କରୋନା ଭାଇରସ୍‌

ଚିନ୍ତା ବଢ଼ାଉଛି ଯାଜପୁର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫କୁ ବୃଦ୍ଧି

ଭୁବନେଶ୍ୱର,୨।୫(ବ୍ୟୁରୋ): କରୋନା ଯୋଗୁ ସାରା ଦେଶ ଓ ରାଜ୍ୟରେ ଲକ୍‌ଡାଉନ ଜାରି ରହିଛି। ଶୁକ୍ରବାର କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଅବଧିକୁ ଆହୁରି ୨ ସପ୍ତାହ ଯାଏଁ ବୃଦ୍ଧି କରିଛନ୍ତି। ହେଲେ ଲକ୍‌ଡାଉନ ଜାରି ରହିଥିଲେ ସୁଦ୍ଧା…

ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ ଛୁଇଁଲା

ଭୁବନେଶ୍ୱର,୨।୫ (ବ୍ୟୁରୋ)- ରାଜ୍ୟରେ ପୁଣି ୫ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ମହିଳା ଏବଂ ୩ଜଣ ପୁରୁଷ ଅଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର…

ଏବେ ଟ୍ରେନ୍‌ରେ ଫେରିବେ ପ୍ରବାସୀ ଶ୍ରମିକ, ଶିକ୍ଷାର୍ଥୀ

ନୂଆଦିଲ୍ଲୀ,୧।୫: କରୋନା ଭାଇରସ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାରି ଭିତରେ ବାହାର ରାଜ୍ୟରେ ଫସି ରହିଥିବା ଶ୍ରମିକ ଓ ଶିକ୍ଷାର୍ଥୀମାନଙ୍କୁ ନିଜ ନିଜ ରାଜ୍ୟକୁ ଫେରାଇ ଆଣିବାକୁ ଏବେ ସ୍ବତନ୍ତ୍ର ଟ୍ରେନ୍‌ ଚାଲିବ। କେନ୍ଦ୍ର ସରକାର ଶୁକ୍ରବାର…

ଆମେରିକାକୁ ଘାରିଛି କରୋନା ଭ୍ୟାକ୍ସିନ ଫର୍ମୁଲା ଚୋରି ହେବାର ଭୟ !

ଓ୍ବାଶିଂଟନ,୧।୫: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଏବେ ଏହି ସଂକ୍ରମଣରେ ବିଶ୍ୱରେ ପାଖାପାଖି ୨ ଲକ୍ଷ ୩୩ ହଜାର ଲୋକଙ୍କ ଜୀବନ ଗଲାଣି। ଏହାର କାରଣ ହେଉଛି କରୋନା ମହାମାରୀର ଚିକିତ୍ସା ପାଇଁ…

୩ ଦିନ ପାଇଁ ସିଲ୍‌ ହେଲା ରିମ୍ସର ମାଇକ୍ରୋବାୟୋଲୋଜି ଡିପାର୍ଟମେଣ୍ଟ

ରାଞ୍ଚି,୧।୫: ରାଞ୍ଚିରେ ଥିବା ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌(ରିମ୍ସ)ର ମାଇକ୍ରୋବାୟୋଲୋଜି ଡିପାର୍ଟମେଣ୍ଟକୁ ୩ ଦିନ ପାଇଁ ସିଲ୍‌ କରିଦିଆଯାଇଛି। ସେଠାରେ ଜଣେ ଲାବୋରୋଟୋରୀ ଟେକ୍ନିସିଆନ୍‌ କରୋନାରେ ପୀଡିତ ଥିବା ଏପ୍ରିଲ ୩୦ ଅର୍ଥାତ୍‌ ଗୁରୁବାର ଜଣାପଡିବା ପରେ ଶୁକ୍ରବାରଠାରୁ ୩…

୬ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ

ଭୁବନେଶ୍ୱର,୧ା୫(ବୁ୍ୟୁରୋ): ରାଜ୍ୟର ୬ଜଣ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଶନିବାର ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି। ଆକ୍ରାନ୍ତ ନଂ ୧୨୩, ୧୨୪, ୧୨୫, ୧୨୬, ୧୨୭ ଏବଂ ୧୨୮ଙ୍କ ବିବରଣୀ ପ୍ରଦାନ କରାଯାଇଛି। ସେଥିରୁ ଯାଜପୁର…

ଲକ୍‌ଡାଉନ ୩.୦: ଚାଲିବନି ଟ୍ରେନ୍‌-ବିମାନ, ଖୋଲିବନି ମଲ୍‌-ସିନେମା ହଲ୍‌

ନୂଆଦିଲ୍ଲୀ,୧।୫: ଲକ୍‌ଡାଉନ ପରେ ବି ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଶୁକ୍ରବାର କେନ୍ଦ୍ର ସରକାର ପୁଣିଥରେ ଲକ୍‌ଡାଉନ ୩.୦ ଜାରି କରିଛନ୍ତି। ପୁଣି ୨ ସପ୍ତାହ ପାଇଁ ବଢିଛି ଏହି ଲକ୍‌ଡାଉନ ଅବଧି। ଏହି ସମୟ ମଧ୍ୟରେ…

ଦୁଇ ସପ୍ତାହ ବଢିଲା ଲକ୍‌ଡାଉନ ଅବଧି

ନୂଆଦିଲ୍ଲୀ,୧।୫: ଦେଶରେ କରୋନା ଭାଇରସ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ଶୁକ୍ରବାର କେନ୍ଦ୍ର ସରକାର ଲକ୍‌ଡାଉନ ଅବଧିକୁ ଆଉ ୨ ସପ୍ତାହ ବୃଦ୍ଧି କରିଛନ୍ତି। ଅର୍ଥାତ୍‌ ଦେଶରେ ମେ’ ୧୭ ପର୍ଯ୍ୟନ୍ତ ଲକ୍‌ଡାଉନ ବଳବତ୍ତର ରହିବ…

ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୪୯

ଭୁବନେଶ୍ୱର,୧ା୫(ବୁ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ପୂର୍ବାହ୍ନରେ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅପରାହ୍ନରେ ଯାଜପୁର ଜିଲାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ରାଜ୍ୟ ସରକାରଙ୍କ କ୍ଲିୟରାନ୍ସ ବିନା ଆସିପାରିବ ନାହିଁ କୌଣସି ଟ୍ରେନ୍‌

ଭୁବନେଶ୍ୱର,୧।୫(ବ୍ୟୁରୋ): କେରଳରୁ ଶୁକ୍ରବାର ଓ ଗୁଜୁରାଟରୁ କିଛି ଦିନ ପରେ ଓଡ଼ିଶାକୁ ଟ୍ରେନ୍‌ ଆସିବ। ହେଲେ ରାଜ୍ୟ ସରକାରଙ୍କ କ୍ଲିୟରାନ୍ସ ବିନା ଅନ୍ୟ ରାଜ୍ୟରୁ କୌଣସି ଟ୍ରେନ୍‌ ଆସିପାରିବ ନାହିଁ। ରାଜ୍ୟର କିଛି ନିର୍ଦ୍ଦିଷ୍ଟ ଷ୍ଟେଶନରେ ଆଗନ୍ତୁକଙ୍କୁ ଗ୍ରହଣ କରାଯିବ। ସରକାରୀ…

ମେ’ମାସରେ ଘମାଘୋଟ ଲଢ଼େଇ: ବାଗ୍‌ଚୀ

ଭୁବନେଶ୍ୱର, ୧।୫(ବ୍ୟୁରୋ): ମେ’ ମାସ ଆମପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। କରୋନା ଶତ୍ରୁ ସହ ଏ ମାସରେ ଘମାଘୋଟ ଲଢ଼େଇ ହେବ। ମାର୍ଚ୍ଚରେ ପ୍ରସ୍ତୁତି ହୋଇଥିବା ବେଳେ ଏପ୍ରିଲରେ ଯୁଦ୍ଧ କ୍ଷେତ୍ରରେ ଲଢ଼େଇ ହୋଇଛି। ମେ’ରେ ଘମାଘୋଟ ଲଢ଼େଇ ହେବ। ଏ ନେଇ…

କରୋନା ସଙ୍କଟ: ସ୍ବଦେଶକୁ ଫେରିବା ପାଇଁ ୩୨ହଜାର ଭାରତୀୟ ୟୁଏଇରେ କଲେ ରେଜିଷ୍ଟ୍ରେଶନ

ଆବୁଧାବି,୧।୫: କରୋନା ଭାଇରସ୍‌ ମହାସଙ୍କଟ କେବଳ ଭାରତ ନୁହେଁ ବରଂ ବିଶ୍ୱର ବିଭିନ୍ନ ଦେଶରେ ଦେଖିବାକୁ ମିଳିଛି। ଅନ୍ୟ ଦେଶକୁ ରୋଜଗାର ବା ଅନ୍ୟ କାର୍ଯ୍ୟ ପାଇଁ ଯାଇଥିବା ଲୋକମାନେ ଏହି ସଙ୍କଟ ଯୋଗୁ ସେଠାରେ ଫସିରହିଛନ୍ତି। ସେମାନଙ୍କୁ ଫେରାଇବା ଆଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?