ବିନା ଟ୍ରାଏଲ୍ ପ୍ରତିଷେଧକ ଟୀକାର ଉତ୍ପାଦନ ମେ ମାସରୁ: ଭାରତରେ ୧୦୦୦ ଟଙ୍କାରେ ମିଳିବ
ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ଧୀରେ ଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ପୁଣେ ସ୍ଥିତ କମ୍ପାନୀ ସିରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ପକ୍ଷରୁ କରୋନା ପ୍ରତିଷେଧକ ଟୀକାର କ୍ଲିନିକାଲ ଟ୍ରାଏଲ୍ ଏବଂ ଉତ୍ପାଦନ ମେ ମାସଠାରୁ ଆରମ୍ଭ…
ଫେରିଲେ ଗଙ୍ଗା ଡଲ୍ଫିନ
କୋଲକାତା: କରୋନା ଭାଇରସ୍ ପାଇଁ ଏବେ ସାରା ବିଶ୍ୱରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ଲକ୍ଡାଉନ୍ ଭଳି ସ୍ଥିତି ଯୋଗୁଁ ଲୋକଙ୍କର ଆର୍ଥିକ ମେରୁଦଣ୍ଡ ଦୋହଲିଯାଇଛି। କିନ୍ତୁ ଏମିତି ଏକ ସମୟରେ ପ୍ରକୃତିରାଣୀ ହସୁଛି। ପ୍ରକୃତି ତା କ୍ଷତବିକ୍ଷତ ସ୍ଥାନକୁ ଭରଣା କରିବାରେ…
ନାଚରେ ଉତ୍ସାହ ବଢ଼ାଇଲେ କରୋନା ରୋଗୀ
ନୂଆଦିଲ୍ଲୀ: କରୋନା ରୋଗୀଙ୍କ ନାଁ ଶୁଣିବା ମାତ୍ରେ କେମିତି ଏକ ପ୍ରକାର ଭୟ ମନ ଭିତରକୁ ଆପେ ଆପେ ଆସିଯାଉଛି। କିନ୍ତୁ ସାହସର ସହ ମୁକାବିଲା କରିବା ଫଳରେ କରୋନାକୁ ବି ହରାଇ ହେବ। ଲୋକଙ୍କୁ ଏହି ବାର୍ତ୍ତା ଦେବାପାଇଁ ଏକ…
ରୁଷିଆ ସେନାରେ ୮୭୪ କରୋନା ଆକ୍ରାନ୍ତ
ମସ୍କୋ,୨୮ା୪: ରୁଷିଆ ସୈନ୍ୟବାହିନୀରେ ଏପର୍ଯ୍ୟନ୍ତ ୮୭୪ ଜଣ କରୋନାରେ ସଂକ୍ରମିତ ହୋଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେମାନଙ୍କ ମଧ୍ୟରୁ ୩୭୯ ଜଣ ଘରେ ଆଇସୋଲେଶନରେ ରହିଥିବାବେଳେ ଅନ୍ୟମାନେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ୪ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ରୁଷିଆରେ…
ବାୟୁରେ କରୋନାର ଆନୁବଂଶିକ ଉପାଦାନ
ବେଜିଂ,୨୮ା୪(ପି.ଟି.): କରୋନା ଭୂତାଣୁର ଆନୁବଂଶିକ ଉପାଦାନ ବାୟୁରେ ଥିବା ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି। ଏହି ଭୂତାଣୁ ଉପାଦାନରୁ ସଂକ୍ରମଣ ହେବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଚାଇନାର ଉହାନ ସହରରେ ଥିବା ଦୁଇଟି ହସ୍ପିଟାଲ ଏବଂ କେତେକ ସର୍ବସାଧାରଣ ସ୍ଥାନରେ…
ତ୍ରୁଟିପୂର୍ଣ୍ଣ କିଟ୍ ପାଇଁ ରାପିଡ୍ ଟେଷ୍ଟ ବନ୍ଦ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୮।୪(ପିଟି): କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଉଦ୍ଦେଶ୍ୟରେ ଚାଇନାର ୨ଟି କମ୍ପାନୀରୁ ଭାରତକୁ ଆସିଥିବା କୋଭିଡ-୧୯ ରାପିଡ ଆଣ୍ଟିବଡି ଟେଷ୍ଟ କିଟ୍କୁ ବ୍ୟବହାର ନ କରିବାକୁ ସମସ୍ତ ରାଜ୍ୟକୁ ଇଣ୍ଡିଆନ କାଉନ୍ସିଲ ଅଫ ମେଡିକାଲ ରିସର୍ଚ୍ଚ(ଆଇସିଏମ୍ଆର) ସୋମବାର ମନା କରିଛି। ଏହିସବୁ…
ଆନ୍ଧ୍ର ରାଜଭବନର ୪ କର୍ମଚାରୀଙ୍କୁ କରୋନା: ଏମ୍ପିଙ୍କ ପରିବାରରୁ ୬ ଆକ୍ରାନ୍ତ
ଅମରାବତୀ,୨୮ା୪: ଆନ୍ଧ୍ରପ୍ରଦେଶ ରାଜଭବନର ୪ ଜଣ କର୍ମଚାରୀଙ୍କଠାରେ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ସେହିପରି ଶାସକ ଦଳର ଜଣେ ଏମ୍ପିଙ୍କ ପରିବାରରୁ ୬ ଜଣ ଏହି ରୋଗରେ ଆକ୍ରାନ୍ତ ଥିବା ଜଣାପଡିଛି। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୭୭ରେ ପହଞ୍ଚତ୍ଛି ଓ…
୩୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଓ୍ବାଶିଂଟନ/ରୋମ୍/ଲଣ୍ଡନ,୨୮ା୪: ପ୍ରାଣଘାତୀ କରୋନାରେ ୨୧୦ ଦେଶରେ ମୋଟ ୨.୦୮ ଲକ୍ଷରୁ ଅଧିକ ଲୋକ ପ୍ରାଣ ହରାଇଲେଣି। ସଂକ୍ରମିତଙ୍କ ସଂଖ୍ୟା ୩୦ ଲକ୍ଷ ଟପିଥିବା ବେଳେ ଆମେରିକା, ସ୍ପେନ୍, ଇଟାଲୀ, ଫ୍ରାନ୍ସ, ଜର୍ମାନୀ ଓ ବ୍ରିଟେନ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଯଦିଓ ସୋମବାର…
ପ୍ରବାସୀ ଶ୍ରମିକଙ୍କୁ ନିଜ ସହରକୁ ଛଡ଼ାଯିବନି
ନୂଆଦିଲ୍ଲୀ,୨୮ା୪: କରୋନା ମହାମାରୀ ଯୋଗୁ ଲୋକମାନେ ଆତଙ୍କରେ ଅଛନ୍ତି। ଲକ୍ଡାଉନ୍ ଲାଗୁହେବା ପରେ ଅନେକ ଲୋକ କାମଧନ୍ଦା ହରାଇବା ସହ ପେଟକୁ ଦାନା ଯୋଗାଡ଼କରିବା ଓ ପରିବାର ପୋଷିବା କଷ୍ଟକର ହୋଇପଡ଼ିଛି। ପରିସ୍ଥିତିକୁ ଦେଖି ଅନେକ ପ୍ରବାସୀ ନିଜ ସହରକୁ ଫେରିଆସିବା…
ଟ୍ରକ୍ ଡ୍ରାଇଭରଙ୍କ ପାଇଁ ୨୨୩ ଢାବା ଖୋଲିବାକୁ ଅନୁମତି
ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ସକାଶେ ଲକ୍ଡାଉନ ଜାରି ଥିବା ସତ୍ତ୍ୱେ ଜରୁରିକାଳୀନ ସେବାରେ ଏବଂ ମାଲ ପରିବହନରେ ନିୟୋଜିତ ଟ୍ରକ୍ଗୁଡିକ ଚଳାଚଳ କରୁଛନ୍ତି। ଏହାସହ ଆମ୍ବୁଲାନ୍ସ ଏବଂ ପାସ୍ ସଂଗ୍ରହ କରି ଜରୁରୀ କାର୍ଯ୍ୟରେ ସାମିଲ ଥିବା କେତେକ…
ଭାରତରେ ସରିଆସୁଛି କରୋନା ଆୟୁଷ: ମେ’ ୨୧ ସୁଦ୍ଧା ୯୭% ବିଲୋପ
ନୂଆଦିଲ୍ଲୀ,୨୮ା୪: ମହାମାରୀ କରୋନା(କୋଭିଡ୍-୧୯)କୁ ପ୍ରତିହତ କରିବା ପାଇଁ ଭାରତ ସମେତ ବିଶ୍ୱର ଅନେକ ଦେଶରେ ଲାଗୁ ହୋଇଛି ଲକ୍ଡାଉନ। ଫଳରେ କୋଟି କୋଟି ଲୋକ ନିଜ ଘରେ ଏକ ମାସରୁ ଊର୍ଦ୍ଧ୍ୱ ସମୟ ହେଲା ଆବଦ୍ଧ ହୋଇ ରହିଛନ୍ତି। ଏବେ ସମସ୍ତଙ୍କ…
ପୋଲିସ କର୍ମଚାରୀଙ୍କୁ ୫୦ ଲକ୍ଷର ସହାୟତା ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍ କରି ଧନ୍ୟବାଦ ଜଣାଇଲେ ଡିଜିପି
କଟକ ଅଫିସ୍, ୨୮।୪: କରୋନା ମୁକାବିଲାରେ ନିୟୋଜିତ ହୋଇଥିବା ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ପରିବାର ବର୍ଗଙ୍କୁ ୫୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ। ଏନେଇ ସୋମବାର ରାଜ୍ୟ ସରକାରଙ୍କ ତରଫରୁ ଘୋଷଣା କରାଯାଇଛି। ସରକାରଙ୍କ ଏହି…
Archives


