍ୱର ଅଫିସ, ୪ା୫-ବାଲେଶ୍ୱର ଜିଲାର ପ୍ରଥମ କରୋନା ସଂକ୍ରମିତ ନେଳିଆବାଗର ଜଣେ ୫୮ ବର୍ଷୀୟ ବୟସ୍କ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳକୁ ଗତ ଏପ୍ରିଲ ୧୯ରୁ ୨୬ତାରିଖ ପର୍ଯ୍ୟନ୍ତ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଥିଲା। ପରେ ଉକ୍ତ ଅଞ୍ଚଳରେ ଲଗାତାର…

କୋଭିଡ୍‌୧୯ ମୁକାବିଲା: ରାଜ୍ୟର ବିଭିନ୍ନ ଅଞ୍ଚଳ ବର୍ଗୀକରଣ

ଭୁବନେଶ୍ୱର,୪।୫(ବ୍ୟୁରୋ): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଅଞ୍ଚଳର ବର୍ଗୀକରଣ କରିଛନ୍ତି। ଏ ନେଇ ରବିବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ରାଜ୍ୟର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ଉଲ୍ଲେଖଯୋଗ୍ୟ, ସଂକ୍ରମିତ ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri