କରୋନା ଭାଇରସ୍‌

ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୯୨୭ ରେ ପହଞ୍ଚିଛି। ସେହିପରି…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ନୂଆ କୋଭିଡ୍‌ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୧୮ ବର୍ଷରୁ କମ୍‌ ବୟସର ପିଲା ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ…

ଗାଜିଆବାଦରେ ବଢ଼ୁଛି କରୋନା ମିଟର

ଗାଜିଆବାଦ,୨୭।୪: ଦିଲ୍ଲୀ ନିକଟସ୍ଥ ଗାଜିଆବାଦରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ଘଣ୍ଟାରେ ଗାଜିଆବାଦରେ ୭୫ ନୂଆ କରୋନା ମାମଲା ସାମ୍ନାକୁ ଆସିଛି। ଏହାକୁ ମିଶାଇ ବର୍ତ୍ତମାନ ଜିଲାରେ ପ୍ରାୟ ୩୦୦ କରୋନା ସକ୍ରିୟ ମାମଲା ରହିଥିବା ବେଳେ…

ଚତୃର୍ଥ ଲହର ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୪: ଦେଶରେ ପୁଣି ଥରେ କରୋନା ଭାଇରସ୍‌ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବର୍ଦ୍ଧିତ କରୋନା ମାମଲା ଓ ସମ୍ଭାବ୍ୟ ଚତୃର୍ଥ ଲହର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ମଧ୍ୟାହ୍ନ ୧୨ଟାରେ ଭିଡିଓ କନ୍‌ଫରେନସିଂ ଜରିଆରେ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀଙ୍କ…

ଉପର ମୁହାଁ କରୋନା, ବୁଧବାର ମୁଖ୍ୟମନ୍ତ୍ରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ସଂକ୍ରମଣ ପୁଣି ଉପର ମୁହାଁ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଏକ ବୈଠକ କାର୍ଯ୍ୟକ୍ରମ ରହିଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ…

ଚତୁର୍ଥ ଲହରରୁ ଦୂରେଇ ରହିବାର ୩ ଉପାୟ ସମ୍ପର୍କରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନର ସତର୍କ ସୂଚନା…

ନୂଆଦିଲ୍ଲୀ/ଜେନେଭା, ୨୬।୪ : ଦିଲ୍ଲୀ-ଏନସିଆରରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଏଥର ଛୋଟ ପିଲାମାନେ ମଧ୍ୟ ବହୁ ସଂଖ୍ୟାରେ କରୋନା ସଂକ୍ରମିତ ହେଉଛନ୍ତି। ନୋଏଡା ଏବଂ ଗାଜିଆବାଦରେ ହାରାହାରି ୧୦ ଜଣ ପିଲା ପ୍ରତିଦିନ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଏଭଳି…

ସ୍ଥିତି ଅଣାୟତ୍ତ, ଦୈନିକ ମୃତ୍ୟୁ ସଂଖ୍ୟା ହଜାରେ ଟପିଲା…

ନୂଆଦିଲ୍ଲୀ, ୨୬।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୪୮୩ ରେ ପହଞ୍ଚିଛି। ସେହିପରି…

ସାଙ୍ଘାଇରେ ହାହାକାର, ବେଜିଂରେ ୨ କୋଟିରୁ ଅଧିକଙ୍କ ନମୁନା ଟେଷ୍ଟ୍‌ ଅଭିଯାନ …

ବେଜିଂ, ୨୬।୪ : ସାଂଘାଇରେ କରୋନାର ଓମିକ୍ରନ୍‌ ଲହର ବେକାବୁ ହେବା ପରେ ଏବେ ଚାଇନାର ରାଚଧାନୀ ବେଜିଂରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ବେଜିଂରେ ସଂକ୍ରମଣର ଯେପରି ପୁନରାବୃତ୍ତି ନହୁଏ ସେଥିଲାଗି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କଡ଼ା ପଦକ୍ଷେପ…

ସାଂଘାଇରେ ବେକାବୁ ହେଲାଣି କରୋନା, ଗୋଟିଏ ଦିନରେ ୫୨ ଜଣଙ୍କ ମୃତ୍ୟୁ

ବେଜିଂ,୨୬ ।୪: କରୋନାର ଏନ୍ତୁଡିଶାଳ କୁହାଯାଉଥିବା ଚାଇନାରେ ପୁଣିଥରେ ଫେରିଲାଣି ମହାମାରୀ । ସାଂଘାଇରେ ପରିସ୍ଥିତି ଅଣାୟତ ହେବାକୁ ଯାଉଛି । ସମାଚାର ଏଜେନ୍ସି ସିହ୍ନୁଆର ରିପୋର୍ଟ ଅନୁଯାୟୀ, ଆର୍ଥିକ ରାଜଧାନୀ ସାଂଘାଇରେ ଗତ ୨୪ ଘଣ୍ଟାରେ କରୋନାରେ ୫୨ ଜଣଙ୍କ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୭୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ବର୍ଦ୍ଧିତ କରୋନା ମାମଲା ମଧ୍ୟରେ ଆଶ୍ୱସ୍ତିକର ଖବର: କୋଭିଡ ସଂକ୍ରମଣରୁ ମୁକ୍ତ ହେଲା ଏହି ରାଜ୍ୟ

କୋହିମା,୨୫।୪: କିଛି ସମୟର ବିରତି ପରେ ପୁଣି ଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଯାହା ସରକାର ଓ ଜନସାଧାରଣଙ୍କ ଚିନ୍ତା ଆହୁରି ବଢ଼ାଇ ଦେଇଛି। ଇତିମଧ୍ୟରେ ଉତ୍ତର-ପୂର୍ବ ରାଜ୍ୟ ନାଗାଲାଣ୍ଡରୁ ଏକ ଖୁସି ଖବର ସାମ୍ନାକୁ ଆସିଛି।…

ପୁଣି ଫେରୁଛି କରୋନା…

ନୂଆଦିଲ୍ଲୀ, ୨୫।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୫୪୧ ରେ ପହଞ୍ଚିଛି। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?