କରୋନା ଭାଇରସ୍‌

କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଅମାନିଆଙ୍କ ଉପରେ ନଜର ରଖିଛି ଡ୍ରୋନ୍‌ କ୍ୟାମେରା

ଭଦ୍ରକ ଅଫିସ,୨୯ା୪ : ଭଦ୍ରକ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ବୁଧବାର ସୁଦ୍ଧା ଜିଲାରେ ପଜିଟିଭ୍‌ଙ୍କ ସଂଖ୍ୟା ୧୯ ଛୁଇଁଛି। ସମୁଦାୟ ୨୧ଟି କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷିତ ପଞ୍ଚାୟତ ଅଞ୍ଚଳରେ ଗତିବିଧି ଉପରେ ନଜର…

ଲକ୍‌ଡାଉନ୍‌ରେ ବି ଗୁରୁଦାୟିତ୍ୱ ଭୁଲିନାହାନ୍ତି ପିକକ୍‌ମ୍ୟାନ୍‌

ତ୍ରିନାଥ ମହାନ୍ତି ଭୁବନେଶ୍ୱର,୨୯ା୪(ବ୍ୟୁରୋ): କରୋନା ମହାମାରୀ ପାଇଁ ସାରା ଦେଶରେ ମାସେରୁ ଊର୍ଦ୍ଧ୍ୱ ହେଲାଣି ଲକ୍‌ଡାଉନ୍‌ ଜାରି ରହିଛି। ରୋଜଗାର ହରାଇ ଲୋକେ ଘରେ ରହିଛନ୍ତି। ଲୋକେ ପେଟ ଚିନ୍ତାରେ ଦିନରାତି ଘାରି ହେଉଥିବାବେଳେ ପଶୁପକ୍ଷୀଙ୍କ କଥା ଭାବିବାକୁ କାହାର ସମୟ…

ଆମେରିକାରେ କରୋନା ନେଲାଣି ୫୮ ହଜାର ମୁଣ୍ଡ: ଭିଏତ୍‌ନାମ୍‌ ଯୁଦ୍ଧ ମୃତ୍ୟୁ ସଂଖ୍ୟାକୁ ଟପିଲା

ଓ୍ବାଶିଂଟନ,୨୯।୪: କରୋନା ସଂକ୍ରମଣ ନେଇ ଆମେରିକାରେ ସ୍ଥିତି ଧୀରେ ଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୫୮,୩୫୫ରେ ପହଞ୍ଚିଛି। ଯାହାକି ୨୦ ବର୍ଷ ଧରି ଚାଲିଥିବା ଭିଏତ୍‌ନାମ୍‌ ଯୁଦ୍ଧର ମୃତ୍ୟୁ ସଂଖ୍ୟାକୁ ପଛରେ ପକାଇଛି।…

କଣ୍ଟେନମେଣ୍ଟ ଜୋନ୍‌ରେ ନଜର ରଖିବ ଡ୍ରୋନ୍‌

ଭଦ୍ରକ ଅଫିସ,୨୯ା୪ ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ପୁଣି ୩ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ବାସୁଦେବପୁର ବ୍ଲକର ୨ ଓ ଅନ୍ୟ…

ଭୁବନେଶ୍ୱରରେ କୋହଳ ହେଲା କଟକଣା

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ଭୁବନେଶ୍ୱରରେ ବ୍ୟବସାୟିକ କଟକଣାକୁ କୋହଳ କରାଯାଇଛି। ଏନେଇ ମଙ୍ଗଳବାର ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ବୁଧବାରଠାରୁ ବିଏମ୍‌ସି ଅଞ୍ଚଳରେ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ଗ୍ରସେରି, ଫଳ, ପନିପରିବା, ମାଛ,ମାଂସ, ଓମ୍‌ଫେଡ ଷ୍ଟଲ…

କ୍ଷମତା ଲୋଭରେ ବିପଦକୁ ଆମନ୍ତ୍ରଣ: କୋଭିଡ୍‌-୧୯କୁ ଅସ୍ତ୍ରକରି ସତ୍ୟର କଣ୍ଠରୋଧ

ବେଜିଂ,୨୯।୪: କ୍ଷମତାସୀନ ନେତାମାନେ ନିଜ ଦୋଷ ଦୁର୍ବଳତା ଘୋଡ଼ାଇବାକୁ କ୍ଷମତାର ଅପବ୍ୟବହାର କରିଚାଲିଛନ୍ତି। ଏପରି କି ମୁକ୍ତ ସାମ୍ବାଦିକତାର କଣ୍ଠରୋଧ କରି ନିଜକୁ ପ୍ରଭାବଶାଳୀ ଭାବେ ଉପସ୍ଥାପନ କରିବାକୁ ଚେଷ୍ଟା କରୁଛନ୍ତି। ସମ୍ପ୍ରତି କରୋନା ଭାଇରସ୍‌ ସଙ୍କଟ ବିଭିନ୍ନ ରାଷ୍ଟ୍ରରେ ସମାଲୋଚକଙ୍କୁ…

୧୫ ସ୍ଥାନରେ ଦେଶର ୬୦% କରୋନା ରୋଗୀ

ନୂଆଦିଲ୍ଲୀ,୨୯ା୪: ଦିଲ୍ଲୀ ଓ ମୁମ୍ବାଇ ସମେତ ୧୫ ସ୍ଥାନରେ ଦେଶର ୬୦ ପ୍ରତିଶତ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଛି। ନୀତି ଆୟୋଗର ତଥ୍ୟରେ ଏହା ଦର୍ଶାଯାଇଛି। ଏହାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅମିତାଭ୍‌ କାନ୍ତ କହିଛନ୍ତି, ଏହି ମହାମାରୀକୁ ରୋକିବାକୁ ହେଲେ…

ଡାକ୍ତରଙ୍କୁ ପଚାରି ଖାଇହେବ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌

ଭୁବନେଶ୍ୱର,୨୯ା୪(ବ୍ୟୁରୋ): କରୋନା ସଂକ୍ରମଣର ସାମାନ୍ୟ କିମ୍ବା ସେଭଳି କିଛି ଲକ୍ଷଣ ଦେଖାଯାଉଥିବା ବ୍ୟକ୍ତିମାନେ ନିଜ ଘରେ ଏକାନ୍ତବାସ ବା ସଙ୍ଗରୋଧ( ହୋମ୍‌ ସେଲ୍‌ଫ ଆଇସୋଲେଶନ)ରେ ରହି ପାରିବେ। ସେଭଳି ରୋଗୀ କୋଭିଡ୍‌ ହସ୍ପିଟାଲ କିମ୍ବା କୌଣସି ସ୍ବାସ୍ଥ୍ୟକେନ୍ଦ୍ରକୁ ଯିବା ଦରକାର ନାହିଁ।…

‘ଗରିବ ଶ୍ରମିକଙ୍କୁ ପ୍ରଥମେ ଆଣ’: ବିଦେଶରୁ ଫେରିବେ ସହସ୍ରାଧିକ ଭାରତୀୟ

ନୂଆଦିଲ୍ଲୀ,୨୯ା୪: ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ପ୍ରୟାସ ଆରମ୍ଭ ହୋଇଛି। ବୈଦେଶିକ ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଯୋଜନାବଦ୍ଧଭାବେ ଏହି ସହସ୍ରାଧିକ ଲୋକଙ୍କୁ ଅଣାଯିବା ଲାଗି ଯୋଜନା ଚୂଡ଼ାନ୍ତ ହୋଇଛି। ତେବେ…

ଆଉ ୩ ସ୍ଥାନରେ ସ୍ଥାପନ ହେବ କୋଭାସ୍‌ ମେଶିନ

ଭୁବନେଶ୍ୱର, ୨୯।୪(ବ୍ୟୁରୋ): କରୋନାକୁ ମୁକାବିଲା କରିବା ପାଇଁ ଏବେ ରାଜ୍ୟର ସବୁ ବିଭାଗ ଏକତ୍ର ହୋଇ କାର୍ଯ୍ୟ କରୁଛି। ରାଜ୍ୟବାସୀଙ୍କୁ କରୋନା କବଳରୁ କିପରି ରକ୍ଷା କରାଯାଇପାରିବ ତାହା ହିଁ ଏବେ ରାଜ୍ୟ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ ହୋଇଛି। ଶୀଘ୍ର ନମୁନା…

‘ମୁସ୍‌ଲିମ୍‌ ପରିବା ବ୍ୟବସାୟୀଙ୍କୁ ସାବଧାନ’: ବିଧାୟକଙ୍କ ମନ୍ତବ୍ୟକୁ ଭାଜପା ଅଧ୍ୟକ୍ଷଙ୍କ ସମାଲୋଚନା

ନୂଆଦିଲ୍ଲୀ,୨୯ା୪: ଉତ୍ତରପ୍ରଦେଶର ଦେଓରିଆ ବିଧାୟକ ସୁରେଶ ତିଓ୍ବାରୀ(୭୪) ‘ମୁସଲମାନ୍‌ ପରିବା ବ୍ୟବସାୟୀଙ୍କଠାରୁ ପରିବା କିଣନାହିଁ ଓ ସେମାନଙ୍କଠାରୁ ଦୂରେଇ ରୁହ’ ବୋଲି ସର୍ବସାଧାରଣରେ କହିବା ପରେ ଏହାକୁ ଭାଜପା ଅଧ୍ୟକ୍ଷ ଜେ.ପି.ନଡ୍ଡା ସମାଲୋଚନା କରିଛନ୍ତି। ଲକ୍‌ଡାଉନ୍‌ ପରେ ଲୋକମାନେ ବିଭିନ୍ନ ପରିବା…

ପୁଣି ବୋଟ୍‌ରେ ଆସିଲେ ୩୩ ମତ୍ସ୍ୟଜୀବୀ

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ଯୋଗୁ ଚେନ୍ନାଇରେ ଫସି ରହିଥିବା ମତ୍ସ୍ୟଜୀବୀ ଓ ଶ୍ରମିକମାନେ ନିଜ ଉଦ୍ୟମରେ ବୋଟ୍‌ କିଣି ସମୁଦ୍ର ପଥରେ ଗଞ୍ଜାମ ଫେରିବାରେ ଲାଗିଛନ୍ତି। କରୋନା ଭୟ ହେଉ କି କାମଧନ୍ଦା ମିଳୁ ନ ଥିବାରୁ ଖାଦ୍ୟ ଯୋଗାଡ଼ କରି ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?