କରୋନା ଭାଇରସ୍‌

ରାଜ୍ୟରୁ ଚିହ୍ନଟ ହେଲେ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କମୁଛି ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୩ ଜଣ ରହିଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ…

ଚାଇନାରେ କରୋନା ସୁନାମୀ: ଗୋଟିଏ ଦିନରେ ୨୦ହଜାରରୁ ଅଧିକ ଓମିକ୍ରନ୍ ସଂକ୍ରମିତ

ବେଜିଂ,୩୦ ।୪: କରୋନା ମହାମାରୀ ପୁଣିଥରେ ଚାଇନାର ଚିନ୍ତାକୁ ବଢାଇ ଦେଇଛି । ଚାଇନାର ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଏବେ ଚାଇନାରେ ଓମିକ୍ରନର ସୁନାମୀ ଦେଖାଦେଇଛି । ଶୁକ୍ରବାର ଦେଶରେ ୨୦ ହଜାରରୁ ଅଧିକ କରୋନା ସଂକ୍ରମିତଙ୍କୁ…

ଟେଷ୍ଟରେ ଫେଲ ମାରିଲା ଫାଇଜରର କୋଭିଡ-୧୯ରେ ବ୍ୟବହାର ହେବାକୁ ଥିବା ଔଷଧ

ନୂଆଦିଲ୍ଲୀ,୩୦ ।୪: କରୋନା ସହ ଲଢିବାକୁ ଫାଇଜରର ଚେଷ୍ଟାକୁ ଝଟକା ଲାଗିଛି । କରୋନା ସହ ଲଢିବାକୁ ଫାଇଜର ପ୍ରସ୍ତୁତ କରିଥିବା ମେଡିସିନ ପାକ୍ସଲୋଭିଡ ଟେଷ୍ଟରେ ଫେଲ ମାରିଛି । ନିକଟରେ ଏହି ଔଷଧକୁ କୋଭିଡ ସଂକ୍ରମିତଙ୍କ ଉପରେ ପରୀକ୍ଷା କରାଯାଇଥିଲା…

ଆଜି ରାଜ୍ୟରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୦୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ଚିହ୍ନଟ ହୋଇଥିବା…

ଦିଲ୍ଲୀରେ ବଢ଼ୁଛି କରୋନା ମିଟର: ଗତ ୨୪ଘଣ୍ଟାରେ ୧୪୯୦ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୮।୪: ରାଜଧାନୀରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ କିଛି ଦିନରୁ ୧ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ବୁଧବାର ଦିଲ୍ଲୀରେ ୧୩୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ପୁଣି ଏହି ସଂଖ୍ୟା ବୃଦ୍ଧି…

ପାଟନାରେ ପଶିଲା ନୂଆ ଭାରିଆଣ୍ଟ ବିଏ-୧୨

ନୂଆଦିଲ୍ଲୀ,୨୮।୪: ବିହାରର ପାଟନାରୁ ଗୁରୁବାର କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ମୋଟ ୧୩ଟି ନମୁନା ପରୀକ୍ଷା ହୋଇଥିବା ବେଳେ ସେଥିରୁ ଗୋଟିଏ ବିଏ-୧୨ ଷ୍ଟ୍ରେନ୍‌ ରହିଥିବା ଜଣାପଡ଼ିଛି। ଏହା ତୃତୀୟ ଲହର ସମୟର ବିଏ-୨ ଭାରିଆଣ୍ଟ ତୁଳନାରେ ୧୦ ଗୁଣ…

ଶୀଘ୍ର ମିଳିବ ବୁଷ୍ଟର ଡୋଜ୍‌, ସମୟ ସୀମା ୯ ରୁ ୬ ମାସକୁ କମିବ…

ନୂଆଦିଲ୍ଲୀ, ୨୮।୪ : ଭାରତରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଶୀଘ୍ର କୋଭିଡ ଟିକା ଏବଂ ବୁଷ୍ଟର ଡୋଜ ମଧ୍ୟରେ ବ୍ୟବଧାନ ହ୍ରାସ କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଟିକାଦାନ ନେଇ…

୩ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୮।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୩ ହଜାର ଟପିଛି। ଏହା ୩ ହଜାର…

କୋଭିଡ-୧୯ ଭ୍ୟାକ୍ସିନର ଦ୍ୱିତୀୟ ଓ ବୁଷ୍ଟର ଡୋଜ ମଧ୍ୟରେ ଅନ୍ତର ୯ ମାସରୁ ୬ ମାସ କରିପାରନ୍ତି ସରକାର

ନୂଆଦିଲ୍ଲୀ,୨୮ ।୪: କେନ୍ଦ୍ର ସରକାର କୋଭିଡ-୧୯ ଭ୍ୟାକ୍ସିନର ଦ୍ୱିତୀୟ ଡୋଜ ଓ ବୁଷ୍ଟର ଡୋଜ ମଧ୍ୟରେ ଅନ୍ତର ୯ ମାସରୁ କମାଇ ୬ ମାସ କରିପାରନ୍ତି । ଅଧିକାରୀଙ୍କ ସୂତ୍ରରୁ ବୁଧବାର ମିଳିଥିବା ସୂଚନାରୁ ଏହା ଜଣାପଡିଛି । ଏମାନେ କହିଛନ୍ତି…

ଚାର୍‌ ଧାମ୍‌ ଯାତ୍ରା ପାଇଁ କରୋନା ପରୀକ୍ଷା ଜରୁରୀ, ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସୂଚନା…

ନୂଆଦିଲ୍ଲୀ, ୨୭।୪ : ଉତ୍ତରାଖଣ୍ଡର ଚାର୍‌ ଧାମ୍‌ ଯାତ୍ରା ପାଇଁ ଶ୍ରଦ୍ଧାଳୁଙ୍କ କରୋନା ପରୀକ୍ଷା କରାଯିବା ଜରୁରୀ ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡ. ଧନ ସିଂ ରାଓ୍ବତ ବୁଧବାର ସୂଚନା ପ୍ରଦାନ କରିଛନ୍ତିି। ଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ…

କରୋନାକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଉଚ୍ଚସ୍ତରୀୟ ବୈଠକ କଲେ ପ୍ରଧାନମନ୍ତ୍ରୀ: କହିଲେ, ସତର୍କ ରହିବା ଜରୁରୀ

ନୂଆଦିଲ୍ଲୀ,୨୭।୪: ଗତ ୨ସପ୍ତାହ ଧରି ଦେଶରେ ବର୍ଦ୍ଧିତ କରୋନା ମାମଲାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟାହ୍ନ ୧୨ଟାରେ ଭିଡିଓ କନଫରେନ୍ସିଂରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ଏଥିରେ ରାଜ୍ୟର କରୋନା ସ୍ଥିତି ଉପରେ…

ଦିଲ୍ଲୀ-ୟୁପି-ହରିୟାଣାରେ ଆସିବ ଚତୁର୍ଥ ଲହର, ୪ ମାସ ଧରି ରଚିବ ତାଣ୍ଡବ…

ନୂଆଦିଲ୍ଲୀ, ୨୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏଭଳି ପରିସ୍ଥିତିରେ କରୋନାର ଚତୁର୍ଥ ଲହର ଆସିବା ଆତଙ୍କ ବଢ଼ିବାରେ ଲାଗିଛି। ବିଶେଷଜ୍ଞଙ୍କ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?