କରୋନା ଭାଇରସ୍‌

ବଲାଙ୍ଗୀର ଛୁଇଁଲା କରୋନା: ଲେଖାରିଆ ଗ୍ରାମରୁ ୨ ଆକ୍ରାନ୍ତ ଚିହ୍ନଟ, ତାମିଲନାଡ଼ୁରୁ ଫେରିଥିଲେ

ଭୁବନେଶ୍ୱର,୧।୫(ବ୍ୟୁରୋ): ବଲାଙ୍ଗୀର ଛୁଇଁଲା କରୋନା। ଶୁକ୍ରବାର ପ୍ରଥମ ଥର ପାଇଁ ଜିଲାରେ ୨ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛି। ଏହାକୁ ମିଶାଇଲେ ଏବେ ରାଜ୍ୟରେ ୧୫ଟି ଜିଲା କରୋନା ସଂକ୍ରମିତ ଜିଲା ତାଲିକାକୁ ଆସିଛି। ପୂର୍ବରୁ ଖୋର୍ଦ୍ଧା, ଯାଜପୁର, ବାଲେଶ୍ୱର,…

CORONAVIRUS UPDATE: ଆଉ ଦୁଇ ପଜିଟିଭ୍‌ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୪୫

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ସକାଳେ ବାଲେଶ୍ୱରରୁ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ମଧ୍ୟାହ୍ନରେ ଆଉ ଦୁଇଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉଭୟ ବଲାଙ୍ଗୀର ଜିଲା ଲେଖାରିଆ ଗ୍ରାମର ବୋଲି ରାଜ୍ୟ ସୂଚନା ଓ…

ଆରମ୍ଭ ହେଲା ଶ୍ରମିକଙ୍କ ଘରବାହୁଡା: ତେଲେଙ୍ଗାନାରୁ ଝାଡ଼ଖଣ୍ଡ ଅଭିମୁଖେ ବାହାରିଲା ୨୪କୋଚ ଥିବା ସ୍ବତନ୍ତ୍ର ଟ୍ରେନ୍‌

ହାଇଦ୍ରାବାଦ,୧।୫: ଲକ୍‌ଡାଉନ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ ଫସି ରହିଥିବା ଲକ୍ଷ ଲକ୍ଷ ଶ୍ରମିକଙ୍କୁ ନିଜ ଘରକୁ ଫେରାଇ ଆଣିବା କାର୍ଯ୍ୟ ଆରମ୍ଭ ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନୁମୋଦନ ପରେ ବିଭିନ୍ନ ରାଜ୍ୟ ସରକାର ନିଜ ରାଜ୍ୟର ଶ୍ରମିକମାନଙ୍କୁ ଫେରାଇ ଆଣିବାକୁ…

ଆଶ୍ୱସ୍ତ ହେଲେ ଉଦ୍ଧବ: ବିଧାନ ପରିଷଦ ନିର୍ବାଚନ ପାଇଁ ଅନୁମତି ଦେଲେ ନିର୍ବାଚନ ଆୟୋଗ

ମୁମ୍ବାଇ,୧।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପଦକୁ ନେଇ ଦେଖାଦେଇଥିବା ସଙ୍କଟର ଅନ୍ତ ଘଟିଛି। ଶୁକ୍ରବାର ନିର୍ବାଚନ ଅୟୋଗ ଉଦ୍ଧବ ଠାକରେଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ସହ ରାଜ୍ୟରେ ବିଧାନ ପରିଷଦ ନିର୍ବାଚନ ପାଇଁ ଅନୁମତି ପ୍ରଦାନ କରିଛନ୍ତି। ଖୁବ୍‌ଶୀଘ୍ର ଏନେଇ…

ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠି ପାଇଁ ଘର ଘର ବୁଲି ଟଙ୍କା ସଂଗ୍ରହ କରୁଛନ୍ତି ସୁନ୍ଦରଗଡ଼ ବିଧାୟିକା

ସୁନ୍ଦରଗଡ ,୧।୫ (ଡି.ଏନ୍‌.ଏ.): ବିଶ୍ୱ ମହାମାରୀ କରୋନାକୁ ପରାସ୍ତ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହ ଯୋଡି ହୋଇଛନ୍ତି ସବୁ ବର୍ଗର ଲୋକ। ଏହି କ୍ରମରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଗାଁ ଗାଁ ବୁଲି କୋଭିଡ-୧୯…

ଝାରସୁଗୁଡାରେ କୋଭିଡ ମୁକାବିଲା କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ, ଉନ୍ନୟନ କମିଶନର

ଝାରସୁଗୁଡ଼ା ଅଫିସ,୧।୫: ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି.କେ ପଣ୍ଡିଆନ ଶୁକ୍ରବାର ଦିନିକିଆ ଝାରସୁଗୁଡା ଜିଲା ଗସ୍ତ କରିଛନ୍ତି। ଏକ ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରୁ ଯାଇ ଝାରସୁଗୁଡା ବିମାନବନ୍ଦରରେ ଓହ୍ଲାଇଥିଲେ। ପରେ ଗାଡ଼ି ଯୋଗେ…

କରୋନା ଭାଇରସ୍‌ରେ ସଂକ୍ରମିତ ରୁଷ ପ୍ରଧାନମନ୍ତ୍ରୀ: ଆଶୁ ଆରୋଗ୍ୟ କାମନା କଲେ ମୋଦି

ମସ୍କୋ/ନୂଆଦିଲ୍ଲୀ,୧।୫: ସାରା ବିଶ୍ୱରେ କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ୨ଲକ୍ଷ ୨୮ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଏଥିରେ ୩୨ଲକ୍ଷରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଧନୀ କି ଗରିବ, ଛୋଟ କିମ୍ବା ବୃଦ୍ଧ କେହି ଏହା କବଳରୁ ବର୍ତ୍ତି…

ଦେଶରେ କମିଛି ଅଣକରୋନା ମୃତ୍ୟୁ

ନୂଆଦିଲ୍ଲୀ,୧।୫: କରୋନା ଜନିତ ମୃତ୍ୟୁକୁ ବାଦ୍‌ଦେଲେ ଦେଶରେ ଅନ୍ୟ ମୃତ୍ୟୁସଂଖ୍ୟା ହ୍ରାସ ପାଇଥିବା ଜଣାପଡିଛି। ଲକ୍‌ଡାଉନ ଯୋଗୁ ଦୁର୍ଘଟଣା ସଂଖ୍ୟା କମିଛି। ସେହିପରି ହସ୍ପିଟାଲକୁ ଆସୁଥିବା ଜରୁରୀ ମାମଲା ଓ ମୃତ୍ୟୁସଂଖ୍ୟାରେ ମଧ୍ୟ ଉଲ୍ଲେଖନୀୟ ହ୍ରାସ ଘଟିଛି। ଏ ନେଇ ଡାକ୍ତରମାନେ…

ବାପାଙ୍କ ମୁକ୍ତି ଲାଗି ସୁପ୍ରିମକୋର୍ଟ ଗଲେ ୨ନାବାଳକ

ନୂଆଦିଲ୍ଲୀ,୧।୫: କୋଭିଡ୍‌-୧୯ ମହାମାରୀର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର କ’ଣ ସବୁ ପଦକ୍ଷେପ ନେଇଛନ୍ତି ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶ୍ନ କରି ଗତ ୧୧ତାରିଖଠାରୁ ଜେଲ୍‌ରେ ଅଛନ୍ତି କଂଗ୍ରେସ ନେତା ସଚିନ ଚାୈଧାରୀ। ଚୌଧାରୀଙ୍କ ମୁକ୍ତି ପାଇଁ…

କରୋନା ଆଳରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧।୫: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ବିରୋଧୀ ବିକ୍ଷୋଭକାରୀଙ୍କୁ ରାଜନୈତିକ ଉଦ୍ଦେଶ୍ୟମୂଳକ ଭାବେ କୋଭିଡ୍‌-୧୯ ଆଳରେ ଗିରଫ କରାଯାଉଛି। ଦିଲ୍ଲୀ ପୋଲିସ ସେମାନଙ୍କ ବିରୋଧରେ ମାମଲା ରୁଜୁ କରିଛି। ପୋଲିସ କ୍ଷମତାର ଅପବ୍ୟବହାର କରି…

ମଉଳିଲା ଉଦ୍ଧବଙ୍କ ଆଶା

ମୁମ୍ବାଇ,୧।୫: ମହାରାଷ୍ଟ୍ରରେ ଖାଲିପଡ଼ିଥିବା ୯ ବିଧାନ ପରିଷଦ ଆସନ ପାଇଁ ନିର୍ବାଚନ କରାଇବାକୁ ରାଜ୍ୟପାଳ ଭଗତ ସିଂ କୋଶ୍ୟାରି ଗୁରୁବାର ଇସିଙ୍କୁ ଅନୁରୋଧ କରିଛନ୍ତି। ଫଳରେ ଉଚ୍ଚ ସଦନକୁ ମନୋନୀତ ହେବା ଲାଗି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରଖିଥିବା ଆଶା ମଉଳିଯାଇଛି।…

୨୪ ଘଣ୍ଟିଆ ଶିକ୍ଷା ଚ୍ୟାନେଲ ପାଇଁ ସୁପର-୩୦ ପ୍ରତିଷ୍ଠାତାଙ୍କ ପ୍ରସ୍ତାବ

ନୂଆଦିଲ୍ଲୀ,୧।୫(ପି.ଟି.): କୋଭିଡ୍‌-୧୯ ଜନିତ ଲକ୍‌ଡାଉନ ଲାଗି ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ସମସ୍ତେ ଅନ୍‌ଲାଇନ ଶିକ୍ଷା ଉପଲବ୍ଧ କରିବା ସମ୍ଭବ ନୁହେଁ। ସେଥିପାଇଁ ସମାଜର ପ୍ରତ୍ୟେକ ବର୍ଗର ଛାତ୍ରୀଛାତ୍ରଙ୍କ ଲାଗି ‘ଦୂରଦର୍ଶନ ଏଜୁକେଶନ’ ନାମରେ ଏକ ୨୪ ଘଣ୍ଟିଆ ଶିକ୍ଷା ଚ୍ୟାନେଲ ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri