କରୋନା ଭାଇରସ୍‌

ରାଜଧାନୀକୁ ଟପିଲା ଯାଜପୁର: ଆକ୍ରାନ୍ତଙ୍କ ସଂଖ୍ୟା ୪୮ ଛୁଇଁଲା, ଆଜି ଗୋଟିଏ ଦିନରେ ୮ ଚିହ୍ନଟ

ଭୁବନେଶ୍ୱର,୨ା୫(ବ୍ୟୁରୋ) : ଶନିବାର ସକାଳେ ଯାଜପୁର ଜିଲାରେ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ଘର ବରୀ ବ୍ଲକ ଅଞ୍ଚଳରେ। ସେ ଜଣେ ପୁରୁଷ ଏବଂ ତାଙ୍କ ବୟସ…

ପ୍ରବାସୀ ଓଡ଼ିଆଙ୍କ ପାଇଁ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ: ଓଡ଼ିଶା ଆସୁଛନ୍ତି ୧୧୫୦ ଜଣ

ଭୁବନେଶ୍ୱର,୨ା୫(ବ୍ୟୁରୋ) : ଅନ୍ୟ ରାଜ୍ୟରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କ ଘରବାହୁଡ଼ା ପାଇଁ ରାଜ୍ୟ ସରକାର ଏକ ନୂଆ ଅଭିଯାନ ‘ଅପରେଶନ ଶୁଭଯାତ୍ରା’ ଆରମ୍ଭ କରିଛନ୍ତି। ପ୍ରବାସୀଙ୍କୁ କିଭଳି ସୁରକ୍ଷିତ ଭାବେ ଓଡ଼ିଶା ଫେରାଇ ଅଣାଯିବ ଏବଂ ନିଜ ପଞ୍ଚାୟତରେ ୧୪ ଦିନ…

ଗୋଟିଏ ଦିନରେ ବରୀ ବ୍ଲକରୁ ୪ କରୋନା ପଜିଟିଭ୍‌ ଚିହ୍ନଟ

ରତ୍ନଗିରି,୨ା୫(ଡି.ଏନ୍‌.ଏ.) : ଶନିବାର ସକାଳେ ଯାଜପୁର ଜିଲା ବରୀ ବ୍ଲକରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଅପରାହ୍ନରେ ଆଉ ଜଣେ ଏହି ବ୍ଲକ ଅଧିନସ୍ଥ ବାଇଁଶିରିଆ ପଞ୍ଚାୟତରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ସମ୍ପୃକ୍ତ ବ୍ୟକ୍ତିଙ୍କ ବୟସ…

ଗାଁରେ ସଙ୍ଗରୋଧ କେନ୍ଦ୍ରକୁ ବିରୋଧ: ତାଲା ପକାଇଲେ ଗ୍ରାମବାସୀ

ରାୟଗଡ଼ା ଅଫିସ,୨ା୫: ରାୟଗଡ଼ା ଜିଲା ହାଲୁଆ ପଞ୍ଚାୟତ ଅଧୀନ ପୋଡ଼ାପାଡ଼ି ଗ୍ରାମରେ ସଙ୍ଗରୋଧ କେନ୍ଦ୍ରକୁ ବିରୋଧ କରି ଶୁକ୍ରବାର ଗ୍ରାମବାସୀ ସ୍କୁଲ ଫାଟକରେ ତାଲା ପକାଇଛନ୍ତି। ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ପରିସ୍ଥିତି ଅଣାୟତ୍ତ ହେବାରୁ ପ୍ରଶାସନିକ ଅଧିକାରୀ…

ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଲା, ସୁସ୍ଥ ହେଲେ ୫୬

ଭୁବନେଶ୍ୱର,୨ା୫(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ଶନିବାର ଅପରାହ୍ନରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ…

ସୁସ୍ଥ ହେଲେ କରୋନା ସଂକ୍ରମିତ ୧୨ ନୌସେନା ଯବାନ

ନୂଆଦିଲ୍ଲୀ,୨।୫: ଭାରତୀୟ ନୌସେନାର ୩୮ ଜଣ ଯବାନ କରୋନା ଭାଇରସରେ ସଂକ୍ରମିତ ହେବା ପରେ ଏବେ ସେମାନଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଡିସଚାର୍ଜ ହୋଇଥିବା ସୂଚନା ମିଳିଛି। ଶନିବାର ନୌସେନାର ଜଣେ ଅଧିକାରୀ ଏହି ସୂଚନା ଦେଇଛନ୍ତି।…

କୋଭିଡ-୧୯ ମହାମାରୀ: ବିଶ୍ୱକପ୍‌ ଫାଇନାଲ ଜର୍ସି ଦାନ କରିବେ ନିକୋଲ୍ସ

ଓ୍ବେଲିଂଟନ,୨।୫ (ପି.ଟି.): କୋଭିଡ-୧୯ ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ପରିବାର ତଥା ଲୋକଙ୍କୁ ସାହାଯ୍ୟ କରିବା ପାଇଁ ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ହେନେରୀ ନିକୋଲ୍ସ ଏବେ ଆଗକୁ ଆସିଛନ୍ତି। ଗତବର୍ଷ ଇଂଲଣ୍ଡରେ ଖେଳାଯାଇଥିବା ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ରେ ସେ ପିନ୍ଧିଥିବା ଶାର୍ଟ ଦାନ…

ପିପିଇ କିଟ୍‌ ଦାନ କରିବାକୁ ଅନୁରୋଧ କଲେ ସୋନାକ୍ଷୀ

ମୁମ୍ବାଇ: ଦେଶ କରୋନା ଭାଇରସ ସହ ଲଢୁଥିବା ବେଳେ ଏହି ଯୁଦ୍ଧରେ ଆଗଧାଡିର ଯୋଦ୍ଧା ସାଜିଛନ୍ତି ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ନର୍ସ। ଏମାନେ ସିଧାସଳଖ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସୁଥିବା ବେଳେ ଏମାନଙ୍କ ନିକଟରେ ଶୀଘ୍ର ସଂକ୍ରମଣର ଭୟ ରହିଛି। ତେଣୁ…

ବିଶେଷ ଧରଣର ଟୋପି ପିନ୍ଧି ସାମାଜିକ ଦୂରତ୍ୱ ରକ୍ଷାକଲେ ଚାଇନା ଛାତ୍ରୀଛାତ୍ର

ବେଜିଂ,୨।୫: ବିଗତ ୪ ମାସ ଧରି କରୋନା ସଂକ୍ରମଣରେ ଛଟପଟ ହେଉଥିବା ଚାଇନା ଏକ ପ୍ରକାର ଏହି ଯୁଦ୍ଧରେ ବିଜୟୀ ହୋଇଛି ବୋଲି କହୁଥିବା ବେଳେ ଏବେବି ସେଠି କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଥିବା ଖବର ବେଳେ ବେଳେ ନଜରକୁ ଆସୁଛି।…

ଫୁଲ ବର୍ଷା କରିବ ବାୟୁସେନା ବିମାନ

ନୂଆଦିଲ୍ଲୀ,୨।୫: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ କରୋନା ଯୋଦ୍ଧାଙ୍କ ଉତ୍ସାହ ବଢ଼ାଇବା ପାଇଁ ଭାରତୀୟ ସେନା ପକ୍ଷରୁ ‘ସାରେ ଜାହାଁ ସେ ଆଛା, ହିନ୍ଦୁସ୍ତାନ…

ପୁଲଓ୍ବାମା ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ପୁଲଓ୍ବାମା,୨।୫: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ଡଙ୍ଗରପୋରା ଅଞ୍ଚଳରେ ଶନିବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଗୁଳିବିନିମୟରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶନିବାର ପୁଲଓ୍ବାମା ଜିଲାର ଡଙ୍ଗରପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର…

କରୋନା ଲଢ଼େଇ: ଥାଇଲାଣ୍ଡ୍‌ ସହିତ ହାତ ମିଳାଇଲା ଭାରତ

ନୂଆଦିଲ୍ଲୀ,୨।୫: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସହିତ ଲଢ଼େଇ ପାଇଁ ଥାଇଲାଣ୍ଡ ସହିତ ଭାରତ ହାତ ମିଳାଇଛି। ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଥାଇଲାଣ୍ଡର ତାଙ୍କ ପ୍ରତିପକ୍ଷ ପ୍ରାୟୁତ ଚାନ୍‌-ଓ-ଚାଙ୍କ ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri