କରୋନା ଭାଇରସ୍‌

ଲକ୍‌ଡାଉନ ସହ ଅର୍ଥନୀତିକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୮ା୪(ପି.ଟି.): ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ସମୟସୀମା ଶେଷ ହେବାକୁ ଆଉ ୬ ଦିନ ବାକି ଥିବାବେଳେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି…

ଭଦ୍ରକରେ ୩ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭଦ୍ରକ ଅଫିସ,୨୮।୪: ଭଦ୍ରକ ଜିଲାରେ ମଙ୍ଗଳବାର ଆଉ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୯ରେ ପହଞ୍ଚିଛି। ମଙ୍ଗଳବାର ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କଲିକତା ଫେରନ୍ତା ବୋଲି କୁହାଯାଉଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ବାସୁଦେବପୁର…

ବସ୍‌ରେ ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ଚିନ୍ତା

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟ ବାହାରେ ଫସି ରହିଥିବା ଓଡ଼ିଆଙ୍କୁ ଓଡ଼ିଶା ଫେରାଇ ଆଣିବା ବର୍ତ୍ତମାନ ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହାଇଛି। ରାଜ୍ୟକୁ ୫ଲକ୍ଷରୁ ଅଧିକ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରିବେ। ଏମାନଙ୍କୁ ଫେରାଇ ଆଣିବା ପାଇଁ ସରକାର ବିଭିନ୍ନ ବ୍ୟବସ୍ଥା…

ଗାଁ ଫେରିବାକୁ ବଢ଼ିଲା ଉତ୍କଣ୍ଠା: ୪୮ ଘଣ୍ଟାରେ ପଞ୍ଜୀକରଣ କଲେ ୪.୮୬ ଲକ୍ଷ

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶା ବାହାରେ ଲକ୍ଷ ଲକ୍ଷ ଓଡ଼ିଆ ଫସି ରହି ହଇରାଣ ହେଉଛନ୍ତି। ତେବେ ସେମାନଙ୍କୁ ଓଡ଼ିଶା ଫେରାଇ ଆଣିବାକୁ ରାଜ୍ୟ ସରକାର ଘୋଷଣା କରିବା ସହ ଏଥିପାଇଁ ପଞ୍ଜୀକରଣ ବ୍ୟବସ୍ଥା କରିଛନ୍ତି। ଏଥିପାଇଁ ଗାଁ ଫେରିବାକୁ…

ମାତିଲେ ନକଲି ପୋଲିସ: ବର୍ଦ୍ଦି ପିନ୍ଧି ଲୁଟିଲେ ସ୍କୁଟି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜଧାନୀରେ ମାତିଛନ୍ତି ନକଲି ପୋଲିସ। ଆପଣେଇଛନ୍ତି ନୂଆ ଫର୍ମୁଲା। ଆଇପିଏସ୍‌ ଅଫିସର ଏବଂ ଇନ୍ସପେକ୍ଟର ପରିଚୟ ଦେଇ ଗିରଫ ହୋଇଥିବା ଘଟଣାଭଳି ଅନୁରୂପ ଘଟଣା ଶହୀଦନଗର ଥାନା ଅଞ୍ଚଳରେ ଘଟିଛିି। ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରିଥିବାରୁ ଜବତ ଆଳରେ ସ୍କୁଟି…

ହସିବ ଓଡ଼ିଶା…ଫେରିବ ଖୁସିର ଦିନ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ବାତ୍ୟା ହେଉ କି ବନ୍ୟା। ଦୃଢତାର ସହ ମୁକାବିଲା କରିବାରେ କେବେ ପଛଘୁଞ୍ଚା ଦେଇନି ଓଡ଼ିଶା। ଯେତେ ପ୍ରାକୃତିକ ବିପର୍ଯ୍ୟୟ ଆସିଲେ ବି ଭାଙ୍ଗିପଡ଼ିନାହାନ୍ତି ଓଡ଼ିଶାବାସୀ। ପ୍ରତିଥର ଅଣ୍ଟାସଳଖି ଛିଡ଼ାହୋଇଛନ୍ତି। ପୂର୍ବଗୌରବ ଫେରିବା ସହ ନୂଆ ସକାଳ ଆସିଛି, ଆଉ…

ବିନା ଅନୁମତିରେ ଦୋକାନ ଖୋଲି ତଣ୍ଡ ଗଣିଲେ: ୫୦ ହଜାରରୁ ଊର୍ଦ୍ଧ୍ୱ ଜରିମାନା ଆଦାୟ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କରୋନା ସଂକ୍ରମଣରୁ ସହରକୁ ମୁକ୍ତ କରିବା ଲକ୍ଷ୍ୟରେ କଟକଣା ବଳବତ୍ତର ରଖିଛି। କେନ୍ଦ୍ର ସରକାର ଶନିବାର ସର୍ତ୍ତମୂଳକ ଭାବେ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦେଇଥିଲେ। ରବିବାର ଭୁବନେଶ୍ୱରର କେତେଜଣ ଦୋକାନୀ ବିଏମ୍‌ସିର ବିନା ଅନୁମତିରେ…

CORONAVIRUS UPDATE: ସୁନ୍ଦରଗଡ଼ ଜିଲାରେ ଆଉ ୪କରୋନା ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼,୨୮।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ମଙ୍ଗଳବାର ପୁଣି ଆଉ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୪କରୋନା ଆକ୍ରାନ୍ତ ରାଉରକେଲା ନାଲା ରୋଡ ଅଞ୍ଚଳର ବୋଲି…

CORONAVIRUS UPDATE: ଭଦ୍ରକରେ କରୋନା ଆକ୍ରାନ୍ତ ସଂଖ୍ୟା ୧୯

ଭଦ୍ରକ ଅଫିସ,୨୮।୪: ରାଜ୍ୟରେ ମଙ୍ଗଳବାର ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତ। ଏମାନଙ୍କ ମଧ୍ୟରୁ ୩ଜଣ ଭଦ୍ରକ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଚିହ୍ନଟ ୩ଜଣଙ୍କ ମଧ୍ୟରୁ ୨ଜଣ ବାସୁଦେବପୁର ବ୍ଲକର…

୧୦୭୧ରୁ ୯୮୯ ନମୁନା ନେଗେଟିଭ୍‌

ବାରିପଦା ଅଫିସ, ୨୭ା୪:  କରୋନା ସନ୍ଦେହରେ ମୟୂରଭଞ୍ଜ ଜିଲାର ୧୦୭୧ ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ୯୮୯ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଅବଶିଷ୍ଟ ୮୨ ଜଣଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ୧୦୭୧ ଜଣଙ୍କ ମଧ୍ୟରୁ ୭୯…

କଣ୍ଠଶିଳ୍ପୀଙ୍କ ଦ୍ୱାରା ମାସ୍କ, ରାଶନ ସାମଗ୍ରୀ ବଣ୍ଟନ

ଯୋଡ଼ା, ୨୬ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ପୌରପାଳିକାର ୫ ନଂ.ଓ୍ବାର୍ଡ ଆଜାଦବସ୍ତି କ୍ଲବ ଗୃହଠାରେ ଯୋଡାର ଜଣେ କଣ୍ଠଶିଳ୍ପୀ ଶୁଭଶ୍ରୀ ଜେନାଙ୍କ ପକ୍ଷରୁ ଗରିବ ଅସହାୟ ଲୋକଙ୍କୁ ମାସ୍କ ଓ ଅତ୍ୟାବଶ୍ୟକ ରାଶନ ସାମଗ୍ରୀ ବଣ୍ଟନ କରାଯାଇଛି। ସ୍ଥାନୀୟ ଆଜାଦ ବସ୍ତି…

ଯୋଡ଼ାରେ ୩ ଜଣଙ୍କ ସ୍ବାବ୍‌ ସଂଗ୍ରହ

ଯୋଡ଼ା, ୨୭।୪ (ଡି.ଏନ.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ବାହାରୁ ଆସିିଥିବା ଲୋକମାନଙ୍କ ସ୍ବାବ ସଂଗ୍ରହ ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରୁ ଏକ ମେଡିକାଲ ଟିମ୍‌ ରବିବାର ଯୋଡାରେ ପହଞ୍ଚିଛନ୍ତି। ରବିବାର ପ୍ରଥମ ଦିନରେ ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri