କରୋନା ଭାଇରସ୍‌

‘ପ୍ଲାଜ୍‌ମା ଥେରାପିର ଅଧିକ ଗବେଷଣା ଜରୁରୀ’

ନୂଆଦିଲ୍ଲୀ,୨୯ା୪: କରୋନା ଭୂତାଣୁର ଉପଚାର ଲାଗି ପ୍ଲାଜ୍‌ମା ଥେରାପିକୁ ସମର୍ଥନ କରାଯିବାର କୌଣସି ଭିତ୍ତି ନାହିଁ। ଏହାର ଅଧିକ ଗବେଷଣା ଜରୁରୀ ବୋଲି ଇଣ୍ଡିଆନ୍‌ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ପକ୍ଷରୁ ମଙ୍ଗଳବାର ସ୍ପଷ୍ଟ କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି…

ଅସ୍ଥାୟୀ କ୍ୟାମ୍ପ ପାଇଁ ଗାଇଡ୍‌ଲାଇନ ଜାରି

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ବାହାରୁ ଫେରୁଥିବା ଲୋକମାନଙ୍କ ଲାଗି ପଞ୍ଚାୟତ ଓ ପୌରାଞ୍ଚଳରେ ନିର୍ମାଣ ହୋଇଥିବା ଅସ୍ଥାୟୀ ଚିକିତ୍ସା ଶିବିର ବା କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଚାଳନା ନେଇ ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗାଇଡ୍‌ଲାଇନ ଜାରି କରାଯାଇଛି। ବାହାର ରାଜ୍ୟରୁ ଫେରୁଥିବା…

ଚିନ୍ତା ବଢ଼ାଇଲେ ସୁପରସ୍ପ୍ରେଡର

ଭୁବନେଶ୍ୱର, ୨୯।୪(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାବେଳେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରତିଦିନ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହାସତ୍ତ୍ୱେ ସଂକ୍ରମଣ ବଢ଼ି ଚାଲିଛି। ପ୍ରଥମେ ବିଦେଶ ଫେରନ୍ତା, ପରେ ନିଜାମୁଦ୍ଦିନ, ଆଉ ଏବେ ପଶ୍ଚିମବଙ୍ଗ ଫେରନ୍ତାଙ୍କ ମଧ୍ୟରୁ କେତେଜଣ…

ସହରୀ ବସ୍ତିକୁ ବଡ଼ ବିପଦ

ନ୍ୟୁୟର୍କ,୨୯ା୪: ମହାମାରୀ କରୋନା ସ୍ଥାନକାଳ ବାଛ ବିଚାର କରୁନାହିଁ। ଯେଉଁଠି ଯେତେବେଳେ ପାରିଲା ମାଡ଼ିଯାଉଛି। ତେବେ ଅସ୍ବଚ୍ଛ ଓ ଅଶ୍ୱସ୍ତିକର ପରିବେଶରେ ଏହି ଘାତକ ଭୂତାଣୁ ସଂକ୍ରମଣ ଆଶଙ୍କା ଅଧିକ ରହିଥାଏ। ସହରାଞ୍ଚଳର ବସ୍ତିଗୁଡ଼ିକରେ ରହୁଥିବା ଲୋକଙ୍କ ପାଇଁ କୋଭିଡ୍‌-୧୯ ବେଶି…

ଖବରଦାତାଙ୍କ ବେକରେ ଦଉଡ଼ି

ନୂଆଦିଲ୍ଲୀ,୨୯ା୪: ମହାମାରୀ କରୋନା ଲକ୍ଷ ଲକ୍ଷ ଲୋକଙ୍କ ଜୀବିକା ଛଡ଼ାଇନେଇଛି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ଖବରଦାତା। କର୍ମକ୍ଷେତ୍ର ସଙ୍କୁଚିତ ହୋଇଯାଇଥିବାବେଳେ ନିର୍ଭୟରେ ରିପୋର୍ଟ କରିବା ମଧ୍ୟ ଏକପ୍ରକାର ଅସମ୍ଭବ ହୋଇପଡ଼ିଛି। ଖବରଦାତା ଓ ସାମ୍ବାଦିକତା ନ୍ୟୁଜ୍‌ ପାଲଟିଲେ ଆମକୁ ଚିନ୍ତା କରିବାକୁ…

ନେଳିଆବାଗ୍‌ର ୬୧ନଂ ଆକ୍ରାନ୍ତ ପାଲଟିଛନ୍ତି ‘ସୁପର୍‌ ସ୍ପ୍ରେଡର୍‌’; ୧୨ଜଣଙ୍କୁ କଲେଣି ସଂକ୍ରମିତ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ବାଲେଶ୍ୱର ନେଳିଆବାଗର ୬୧ନଂ କରୋନା ପଜିଟିଭ୍‌ ବ୍ୟକ୍ତି ‘ସୁପର୍‌ ସ୍ପ୍ରେଡର୍‌’ ପାଲଟିଛନ୍ତି। ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉକ୍ତ ଅଞ୍ଚଳର ଆଉ ୫ଜଣଙ୍କ ତଥ୍ୟ ଦିଆଯିବା ପରେ ଏହା ସ୍ପଷ୍ଟ ହୋଇଛି। ବ୍ୟକ୍ତିଜଣଙ୍କ ଏହି ୫ରୁ…

ନେଳିଆବାଗ୍‌ର ୫ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଛନ୍ତି ୪ ମହିଳା, ଜଣେ ପୁରୁଷ; ପ୍ରକାଶ ପାଇଥିଲା ଲକ୍ଷଣ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୫ଜଣ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ବିଷୟରେ ମଙ୍ଗଳବାର ସୂଚନା କରାଯାଇଛି। ୧୦୪,୧୦୫,୧୦୬,୧୦୭,୧୦୮ ଆକ୍ରାନ୍ତଙ୍କ ବିଷୟରେ ତଥ୍ୟ ଦିଆଯାଇଛି। ୧୦୪ ନଂ ଆକ୍ରାନ୍ତ ବାଲେଶ୍ୱର ନେଳିଆବାଗ୍‌ର ୨୨ ବର୍ଷୀୟ ମହିଳା। ସେ ୬୧ନଂ ଆକ୍ରାନ୍ତଙ୍କ ପଡ଼ୋଶୀ। ୨୨ମାର୍ଚ୍ଚରୁ…

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯,୪୩୫

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ସ୍ଥିତି ବେଳକୁ ବେଳ ଉଦ୍‌ବେଗଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୫୪୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସଂକ୍ରମିତଙ୍କ ସଂଖ୍ୟା ୨୯,୪୩୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ…

ଓଡ଼ିଶା ଫେରୁଥିବା ଶ୍ରମିକଙ୍କୁ ମିଳିବ ରାଶନ: ବରିଷ୍ଠ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮।୪(ବ୍ୟୁରୋ): କରୋନା ଲକ୍‌ଡାଉନ ଯୋଗୁ ରାଜ୍ୟ ବାହାରେ ଫସିଥିବା ପ୍ରବାସୀ ଓଡ଼ିଆଙ୍କୁ ଆଣିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା…

ଖରାପ ଟେଷ୍ଟ କିଟ୍‌ ଅର୍ଡର ରଦ୍ଦ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ଦେଖାଦେଇଛି। ଦେଶରେ ବ୍ୟାପକ ଟେଷ୍ଟ୍‌ କରାଇବା ପାଇଁ ଚାଇନାରୁ ୫ ଲକ୍ଷ ର଼୍ୟାପିଡ୍‌ ଆଣ୍ଟିବଡ଼ି ଟେଷ୍ଟ୍‌ କିଟ୍‌ ଅଣାଯିବା ଲାଗି ଅର୍ଡର ଦିଆଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ଏହି ଟେଷ୍ଟ୍‌ କିଟ୍‌ ତ୍ରୁଟିଯୁକ୍ତ…

କରୋନା ମୁକାବିଲା: ଆନ୍ଧ୍ରପ୍ରଦେଶ-ତାମିଲନାଡୁ ସୀମାରେ ପାଚେରୀ

ହାଇଦ୍ରାବାଦ୍‌,୨୮।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ କରୋନା ସଂକ୍ରମଣକୁ ରୋକିବା ପାଇଁ ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ସୀମାରେ ରାସ୍ତା ଉପରେ ପାଚେରୀ ନିର୍ମାଣ…

ଖୁସି ଖବର: ଆମେରିକାରେ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ଓ୍ବାଶିଂଟନ,୨୮।୪: କରୋନା ଭାଇରସ ସଂକ୍ରମଣରେ ଆମେରିକାର ମେରୁଦଣ୍ଡ ଏକ ପ୍ରକାର ଭାଙ୍ଗି ପଡିଲାଣି ବୋଲି ଆଲୋଚନା ହେଉଛି। ଏଠାରେ ପ୍ରତିଦିନ କରୋନା ଯୋଗୁ ହଜାର ହଜାର ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ଘଟୁଥିବାରୁ ଏହା ଆମେରିକା ସରକାରଙ୍କ ଚିନ୍ତା ବଢାଇ ଦେଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?