କରୋନା ଆରୋଗ୍ୟ ହାର ୨୫.୧୯%
ନୂଆଦିଲ୍ଲୀ,୧।୫: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩ ହଜାର ଅତିକ୍ରମ କରିଥିବାବେଳେ ଆରୋଗ୍ୟ ହାରରେ ଉଲ୍ଲେଖନୀୟ ବୃଦ୍ଧି ଘଟିଛି। ୧୪ ଦିନ ତଳେ ଆରୋଗ୍ୟ ହାର ୧୩ ପ୍ରତିଶତ ରହିଥିବାବେଳେ ଏବେ ତାହା ୨୫.୧୯ ପ୍ରତିଶତକୁ ବୃଦ୍ଧି ପାଇଥିବା ଗୁରୁବାର ସ୍ବାସ୍ଥ୍ୟ…
ବାଲେଶ୍ୱରରେ ଆଉ ଜଣେ ପଜିଟିଭ୍ ଚିହ୍ନଟ: ୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ବାଲେଶ୍ୱର ଅଫିସ,୧ା୫: ବାଲେଶ୍ୱର ଜିଲାରେ ଶୁକ୍ରବାର ଆଉ ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି। ସେ ଜଣେ ପୁରୁଷ ଏବଂ ତାଙ୍କ ବୟସ ୫୮ ବର୍ଷ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ତାମିଲନାଡୁରେ ଅଟକିଥିବା ଶ୍ରମିକଙ୍କୁ ଫେରାଇବାକୁ ଉଦ୍ୟମ
ଭୁବନେଶ୍ୱର,୧।୫(ବ୍ୟୁରୋ): କରୋନା ସଂକ୍ରମଣ ପାଇଁ ଲକ୍ଡାଉନ ଜାରି ରହିଥିବାବେଳେ ଅନ୍ୟ ରାଜ୍ୟଗୁଡ଼ିକରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କୁ ନେଇ ରାଜ୍ୟ ସରକାର ବିଶେଷ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଅନ୍ୟ ରାଜ୍ୟରେ ଅଟକିଥିବା ଶ୍ରମିକମାନେ ଖାଇବା, ରହିବା ଏବଂ କାମ କରିବାର ସୁବିଧା ହରାଇବା…
କରୋନା ଆଣିଲା ବ୍ୟତିକ୍ରମ
ଭୁବନେଶ୍ୱର,୧।୫(ବ୍ୟୁରୋ): କରୋନା ମହାମାରୀରେ ପରିଣତ ହୋଇଛି। ଏହି ସ୍ବାସ୍ଥ୍ୟ ବିପର୍ଯ୍ୟୟ ଦ୍ୱାରା ସାଧାରଣ ଜନତାର ସାମ୍ପ୍ରତିକ ସ୍ଥିତିରେ ପରିବର୍ତ୍ତନ ଆସିଛି। ଅର୍ଥନୈତିକ ସ୍ଥିତି ଘୋର ପ୍ରଭାବିତ ହୋଇଛି। ରାଜ୍ୟ ତଥା ଦେଶକୁ ଚଳାଉଥିବା ବ୍ୟବସ୍ଥାରେ ମଧ୍ୟ ପରିବର୍ତ୍ତନ ଦେଖାଦେଇଛି। କେତେକେ ଏହାକୁ…
ଓଡ଼ିଶା ପାଇଁ ଆସିପାରେ ଗମ୍ଭୀର ସ୍ଥିତି: ଆଶଙ୍କା ପ୍ରକାଶ କରୁଛନ୍ତି ସ୍ବାସ୍ଥ୍ୟ ବିଶାରଦ
ଭୁବନେଶ୍ୱର,୧।୫(ବ୍ୟୁରୋ): ଓଡ଼ିଶାରେ କରୋନା ଭୂତାଣୁ ସଂକ୍ରମଣ ବଢ଼ୁଥିବାରୁ ଏହା ରାଜ୍ୟ ସରକାରଙ୍କ ମୁଣ୍ଡବ୍ୟଥାର କାରଣ ପାଲଟିବାରେ ଲାଗିଛି। ମାର୍ଚ୍ଚ ୩୧ ତାରିଖରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଥିଲା। କିନ୍ତୁ ମାସକ ପରେ ଏହା ୧୪୨ରେ ପହଞ୍ଚିଛି। ଅର୍ଥାତ ୧…
CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ ଛୁଇଁଲା
ଭୁବନେଶ୍ୱର,୧।୫ (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଁଚିଛି। ଆକ୍ରାନ୍ତ ବ୍ୟକ୍ତି ଜଣକ ବାଲେଶ୍ଵର ଜିଲାର ଏବଂ ସେ କଲିକତା ଫେରନ୍ତା ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ…
ଲକ୍ଡାଉନ ଯୋଗୁ ୭୦ଲକ୍ଷ ଅନିଚ୍ଛାକୃତ ଗର୍ଭଧାରଣ ସମ୍ଭବ !
ଓ୍ବାଶିଂଟନ,୧।୫: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ବିଶ୍ୱରେ ଲକ୍ଡାଉନ୍ ଚାଲିଥିବା ବେଳେ ଏହା ଯଦିଓ ପ୍ରକୃତି ଉପରେ ଭଲ ପ୍ରଭାବ ପକାଇଛି, ଅନ୍ୟ ଦିଗରେ ଏହାର କିଛି ଖରାପ ପ୍ରଭାବ ମଧ୍ୟ ପଡିବ ବୋଲି କୁହାଯାଉଛି। ଜାତିସଙ୍ଘ ଜନସଂଖ୍ୟା କୋଷ(ୟୁଏନ୍ଏପ୍ପିଏ)ର…
CORONAVIRUS UPDATE: ମାସକରେ ୧୨ ଜିଲାରେ ୧୩୮ ସଂକ୍ରମିତ
ଭୁବନେଶ୍ୱର,୩୦ା୪(ବ୍ୟୁରୋ): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ରାଜ୍ୟ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏହାକୁ ରୋକିବା ସରକାରଙ୍କ ପକ୍ଷେ ବେଳକୁ ବେଳ ମୁସ୍କିଲ ହୋଇପଡୁଛି। ସରକାର ଯେତେ ଯାହା ପଦକ୍ଷେପ ନେଲେ ବି ଏହି ରୋଗ ନିୟନ୍ତ୍ରଣକୁ ଆସୁ ନାହିଁ। ଦିନକୁ…
ସୋର ବ୍ଲକରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ୭ ଗ୍ରାମର ମୁଖ୍ୟ ରାସ୍ତା ସିଲ୍
ସୋର, ୩୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ତଳନଗର ପଞ୍ଚାୟତର ବେଲସବିରା ଓ ସୁନାରୀ ଗ୍ରାମରେ ବୁଧବାର ୨ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରଶାସନ ପକ୍ଷରୁ କଟକଣା କଡାକଡି କରାଯାଇଛି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ବିଡ଼ିଓ…
କରୋନା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ
କୋଡ଼ିଙ୍ଗା/ନବରଙ୍ଗପୁର,୩୦ା୪(ଡି.ଏନ୍.ଏ./ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍ ଏକୋରୀ ପଞ୍ଚାୟତ ଅଧୀନ ନୂନପାଣି ଗ୍ରାମରେ କରୋନା ସନ୍ଦିଗ୍ଧମାନଙ୍କ ପାଇଁ ନିର୍ମାଣ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଟିଏ ବଖରାରେ ଥିବା ସମସ୍ତ ଜିନିଷପତ୍ର ପୋଡ଼ି ନଷ୍ଟ ହୋଇଛି।…
ଦୋକାନ ଦ୍ୱନ୍ଦ୍ୱ ଦୂର କଲେ ବିଏମ୍ସି କମିଶନର: ଏକାଠି ୫ରୁ ଅଧିକ ଦୋକାନ ନ ଥିବା ମାର୍କେଟ ଖୋଲି ପାରିବ
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କେଉଁ ଦୋକାନ ଖୋଲିବ ଓ କେଉଁ ଦୋକାନ ବନ୍ଦ ରହିବ ସେ ନେଇ ଦ୍ୱନ୍ଦ୍ୱ ଲାଗିରହିଥିଲା। ଗୁରୁବାର ଏହି ଦ୍ୱନ୍ଦ୍ୱ ଦୂର କରିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ସେ କହିଛନ୍ତି, ସମସ୍ତ…
୧୪ ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଛନ୍ତି ୬ ପୁରୁଷ, ୫ ମହିଳା, ଜଣେ ନାବାଳକ, ୨ ଶିଶୁ
ଭୁବନେଶ୍ୱର,୩୦।୪(ବ୍ୟୁରୋ): ଯାଜପୁର ଜିଲା କଟିକଟା ଅଞ୍ଚଳରୁ ଚିହ୍ନଟ ହୋଇଥିବା ୧୪ ନୂଆ ଅକ୍ରାନ୍ତଙ୍କ ତଥ୍ୟ ମିଳିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୧୪ ଆକ୍ରାନ୍ତଙ୍କ ମଧ୍ୟରେ ୬ ପୁରୁଷ, ୫ ମହିଳା, ଜଣେ…
Archives


