କରୋନା ଭାଇରସ୍‌

କଡ଼ା ସୁରକ୍ଷା ମଧ୍ୟରେ କ୍ୱାରାଣ୍ଟାଇନ୍‌ରେ ରହିଲେ ୧୧୪ ଜଣ

ଶେରଗଡ଼,୩୦ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପଦ୍ମପୁର ଗ୍ରାମରେ ଥିବା ଆଦର୍ଶ ବିଦ୍ୟାଳୟକୁ ବୁଧବାର ବିଳମ୍ବିତ ରାତିରେ ସୁରଟରୁ ଆସିଥିବା ଦୁଇଟି ବସ ଯୋଗେ ୧୧୪ଜଣଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସମସ୍ତଙ୍କ ପରିଚୟ ଯାଞ୍ଚ ପରେ ଆଦର୍ଶ ବିଦ୍ୟାଳୟର ଆଇସୋଲେଶନ ଓ୍ବାର୍ଡରେ…

ନେପାଳରୁ ଉଦ୍ଧାର ପାଇଁ ଦାଦନ ଶ୍ରମିକଙ୍କ ନିବେଦନ

ଭଦ୍ରକ ଅଫିସ,୩୦।୪: କରୋନା ଲକ୍‌ଡାଉନ ହେବାର କିଛି ମାସ ପୂର୍ବରୁ କେନ୍ଦୁଝର ଓ ଭଦ୍ରକ ଜିଲାର କିଛି ଶ୍ରମିକ କାର୍ଯ୍ୟ ପାଇଁ ନେପାଳ ଯାଇଥିବା ଜଣାପଡ଼ିଛି। ହେଲେ ସାରା ଦେଶରେ ଲକ୍‌ଡାଉନ ହେବାରୁ ସେଠାରେ ସେମାନଙ୍କୁ ଖାଇବା ଓ ରହିବାର ଅସୁବିଧା…

କ୍ୱାରାଣ୍ଟାଇନ୍‌ରେ ରହିଲେ ୨୧୭ ସୁରଟ ଫେରନ୍ତା, ଅନ୍ୟ କେହି କେନ୍ଦ୍ର ନିକଟକୁ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ ଜିଲାପାଳ

ଛତ୍ରପୁର,୩୦ା୪(ଡି.ଏନ୍‌.ଏ.): ସୁରଟରୁ ୪ଟି ବସ୍‌ ଯୋଗେ ୨୧୭ ପ୍ରବାସୀ ଓଡ଼ିଆ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସମସ୍ତଙ୍କର ପ୍ରାଥମିକ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ପୂର୍ବାହ୍ନରେ ସୂଚନା ଦେଇଛନ୍ତି। ସମସ୍ତଙ୍କର ସ୍କ୍ରିନିଂ…

ଲକ୍‌ଡାଉନ ଉଠିଲେ ହେବ ବାକି ଯୁକ୍ତ ୨ ପରୀକ୍ଷା

ଭୁବନେଶ୍ୱର, ୩୦।୪(ବ୍ୟୁରୋ): କରୋନା କଟକଣା ଯୋଗୁ ଯୁକ୍ତ୨ ପରୀକ୍ଷାକୁ ଅଧାରୁ ବନ୍ଦ କରି ଦିଆଯାଇଥିଲା। ଏବେ ବାକି ଥିବା ପରୀକ୍ଷା କିପରି ହେବ ତାହାକୁ ନେଇ ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତି ଚଳାଇଛି। ଲକ୍‌ଡାଉନ ଶେଷ ହେବାପରେ ଏହି ପରୀକ୍ଷା…

ସ୍ବାବ୍‌ ପରୀକ୍ଷା ପରେ ଛଡ଼ାଯିବ: ହାଇକୋର୍ଟ

କଟକ ଅଫିସ୍‌,୩୦।୪: ସଙ୍ଗରୋଧରେ ଗୋଟିଏ ମାସ ରଖିବା ପରେ ପୁଣି ଥରେ ସ୍ବତନ୍ତ୍ର ସଙ୍ଗରୋଧରେ ରଖାଗଲା। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକ ମାମଲା ରୁଜୁ ହୋଇଥିଲା। ଏଥିରେ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଜବାବ ଦାଖଲ ହୋଇଥିଲା। ସନ୍ଦିଗ୍ଧଙ୍କ ସ୍ବାବ୍‌…

ଲକ୍‌ଡାଉନ୍‌ କଟକଣା ଆହୁରି କୋହଳ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): କରୋନା ଯୋଗୁ ଦେଶରେ ଲକ୍‌ଡାଉନ ଜାରି ରହିଛି। ଆଗକୁ ଲକ୍‌ଡାଉନ ବଢ଼ିବ ନା ନାହିଁ ତାହା ସବୁଠାରୁ ବଡ଼ ପ୍ରଶ୍ନ ହୋଇ ଉଭା ହୋଇଛି। ଏଭଳି ସମୟରେ ଲକ୍‌ଡାଉନ କଟକଣାକୁ କୋହଳ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଲୋକଙ୍କ…

ହ୍ବାଟ୍ସଆପ୍‌ରେ ପାଠପଢ଼ିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ନେଇ ବିଦ୍ୟାଳୟଗୁଡ଼ିକ ବନ୍ଦ ରହିଛି। ଛାତ୍ରୀଛାତ୍ରଙ୍କ ପାଠପଢ଼ା ଠପ୍‌ ହୋଇଯାଇଛି। କେତେକ ଘରୋଇ ସ୍କୁଲ୍‌ରେ ଅନ୍‌ଲାଇନ୍‌ ଜରିଆରେ ପାଠପଢ଼ା ଯାଉଛି। ଏହି ଅନ୍‌ଲାଇନ ପାଠପଢ଼ାକୁ ରାଜ୍ୟର ସମସ୍ତ ସରକାରୀ ସ୍କୁଲ୍‌ରେ ଲାଗୁ କରିବା ପାଇଁ ଗଣଶିକ୍ଷା…

ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଦଇତାପତି ସେବକ

ପୁରୀ ଅଫିସ,୩୦।୪: କରୋନା ପାଇଁ ରଥଯାତ୍ରାକୁ ନେଇ ଅନିଶ୍ଚିତତା ଦେଖାଦେଇଛି। ଜୁନ୍‌ ୨୩ରେ ପଡୁଥିବା ରଥଯାତ୍ରା ହେବ କି ନାହିଁ ସେ ନେଇ କୌଣସି ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସି ନ ଥିବାବେଳେ ଦଇତାପତି ସେବକମାନେ ବୁଧବାର ଜଗଦ୍‌୍‌ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି।…

କେନ୍ଦ୍ର, ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ

କଟକ ଅଫିସ୍‌,୩୦।୪: ଲକ୍‌ଡାଉନ୍‌ ଯୋଗୁ ଏବେ ସମସ୍ତେ ପ୍ରଭାବିତ ହୋଇଛନ୍ତି। କିନ୍ତୁ ସରକାରଙ୍କ ଅଧିକାଂଶ ସହାୟତା କେବଳ ଗରିବ ଲୋକମାନେ ପାଉଥିବା ବେଳେ ମଧ୍ୟବିତ୍ତ ଏଥିରୁ ବଞ୍ଚିତ ହେଉଛନ୍ତି। ସେହିଭଳି ରୋଜଗାର ନ ଥିବା ଯୋଗୁ ଲୋକମାନେ ବିଦ୍ୟୁତ୍‌ ବିଲ୍‌ ଦେବା…

ସମନ୍ବୟ ପାଇଁ ନୋଡାଲ ଅଥରିଟି ଗଠନ କର

ଭୁବନେଶ୍ୱର,୩୦।୪(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କାରେ ସମଗ୍ର ଦେଶ ମାସେରୁ ଊର୍ଦ୍ଧ୍ୱକାଳ ଧରି ଲକ୍‌ଡାଉନରେ ରହିଛି। ଲକ୍ଷଲକ୍ଷ ଲୋକ ଅସହାୟ ଅବସ୍ଥାରେ ବିଭିନ୍ନ ରାଜ୍ୟରେ ଫସି ରହିଛନ୍ତି। ସେଠାରେ ସେମାନଙ୍କୁ କାମଧନ୍ଦା ମିଳୁ ନ ଥିବାରୁ ନିଜ ଭିଟାମାଟିକୁ ଫେରିବାକୁ ବ୍ୟାକୁଳ ହେଉଛନ୍ତି।…

ସୁରଟରୁ ଗଞ୍ଜାମରେ ପହଞ୍ଚିଲା ୪ ବସ୍‌

ଛତ୍ରପୁର,୩୦।୪(ଡି.ଏନ୍‌.ଏ.): ବାହାର ରାଜ୍ୟରେ ଫସିଥିବା ଲୋକେ ସ୍ଥଳପଥ ଓ ଜଳପଥରେ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ଜିଲା ସୀମା ସିଲ୍‌ ଓ ସମୁଦ୍ରପଥକୁ ପୋଲିସ, କୋଷ୍ଟଗାର୍ଡ ନଜର ରଖୁଥିବା କୁହାଯାଉଥିଲେ ମଧ୍ୟ ବହୁ ସଂଖ୍ୟକ ଲୋକ ଆସୁଛନ୍ତି। ଗୁଜରାଟର ସୁରଟ ଜିଲା…

ପଦାକୁ ଆସିଲା ଅଷ୍ଟ୍ରେଲିଆ ପ୍ରତି ଚାଇନା ମନୋଭାବ

କାନ୍‌ବେରା,୩୦ା୪: ଅଷ୍ଟ୍ରେଲିଆ ପ୍ରତି ଚାଇନା ସରକାରଙ୍କ ବାସ୍ତବ ମନୋଭାବ ଜଣାପଡ଼ିଯାଇଛି। ଚାଇନାର ଅସଲ ମୁଖାକୁ ଖୋଲିଦେଇଛନ୍ତି ଏହାର ରାଷ୍ଟ୍ରଦୂତ ଚେଙ୍ଗ୍‌ ଜିଙ୍ଗ୍‌ୟେ। ଅଷ୍ଟ୍ରେଲିଆର ସାର୍ବଭୌମତ୍ୱକୁ ଦୁର୍ବଳ କରିବା ଲାଗି ଚାଇନାର କମ୍ୟୁନିଷ୍ଟ ପାର୍ଟି ଦୀର୍ଘବର୍ଷ ଧରି ବ୍ୟବସ୍ଥିତ ଢଙ୍ଗରେ କାର୍ଯ୍ୟ କରିଆସୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?