ସର୍ବାଧିକ ଆକ୍ଟିଭ୍ କେସ୍ ମାମଲା: ଖୋର୍ଦ୍ଧାକୁ ଟପି ଶୀର୍ଷରେ ପହଞ୍ଚିଲା ଯାଜପୁର
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଯାଜପୁରରୁ ଆଉ ୧୪ଜଣ ପଜିଟିଭ୍ ଚିହ୍ନଟ ହେବା ପରେ ଏବେ ଏହି ସଂଖ୍ୟା ୧୪୨ରେ ପହଞ୍ଚିଛି। ଅପରପକ୍ଷେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ସେଥିରୁ ଜଣେ ସୁସ୍ଥ…
ରାଜ୍ୟରେ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୧୫-୪୦ ବର୍ଷୀୟଙ୍କ ସଂଖ୍ୟା ଅଧିକ
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି। ସେଥିରୁ ୧୦୨ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିଭଳି ଜଣଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷେ କରୋନା ଏବେ ରାଜ୍ୟର ୧୪ ଜିଲାରେ ମଧ୍ୟ ପହଞ୍ଚିଛି।…
ଯାଜପୁରରୁ ଚିହ୍ନଟ ନୂଆ ୧୪ ଆକ୍ରାନ୍ତ କଟିକଟା ଅଞ୍ଚଳର: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୬କୁ ବୃଦ୍ଧି
ଭୁବନେଶ୍ୱର,୩୦।୪(ବ୍ୟୁରୋ): ଯାଜପୁର ଜିଲାରେ ଚିହ୍ନଟ ହୋଇଥିବା ସମସ୍ତ ୧୪ ନୂଆ ଆକ୍ରାନ୍ତ କଟିକଟା ଅଞ୍ଚଳର। ପୂର୍ବରୁ ଏଠାରେ ୬ଟି କେସ୍ ବାହାରିଥିଲା। ସେମାନେ ପଶ୍ଚିମବଙ୍ଗ ଫେରନ୍ତା ଥିଲେ। ପରେ ଏହି ଅଞ୍ଚଳକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରାଯାଇଥିଲା। ଅଞ୍ଚଳରେ ମୋଟ ୨୬୯…
କରୋନା ଭାଇରସ: ଭାରତ ପାଇଁ ଗୁରୁତ୍ୱପୁର୍ଣ୍ଣ ମେ’ ମାସ
ନୂଆଦିଲ୍ଲୀ,୩୦।୪: କରୋନା ଭାଇରସର ସଂକ୍ରମଣ ଏପର୍ଯ୍ୟନ୍ତ ଦେଶରେ କମ୍ ହୋଇନାହିଁ। ଏପଟେ କିନ୍ତୁ ଆଉ ମାତ୍ର ୩ ଦିନ ପରେ ସରିବ ଲକ୍ଡାଉନ ଅବଧି। ଏପଟେ କରୋନାକୁ ହରାଇବାର ମୁଖ୍ୟ ମାଧ୍ୟମ ଲକ୍ଡାଉନ୍ କୁହାଯାଉଥିବା ବେଳେ ଯଦି ମେ’ ୩ ତାରିଖ…
ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧,୭୧୮ ନୂଆ କରୋନା ସଂକ୍ରମିତ
ନୂଆଦିଲ୍ଲୀ,୩୦।୪: ଦେଶରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୭୧୮ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩.୦୫୦ରେ ପହଞ୍ଚିଛି। ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର…
CORONAVIRUS UPDATE: ଯାଜପୁରରେ ପୁଣି ୧୪ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୪୨
ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍ସାଇଟ୍ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୨ରେ ପହଞ୍ଚିଛି। ତେବେ…
ସନ୍ତାନ ପ୍ରସବ କଲେ କରୋନା ପଜିଟିଭ ମହିଳା
ଆଗ୍ରା,୩୦।୪: ଉତ୍ତରପ୍ରଦେଶ ଆଗ୍ରାରେ ଜଣେ କରୋନା ପଜିଟିଭ ମହିଳା ଗୁରୁବାର ସିଜରିଆନ ସେକ୍ସନ ମାଧ୍ୟମରେ ଏକ ସନ୍ତାନ ପ୍ରସବ କରିଛନ୍ତି। ସରୋଜିନି ନାଇଡୁ ମେଡିକାଲରେ ସେ ସନ୍ତାନ ପ୍ରସବ କରିଥିବା ବେଳେ ଉଭୟ ମା’ଓ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ମେଡିକାଲ…
ମାଲଦିଭିସରେ ପ୍ରଥମ କରୋନା ଜନିତ ମୃତ୍ୟୁ
ମାଲେ,୩୦।୪: କରୋନା ଭାଇରସ ସଂକ୍ରମଣରେ ସାରା ବିଶ୍ୱରେ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ଅତିକ୍ରମ କରିଥିବା ବେଳେ ଗୁରୁବାର ମାଲଦିଭିସରେ ପ୍ରଥମ କରୋନା ଜନିତ ମୃତ୍ୟୁ ହୋଇଥିବା ଖବର ମିଳିଛି। ସ୍ପୁଟନିକ ରିପୋର୍ଟ ଅନୁଯାୟୀ, ମାଲଦିଭିସର ସ୍ବାସ୍ଥ୍ୟମନ୍ତ୍ରୀ ଅବଦୁଲ୍ଲା ଅମିନ କହିଛନ୍ତି…
ଚିତ୍ରରେ ଗଞ୍ଜାମ ଜିଲାପାଳଙ୍କ କରୋନା ବାର୍ତ୍ତା: ଘରୁ ବାହାରିବା ବେଳେ ମାସ୍କ ସହ ବ୍ୟବହାର କରନ୍ତୁ ଛତା, ସାମାଜିକ ଦୂରତ୍ୱ ରହିବ
ଛତ୍ରପୁର, ୩୦।୪(ଡି.ଏନ୍.ଏ.)- କରୋନାର ମୁକାବିଲା ନିମନ୍ତେ ମାସ୍କର ବ୍ୟବହାର ଏବଂ ସାମାଜିକ ଦୂରତା ରଖିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହାକୁ ନେଇ ସରକାରୀସ୍ତରରେ ଲୋକମାନଙ୍କୁ ସଚେତନ କରାଯାଉଛି। ଏହି କ୍ରମରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଚିତ୍ର ଆଙ୍କି ଭିନ୍ନ…
ସମସ୍ତଙ୍କୁ ସଂକ୍ରମିତ କରିଦିଅ: କରୋନାରୁ ମୁକ୍ତି ପାଇଁ ‘ହର୍ଡ ଇମ୍ୟୁନିଟି’ ପ୍ଲାନ୍-ବି ଉପରେ ଚର୍ଚ୍ଚା ଜାରି !
ଓ୍ବାଶିଂଟନ,୩୦।୪: ସାରା ପୃଥିବୀରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବହୁ ଦେଶରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍ଡାଉନ୍ ଜାରି ରହିଛି। ସାମାଜିକ ଦୂରତା ଅବଲମ୍ବନ ପାଇଁ ଗୁରୁତ୍ୱାରୋପ କରାଯାଉଛି। ଲକ୍ଡାଉନ୍ ଉଠାଇ ନିଆଗଲେ ସାମାଜିକ ଦୂରତା ବଜାୟ…
ଗୋଟିଏ ଏଫ୍-୩୫ ଯୁଦ୍ଧ ବିମାନ ବଦଳରେ କିଣାଯାଇ ପାରିବ ୩୨୪୪ ଆଇସିୟୁ ଶଯ୍ୟା: ଭାରତର ପ୍ରତିରକ୍ଷା ଖର୍ଚ୍ଚ ୫.୪ ଲକ୍ଷ କୋଟି
ଷ୍ଟକ୍ହୋମ୍,୩୦।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ବହୁ ଦେଶରେ ସଂକ୍ରମିତଙ୍କୁ ଉପଯୁକ୍ତ ଚିକିତ୍ସା ମିଳିବା ସମ୍ଭବ ହୋଇପାରୁ ନାହିଁ। ଫଳରେ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଆବଶ୍ୟକ ଚିକିତ୍ସା ସେବା ତଥା ଆଇସିୟୁ ସୁବିଧା…
କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ସବୁ ବ୍ୟକ୍ତିଙ୍କୁ ହେବନାହିଁ ସଂକ୍ରମଣ !
ନୂଆଦିଲ୍ଲୀ,୩୦।୪: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱରେ ଏକ ଭୟର ବାତାବରଣ ସୃଷ୍ଟି କରିଛି। ଏହି ମାହାମାରୀ କବଳରେ ଏବେ ସାରା ବିଶ୍ୱ। କରୋନା ସଂକ୍ରମିତଙ୍କୁ ଛୁଇଁଲେ ଏହା ବ୍ୟାପିଥାଏ ବୋଲି ଧାରଣ ରହିଛି। ହେଲେ ନିକଟରେ କରାଯାଇଥିବା ଏକ…
Archives


